ଆମ ଜିଲା ଖବର

ଗଞ୍ଜାମର ୩ ପଞ୍ଚାୟତକୁ ଜାତୀୟ ଆୱାର୍ଡ: ଟୁଇଟକରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୨୫।୪( ଡି.ଏନ୍‌.ଏ.): ଜାତୀୟ ପଞ୍ଚାୟତିରାଜ ଦିବସରେ ଶୁକ୍ରବାର ୩ଟି ବିଭାଗରେ ଗଞ୍ଜାମ ଜ଼ିଲାର ୩ ପଞ୍ଚାୟତକୁ ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟକରି ଗଞ୍ଜାମ ଜ଼ିଲାପ୍ରଶାସନର ପ୍ରଶଂସା କରିବା ସହ ଶୁଭେଚ୍ଛା...

୨ ନୂଆ ବ୍ଲକର ୫ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭଦ୍ରକ ଅଫିସ,୨୫ା୪: ଭଦ୍ରକ ଜିଲାରେ ଶୁକ୍ରବାର ଗୋଟିଏ ଦିନରେ ୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବାସୁଦେବପୁରରୁ ଗୋଟିଏ, ତିହିଡିର ୨ ଓ ଧାମନଗରରୁ ୨ଜଣ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଜିଲାରେ ଏପର୍ଯ୍ୟନ୍ତ ମୋଟ ରୋଗୀଙ୍କ ସଂଖ୍ୟା ୧୬କୁ...

ସ୍ଥଗିତ ରଥଯାତ୍ରାର ଇତିହାସ

ପୁରୀ ଅଫିସ,୨୫ା୪: ଜୁନ୍‌ ୨୩ରେ ରଥଯାତ୍ରା। ହେଲେ ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ବେଶ୍‌ ଉଦ୍‌ବେଗଜନକ ରହିଛି। ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ଜୁନ୍‌ ବେଳକୁ ଏହାର କୋପ ଅଧିକ ଥିବା ଭଳି ଜଣାପଡୁଛି। ତେଣୁ ଚଳିତବର୍ଷ ମହାପ୍ରଭୁଙ୍କ...

ଖବରଦାତାଙ୍କ ଘର ଉପରକୁ ବୋମାମାଡ଼

କୋଣାର୍କ, (ଡି.ଏନ.ଏ)/ପୁରୀ ଅଫିସ, ୨୫ା୪: ଏକ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍‌ଏସି ୪ନଂ ୱାର୍ଡର ବାଲିସାହିସ୍ଥିତ ବାସଭବନକୁ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ବିତ ରାତିରେ ବୋମା ମାଡ଼ କରିଛନ୍ତି। ଦୁର୍ବୃତ୍ତମାନେ ୩ଟି ବୋମା ପକାଇଥିବା ଜଣାପଡ଼ିଛି। ଦୁଇଟି...

ବନ୍ଦ ଘରୁ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ମଦ ଜବତ

ଖୋର୍ଦ୍ଧା ଅଫିସ,୨୫ା୪: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପଲ୍ଲା ତୋଟାପଡାସ୍ଥିତ ଏକ ବନ୍ଦ ଘରର ତାଲା ଭାଙ୍ଗି ପୋଲିସ ଓ ଅବକାରୀ ବିଭାଗ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନାମୀଦାମୀ କମ୍ପାନୀର ବିଦେଶୀ ମଦ ଶୁକ୍ରବାର ଜବତ କରିଛି। ଘର...

ନକଲି ମଦ କାରଖାନା ଠାବ

ଖୋର୍ଦ୍ଧା ଅଫିସ/ ବେଗୁନିଆ,୨୫ା୪(ଡି.ଏନ.ଏ.): ବେଗୁନିଆ ଥାନା ତଥା ବୋଲଗଡ ବ୍ଲକ ଅଧୀନ ରାସୋଳ ଗଁ। ନିକଟ ଏକ ନିଛାଟିଆ ଘରେ ଚାଲିଥିବା ନକଲି ମଦ କାରଖାନା ଉପରେ ଖୋର୍ଦ୍ଧା ଅବକାରୀ ବିଭାଗ ଓ ପୋଲିସ ମିଳିତ ଭାବେ ଶୁକ୍ରବାର ଚଢାଉ...

ଜାତୀୟ ସ୍ବାର୍ଥକୁ ଦେଖି ନିଷ୍ପତ୍ତି ହେଉ

ପୁରୀ ଅଫିସ,୨୫ା୪: କରୋନା ଟାଣିଛି ଲକ୍ଷ୍ମଣରେଖା। ସିଂହଦ୍ୱାର ଡେଇଁ ପାରୁନାହାନ୍ତି ଭକ୍ତ। ମାସେରୁ ଊର୍ଦ୍ଧ୍ୱ ହେଲାଣି ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ଏବେ ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ମଧ୍ୟ ଅନିଶ୍ଚିତତା ଦେଖାଦେଇଛି। ଶୁକ୍ରବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ...

ଭୟ ବଢ଼ାଉଛନ୍ତି ଅମାନିଆ: ସହରରେ ବୁଲିବୁଲି ଯାଞ୍ଚ କଲେ ଜିଲାପାଳ

ଢେଙ୍କାନାଳ ଅଫିସ, ୨୫।୪ – କୋଭିଡ୍‌-୧୯ ଭୂତାଣୁ ଠାବ ହୋଇଥିବା ଏକମାତ୍ର ରୋଗୀ ସୁସ୍ଥ ହୋଇ ଫେରିବା ପରେ କରୋନା ମୁକ୍ତ ହୋଇଛି ଢେଙ୍କାନାଳ ଜିଲା। ଏପ୍ରିଲ ୯ ତାରିଖ ପରଠାରୁ ଆଉ ନୂଆ ସଂକ୍ରମଣ ମାମଲା ସାମ୍ନାକୁ ଆସିନାହିଁ।...

ମିଛ ଖବରରେ ଅଙ୍କୁଶ ଲଗାଇବ ମାର୍ଗଦର୍ଶିକା

ଢେଙ୍କାନାଳ ଅଫିସ, ୨୫।୪ – ସମ୍ପ୍ରତି ମିଛ, ତ୍ରୁଟିପୂର୍ଣ୍ଣ ଖବର ଭୟଙ୍କର ବିପଦ ଭାବେ ଉଭା ହୋଇଛି। ସୋସିଆଲ ମିଡିଆର ବହୁଳ ପ୍ରଚଳନ ଏପରି ମିଛ ଖବରର ବାହାକ ସାଜିଛି। ଏପରି ମିଥ୍ୟା ଖବର ରୋକିବାକୁ ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର...

କାଳବୈଶାଖୀ: ଭାଙ୍ଗିଲା ଗଛ, ଟାଓ୍ବାର

ଅନୁଗୋଳ ଅଫିସ/କଣିହଁ।/ ଭୁବନ,୨୫ା୪(ଡି.ଏନ.ଏ.) – ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଶୁକ୍ରବାର କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହି ସମୟରେ ବଜ୍ରପାତ ଯୋଗୁ ୨ଜଣଙ୍କ ଜୀବନ ହାନି ହୋଇଛି। ସେମାନେ ହେଲେ ଅନୁଗୋଳ ବ୍ଲକ ବାଳୁଅକଟା ଗାଁର ନାରାୟଣ...

ମିଳିଲା ଚୋରା କାରବାର ଚେର

ଅନୁଗୋଳ ଅଫିସ,୨୫ା୪ – ଲକ୍‌ଡାଉନ୍‌ ଯୋଗୁ ଅନୁଗୋଳ ସହରର ସମସ୍ତ ମଦ ଦୋକାନ ବନ୍ଦ ଥିଲେ ବି କିଛିଦିନ ହେଲା ଚଢ଼ା ଦରରେ ଚାଲିଥିଲା ଚୋରା କାରବାର। ଏ ନେଇ ଗତ ୨୧ ତାରିଖରେ ‘ଦୋକାନରେ ତାଲା, ଚୋରାରେ ଖୋଲାମେଲା’...

ଆମ୍ବୁଲାନ୍ସରେ ପାସେଞ୍ଜର ବୋହି ଅଡୁଆରେ ଚାଳକ

ପାଟଣା, ୨୫ା୪(ସ୍ବ.ପ୍ର.)-ସାରାଦେଶ କରୋନା ପାଇଁ ଲକ୍‌ଡାଉନ ଥିବା ବେଳେ କେତେକ ଲୋକ ଗଳାବାଟ ଦେଇ ଆଇନ ଉଲ୍ଲଂଘନ କରିବାକୁ ପଛାଉନାହାନ୍ତି। କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଗ୍ରାମର ଜଣେ ଘରୋଇ ଆମ୍ବୁଲାନ୍ସ ଚାଳକ ଗୁରୁବାର ସାରେ ଲକ୍‌ଡାଉନକୁ ଉଲ୍ଲଂଘନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri