ଆମ ଜିଲା ଖବର

ଗଞ୍ଜାମ ଥାନା ଅଞ୍ଚଳରୁ ମଦ ଜବତ, ଦୁଇ ଗିରଫ

ଗଞ୍ଜାମ,୨।୫(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅଞ୍ଚଳରେ ବେଆଇନ ଭାବେ ମଦ ବିକ୍ରି ହେଉଥିବା ନେଇ ଅଭିଯୋଗ ପରେ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏ ନେଇ ପୋଲିସ ଖୋଳ ତାଡ଼ ଆରମ୍ଭ କରିବା ସହ ଶୁକ୍ରବାର ବିଳମ୍ବିତ ରାତିରେ ଅତର୍କିତ...

ବରୀରେ ପ୍ରଥମ କରୋନା ପଜିଟିଭ୍‌ ଚିହ୍ନଟ: ପ୍ରାୟ ୧୦୦୦ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଅନୁମାନ

ବରୀ/ରତ୍ନଗିରି,୨।୫(ସ୍ବ.ପ୍ର./ଡି.ଏନ୍‌.ଏ.): ଯାଜପୁର ଜିଲା ଶନିବାର ୫ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ବରୀ ବ୍ଲକର ବୋଲି ଜଣାପଡ଼ିଛି। ତେବେ ପ୍ରଥମ ଥର ବରୀ ବ୍ଲକରେ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ, ବରୀ ବ୍ଲକ କଳାମାଟିଆ...

ମାଲକାନଗିରିରେ ଅନେକ କୋଲ୍‌କାତା ଫେରନ୍ତା: ବିଭିନ୍ନ ସ୍ଥାନରେ ଚଢ଼ାଉ

ମାଲକାନଗିରି,୧ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଏଯାବତ୍‌ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ତେବେ କୋଲ୍‌କାତା ଫେରନ୍ତାଙ୍କୁ ନେଇ ଏବେ ଜିଲାବାସୀଙ୍କୁ ଭୟ ଘାରିଛି। ସେଠାରୁ ଆସିଥିବା ଅନେକ ଲୋକ ଏବେ ମାଲକାନଗିରିରେ ଲୁଚି ରହିଥିବା ଜିଲା ପ୍ରଶାସନ ଖବର ପାଇଛି। ୪୨...

ଲକ୍‌ଡାଉନରେ ନିଶାଦ୍ରବ୍ୟ ବିକ୍ରି: ସିଲ୍‌ ହେଲା ଦୋକାନ

ମାଲକାନଗିର,୧ା୫(ଡି.ଏନ୍‌.ଏ):ଲକ୍‌ଡାଉନ ସମୟରେ ପାନ, ତମାଖୁ ଓ ମଦ ବିକ୍ରି ବନ୍ଦ ରହିଛି। ସେହିପରି ଗୁଟ୍‌ଖା ପ୍ରସ୍ତୁତି ଓ ବିକ୍ରିକୁ ସରକାର ପୂର୍ବରୁ ନିଷେଧ ଘୋଷଣା କରିଛନ୍ତି। ତଥାପି ନିୟମ ଉଲ୍ଲଂଘନ କରୁଛନ୍ତି ବ୍ୟବସାୟୀ। କଟକଣା ବଳବତ୍ତର ରହିଥିଲେ ମଧ୍ୟ ଶୁକ୍ରବାର...

ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା ଦେଲେ ୨ ଏସ୍‌ଏଚ୍‌ଜି

ମାଲକାନଗିରି,୧ା୫(ଡି.ଏନ୍‌.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ୍‌ର ‘ଜନନୀ’ ଓ ‘ସାଇବାବା’ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୬ ହଜାର ସହାୟତା ଦେଇଛନ୍ତି। ମଣ୍ଡଳ ପରିଦର୍ଶିକା ଶାନ୍ତି କରସୁଧା ପଟ୍ଟନାୟକ ଓ ଅଙ୍ଗନଓ୍ବାଡ଼ି କର୍ମୀ ସୁନାମଣୀ କାଡାଙ୍କ...

୮ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ବ୍ୟବସାୟୀ ଗିରଫ

ରାୟଗଡ଼ା ଅଫିସ,୧ା୫(ଡି.ଏନ୍‌.ଏ): ଲକ୍‌ଡାଉନରେ ବେଧଡ଼କ ଚାଲିଛି ଗୁଟ୍‌ଖା ବେପାର। ରାୟଗଡ଼ା ଜିଲା ଗୁଣପୁର ଗୋଲା ସାହି ଠାରେ ଥିବା ଏକ ଗୋଦାମ୍‌ରେ ବିପୂଳ ପରିମାଣରେ ଗୁଟ୍‌ଖା ଗଚ୍ଛିତ ରଖି ବେପାର ଚାଲିଥିବା ଖବର ପାଇ ଶୁକ୍ରବାର ଗୁଣପୁର ପୋଲିସ ଚଢ଼ାଉ...

କାଳବୈଶାଖୀ: ହିଞ୍ଜିଳିକାଟୁ ଇନ୍‌ଡୋର ଷ୍ଟାଡିୟମ କ୍ଷତିଗ୍ରସ୍ତ

ହିଞ୍ଜିଳିକାଟୁ,୧ା୫(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ଓ ଆଖପାଖରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷାପବନ ସହ ବଜ୍ରପାତ ହୋଇଛି। ବିଭିନ୍ନ ସ୍ଥାନରେ ବହୁ ଛୋଟବଡ ଗଛ ଭାଙ୍ଗିବା ସହ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଛି। ପ୍ରାୟ ୮ କୋଟି...

ଉଦ୍ଧାର ହେଲା ବିରଳ ପ୍ରଜାତିର ଗୋଧି

ଉଦଳା, ୧।୫(ଡି.ଏନ.ଏ.)-ଉଦଳା ବନଖଣ୍ଡ ଅଧୀନରେ ଥିବା ବହୁବନ୍ଧ ପଞ୍ଚାୟତର ନାବରା ଗ୍ରାମ ଜଙ୍ଗଲରୁ ଗ୍ରାମବାସୀମାନେ ଏକ ବିରଳ ପ୍ରଜାତିର ଗୋଧି ଉଦ୍ଧାର କରିଛନ୍ତି। ପରେ ଏହାକୁ ଉଦଳା ବନଖଣ୍ଡ କାର୍ଯ୍ୟାଳୟକୁ ହସ୍ତାନ୍ତର କରିଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ, ଏହି ବିରଳ...

କାଳବୈଶାଖୀରେ ଘର ଉପରେ ଗଛ ଉପୁଡ଼ିଲା

କେନ୍ଦୁଝର,୧ା୫(ସ୍ବ.ପ୍ର.):କାଳବୈଶାଖୀର ପ୍ରଭାବରେ ଶୁକ୍ରବାର ଅପରାହ୍ନରେ ଜୋରରେ ପବନ ବୋହିବାରୁ ସଦର ବ୍ଲକ ଅନ୍ତର୍ଗତ ନଇଗାଁ ଗ୍ରାମରେ ଜଣଙ୍କ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି। ହଠାତ ବହୁ ଜୋରରେ ପବନ ମାଡ଼ିଆସିବାରୁ ଏକ ବିରାଟ ଲିମ୍ବ ଗଛ ଉପୁଡ଼ି ପଡିଯିବାରୁ ଉକ୍ତ...

ସମସ୍ତ ପ୍ରବାସୀ ଫେରନ୍ତାଙ୍କ ହେବ ସ୍ବାବ ପରୀକ୍ଷା: ଜିଲାପାଳ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- କରୋନା ମୁକାବିଲା କ୍ଷେତ୍ରରେ ଯେଉଁ ବ୍ୟକ୍ତି ବିଶେଷ କିମ୍ବା ସ୍ବେଚ୍ଛାସେବୀ ଅନୁଷ୍ଠାନ ସହାୟତା ଦେବାକୁ ଇଚ୍ଛୁକ ସେମାନେ ଗଞ୍ଜାମ ଜିଲା ପ୍ରଶାସନର କୋଭିଡ ସେଲ ସହିତ ଯୋଗାଯୋଗ କରି ଏହା କରିପାରିବେ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...

୩ଦିନ ହେଲା ପାଣିଆସୁନି, ଟ୍ୟାଙ୍କର ଯୋଗେ ପାଣି ଯୋଗାଇଲେ ସରପଞ୍ଚ

ଗଞ୍ଜାମ,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ବେଳେ ପାନୀୟଜଳ ସମସ୍ୟା ଗଞ୍ଜାମ ବ୍ଲକ ପାଣିବନ୍ଧ ପଞ୍ଚାୟତବାସୀଙ୍କ ସମସ୍ୟାକୁ ଦ୍ୱିଗୁଣିତ କରିଛି। ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ୩ ଦିନ ହେଲା ପାଇପ ଯୋଗେ ପାଣି ଆସୁନାହିଁ। ଫଳରେ ଲୋକ ନାହିଁ ନ ଥିବା...

ଟ୍ରକ୍‌ ଚାଳକ, ଅସହାୟଙ୍କୁ ରନ୍ଧା ଖାଦ୍ୟ ଦେବାବେଳେ ପୋଲିସ ବାବୁ ଦୁର୍ବ୍ୟବହାର କଲେ

ବରଗଡ଼ ଅଫିସ୍‌,୧।୫: ବରଗଡ଼ର ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାରର ସଭ୍ୟମାନେ ସ୍ଥାନୀୟ ବିକାଶ ଛକରେ ଅସହାୟ, ଟ୍ରକ୍‌ ଚାଳକମାନଙ୍କୁ ରନ୍ଧାଖାଦ୍ୟ ବିତରଣ କରୁଥିବାବେଳେ ଶୁକ୍ରବାର ଜଣେ ପୋଲିସ ଅଧିକାରୀ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri