ଆମ ଜିଲା ଖବର

ସଫେଇ ବାହାନାରେ ଜମିଲା ଭୋଜି

ଅନୁଗୋଳ ଅଫିସ, ୩୦।୪ – ଲକ୍‌ଡାଉନ୍‌ କଟକଣାକୁ ଉଲ୍ଲଂଘନ କରିଛନ୍ତି ଅନୁଗୋଳ ପୌରପାଳିକାର କେତେଜଣ କର୍ମଚାରୀ। ଡିସ୍‌ ସଫେଇ ବାହାନାରେ ସେମାନେ କଳାକେନ୍ଦ୍ରରେ ବୁଧବାର ଭୋଜିର ଆୟୋଜନ କରିଥିବା ଏବେ ସହରରେ ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ଭୋଜିରେ ବିଜେଡିର...

ସୁରଟରେ ଓଡ଼ିଆ ଯୁବକ ମୃତ

ପରଜଙ୍ଗ, ୩୦ା୪(ଡି.ଏନ.ଏ.) – ଗୁଜରାଟର ସୁରଟରେ କାମ କରୁଥିବା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଙ୍କିଳି ଗ୍ରାମର ଜଣେ ଯୁବକଙ୍କ ମଙ୍ଗଳବାର ରାତିରେ ମୃତ୍ୟୁ ଘଟିଛି। ମୃତକ ହେଲେ କୁମୁଦ ନାୟକ ଓ ଅନୁଡି ନାୟକଙ୍କ ସାନ ପୁଅ ଆଲୋକ।...

କରୋନା ଲଢ଼େଇରେ ମୋନାଲିସା

ଢେଙ୍କାନାଳ ଅଫିସ, ୩୦।୪ – କରୋନା ଲଢ଼େଇରେ ସାମିଲ ହୋଇଛନ୍ତି ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ଏସ୍‌ବିଆଇ ଶାଖା ମହୁଲଖୋଲି ଗ୍ରାହକ ସେବା କେନ୍ଦ୍ରର ସ୍ବତ୍ତ୍ୱାଧିକାରିଣୀ ମୋନାଲିସା ରାଉତ। ତାଙ୍କ ବଳିଷ୍ଠ ପଦକ୍ଷେପ ଯୋଗୁ ଅଞ୍ଚଳବାସୀ କରୋନାକୁ ନେଇ ସଚେତନ ହେଉଛନ୍ତି।...

CORONAVIRUS UPDATE: ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ଛୁଇଁଲା୧୨୮

ଭୁବନେଶ୍ୱର,୩୦।୪:(ବ୍ୟୁରୋ)- ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ୩ ପଜିଟିଭ୍ ଯାଜପୁର ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ...

ହେଡ୍‌କ୍ୱାର୍ଟର ଛାଡିବା ମହଙ୍ଗା ପଡିଲା, ୮୭ ଶିକ୍ଷକଙ୍କୁ କାରଣଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୩୦।୪(ଡି.ଏନ.ଏ)- କରୋନା ପାଇଁ ଲକ୍‌ଡାଉନ ଘୋଷଣା ପରେ ବିଦ୍ୟାଳୟ ଛୁଟି ହୋଇଥିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ହେଡ୍‌କ୍ୱାର୍ଟର ଛାଡି ନ ଯିବାକୁ ସରକାରୀ ନିର୍ଦ୍ଦେଶ ରହିଥିଲା। ତେବେ ଦାରିଙ୍ଗବାଡିର ଶତାଧିକ ଶିକ୍ଷୟିତ୍ରୀ ଶିକ୍ଷକ ଘରକୁ ପଳାଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭...

ପ୍ରବାସୀ ଓଡ଼ିଆଙ୍କୁ ନେଇ ପୁଣି ବାହାରିଲା ବସ୍‌:  ସୁରଟରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୩୦।୪(ଡି.ଏନ.ଏ)-ଗୁଜୁରାଟର ସୁରଟ ଜିଲା ପ୍ରଶାସନ ଅନୁମତିକ୍ରମେ ସେଠାରୁ ଓଡ଼ିଆମାନେ ବସ୍‌ ଯୋଗେ ଗଞ୍ଜାମ ଜିଲାକୁ ନିଜ ଖର୍ଚ୍ଚରେ ଫେରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୨୮ ଜଣଙ୍କୁ ନେଇ ଆସିଥିବା ୪ଟି ବସ୍‌ ସୋମବାର ବିଳମ୍ବିତ ରାତିରେ ଗଞ୍ଜାମରେ ପହଞ୍ଚିବାର ଅଛି। ଅନ୍ୟପକ୍ଷରେ...

କୁଆପଥର ମାଡ଼ରେ ଫସଲ ନଷ୍ଟ

କେନ୍ଦୁଝର, ୩୦ା୪(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ବାଉରୀପଦା ପଞ୍ଚାୟତ ଅନ୍ତର୍ଗତ କେମ୍ପସଡା ଏବଂ ଏହାର ଆଖପାଖ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ସ୍ଥାନୀୟ ଅଞ୍ଚଳରେ ପରିବା ଫସଲ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ଏହି ଅଞ୍ଚଳ ଅରଡେଇ ନଦୀକୂଳରେ...

ରକ୍ତଦାନ ଶିବିରରେ ୩୦ ୟୁନିଟ୍‌ ରକ୍ତ ସଂଗ୍ରହ

କେନ୍ଦୁଝର,୩୦ା୪(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର କଲେଜରୋଡସ୍ଥିତ ମହାଲକ୍ଷ୍ମୀ କଲଚରାଲ କ୍ଲବଠାରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ରକ୍ତଭଣ୍ଡାର ଅଧିକାରୀ ଡାକ୍ତର ଅନୁଜା ତ୍ରିପାଠୀ, ଏମଆଇଏସ ସ୍ନିଗ୍ଧା ରାୟ, ଲାବରୋଟୋରୀ ଟେକ୍ନିସିଆନ୍‌ ବେଣୁଧର ନାୟକ ଏବଂ ଦୀପ୍ତିମୟୀ ଡାରକାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ...

ମହିଳାଙ୍କୁ ବଳାତ୍କାର: ଅଭିଯୁକ୍ତ ଫେରାର

ପାଟଣା,୩୦ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ୩୫ ବର୍ଷୀୟା ବିବାହିତ ମହିଳାଙ୍କୁ ସେହି ଗ୍ରାମର ପ୍ରଫୁଲ ନାଏକ ମଙ୍ଗଳବାର ସାରେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଥାନାଧିକାରୀ ବରେନ୍ଦ୍ର ଶିଆଲ ଏନେଇ ଏକ ମାମଲା (ନଂ. ୪୨/୨୦୨୦)...

୩୫ ଶ୍ରମିକ ବସ୍‌ ଯୋଗେ କେନ୍ଦୁଝର ଫେରିଲେ

କେନ୍ଦୁଝର,୩୦ା୪(ଡି.ଏନ୍‌.ଏ): ସଂଗରୋଧ ଅବଧି ଶେଷ କରିବା ପରେ ୩୫ ଜଣ ଶ୍ରମିକଙ୍କୁ ଅନୁଗୁଳ ଜିଲା ପ୍ରଶାସନ ବସ୍‌ ଯୋଗେ କେନ୍ଦୁଝରକୁ ପଠାଇଛି। ଏହି ଶ୍ରମିକମାନେ ୧୪ ଦିନ ସଂଗରୋଧ ଅବଧି ଶେଷ କରିଥିବା ନେଇ ଅନୁଗୁଳ ଜିଲା ପ୍ରଶାସନ ପ୍ରମାଣପତ୍ର୍ର...

ଉଲ୍ଲଂଘନକାରୀ ଗଣିଲେ ୬ ହଜାର ୪ ଶହ ଜରିମାନା

ବନ୍ତ,୩୦।୪(ଡି.ଏନ୍‌.ଏ.): କରୋନା ଲକ୍‌ ଡାଉନ୍‌ ପରିପେକ୍ଷୀରେ ବୁଧବାର ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଆଇନ ଉଲ୍ଲଂଘନକାରୀ ମାନେ ୬ ହଜାର ୪ ଶହ ଟଙ୍କା ଜରିମାନା ଗଣିଥିବା ଜଣାଯାଇଛି। ସେଥିମଧ୍ୟରୁ ମୋଟରଯାନ ଆଇନରେ ୪ ହଜାର, ରେଡ୍‌କ୍ରସ୍‌ ପାଣ୍ଠି...

ଫୁଟିଲା ପାରିଜାତ

ଚିତ୍ରଡ଼ା,୩୦।୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ନୂଆଝାଳିଆ ପଞ୍ଚାୟତ କାନ୍ଦଣା ଗ୍ରାମର ଶିକ୍ଷକ ମେଘନାଦ ସିଙ୍କ ବଗିଚାରେ ବିରଳ ପାରିଜାତ ଫୁଲ ଫୁଟିଛି। ଏହାକୁ ଦେଖିବା ପାଇଁ ସେଠାରେ ସ୍ଥାନୀୟ ଲୋକଙ୍କ ଭିଡ଼ ଜମୁଛି। ମେଘନାଦ ବର୍ତ୍ତମାନ ଉଫାଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri