ଆମ ଜିଲା ଖବର

ଭାଉଜଙ୍କୁ କଟୁରିରେ ହାଣି ହତ୍ୟା

ଢେଙ୍କାନାଳ ଅଫିସ, ୬।୫ – ସାମାନ୍ୟ ବଚସାକୁ କେନ୍ଦ୍ରକରି ନିର୍ମମ ହତ୍ୟା। ଦିଅରଙ୍କ କଟୁରି ଚୋଟରେ ପ୍ରାଣ ହରାଇଛନ୍ତି ଭାଉଜ। ଢେଙ୍କାନାଳ ସଦର ଥାନା ଖୁଣ୍ଟଝରି ଗ୍ରାମରେ ମଙ୍ଗଳବାର ଘଟିଥିବା ଏହି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ହତ୍ୟାର ଶିକାର...

୭ଦିନର ଶିଶୁପୁତ୍ର ବିକ୍ରି ଚର୍ଚ୍ଚା

ଅନୁଗୋଳ ଅଫିସ, ୬।୫ – ଅନୁଗୋଳ ହୁଲୁରିସିଂହା ଅଞ୍ଚଳରେ ମଙ୍ଗଳବାର ଏକ ନବଜାତ ଶିଶୁ ପୁତ୍ରକୁ ବିକ୍ରି କରାଯାଇଥିବା ଚର୍ଚ୍ଚା ହେଉଛି। ତେବେ ସମ୍ପୃକ୍ତ ଶିଶୁପୁତ୍ରକୁ ଉଦ୍ଧାର ପରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ...

୧.୩୧ ଲକ୍ଷ ଟଙ୍କା ସହାୟତା

ଢେଙ୍କାନାଳ ଅଫିସ,୬।୫ – ଢେଙ୍କାନାଳ ସଦର ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ୩୧ହଜାର ଟଙ୍କାର ସହାୟତା ଚେକ୍‌ ପ୍ରଦାନ କରାଯାଇଛି। ବିଧାୟକ ସୁଧୀର କୁମାର ସାମଲଙ୍କ ଉପସ୍ଥିତିରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ଜରିଆରେ...

କଣ୍ଠଶିଳ୍ପୀ ଅସୀମା ବାଣ୍ଟିଲେ ମାସ୍କ

ଢେଙ୍କାନାଳ ଅଫିସ, ୬।୫ – ଢେଙ୍କାନାଳର ଯୁବ ଅନୁଷ୍ଠାନ ବଜରଙ୍ଗ କ୍ଲବ ପକ୍ଷରୁ ହିନ୍ଦୋଳ ବ୍ଲକର ଦୁର୍ଗମ ଦଣ୍ଡିରି ପଞ୍ଚାୟତରେ ସହାୟତା ପହଞ୍ଚତ୍ଛି। କ୍ଲବର ନୂତନ ସଦସ୍ୟ ତଥା କଣ୍ଠଶିଳ୍ପୀ ଅସୀମା ପଣ୍ଡା ଗ୍ରାମବାସୀଙ୍କୁ ମାସ୍କ, ସାବୁନ ଓ ସାନିଟାଇଜର...

ଜୀବନ ଜୀବିକା ଆଗରେ ହାର୍‌ ମାନିଛି ଲକ୍‌ଡାଉନ

ଖଜୁରିପଡା,୬ା୫(ଡି.ଏନ.ଏ.)- ଜଙ୍ଗଲ ସୀମାବର୍ତ୍ତୀ ଜନଜାତି ଗରିବ ପରିବାରର ମହିଳାମାନେ ଦିନ ମଜୁରୀ ଠାରୁ ଆରମ୍ଭ କରି ଜଙ୍ଗଲରୁ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ କରି ଜୀବିକା ନିର୍ବାହ କରିଥାନ୍ତି। ତେଣୁ ପ୍ରତିଦିନ ଜଙ୍ଗଲକୁ ଯାଇ ଜାଳେଣି କାଠ, ଶାଳପତ୍ର, ଶିଆଳିପତ୍ର...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ମହିଳା ରହିବାକୁ ବିରୋଧ

ଭଞ୍ଜନଗର,୬।୫(ଡି.ଏନ.ଏ.)- ସୁରଟରୁ ଫେରୁଥିବା ମହିଳାମାନଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ଭଞ୍ଜନଗର ବ୍ଲକର ଏକ ଗ୍ରାମରେ ମଙ୍ଗଳବାର ସନ୍ଧ୍ୟାରେ ଉତ୍ତେଜନା ଦେଖାଦେଇଛି। ୪ ମହିଳାଙ୍କୁ ନେଇ ଆସିଥିବା ଗାଡ଼ିକୁ ଲୋକେ ଗଁାକୁ ପୁରାଇ ଦେଇ ନ ଥିଲେ।...

ଚୋରା ସ୍କ୍ରାପ୍‌ ବୋଝେଇ ପିକ୍‌ଅପ ଜବତ, ୩ ଗିରଫ

ଯୋଡା,୬ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଚମ୍ପାଡିହିଠାରେ ପୋଲିସ ଚଢାଉ କରି ଏକ ଚୋରା ସ୍କ୍ରାପ ବୋଝେଇ ପିକଅପ ଜବତ କରିବା ସହିତ ଏଥିରେ ସଂପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଯୋଡା ବାଂଶପାଣିର ଗୀତା...

ପାରିବାରିକ କଳହରୁ ମହିଳାଙ୍କ ଆତ୍ମହତ୍ୟା

ଯୋଡା,୬ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାମେବରୀ ଅନ୍ତର୍ଗତ ତାଡପାଣି ଅଞ୍ଚଳରେ ମଙ୍ଗଳବାର ପାରିବାରିକ କଳହରୁ ମଞ୍ଜ ମୁଣ୍ଡା ନାମ୍ନୀ ଜଣେ ମହିଳା ଗଛରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏକ ଅପମୃତ୍ୟୁ ମାମମଲା (ନଂ.୧୬/୨୦୨୦) ରୁଜୁ କରି...

ସାମାଜିକ ଦୂରତ୍ୱ ନିୟମ ମାନୁ ନାହାନ୍ତି

ଉଦଳା,୬ା୫(ଡି.ଏନ୍‌.ଏ.)- ଗ୍ରୀନ ଜୋନ୍‌ରେ ଥିବା ମୟୂରଭଞ୍ଜ ଉଦଳାରେ ଦୋକାନ ବଜାର ଖୋଲାଯାଇଛି। ହେଲେ ଏଠାରେ ଅସମ୍ଭବ ଗହଳି ଦେଖିବାକୁ ମିଳୁଛି। ଗ୍ରୀନ୍‌ ଜୋନରେ ଦୋକାନ ଖୋଲିବା ସମୟରେ କେତେକ କଟକଣା ରହିଥିବା ବେଳେ ତାହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି। ବିଶେଷକରି...

ପୂରଣ ହେଲା ଦାବି, ଗଡ଼ିିଲା ନୂଆ ୧୦୮ ଆମ୍ବୁଲାନ୍ସ

ଚିତ୍ରଡ଼ା,୬ା୫(ଡି.ଏନ୍‌.ଏ.)- ବହୁ ଦିନର ଦାବି ପରେ ମୟୂରଭଞ୍ଜ ଜିଲାର କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ୨ଟି ନୂଆ ୧୦୮ ଆମ୍ବୁଲାନ୍ସ ଯୋଗାଇ ଦିଆଯାଇଛି। ପୂର୍ବରୁ ରାସଗୋବିନ୍ଦପୁର ଏବଂ ମୋରଡାରେ ଥିବା ୨ଟି ୧୦୮ ଆମ୍ବୁଲାନ୍ସ ପୁରୁଣା ହେବାରୁ ରୋଗୀ ବିଭିନ୍ନ ସମସ୍ୟାର...

ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ରିଲିଫ ପାଣ୍ଠିକୁ ଦାନ

ବଡ଼ସାହି,୬ା୫(ସ୍ବ.ପ୍ର.)- ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୨୧ ହଜାର ଟଙ୍କା ଦାନ କରାଯାଇଛି। ସଂଘର ସଦସ୍ୟ ରଣଜିତ କୁମାର ଦାସଙ୍କ ସହିତ ବସନ୍ତ କୁମାର ମହାପାତ୍ର,...

କ୍ବାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ବିଧାୟକ

ବଡ଼ସାହି,୬ା୫(ସ୍ବ.ପ୍ର.)-ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକରେ ଥିବା ବିଭିନ୍ନ କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ବଡ଼ସାହି ବିଧାୟକ ସନାତନ ବିଜୁଳି ମଙ୍ଗଳବାର ପରିଦର୍ଶନ କରିଛନ୍ତି। ରାଜ୍ୟ ବାହାରୁ ଫେରୁଥିବା ଲୋକମାନଙ୍କୁ ସୁରକ୍ଷିତ ଭାବେ ରଖିବା ସହ ସେମାନଙ୍କ ସମସ୍ତ ସୁବିଧା ସମ୍ପର୍କରେ ସେ ଅବଗତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri