ଆମ ଜିଲା ଖବର

ପୋଲିସ ତରଫରୁ କରୋନା ସଚେତନତା କାର୍ଯ୍ୟକ୍ରମ

ଖପ୍ରାଖୋଲ, ୪ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ପଞ୍ଚାୟତ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ ତଳି ମହୁଲପାଲି ଗାଁରେ ସ୍ଥାନୀୟ ପୋଲିସ୍‌ ତରଫରୁ କରୋନା ସଚେତନତା ସହ ଜନସମ୍ପର୍କ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଖପ୍ରାଖୋଲ ଥାନା ଆଇଆଇସି ଜ୍ୟୋତିରଞ୍ଜନ...

ସବୁଠି ସାମାଜିକ ଦୂରତାକୁ ବେଖାତିର

  ଟିକିରି,୪ା୫: ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଯେତେ ସଚେତନ କରାଗଲେ ମଧ୍ୟ ଲୋକେ ବୁଝିବାକୁ ନାରାଜ। ରାଜ୍ୟରେ ଗୋଟିଏ ପରେ ଗୋଟିଏ ଜିଲାକୁ ମାଡ଼ି ଚାଲିଛି କରୋନା। ତଥାପି ଲୋକେ ସାମାଜିକ ଦୂରତାକୁ ବେଖାତିର କରୁଛନ୍ତି। ରାୟଗଡ଼ା...

କରୋନା ଯୋଦ୍ଧାଙ୍କୁ ସମ୍ମାନ: ଯୁଦ୍ଧ ଜାହାଜରେ ଜଳିଲା ଲାଇଟ୍‌

ପାରଦୀପ,୪ା୫(ସ୍ବ.ପ୍ର.): କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ନିମନ୍ତେ ଭାରତୀୟ ତଟରକ୍ଷୀ ବାହିନୀ(କୋଷ୍ଟଗାର୍ଡ) ପକ୍ଷରୁ ଅଭିନବ ଉପାୟରେ ସମ୍ମାନ ଜଣାଯାଇଛି। ପୂର୍ବ ଉପକୂଳ ସୀମାର ସାଗରଦୀପ, ପୁରୀ ଓ ପାରୀଦୀପ ସମୁଦ୍ରରେ ଥିବା ପାଟ୍ରୋଲିଂ ଯୁଦ୍ଧ ଜାହଜଗୁଡିକରେ ସବୁଜ, କମଳା ରଙ୍ଗର...

ଫେରନ୍ତା ପ୍ରବାସୀଙ୍କ ପାଇଁ ବରୀରେ ପ୍ରସ୍ତୁତି

ବରୀ, ୪।୫ (ସ୍ବ.ପ୍ର.): ବାହାର ରାଜ୍ୟରୁ ଆସୁଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ବରୀ ବ୍ଲକ ପ୍ରଶାସନ ପକ୍ଷରୁ ସମସ୍ତ ସୁବିଧା କରାଯାଇଛି। ୨୯ ପଞ୍ଚାୟତକୁ ନେଇ ଗଠିତ ବରୀ ବ୍ଲକ ପକ୍ଷରୁ ସୋମବାର ସୁଦ୍ଧା ୧୮୮୦ଲୋକଙ୍କ ନିମନ୍ତେ ଭିତ୍ତିଭୂମି ପ୍ରସ୍ତୁତ...

୭୬୧ ଜଣଙ୍କ ସ୍ବାବ୍‌ ନମୁନା ସଂଗୃହୀତ

ରତ୍ନଗିରି, ୪।୫ (ଡି.ଏନ.ଏ.): ବରୀ ବ୍ଲକରୁ ୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଳାମାଟିଆ ପଞ୍ଚାୟତ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ୬୦ ଜଣଙ୍କ ସ୍ବାବ ନମୁନା ରବିବାର ସଂଗ୍ରହ କରାଯାଇଥିଲା। ସୋମବାର ସମ୍ପୃକ୍ତ ୬୦ ଜଣଙ୍କ ସଂସ୍ବର୍ଶରେ ଆସିଥିବା...

ରଟିଣାରେ ୩୫ ଜଣଙ୍କ ସ୍ବାବ ଟେଷ୍ଟ

ଖଇରା, ୪।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ଗ୍ରାମରୁ ରବିବାର ଜଣେ ୩୪ ବର୍ଷୀୟ କଲିକତା ଫେରନ୍ତା କରୋନା ସଂକ୍ରମିତ ଥିବା ଚିହ୍ନଟ ହେବା ପରେ ଏହି ଅଞ୍ଚଳରୁ ସ୍ବାବ ପରୀକ୍ଷା କାର୍ଯ୍ୟ ଆରମ୍ଭ ହୋଇଛି। ବାଲେଶ୍ୱରରୁ...

ଖଇରାରେ ଘରବାହୁଡା ପ୍ରକ୍ରିୟା ଆରମ୍ଭ

ଖଇରା, ୪।୫(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମ ପରେ ଖଇରା ଅଞ୍ଚଳରୁ ଓଡିଶା ବାହରେ ରହୁଥିବା ବ୍ୟକ୍ତିମାନଙ୍କର ଘର ବାହୁଡା କାର୍ଯ୍ୟ ଆରମ୍ଭ ହୋଇଛି । ସୋମବାର ସକାଳେ ସୁରଟରୁ ୨ଟି ବସ ଯୋଗେ ଏହି ଲୋକମାନେ...

ସୁରଟରୁ ଫେରିଲେ ୧୨୦ ପ୍ରବାସୀ ଓଡ଼ିଆ: କୋଲକାତାରୁ ଜଣେ ଚାଲି ଚାଲି ଆସିଲେ

ଔପଦା, ୪।୫(ଡି.ଏନ୍‌.ଏ.): ସୁରଟରୁ ୧୨୦ଜଣ ପ୍ରବାସୀ ଓଡ଼ିଆ ବସ୍‌ ଯୋଗେ ସୋମବାର ପହଞ୍ଚିଛନ୍ତି। ଆସିବା ବାଟରେ ଭଦ୍ରକରେ ଜଣେ, ସୋରରେ ୨, ଖଇରା ବ୍ଲକ ତୁଡ଼ିଗଡ଼ିଆରେ ୪ ଓ ଗଣ୍ଡିବେଡ଼ରେ ୨ଜଣ ଓହ୍ଲାଇଥିବା ବେଳେ ବାକି ୧୧୧ଜଣ ଅପରାହ୍ନ ୨ଟା...

‘ଜିଲାରେ ହେଉ କୋଭିଡ୍‌ ପରୀକ୍ଷଣ କେନ୍ଦ୍ର’

ବାଲେଶ୍ୱର ଅଫିସ, ୪।୫: ରାଜ୍ୟର ୩ ଜିଲା ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ କରୋନା ହଟ୍‌ସ୍ପଟ ଘୋଷଣା କରାଯାଇଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁ ଥିବା ବେଳେ ପ୍ରବାସୀ ଓଡ଼ିଆଙ୍କ ଆଗମନ ସ୍ଥିତିକୁ ଆହୁରି ସଙ୍ଗୀନ କରିପାରେ ବୋଲି...

ବଣିକ ସଂଘ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଜୁନାଗଡ, ୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ଜୁନାଗଡ ବଣିକ ସଂଘ ପକ୍ଷରୁ ସୋମବାର ଦିନରାତି ପରିଶ୍ରମ କରି କରୋନା ମହାମାରୀରୁ ରକ୍ଷା କରିବା ପାଇଁ ଲୋକଙ୍କୁ ସଚେତନ କରୁଥିବା ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସ୍ଥାନୀୟ ଥାନାର ଅଧିକାରୀ ଉତ୍ତମ କୁମାର...

କ୍ୱାରାଣ୍ଟାଇନ ଶେଷ ପରେ ଗାଁରେ ପହଞ୍ଚାଇଲାନି ପ୍ରଶାସନ: ରାତିରେ ଅଧାରାସ୍ତାରେ ଛାଡ଼ିଗଲେ ଡ୍ରାଇଭର

ମାଲକାନଗିରି,୪ା୫(ଡି.ଏନ୍‌.ଏ.) : କରୋନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣକରି ଚାଲିଛନ୍ତି। ମାଲକାନଗିରି ଜିଲା ପ୍ରଶାସନ ଏହି ନିୟମକୁ କଡ଼ାକଡ଼ି ପାଳନ କରୁଛି। ବାହାର ରାଜ୍ୟରୁ ଆସୁଥିବା ଶ୍ରମିକଙ୍କୁ ସଙ୍ଗରୋଧ ଗୃହରେ ୧୪...

ବେନିୟମ ଚାଲାଣ ହେଉଛି କେନ୍ଦୁପତ୍ର: ବିନା ନଥିପତ୍ରରେ ଚାଲିଛି କାରବାର

ମାଲକାନଗିରି,୪ା୫(ଡି.ଏନ୍‌.ଏ.) : ମାଲକାନଗିରି ଜିଲାରେ ବର୍ଷକୁ କୋଟି କୋଟି ଟଙ୍କାର କେନ୍ଦୁପତ୍ର କାରବାର ହୋଇଥାଏ। ଜିଲାର ଆଦିବାସୀ ଏବଂ ଅଣ ଆଦିବାସୀ କେନ୍ଦୁପତ୍ର ସଂଗ୍ରହକରି ଗୁଜୁରଣ ମେଣ୍ଟାଇଥାନ୍ତି। ଚଳିତବର୍ଷ କରୋନା ଯୋଗୁ କେନ୍ଦୁପତ୍ର ସଂଗ୍ରହ ଓ ବ୍ୟବସାୟ ଉପରେ ଆଶଙ୍କା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri