ଆମ ଜିଲା ଖବର

୪୦ରୁ ଅଧିକ ଶ୍ରମିକଙ୍କୁ ଅଟକ ରଖିଲା ପୋଲିସ

ବାରିପଦା ଅଫିସ, ୩୦ା୪- ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଥିବା ଶ୍ରମିକମାନଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଭଳି ସ୍ଥଳେ ଶ୍ରମିକମାନେ ଅପେକ୍ଷା ନ କରି ପଳାଇ ଆସୁଥିବା...

ଖାଦ୍ୟ, ମାସ୍କ ବଣ୍ଟନ

ଖଇରା,୩୦।୪(ଡି.ଏନ.ଏ.)-ଫାଉଣ୍ଡେଶନ ଟ୍ରଷ୍ଟ ଓ ଆର୍ଯ୍ୟାନ ସଙ୍ଗଠନ ତରଫରୁ ବୁଧବାର ଖଇରା ବ୍ଲକର ଡଗରପଡା ପଞ୍ଚାୟତରେ ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଛି। ଟ୍ରଷ୍ଟ ଅଧ୍ୟକ୍ଷ ମହମ୍ମଦ ଆୟୁବଖାନ ଓ ସ୍ଥାନୀୟ ସ୍ବେଚ୍ଛାସେବୀ ରନତ୍ାକର ଦଳେଇ, ବିକ୍ରମ କୁଅଁର, ଲକ୍ଷ୍ମଣ ବେହେରା,...

ଜଳେଶ୍ୱର ଆସିବାକୁ ପଞ୍ଜୀକରଣ କଲେ ୫୬୩୮ ଶ୍ରମିକ

ଜଳେଶ୍ୱର, ୩୦ା୪ (ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ୩୫ ପଞ୍ଚାୟତର ପ୍ରାୟ ୨ଲକ୍ଷ ୧୦ହଜାର ଲୋକ ବସବାସ କରନ୍ତି। ଏଥିରୁ ୨୧ହଜାର ବ୍ୟକ୍ତି ଅନ୍ୟ ରାଜ୍ୟରେ ରହି କାର୍ଯ୍ୟ କରୁଥିବା ବେଳେ ୫ହଜାର ବ୍ୟକ୍ତି ଅନ୍ୟ ଜିଲାରେ ରହି କାର୍ଯ୍ୟ...

ବାହାନଗା ଅଟୋ ଆସୋସିଏଶନ ପକ୍ଷରୁ ସହାୟତା

ବାହାନଗା, ୩୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସଦରମହୁକମା ବଜାରରେ ଥିବା ମା’ ବାସୁଳୀ ଅଟୋ ଆସୋସିଏଶନ ପକ୍ଷରୁ କୋଭିଡ-୧୯ ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ଚେକ୍‌ ବାହାନଗା ବ୍ଲକ...

ବିଭିନ୍ନ ସ୍ଥାନରେ ଫୁଟିଲା ପାରିଜାତ

ବାଲେଶ୍ୱର ଅଫିସ,୩୦।୪- ବାଲେଶ୍ୱର ଜିଲା ଟାଉନ ଥାନା ଅଧୀନ ଗୋପାଳଗାଁସ୍ଥିତ ଲକ୍ଷ୍ମୀ ନାରାୟଣ ମହାନ୍ତିଙ୍କ ପୁଷ୍ପ ଉଦ୍ୟାନରେ ପାରିଜାତ ଫୁଲ ଫୁଟିଛି। ସହଦେବଖୁଣ୍ଟା ମଡ଼େଲ ଥାନା ବାଲିଆ ଅଞ୍ଚଳର ଆଇନଜୀବୀ ଶାନ୍ତନୁ ରାଉତଙ୍କ ବାଡ଼ିରେ ଓ ଇମାମୀ ଜଗନ୍ନାଥ ମନ୍ଦିର...

ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଦାନ

ବାହାନଗା, ୩୦ା୪(ଡି.ଏନ.ଏ.)-ବାହାନଗା ବ୍ଲକର ସମସ୍ତ ଶିକ୍ଷକ ସଂଘ ପକ୍ଷରୁ କୋଭିଡି-୧୯ର ସଫଳ ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଅର୍ଥ ଦାନ କରିଛନ୍ତି । ବ୍ଲକର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଶିକ୍ଷାସହାୟକ ସଂଘର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକମାନେ କିଛି କିଛି...

କ୍ୱାରାଣ୍ଟାଇନ୍‌ କେନ୍ଦ୍ର ପରିଚାଳନା ତାଲିମ

ଶେରଗଡ଼,୩୦ା୪(ଡି.ଏନ୍‌.ଏ.)- ଶେରଗଡ଼ ଆଦର୍ଶ ବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ପ୍ରଥମ କରି ୧୧୪ଜଣ ସୁରଟ ଫେରନ୍ତାଙ୍କୁ ରଖାଯିବ। ଏନେଇ ଆଦର୍ଶ ବିଦ୍ୟାଳୟରେ ସମସ୍ତ ପ୍ରସ୍ତୁତ ସରିଛି। ଛାତ୍ରୀ ନିବାସ କୋଠାରେ ସେମାନେ ୧୪ ଦିନ ରହିବେ। ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ...

ବି.ଡକେବାଡ଼ିରେ ଜ୍ୱର,ଝାଡ଼ାବାନ୍ତି: ୨୦ରୁ ଉର୍ଦ୍ଧ୍ୱ ପରିବାର ଆକ୍ରାନ୍ତ, କୋଭିଡ-୧୯ ପରୀକ୍ଷା କରାଯିବ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ଗତ ୧୦ ଦିନ ହେଲା ୨୦ରୁ ଉର୍ଦ୍ଧ୍ୱ ପରିବାରର ଲୋକଙ୍କୁ ଜ୍ୱର ଲାଗିରହିଛି। ଏବେ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ଦୁଇଦିନ ହେଲା ଝାଡ଼ା ମଧ୍ୟ ହେଉଛି। ଡାକ୍ତରୀଦଳ ସୋମବାର ଉକ୍ତ ଗ୍ରାମକୁ ଯାଇ...

ତପ୍ତପାଣି ଘାଟିରେ ଓଲଟିଲା ଟ୍ରକ୍‌, ଡ୍ରାଇଭର ମୃତ

ପାଟପୁର,୨୯ା୪-ଗଞ୍ଜାମ-ଗଜପତି ସୀମାନ୍ତ ପାଟପୁର ଥାନା ତପ୍ତପାଣି ଘାଟି ହରିଣ ପାର୍କ ନିକଟରେ ବୁଧବାର ଅପରାହ୍ନ ପ୍ରାୟ ୪ ଟାରେ ଏକ ଟ୍ରକ୍‌ ଓଲଟି ଘଟଣାସ୍ଥଳରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି। ସେ ହେଲେ ହିଞ୍ଜିଳିକାଟୁ ଥାନା ଅଙ୍କୋରଡା ଗ୍ରାମର ମନୋଜ କୁମାର...

କୋଭିଡ୍‌ ନିୟମ ଉଲ୍ଲଘଂନ, ସିଲ୍‌ ହେଲା ଦୋକାନ

ଶଙ୍କରାଖୋଲ,୨୯ା୪(ଡି.ଏନ୍‌.ଏ)- ଚକାପାଦ ବ୍ଲକ ଶଙ୍କରାଖୋଲଠାରେ ବୁଧବାର ସକାଳେ ସାମାଜିକ ଦୂରତା ରକ୍ଷା ନକରିବା ଅଭିଯୋଗରେ ଏକ ଦୋକାନକୁ ସିଲ୍‌ କରାଯାଇଛି। ଏସ୍‌ପି ପ୍ରତୀକ ସିଂ ପରିଦର୍ଶନ କରିବା ପରେ ତାଙ୍କ ନିର୍ଦ୍ଦେଶକ୍ରମେ ଚକାପାଦ ତହସିଲଦାର ତଥା ମାଜିଷ୍ଟ୍ରେଟ ପ୍ରଣତୀ ପ୍ରିୟଦର୍ଶିନୀ...

ବିପୁଳ ପରିମାଣର ଦେଶୀ ମଦ ଜବତ

ଆର.ଉଦୟଗିରି,୨୯ା୪(ଡି.ଏନ.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହିଙ୍କ ନିର୍ଦ୍ଦେଶକ୍ରମେ ଆର.ଉଦୟଗିରି ଅବକାରୀ ବିଭାଗ, ରାମଗିରି ପୋଲିସ ଓ ବ୍ରହ୍ମପୁର ଇଆଇବିଆଇ ମିଳିତ ଭାବେ ଚଢାଉ କରି ବିପୁଳ ପରିମାଣର ମଦ ଜବତ କରିଛି।...

କୋଭିଡ୍‌ ଫଣ୍ଡକୁ ଶିକ୍ଷକ ଦେଲେ ୬.୭୪ ଲକ୍ଷ

ପାଟପୁର,୨୯ା୪- ସାନଖେମୁଣ୍ଡି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସମେତ ଶିକ୍ଷା ସହାୟକ, ଗଣଶିକ୍ଷକ କନିଷ୍ଠ ବର୍ଗ ଶିକ୍ଷକମାନେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (କୋଭିଡ୍‌)କୁ ୬ ଲକ୍ଷ ୭୪ ହଜାର ୭୫ ଟଙ୍କା ପ୍ରଦାନ କରିଛନ୍ତି। ସମସ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri