ଆମ ଜିଲା ଖବର

CORONAVIRUS UPDATE: ୩ ନୂଆ ଜିଲାକୁ ଛୁଇଁଲା କରୋନା: କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼ରେ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନ ସୁଦ୍ଧା ୪ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି। ଅପରପକ୍ଷେ ୩ ନୂଆ ଜିଲାକୁ ଛୁଇଁଛି କରୋନା। କେନ୍ଦୁଝର,...

ଖୋଲିଲା ଇଟା, ବାଲି, ସିମେଣ୍ଟ ଦୋକାନ: ସକାଳ ୬ରୁ ସନ୍ଧ୍ୟା ୬ ଯାଏ ରହିବ ଖୋଲା

ଭଦ୍ରକ ଅଫିସ,୨୯ା୪: ଭଦ୍ରକରେ ବୁଧବାରଠାରୁ ଘର ନିିର୍ମାଣ କାମ ଆରମ୍ଭ ହେବ। ରଡ୍‌, ସିମେଣ୍ଟ, ଇଟା, ବାଲି ବିକ୍ରି କରିପାରିବେ ଦୋକାନୀ। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ଦୋକାନ ଖୋଲା ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା...

ବିନା ଅନୁମତିରେ ଘରକୁ ଯାଇଛନ୍ତି ଜୁନାଗଡ଼ର ୬୦ରୁ ଊର୍ଦ୍ଧ୍ୱ ଶିକ୍ଷୟିତ୍ରୀ/ଶିକ୍ଷକ: କାରଣ ଦର୍ଶାଅ ନୋଟିସ ଜାରି

ଜୁନାଗଡ଼,୨୯।୪(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସ୍କୁଲ, କଲେଜ ଆଦି ଶିକ୍ଷାନୁଷ୍ଠାନଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି। ଏପରିକି ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିଜ ମହକୁମାରେ ରହି କୋଭିଡ-୧୯ ମୁକାବିଲା କରିବା କାର୍ଯ୍ୟରେ ପ୍ରଶାସନକୁ ସହଯୋଗ କରିବା ପାଇଁ...

୪ ହଜାର ଘରବାହୁଡ଼ାଙ୍କ ଲାଗି ୯୫ କ୍ୱାରାଣ୍ଟାଇନ୍‌ ସେଣ୍ଟର: ପଞ୍ଜୀକରଣ କଲେଣି ୩୭୪୨ ଜଣ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.): ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ ୧୪ ଦିନ ରହିବା ପାଇଁ ବ୍ୟବସ୍ଥା କରିଛନ୍ତି। କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ଥିବା...

ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଦଇତାପତି ନିଯୋଗ

ପୁରୀ ଅଫିସ,୨୯।୪: ମହାମାରୀ କରୋନାକୁ ନେଇ ମହାପ୍ରଭୁଙ୍କ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିନ୍ତତା ଲାଗି ରହିଥିବା ବେଳେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛି ଦଇତାପତି ନିଯୋଗ। କଟକଣା ଭିତରେ ରଥଯାତ୍ରା କରିବା ଲାଗି...

କରୋନା ସହାୟତା: ନିରାଶ୍ରୟଙ୍କ ପାଇଁ ଖାଦ୍ୟ ସାମଗ୍ରୀ ପ୍ରଦାନ କଲା ଗୋପାଳପୁର ପୋର୍ଟ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ଗଞ୍ଜାମ ଜିଲା ଗୋପାଳପୁର ପୋର୍ଟ ପକ୍ଷରୁ ୨୦୦ ଖାଦ୍ୟ ପ୍ୟାକେଟ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନଙ୍କୁ ପ୍ରଦାନ କରାଯାଇଛି। ନିରାଶ୍ରୟ ଓ ଗରୀବଙ୍କୁ ଏହା ବଣ୍ଟନ କରାଯିବ। ଏହି ଅବସରରେ ଛତ୍ରପୁର ଥାନାଧିକାରୀ...

ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୧.୯୧ ଲକ୍ଷ ଲୋକ

ଛତ୍ରପୁର, ୨୯।୪(ଡି.ଏନ୍‌.ଏ.): ଲକ୍‌ଡାଉନ ଉଠିବା ପରେ ବିଭିନ୍ନ ରାଜ୍ୟରୁ ଗଞ୍ଜାମ ଜ଼ିଲାକୁ ଶ୍ରମିକ, ଛାତ୍ରୀଛାତ୍ର ଓ ଅନ୍ୟମାନେ ଫେରିବେ। ଏ ନେଇ ପଞ୍ଜୀକରଣ କରିବାକୁ ଓଡିଶା ସରକାର ବାଧ୍ୟତାମୂଳକ କରିଛନ୍ତି। ଗତ ୨୪ ତାରିଖରୁ ଏହି ପଞ୍ଜୀକରଣ ଆରମ୍ଭ ହୋଇଛି।...

ସୋସୋ ଥାନା ଅଞ୍ଚଳରୁ ମଦ ଜବତ, ୩ ଗିରଫ

ହାଟଡ଼ିହୀ,୨୯।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ସୋସୋ ଥାନା ଅଞ୍ଚଳରୁ ବୁଧବାର ପୋଲିସ ୨୮ଲିଟର ମହୁଲି ମଦ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗିରଫ କରାଯାଇଛି। ଏଥିସହ ଏକ ବାଇକ ମଧ୍ୟ ଜବତ ହୋଇଛି। ପ୍ରକାଶ...

ଝାରସୁଗୁଡ଼ା ଜିଲାର ଜଙ୍ଗଲ ରାସ୍ତାରେ ପ୍ରବେଶ ନିଷେଧ

ଝାରସୁଗୁଡ଼ା,୨୯।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲାର ବିଭିନ୍ନ ପ୍ରବେଶ ପଥ ଯଥା ଜାତୀୟ ରାଜପଥ, ରାଜ୍ୟ ରାଜପଥ ଓ ପୂର୍ତ୍ତ ବିଭାଗ ରାସ୍ତାଗୁଡିକରେ ପ୍ରବେଶ କଟକଣାକୁ କଡ଼ାକଡ଼ି କରାଯାଇଛି। ଏହା ସହ ପଡୋଶୀ ଜିଲା ସୁନ୍ଦରଗଡ଼ ସହ...

କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଅମାନିଆଙ୍କ ଉପରେ ନଜର ରଖିଛି ଡ୍ରୋନ୍‌ କ୍ୟାମେରା

ଭଦ୍ରକ ଅଫିସ,୨୯ା୪ : ଭଦ୍ରକ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ବୁଧବାର ସୁଦ୍ଧା ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୧୯ ଛୁଇଁଛି। ସମୁଦାୟ ୨୧ଟି କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷିତ ପଞ୍ଚାୟତ ଅଞ୍ଚଳରେ ଗତିବିଧି ଉପରେ...

କାମ ଚାଲିଥିବାବେଳେ ଦବିଗଲା ସୁକତେଲ ବ୍ରିଜ, ୨ ଶ୍ରମିକଙ୍କ ଜୀବନ ଗଲା

ପାଟଣାଗଡ, ୨୯।୪ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଧୀନ ଟମିଆ ଗାଁ ନିକଟରେ ଥିବା ସୁକତେଲ ବ୍ରିଜ ବୁଧବାର ସକାଳ ୯ଟାରେ କାମ ଚାଲିଥିବାବେଳେ ଦବି ଯାଇଛି। ବ୍ରିଜ ତଳେ ୨ଜଣ ଶ୍ରମିକ ଚାପି ହୋଇଯିବାରୁ ସେମାନଙ୍କର ମୃତ୍ୟୁ...

୬ ଇନ୍‌ଷ୍ଟ୍ରକ୍ଟର ତିଆରି କଲେ ରୋବଟ୍‌

କଟକ ଅଫିସ,୨୯ା୪: କରୋନା ଭୂତାଣୁ ବିପକ୍ଷରେ ସାରା ବିଶ୍ୱ ଲଢେଇ କରୁଛି। ଜିତିବାର ଆଶା ସମସ୍ତଙ୍କ ମନରେ ରହିଛି। ଏହି ଭୂତାଣୁ ବିଶ୍ୱରେ ନିଜ କାୟା ବିସ୍ତାର କରୁଥିବାବେଳେ ତା’ର ମୁକାବିଲା ପାଇଁ ବିଭିନ୍ନ ସ୍ତରରେ ପ୍ରୟାସ ଜାରି ରହିଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri