ଆମ ଜିଲା ଖବର

ଆରଡ଼ିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଆରଡି,୨୫ା୪(ଡି.ଏନ୍‌.ଏ.)- ଭଦ୍ରକ ଜିଲାର ଆରଡି ପୀଠ ସମେତ ଏହାର ଆଖପାଖ ଅଞ୍ଚଳରେ ୬୦ ଘଣ୍ଟିିଆ ଶଟ୍‌ଡାଉନ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛିା ଗୁରୁବାର ଆରଡି ଫାଣ୍ଡି ପୋଲିସ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଆଦି ପଞ୍ଚାୟତର ବିଭିନ୍ନ ଛକ ଜାଗା ଓ...

ସବୁଆଡେ ଖଁ। ଖଁ।

ଭଦ୍ରକ ଅଫିସ, ୨୫ା୪- ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବାରୁ ସବୁ ସ୍ତରରେ ଚିନ୍ତା ବଢିଛି। ଜିଲାବାସୀ ଏକ ପ୍ରକାର ଭୟ ଓ ଆତଙ୍କ ମଧ୍ୟରେ କାଳାତିପାତ କରୁଛନ୍ତି। ଶୁକ୍ରବାର ଏକାଦିନେ ୫ ପଜିଟିଭ ଚିହ୍ନଟ ହେବା...

କୁଟରା ମାଂସ ଜବତ: ୩ ଶିକାରୀ ଗିରଫ

ଠାକୁରମୁଣ୍ଡା,୨୫ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ବାଲିଘାଟ ସଂରକ୍ଷିତ ଜଙ୍ଗଲର କମ୍ପାର୍ମେଣ୍ଟ ନଂ. ୧୨ ତଳବନ୍ଧ ନାଳ ନିକଟରୁ ଗୁରବାର ରାତିରେ ବନ ବିଭାଗ ୩ ଶିକାରୀଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧ କେ.ଜି...

ଚୋରକୁ ପିଟି ହତ୍ୟା , ୫ଗିରଫ

ବାରିପଦା ଅଫିସ/ବେତନଟୀ,୨୫ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବେତନଟୀ ଥାନା ଦହିକୁଟି ପଞ୍ଚାୟତ ଅନ୍ତର୍ଗତ ଖମାରି ଗ୍ରାମର କେତେକ ଲୋକଙ୍କ ମାଡ଼ରେ ଜଣେ ଚୋରର ମୃତ୍ୟୁ ଘଟିଛି। ଏନେଇ ପୋଲିସ ଏକ ମାମଲା(ନଂ.୯୫/୨୦୨୦) ରୁଜୁ କରି ୫ ଜଣଙ୍କୁ ଗିରଫ କରିଛି। ମୃତକ...

ପରିତ୍ୟକ୍ତ ଘରେ ରହୁଥିବା ଦମ୍ପତି ଗାଁକୁ ଫେରିଲେ

  ଲଖନପୁର,୨୫ା୪(ଡି.ଏନ୍‌.ଏ.)-ଦାୟିତ୍ୱରେ ଥିବା ଅଧିକାରୀଙ୍କ ଅବହେଳା ପାଇଁ କେତେକ ସ୍ଥାନରେ କରୋନା ସନ୍ଦିଗ୍ଧ ବ୍ୟକ୍ତିମାନେ ସରକାରୀ ସୁବିଧା ସୁଯୋଗରୁ ବଞ୍ଚତ୍ତ ହେଉଛନ୍ତି ।  ଏଥିସହିତ ସେମାନେ ଗ୍ରାମବାସୀଙ୍କ ନିର୍ଯାତନାର ଶିକାର ହେଉଛନ୍ତି ।  ଏଭଳି ଏକ ଘଟଣା ଦେଖିବାକୁ ମିଳିଛି...

କରୋନା ଯୁଦ୍ଧରେ ଆଉ ଜଣେ ଯୋଦ୍ଧାଙ୍କ କାହାଣୀ

ଦେବଗଡ଼,୨୫ା୪(ଡି.ଏନ.ଏ.) ଗତ ଜାନୁୟାରୀ ୨୯ରେ ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇ ଗୁରୁତର ଆହତ ହୋଇଥିବା ମହିଳା କନ୍‌ଷ୍ଟେବଳ ସଂଯୁକ୍ତା ପାତ୍ର ଏ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ନାହାନ୍ତି। ତଥାପି କରୋନା ମୁକାବିଲାରେ ତାଙ୍କ ସହକର୍ମୀମାନେ କାମରେ ଲାଗିଥିବାରୁ...

ଲକ୍‌ଡାଉନ ଯୋଗୁ ଉଜୁଡିଲା ପରିବା ଚାଷ

ବୌଦ୍ଧ,୨୫ା୪(ସ୍ବ.ପ୍ର.)- ଶିଳ୍ପବିହୀନ ବୌଦ୍ଧ ଏକ କୃଷି ପ୍ରଧାନ ଜିଲା । ଏଠାକାର ୮୦ ପ୍ରତିଶତ ଲୋକ ଚାଷ ଉପରେ ନିର୍ଭର କରିଥାଆନ୍ତି । ଜିଲାରେ ଧାନ ଓ ପନିପରିବା ଚାଷ ଲୋକଙ୍କ ମୁଖ୍ୟ ଆୟକାରୀ ଫସଲ । ସେମାନେ ଚାଷରୁ...

ବେଣୁବାବା ମଠ ମହନ୍ତଙ୍କ ଦେହାନ୍ତ

ବରଗଡ଼ ଅଫିସ୍‌,୨୫।୪ ବରଗଡ଼ ଜୀରନଦୀ କୂଳ ଅମ୍ବାପାଲିରେ ରହିଥିବା ବେଣୁବାବା ମଠର ମହନ୍ତ ହରିଚରଣ ଦାସଙ୍କ ଶୁକ୍ରବାର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ବର୍ଷ ହୋଇଥିଲା । ସେ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି...

ଆଇସୋଲେଶନ ହଲ ବୁଲି ଦେଖିଲେ ଜିଲାପାଳ

ଗଞ୍ଜାମ,୨୪ା୪(ଡି.ଏନ.ଏ.)- ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଗୋଖରକୁଦା ଗ୍ରାମରେ ଶୁକ୍ରବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପହଞ୍ଚତ୍ ଆଇସୋଲେଶନ ହଲ୍‌ ବୁଲି ଅନୁଧ୍ୟାନ କରିଥିଲେ। ରାଜ୍ୟ ବାହାରୁ ଆସିବାକୁ ଥିବା ବ୍ୟକ୍ତି ନାମ ପଞ୍ଜିକରଣ କରିବା ପରେ ସେଠାରେ ରଖାଯିବ।...

ପୂଜକଙ୍କ ଘର ପୋଡିଗଲା

ପାତ୍ରପୁର,୨୪ା୪(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକ ଜୟନ୍ତିପୁର ସନ୍ତୋଷୀ ମା’ ମନ୍ଦିର ନିକଟରେ ଥିବା ପୂଜକ ନିଲାପୁ ଲୋକନାଥ ରେଡ୍ଡୀଙ୍କ ଘର ଶୁକ୍ରବାର ନିଅଁାଲାଗି ପୋଡି ଯାଇଛି। ପୂଜକଙ୍କ ବାସଭବନ ନିଛାଟିଆ ସ୍ଥାନରେ ଥିବାରୁ ଏବଂ ଘରେ କେହି ନଥିବାରୁ କିପରି ଅଗ୍ନିକାଣ୍ଡ...

ଅବକାରୀ ଚଢାଉ: ୩ ବାଇକ୍‌ ଜବତ, ୩ ଗିରଫ

କଟକ ଅଫିସ,୨୪।୪: ଲକ୍‌ଡାଉନ ବଳବତ୍ତର ଥିଲେ ସୁଦ୍ଧା ବେଆଇନ ଭାବେ ମଦ ବେପାର ଜୋରଦାର ଚାଲିଛି। ମଦ ବେପାରୀମାନେ ଚୋରାରେ ଗ୍ରାହକଙ୍କ ନିକଟରେ ମଦ ପହଞ୍ଚାଉଛନ୍ତି। ଗୁରୁବାର କଟକ ଜିଲା ଅବକାରୀ ବିଭାଗ ମୋଟ୍‌ ୨୩୩ ଲିଟର ୨୪୦ ଗ୍ରାମ୍‌...

ପରୀକ୍ଷା ପାଇଁ ପଠାଗଲା ୬୭ ସ୍ବାବ୍‌ ନମୁନା

କାକଟପୁର, ୨୪ା୪(ଡି.ଏନ.ଏ): କାକଟପୁର ବ୍ଲକର ୬୭ଜଣ ବ୍ୟକ୍ତିଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲକୁ ପଠାଯାଇଛି। ବାଙ୍ଗୁରୀଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଏହି ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ରାଜ୍ୟ ବାହାରୁ ଆସିଥିବା ତଥା ପଞ୍ଜୀକୃତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri