ଆମ ଜିଲା ଖବର

ପୋଲିସ, ଖବରଦାତାଙ୍କୁ ମାସ୍କ, ସାନିଟାଇଜର ପ୍ରଦାନ

ଓଡ଼ଗାଁ, ୨୮।୪(ସ୍ବ.ପ୍ର.): କରୋନା ମହାମାରୀ ପାଇଁ ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାରେ ନିୟୋଜିତ ସମସ୍ତ ପୋଲିସ କର୍ମଚାରୀ ଏବଂ ଖବରଦାତାଙ୍କୁ ଏକ ଏନ୍‌ଜିଓ ପକ୍ଷରୁ ମାସ୍କ, ସାନିଟାଇଜର ସହ ଗାମୁଛା ପ୍ରଦାନ କରାଯାଇଛି। ଗୁଜୁରାଟସ୍ଥିତ ଫାଉଣ୍ଡେସନ ଫର ଇକୋଲୋଜିକାଲ...

କରୋନା ମୁକାବିଲା ପାଇଁ ଆହ୍ବାନ: ଗଠନ ହେଲା ପଞ୍ଚାୟତସ୍ତରୀୟ, ଗ୍ରାମ୍ୟସ୍ତରୀୟ କମିଟି

ଆରଡି,୨୮ା୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଆରଡି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର କରୋନା ମୁକାବିଲା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଛି। ସରପଞ୍ଚ ଅରବିନ୍ଦ ପାଢ଼ୀ ଏହି କର୍ମଶାଳାର ଅଧ୍ୟକ୍ଷତା କରିଥିବା ବେଳେ ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା...

ରାଶନକାର୍ଡ ଦାବି: ଝାରସୁଗୁଡ଼ା ପୌର କାର୍ଯ୍ୟାଳୟ ଘେରାଉ

ଝାରସୁଗୁଡା ଅଫିସ,୨୮।୪: କରୋନା ମୁକାବିଲା ନେଇ ଜାରି ହୋଇଥିବା ଲକ୍‌ଡାଉନ ସମୟରେ ରାଜ୍ୟର ରାଶନକାର୍ଡ ଧାରୀଙ୍କୁ ସରକାର ବିଭିନ୍ନ ସାମଗ୍ରୀ ପ୍ରଦାନ କରୁଛନ୍ତି। ତେବେ ଯେଉଁ ହିତାଧିକାରୀଙ୍କ ପାଖରେ ରାସନ କାର୍ଡ ନାହିଁ ସେମାନେ ଦୁଃଖରେ ରହିଛନ୍ତି। ପୂର୍ବରୁ ସେମାନେ...

ରାଉରକେଲାର ସେକ୍ଟର-୧୮ ମାର୍କେଟ ସିଲ୍‌: କଣ୍ଟେନମେଣ୍ଟ, ବଫର ଜୋନରେ ୪ ପ୍ଲାଟୁନ ଫୋର୍ସ ମୁତୟନ

ରାଉରକେଲା ଅଫିସ,୨୮।୪: ସୁନ୍ଦରଗଡ଼ ଜିଲା ରାଉରକେଲା ନାଲା ରୋଡ଼ରୁ ମଙ୍ଗଳବାର ପୁଣି ଆଉ ୪କରୋନା ପଜିଟିଭ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସୁନ୍ଦରଗଡ଼ରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ...

ବନ୍ତରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି

ବନ୍ତ,୨୮।୪(ଡି.ଏନ୍‌.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକରେ ମଙ୍ଗଳବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି କରାଯାଇଛି। ଚାରିଗାଁ ଗ୍ରାମରେ ସମ୍ପୃକ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଉକ୍ତ ଗ୍ରାମକୁ ପ୍ରଶାସନ ପକ୍ଷରୁ ସିଲ୍‌...

କାର୍ଡ଼ ଥାଇବି ନିର୍ମାଣ ଶ୍ରମିକଙ୍କୁ ମିଳିପାରୁୁନି ସହାୟତା

ରାଇସୁଆଁ, ୨୮।୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଆଗୁଆ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରି ସରକାର ଲୋକଙ୍କୁ ବିଭିନ୍ନ ପ୍ରକାରର ସହାୟତ଼ା ପ୍ରଦାନ କରୁଛନ୍ତି। ହେଲେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ଼ ନୂଆଗାଁ ପଞ୍ଚାୟତ଼ରେ ଶତ଼ାଧିକ ନିର୍ମାଣ ଶ୍ରମିକଙ୍କ କାର୍ଡ଼...

ସର୍ଭେଲାନ୍ସ ଜୋନ୍‌ରେ ଭଦ୍ରକ ଜିଲାର ୩୨ ପଞ୍ଚାୟତ: ଘରକୁ ଘର ବୁଲି କରାଯିବ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ

ଭଦ୍ରକ ଅଫିସ, ୨୮।୪: ଭଦ୍ରକ ଜିଲାର ୩୨ଟି ପଞ୍ଚାୟତକୁ ସର୍ଭେଲାନ୍ସ ଜୋନ୍‌ ଘୋଷଣା କରାଯାଇଛି। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ଜିଲାପାଳ ଜ୍ଞାନ ଦାସ। ପ୍ରତି ପଞ୍ଚାୟତରେ ୧୦ରୁ ଊର୍ଦ୍ଧ୍ୱ କୋଲକାତା ଫେରନ୍ତା ଅଛନ୍ତି। ସର୍ଭେଲାନ୍ସ ଜୋନ୍‌ରେ ଥିବା...

ବାଲେଶ୍ୱର ବିଷ୍ଣୁପୁର ଗ୍ରାମର ୧୨ ପ୍ରବେଶ ପଥ ସିଲ୍‌

ବାହାନାଗା,୨୮।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବିଷ୍ଣୁପୁର ଗ୍ରାମର ୧୨ଟି ପ୍ରବେଶ ପଥକୁ ମଙ୍ଗଳବାର ସିଲ୍‌ କରାଯାଇଛି। ବାହାନଗା ବ୍ଳକରେ ୧୬ନଂ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଷ୍ଣୁପୁର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଥିସହ ଗଁାର...

ଆଇନ ଉଲ୍ଲଂଘନକାରୀଙ୍କଠାରୁ ୨୮ ହଜାର ୨ ଶହ ଜରିମାନା ଆଦାୟ

ବନ୍ତ,୨୮।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ଲକ୍‌ଡାଉନ୍‌ କଟକଣାକୁ କଡ଼ାକଡି କରାଯାଇଛି। ତେବେ ଏହି ସମୟରେ ଆଇନ ଉଲ୍ଲଂଘନକାରୀଙ୍କଠାରୁ ୨୮ ହଜାର ୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି ା ସେଥିମଧ୍ୟରୁ ୧୧ ଜଣଙ୍କ ଠାରୁ ୨୨...

ପୁଣି ଚେନ୍ନାଇରୁ ବୋଟ୍‌ରେ ଗଞ୍ଜାମ ଫେରିଲେ ୩୩ ମତ୍ସ୍ୟଜୀବୀ: ୪ ଜଣ ଜ୍ୱରରେ ପୀଡିତ, ସମସ୍ତଙ୍କୁ ରଖାଗଲା କ୍ୱାରାଣ୍ଟାଇନରେ

ଛତ୍ରପୁର, ୨୮।୪(ଡି.ଏନ୍‌.ଏ.): ଲକ୍‌ଡାଉନ କଟକଣା ଯୋଗୁ ଚେନ୍ନାଇରେ ଫସିଥିବା ଗଞ୍ଜାମ ଜିଲାର ବହୁ ମତ୍ସ୍ୟଜୀବୀ ବିପଦପୂର୍ଣ୍ଣଭାବେ ଜଳପଥ ଦେଇ ଘରକୁ ଫେରୁଛନ୍ତି। ୩୩ ମତ୍ସ୍ୟଜୀବୀ ସମୁଦ୍ର ପଥରେ ଏକ ବୋଟ ଯୋଗେ ଚେନ୍ନାଇରୁ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ...

ପୋଲିସ କର୍ମଚାରୀଙ୍କୁ ୫୦ ଲକ୍ଷର ସହାୟତା ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କରି ଧନ୍ୟବାଦ ଜଣାଇଲେ ଡିଜିପି

କଟକ ଅଫିସ୍‌, ୨୮।୪: କରୋନା ମୁକାବିଲାରେ ନିୟୋଜିତ ହୋଇଥିବା ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ପରିବାର ବର୍ଗଙ୍କୁ ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ। ଏନେଇ ସୋମବାର ରାଜ୍ୟ ସରକାରଙ୍କ ତରଫରୁ ଘୋଷଣା କରାଯାଇଛି। ସରକାରଙ୍କ...

ଭଦ୍ରକରେ ୩ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭଦ୍ରକ ଅଫିସ,୨୮।୪: ଭଦ୍ରକ ଜିଲାରେ ମଙ୍ଗଳବାର ଆଉ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୯ରେ ପହଞ୍ଚିଛି। ମଙ୍ଗଳବାର ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କଲିକତା ଫେରନ୍ତା ବୋଲି କୁହାଯାଉଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri