ଆମ ଜିଲା ଖବର

ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ କରୋନା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର। ସେ ଜଣେ ୧୮ ବର୍ଷ ବୟସ୍କ...

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ଖୋର୍ଦ୍ଧା ଅଫିସ/ ନିରାକାରପୁର,୬ା୫(ଡି.ଏନ୍‌.ଏ.): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ପୁଣି ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ କୁହୁଡି ଛକରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ବସ୍‌...

ରଥ ନିର୍ମାଣ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ, ୬।୫: କରୋନା ପାଇଁ ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ, ତାହାକୁ ନେଇ ଅନିଶ୍ଚିତତା ଲାଗିରହିଛି। ଅକ୍ଷୟତୃତୀୟାର ଅନେକ ଦିନ ପରେ ମଧ୍ୟ ଏପର୍ଯ୍ୟନ୍ତ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇନାହିଁ। ତୁରନ୍ତ ରଥ ନିର୍ମାଣ କାର୍ଯ୍ୟ...

ଜୁନ ୧୮ ଯାଏ ବଢ଼ିଲା ସମସ୍ତ ଅନ୍ତରୀଣ ନିର୍ଦ୍ଦେଶ

କଟକ ଅଫିସ,୬।୫: ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ମଙ୍ଗଳବାର କେତେକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ବିଭିନ୍ନ ମାମଲାରେ ପୂର୍ବରୁ ହାଇକୋର୍ଟ କିମ୍ବା ନିମ୍ନକୋର୍ଟଗୁଡ଼ିକ ଯେଉଁ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି, ଯାହା ମାର୍ଚ୍ଚ ୨୪ ତାରିଖ ପରେ ସମାପ୍ତ...

ରଥ ନିର୍ମାଣ ଲାଗି ଆସିଲାନି ନିର୍ଦ୍ଦେଶ

ପୁରୀ ଅଫିସ,୬ା୫: ଚଳିତ ବର୍ଷ ବଡ଼ଦାଣ୍ଡରେ ମହାପ୍ରଭୁଙ୍କ ତିନିରଥ ଗଡ଼ିବା ନେଇ ସଂଶୟ ଦେଖାଦେଇଛି। ମଙ୍ଗଳବାର ଦିନତମାମ୍‌ର ଘଟଣା ଚିତ୍ର ସମସ୍ତଙ୍କ ମନରେ ଏଭଳି ଭାବିବାକୁ ସୁଯୋଗ ସୃଷ୍ଟି କରିଛି। ସୋମବାର ସନ୍ଧ୍ୟାରେ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ପରେ...

ମଦ କାରବାର: ଜିଲାପାଳଙ୍କ ପଲା ଭାରି

ଭୁବନେଶ୍ୱର, ୬ା୫(ବ୍ୟୁରୋ): ରାଜ୍ୟର ମଦ ଦୋକାନ ଖୋଲିବା ନେଇ ଦ୍ୱନ୍ଦ୍ୱ ଏ ପର୍ଯ୍ୟନ୍ତ ଦୂର ହୋଇପାରୁନାହିଁ। ଗତ ୧ ତାରିଖରେ ଦେଶର ସମସ୍ତ ଗ୍ରୀନ ଜୋନ୍‌ ଅଞ୍ଚଳରେ ମଦ ଦୋକାନ ଖୋଲିବାକୁ କେନ୍ଦ୍ର ସରକାର ଅନୁମତି ଦେଇଥିଲେ। ହେଲେ ଓଡ଼ିଶାରେ...

ସୁରଟରୁ ବସ୍‌ ନୁହେଁ, ଟ୍ରେନ୍‌ରେ ଫେରିବେ ଶ୍ରମିକ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍‌ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା ଭଳି ସମସ୍ୟା ଦେଖାଦେଉଛି। ମହିଳା ଓ ଶିଶୁମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୭

ଭୁବନେଶ୍ୱର,୬।୫:(ବ୍ୟୁରୋ)-ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର ଏବଂ ସୁରତରୁ ଫେରିଛନ୍ତି ବୋଲି ବୁଧବାର ଲୋକ ସୂଚନା ଓ ସମ୍ପର୍କ ବିଭାଗ...

CORONAVIRUS UPDATE: ରାଜ୍ୟରେ ଦ୍ଵିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୬।୫:(ବ୍ୟୁରୋ)- ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକ ୭୭ ବର୍ଷୀୟ ମଧୁସୂଦନନଗର, ଭୁବନେଶ୍ୱର ବାସିନ୍ଦା ଯିଏକି କିଛିଦିନ ଧରି କିମ୍ସ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ, ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ଏହା ଦ୍ଵିତୀୟ...

ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ୪୦ୟୁନିଟ୍‌ ରକ୍ତ ସଂଗ୍ରହ

ଜୁନାଗଡ,୬ା୫(ଡି.ଏନ୍‌.ଏ)-କରିବା ରକ୍ତ ଦାନ, ବଞ୍ଚାଇବା ଜୀବନ ଏହି ଉଦ୍ଦେଶ୍ୟ ନେଇ ମଙ୍ଗଳବାର ବିଜେଡି ପକ୍ଷରୁ ଭବାନୀପାଟଣା ରକ୍ତ ଭଣ୍ଡାରଠାରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସ୍ବେଚ୍ଛାକୃତ ଭାବେ ୪୦ ଜଣ ରକ୍ତଦାନ କରିଥିଲେ। ବିଜେଡି...

ରାଜକୁମରଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

ଭବାନୀପାଟଣା/କୋକସରା, ୬ା୫(ସ୍ବ.ପ୍ର/ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ ମାଝିଗଡ଼ା ପଞ୍ଚାୟତ ଡୋଙ୍ଗରିପଡ଼ାର ରାଜକୁମର ବାଗ (୫୭)। ଗୋଡ଼ ଭାଙ୍ଗିଯିବା ପରେ ବିଛଣାରେ ପଡ଼ି ରହିଛନ୍ତି। ଅର୍ଥାଭାବରୁ ଉନ୍ନତ ଡାକ୍ତରୀ ଚିକିତ୍ସା କରାଇବା ତାଙ୍କ ପକ୍ଷେ ସମ୍ଭବ ନ ହେବାରୁ...

ପ୍ରବାସୀ ଶ୍ରମିକଙ୍କୁ ମିଳୁନି କ୍ବାରାଣ୍ଟାଇନ ସେଣ୍ଟର, ରାସ୍ତା ଉପରେ ବିତୁଛି ଜୀବନ

ବରଗଡ଼ ଅଫିସ୍‌, ୬ା୫-ଝାରଖଣ୍ଡରୁ ଅତାବିରାକୁ ଆସିଥିବା ଏକ ପ୍ରବାସୀ ଶ୍ରମିକ ପରିବାରକୁ ହଟହଟା ହେବାକୁ ପଡ଼ିଛି। ରହିବା ପାଇଁ ଜାଗା ମିଳୁ ନଥିବା ଯୋଗୁ ସେମାନଙ୍କୁ ରାସ୍ତାକଡ଼ ଖୋଲା ଆକାଶତଳେ ଜୀବନ ଅତିବାହିତ କରିବାକୁ ପଡ଼ିଛି। ସୂଚନା ଅନୁଯାୟୀ, ଅତାବିରାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri