ଆମ ଜିଲା ଖବର

ଖବରଦାତାଙ୍କ ଘର ଉପରକୁ ବୋମାମାଡ଼

କୋଣାର୍କ,୨୪ା୪(ଡି.ଏନ୍‌.ଏ.): ପୁରୀ ଜିଲା କୋଣାର୍କ ଥାନା ଅନ୍ତର୍ଗତ କରମଙ୍ଗା ବାଲିସାହିରେ ରହୁଥିବା ଖବରଦାତା ସଞ୍ଜୟ ପତିଙ୍କ ଘର ଉପରକୁ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ବିତ ରାତିରେ ବୋମାମାଡ଼ କରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଗତରାତିରେ ଦୁର୍ବୃତ୍ତମାନେ ଏକ ମୋଟରସାଇକେଲରେ ଆସି ଲଗାତାର...

ଜଷ୍ଟିସ ମହମ୍ମଦ ରଫିକ୍‌ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୨୪ା୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଭାରତର ପ୍ରଧାନ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି। ଏନେଇ କେନ୍ଦ୍ର...

ଯାଜପୁରରେ ଦ୍ୱିତୀୟ ସର୍ବାଧିକ ପଜିଟିଭ୍‌

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ଗତ ୪ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି। ବିଶେଷକରି ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ ଅଧିକାଂଶ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ଯାଜପୁରରୁ ଆଉ ୪ଜଣ...

ଜିଲାରେ ପୁଣି ଜଣେ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଲା, ଦୁଇ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଭଦ୍ରକ ଅଫିସ,୨୪ା୪: ଭଦ୍ରକ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ରୋଗୀ ସଂଖ୍ୟା ୧୨ରେ ପହଞ୍ଚିଛି। ତାଙ୍କର ବୟସ ୪୦ ବର୍ଷ। ଏହି ରୋଗୀ ଜଣକ ମଧ୍ୟ ବାସୁଦେବପୁର ବ୍ଲକର...

ଜୀବନବିନ୍ଦୁ କାର୍ଯ୍ୟକ୍ରମ, ୩୫ୟୁନିଟ ରକ୍ତ ସଂଗ୍ରହ

ସୁନ୍ଦରଗଡ, ୨୪|୪ (ଡି.ଏନ୍‌.ଏ) – ସୁନ୍ଦରଗଡ ବିଜୁ ଜନତା ଦଳ ପକ୍ଷରୁ ଗୁରୁବାରଠାରୁ ତିନିଦିନିଆ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲା ମୁଖ୍ୟ ଚିକିତ୍ସାଳୟ ରେଡକ୍ରସ ସ୍ବାସ୍ଥ୍ୟ ଭଣ୍ଡାରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୩୫ୟୁନିଟ ରକ୍ତ ସଂଗୃହୀତ ହୋଇଛି ।...

ଅମଳ ସମୟରେ ଉଜୁଡ଼ିଲା ଫସଲ

ସମ୍ବଲପୁର,୨୪ା୪(ବ୍ୟୁରୋ) – ରବିଧାନ ଅମଳ ଅବସ୍ଥାକୁ ଆସି ଯାଇଥିଲା। କରୋନା କଟକଣା ସତ୍ତ୍ୱେ ଚାଷର ଉପଯୁକ୍ତ ଯତ୍ନ ନେଇଥିଲା ଚାଷୀ। ହେଲେ ସମ୍ବଲପୁର ଜିଲାରେ ମଙ୍ଗଳବାର ସନ୍ଧ୍ୟାର ବର୍ଷା ଓ କରାମାଡ ସବୁ ଯେମିତି ଓଲଟପାଲଟ କରିଦେଲା । କ୍ଷେତରେ...

ଗଛମୂଳେ କ୍ୱାରାଣ୍ଟାଇନରେ ଶ୍ରମିକ

ନୂଆପଡା ଅଫିସ/ବୋଡେନ,୨୪|୪ – କରୋନା ଲକ୍‌ଡାଉନ ପରେ ଶ୍ରମିକମାନେ ଜିଲା ତଥା ରାଜ୍ୟ ବାହାରେ ହଇରାଣ ହେବା ପରେ ବିକଳ୍ପ ଚିନ୍ତା କରି ଘରକୁ ଫେରିଆସୁଛନ୍ତି। ହେଲେ ଏଠାରେ ପରିବାର କିମ୍ବା ପଞ୍ଚାୟତ କର୍ତ୍ତୃପକ୍ଷ କ୍ୱାରାଣ୍ଟାଇନର ବ୍ୟବସ୍ଥା କରୁ ନ...

କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା,୧୪ ଦିନ ପରେ ବି ସ୍ୱାସ୍ଥ୍ୟ ପରୀକ୍ଷା ହେଉନି

ନୂଆପଡ଼ା ଅଫିସ,୨୪ା୪- ଜିଲା ବାହାର କିମ୍ବା ରାଜ୍ୟ ବାହାରୁ ଆସୁଥିବା ଶ୍ରମିକ କିମ୍ବା ଅନ୍ୟ ଶ୍ରେଣୀର ଲୋକଙ୍କୁ ପୃଥକ୍‌ ବାସରେ ରଖିବାକୁ କ୍ୱାରାଣ୍ଟାଇନ ସେଣ୍ଟର କରାଯାଉଛି। ସେଠାରେ ଖାଦ୍ୟ ପାନୀୟ ସହ ଜରୁରୀ ସେବା ଯୋଗାଇଦେବାର ନିୟମ ରହିଛି। ହେଲେ...

ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁଗମ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତାଙ୍କ ଚିଠି

ଭବାନୀପାଟଣା,୨୪।୪(ସ୍ବ.ପ୍ର)-ମହାମାରୀ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରାଦେଶରେ ଲକ୍‌ ଡାଉନ ଜାରି ରହିଛି। ଏପରି ସ୍ଥିତିରେ ରାଜ୍ୟର ଆର୍ଥିକ ମେରୁଦଣ୍ଡ ସାଜିଥିବା ଚାଷୀକୂଳ ଘୋର ସଙ୍କଟ ସମୟ ଦେଇ ଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଚାଷୀଙ୍କଠାରୁ ଧାନ...

ଶିଳ୍ପ ଅନୁଷ୍ଠାନକୁ କାର୍ଯ୍ୟକ୍ଷମ କରିବାକୁ ଝାରସୁଗୁଡ଼ା ଜିଲା ପ୍ରଶାସନର ନୂତନ ଗାଇଡ୍‌ଲାଇନ

ଝାରସୁଗୁଡ଼ା ଅଫିସ,୨୪ା୪- ଝାରସୁଗୁଡ଼ା ଜିଲାରେ ଥିବା ସମସ୍ତ ବୃହତ୍‌, ମଧ୍ୟମ ଓ କ୍ଷୁଦ୍ରଶିଳ୍ପ ଅନୁଷ୍ଠାନ ତଥା ଖଣିଜ ଉପତ୍ାଦନ ପ୍ରତିଷ୍ଠାନ ନିମନ୍ତେ ଗୁରୁବାର ଜିଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ମୁଖ୍ୟ ତଥା ଜିଲାପାଳ ସରୋଜ କୁମାର ସାମଲ ଗାଇଡ୍‌ଲାଇନ ଜାରି...

ବାଲେଶ୍ୱର ଲିଙ୍କ୍‌କୁ ନେଇ ଉତ୍ତେଜନା

ଟିଟିଲାଗଡ଼,୨୪।୪(ଡି.ଏନ.ଏ.)-ମହାମାରୀ କରୋନା ରେଡ୍‌ ଜୋନ୍‌ ଭାବେ ପରିଚିତ ବାଲେଶ୍ୱର ଅଞ୍ଚଳର ଜଣେ ସରକାରୀ କର୍ମଚାରୀ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ପହଞ୍ଚତ୍ବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା ା ସହରର ହାଟପଦା ପଡାର ଏକ ଘରେ ସମ୍ପୃକ୍ତ ବ୍ୟକ୍ତି ରହିଥିବା ଖବର...

ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ: ମିଳୁନାହିଁ ସର୍ବନିମ୍ନ ସହାୟକ ମୂଲ୍ୟ

ବଲାଙ୍ଗୀର ଅଫିସ, ୨୪ା୪ – ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଜଙ୍ଗଲ ଅଞ୍ଚଳରେ ବସବାସ କରୁଥିବା ଅନୁସୂଚିତ ଜନଜାତି ଓ ପାରମ୍ପରିକ ବନବାସୀଙ୍କ ଏକ ମୁଖ୍ୟ ଉପଜୀବ୍ୟ ଭାବେ ରହିଆସିଛି ା ଏହା ସେମାନଙ୍କ ସାମାଜିକ ସୁରକ୍ଷାରେ ଏକ ଗୁରୁତ୍ୱପୂର୍ଣ୍ଣ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri