ବରୀ,୨୭ା୪(ସ୍ବ.ପ୍ର.): ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର(ସିଏଚ୍ସି)ର ୨ଜଣ ଡାକ୍ତରଙ୍କୁ ସୋମବାର ପୂର୍ବାହ୍ନରେ ଜଣେ ବ୍ୟକ୍ତି ଅଶ୍ଳୀଳ ଭାଷାରେ ଗାଳିଗୁଳଜ କରିବା ସହିତ ଆକ୍ରମଣ ଉଦ୍ୟମ କରିଥିବା ବରୀ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଡାକ୍ତର ଜ୍ୟୋତି ଚୌଧୁରୀ ଓ ଜିନ୍ନତ...
ବିଞ୍ଝାରପୁର,୨୭।୪(ଡି.ଏନ.ଏ): ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଞ୍ଝାରପୁର ବ୍ଲକରେ କୋଲକାତା ଫେରନ୍ତାଙ୍କ ପାଇଁ ୪ଟି ସ୍ବାବ୍ ଗ୍ରହଣ କେନ୍ଦ୍ର କରାଯାଇଛି। ବ୍ଲକର ସୟଦପୁରସ୍ଥିତ ବ୍ରଜସୁନ୍ଦର ହାଇସ୍କୁଲ, ଉତ୍ତଙ୍ଗରା ହାଇସ୍କୁଲ, ବାଚ୍ଛୋଳ ହାଇସ୍କୁଲ, ଆଉଁରୀ ପ୍ରାଥମିକ ବିଦ୍ୟାଳୟ ସମେତ ପ୍ରଶାସନ...
ଖୋର୍ଦ୍ଧା ଅଫିସ,୨୭ା୪ : ଲକ୍ଡାଉନ ଖଟକଣାକୁ ଫୁ କରି ବେଆଇନ ଭାବେ ପାହାଡରେ ପଥର ବ୍ଲାଷ୍ଟିଂ ସାଙ୍ଗକୁ କ୍ରଶର ୟୁନିଟ ଚାଲିଛି। ଅନ୍ୟପକ୍ଷେ ପଥର ମାଫିଆମାନେ ପାହାଡରୁ ଦିନରାତି ବ୍ଲାଷ୍ଟିଂ କରି ଚାଲିଛନ୍ତି। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ...
Page 4,224 of 6,013« First«...102030...4,2224,2234,2244,2254,226...4,2304,2404,250...»Last »
Archives
Model This Week
ପିଲାଙ୍କ ଧରିତ୍ରୀ