ଆମ ଜିଲା ଖବର

ସ୍ତ୍ରୀଙ୍କ ତଣ୍ଟିଚିପି ହତ୍ୟା କଲେ ସ୍ବାମୀ

ରାଉରକେଲା ଅଫିସ,୬ା୫: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ସିଂଟୋଲାରେ ଘରୋଇ କଳହକୁ କେନ୍ଦ୍ର କରି ମଙ୍ଗଳବାର ବିଳମ୍ବିତ ରାତିରେ ସ୍ତ୍ରୀଙ୍କ ତଣ୍ଟିଚିପି ସ୍ବାମୀ ହତ୍ୟା କରିଛନ୍ତି। ଖବର ପାଇ ବ୍ରାହ୍ମଣୀତରଙ୍ଗ ଥାନା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହିତ ତଦନ୍ତ...

ଗଞ୍ଜାମରେ କଣ୍ଟ୍ରୋଲ ଚାଉଳ ନେବାବେଳେ ରହୁନି ସାମାଜିକ ଦୂରତ୍ୱ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ଗଞ୍ଜାମ, ୬।୪(ଡି.ଏନ୍‌.ଏ. ): ରାଜ୍ୟରେ କରୋନା(କୋଭିଡ-୧୯) ସ୍ଥିତି ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରାଜ୍ୟ ବାହାରୁ ତଥା ସୁରଟରୁ ଆସିଥିବା ଲୋକଙ୍କ ପାଇଁ ଗଞ୍ଜାମ ଜିଲାରେ ପ୍ରଶାସନକୁ ନାକେଦମ ହେବାକୁ ପଡିଛି l ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ଶେଷ...

କୋଟାରୁ ଫେରିଥିବା ଛାତ୍ରୀଛାତ୍ରଙ୍କୁ ଅଟକ ରଖିଲା ସୁନ୍ଦରଗଡ଼ ଜିଲା ପ୍ରଶାସନ

ରାଉରକେଲା ଅଫିସ,୬ା୫: ରାଜସ୍ଥାନ କୋଟାରୁ ଛାତ୍ରୀଛାତ୍ରଙ୍କୁ ନେଇ ଆସିଥିବା ଏକ ବସ୍‌କୁ ଜିଲା ପ୍ରଶାସନ ଓ ରାଉରକେଲା ମହାନଗର ନିଗମ ପକ୍ଷରୁ ଅଟକ ରଖାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, କୋଟାରୁ ୨୫ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଏହି ବସ୍‌ ରାଉରକେଲା...

ସୁବର୍ଣ୍ଣପୁରରେ କାଳବୈଶାଖୀ: ସଦର ମହକୁମାରେ ଭାଙ୍ଗିଲା ୪୦ଟି ବିଦ୍ୟୁତ ଖୁଣ୍ଟ

ସୋନପୁର,୬।୫(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ମଙ୍ଗଳବାର ବିଳମ୍ବିତ ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ରାତି ପ୍ରାୟ ୧୧ଟାରେ ଘଡ଼ଘଡ଼ି ସହ ବର୍ଷା, ପବନ ହୋଇଥିଲା। ଏଥିରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିପଡ଼ିଥିବା ବେଳେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଛି। କେବଳ...

ବଜ୍ରପାତରେ ଗାଈଆଳଙ୍କ ଜୀବନ ଗଲା

ନୟାଗଡ଼ ଅଫିସ, ୬।୫: ନୟାଗଡ଼ ଜିଲାରେ ବୁଧବାର ପୂର୍ବାହ୍ନରେ ବଜ୍ରପାତ ଘଟି ଜଣେ ଗାଈଆଳଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଲିଙ୍ଗରାଜ ବେହେରା। ତାଙ୍କ ଘର ନୟାଗଡ଼ ଜିଲା ସରଣକୁଳ ଥାନା ବାଉଁସିଆ ଗାଁରେ। ଲିଙ୍ଗରାଜ ଗାଈ ଚରାଇବାକୁ ଗାଁ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୬ା୫: ନିଖିଳ ଉତ୍କଳ ଶିକ୍ଷକ ସଂଘ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗ ଭଦ୍ରକ ପକ୍ଷରୁ ୩୧ ହଜାର ଟଙ୍କା ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ କୋଭିଡ୍‌ ମୁକାବିଲା ପାଇଁ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗାୟତ୍ରୀ ମନ୍ତ୍ର ଜପ କଲେ ଯୁବକ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ଜଣାଇଲେ ବିଡିଓ

ଭଦ୍ରକ ଅଫିସ,୬ା୫: ଭଦ୍ରକ ଜିଲା ତିହିଡ଼ି ବ୍ଲକର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କୋଲକାତା ଫେରନ୍ତାଙ୍କ ଟିକ୍‌ଟକ୍‌ ଭିଡିଓ ଭାଇରାଲ ଭଳି ଲଜ୍ଜାଜନକ ଘଟଣା ଘଟିଥିବା ଓ ଥାନାରେ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ ହେବା ଭଳି ଘଟଣା ଘଟିଥିଲା। କିନ୍ତୁ...

ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜୋର୍‌ଦାର: ପଇଁତରା ମାରୁଛି ପୋଲିସ

ଭଦ୍ରକ ଅଫିସ,୬ା୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ରାତ୍ରିକାଳୀନ କର୍ଫ୍ୟୁ କଟକଣା ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ ପର୍ଯ୍ୟନ୍ତ ଏହି କଟକଣା ଜାରି କରାଯାଇଛି। ଏହି ସମୟରେ ପୋଲିସ ସହର ସାରା ପଇଁତରା ମାରୁଛି। ଅମାନିଆ ଓ ଖିଲାପକାରୀ...

ଗଞ୍ଜାମ ଯିବେ ବିଶେଷଜ୍ଞ ଟିମ୍‌: ପରଖିବେ ସ୍ଥିତି

ଭୁବନେଶ୍ୱର,୬।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ୪ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ସ୍ଥିତି ଅନୁଧ୍ୟାନ ପାଇଁ ସ୍ବତନ୍ତ୍ର ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍‌ ଗଞ୍ଜାମ ଯିବେ। ଏହି ଟିମ୍‌ ସର୍ଭେଲାନ୍ସ...

ଦୈତ ନଗରୀରେ କଡ଼ା କଟକଣା: ଅଯଥା ଯାତାୟାତ ରୋକିବାକୁ ନିଆଗଲା ପଦକ୍ଷେପ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳ କଟକରୁ ଜଣେ ପଜିଟିଭି ଚିହ୍ନଟ ହୋଇଛନ୍ତି। ଫଳରେ ସଂକ୍ରମଣ ଆଶଙ୍କାକୁ ଏଡ଼ାଇବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଟୁଇନ୍‌ ସିଟିରେ...

ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ କରୋନା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର। ସେ ଜଣେ ୧୮ ବର୍ଷ ବୟସ୍କ...

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ଖୋର୍ଦ୍ଧା ଅଫିସ/ ନିରାକାରପୁର,୬ା୫(ଡି.ଏନ୍‌.ଏ.): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ପୁଣି ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ କୁହୁଡି ଛକରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ବସ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri