ଆମ ଜିଲା ଖବର

ଛଦ୍ମବେଶରେ ଚୋରା ମଦ ବେପାରୀଙ୍କୁ ଧରିଲା ପୋଲିସ

ଟିଟିଲାଗଡ଼, ୨୭।୪ (ଡି.ଏନ.ଏ.): ଲକ୍‌ଡାଉନ କଟକଣା ଯୋଗୁ ଦେଶୀ ବିଦେଶୀ ମଦ ଦୋକାନରେ ତାଲା ଝୁଲୁଛି। ଏହାର ସୁଯୋଗ ନେଇ ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ରନ୍ଧା ମଦବେପାରୀ ସକ୍ରିୟ ହୋଇ ଉଠିଛନ୍ତି। ବଲାଙ୍ଗୀର ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଟିଟିଲାଗଡ ଥାନା...

ଡଙ୍କଲପାଡୁ ବସ୍‌ ଟ୍ରାଜେଡି: ଏସ୍‌ସିବିରେ ନାବାଳିକାଙ୍କ ମୃତ୍ୟୁ, ୧୨ରେ ପହଚିଂଲା  ମୃତ୍ୟୁସଂଖ୍ୟା

ଗୋପାଳପୁର,୨୭ା୪- ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଫେବୃଆରୀ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍‌ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୧ଜଣଙ୍କ ମୃତ୍ୟୁ ଘଟିଥିଲା। ଏଥିରେ ଗୁରୁତର ଆହତ ହୋଇ କଟକ ବଡ...

ଅନ୍ୟ ଜିଲାରୁ ଫେରିଥିବା ଶ୍ରମିକଙ୍କୁ କ୍ବାରାଣ୍ଟାଇନ୍‌ରେ ରଖାଗଲା

ପାଟଣା , ୨୭।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସ୍ବାମଖସାପିଟା ସାହିରୁ ଯାଜପୁର ଜିଲା କୋରେଇ ଥାନା ଅଞ୍ଚଳକୁ ମାଟି କାମ କରିବାକୁ ଯାଇଥିବା ଶ୍ରମିକ ମାନେ ସୋମବାର ଗାଁକୁ ଫେରିଛନ୍ତି। ସ୍ବାମଖସାପିଟା ମୁଣ୍ଡାସାହିର ୧୬, ମାଧପୁରର ୩...

ସଫେଇ ହେଉନି ଆବର୍ଜନା

କେନ୍ଦୁଝର, ୨୭।୪(ସ୍ବ.ପ୍ର.)-କେନ୍ଦୁଝର ପୁରୁଣା ସହରରେ ମଇଳା ଆବର୍ଜନା ନିୟମିତ ସଫେଇ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ବଡ଼ଦାଣ୍ଡରେ ମଇଳା ଆବର୍ଜନା ପଡୁଥିଲେ ହେଁ ସଫେଇ ହେଉନାହିଁ। ସେହିପରି ବଡ଼ ଦାଣ୍ଡ ସମେତ ଅନ୍ୟାନ୍ୟ ରାସ୍ତାରେ ତଥା ଡ୍ରେନ...

ଚାଷୀଙ୍କ ନିଦ ହଜାଇଛି ଅଦିନିଆ ବର୍ଷା

ମାର୍ଶାଘାଇ, ୨୭।୪ (ଡି.ଏନ୍‌.ଏ.)-କୋରୋନ ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କରାଯିବା ଯୋଗୁ ଚାଷ କାର୍ଯ୍ୟ ବାଧାପ୍ରାନ୍ତ ହୋଇଥିବା ବେଳେ ଏବେ ଅଦିନିଆ ବର୍ଷା ଚାଷୀଙ୍କ ନିଦ ହଜାଇ ଦେଇଛି। ଲକ୍‌ଡାଉନ୍‌ ଯୋଗୁ ପନିପରିବା ବିକ୍ରି ଉପରେ ପ୍ରଭାବ...

ବଙ୍ଗୀୟ ଭାଷୀଙ୍କ ଉପରେ ନଜର: ସମୁଦ୍ର ପଥରେ କଡ଼ା ପାଟ୍ରୋଲିଂ

ମହାକାଳପଡ଼ା, ୨୭।୪ (ଡି.ଏନ୍‌.ଏ.)-ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୧୦ରେ ପହଞ୍ଚତ୍ଛି। ଏବେ ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲା କରୋନା ହଟ୍‌ସ୍ପଟ୍‌ ରହିଥିବା ବେଳେ ସଂକ୍ରମିତଙ୍କ ମଧ୍ୟରେ ଅଧିକାଂଶ ଫଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ଏହାପରେ ରାଜ୍ୟର ବିଭିନ୍ନ...

ନିର୍ମାଣ ଶ୍ରମିକଙ୍କୁ ମିଳୁନି ସହାୟତା ରାଶି

ବନ୍ତ,୨୭।୪(ଡି.ଏନ୍‌.ଏ.)-ରାଜ୍ୟ ସରକାର କରୋନା ଲକ୍‌ ଡାଉନ୍‌ ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁୁ ୧୫ ଶହ ଟଙ୍କାର ସହାୟତା ରାଶି ପ୍ରଦାନର ବ୍ୟବସ୍ଥା କରିଛନ୍ତି। ଏପରିସ୍ଥଳେ ଭଦ୍ରକ ଜିଲା ବନ୍ତ ବ୍ଲକ ପଧାନପଡା ଗ୍ରାମର ମହେନ୍ଦ୍ର ଜେନାଙ୍କୁ ଏହି ସହାୟତା ରାଶି...

ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ବେଳେ ପ୍ରଶାସନର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ

ବନ୍ତ,୨୭।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲାରେ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ ରାଜ୍ୟ ସରକାର ଭଦ୍ରକ ଜିଲାକୁ ୬୦ ଘଣ୍ଟା ପାଇଁ ସଟ୍‌ ଡାଉନ୍‌ ଘୋଷଣା କରିଥିଲେ। ଏହି ସଟ୍‌ ଡାଉନକୁ ଭଦ୍ରକ ଜିଲା ବନ୍ତ ବ୍ଲକର ସମସ୍ତ ଜନସାଧାରଣ...

ଅଧିକାରୀଙ୍କୁ ପଞ୍ଜୀକରଣ ସମ୍ପର୍କିତ ତାଲିମ

ବନ୍ତ,୨୭।୪(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ୍‌ରେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡିଆ ମାନଙ୍କ ପଞ୍ଜୀକରଣ ଓ ସେମାନଙ୍କ ସୁବ୍ୟବସ୍ଥା ନେଇ ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅଧିକାରୀ ମାନଙ୍କୁ ତାଲିମ ପ୍ରଦାନ କରାଯାଇଛି। ବିଡିଓ ରେବେକା...

ବ୍ୟାଙ୍କ ଖାତା ଅପ୍‌ଡେଟ ପାଇଁ ଖରାରେ ଲମ୍ବା ଧାଡ଼ି, ରହୁନି ସାମାଜିକ ଦୂରତ୍ୱ

ଗଞ୍ଜାମ, ୨୭।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। କମିବାର ନା ଧରୁନି । ବାଧ୍ୟ ହୋଇ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଅବଧି ବଢ଼ାଯାଇଛି। ଭୟରେ ଲୋକେ ଘରୁ ବାହାରକୁ ବାହାରି ପାରୁନାହାନ୍ତି । ଏପରି ଅବସ୍ଥାରେ...

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୬

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଅପରାହ୍ନରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ବୟସ ୩୨ ବର୍ଷ ଏବଂ ସେ କଲିକତା ଫେରନ୍ତା ବୋଲି...

କିରୋସିନରେ ଲୋକଙ୍କୁ ଠକେଇ

ବଡଗାଁ, ୨୭।୪ (ଡି.ଏନ.ଏ.): କରୋନା ମହାମାରି ଯୋଗୁ କାମ ହରାଇ ଶ୍ରମିକ, ଦିନ ମଜୁରିଆମାନେ ହାତବାନ୍ଧି ଘରେ ବସିଛନ୍ତି । ଏମାନଙ୍କ ପରିବାର ପ୍ରତିପୋଷଣ ପାଇଁ ସରକାର ଅଗ୍ରିମ ୩ ମାସର ଚାଉଳ ଓ ୧ ହଜାର ଟଙ୍କା ଯୋଗାଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri