ଆମ ଜିଲା ଖବର

ଦୁର୍ଦ୍ଦିନରେ ରଙ୍ଗତୁଳୀ କାରିଗର, ସହାୟତା ପାଇଁ ପ୍ରଶାସନର ଦ୍ୱାରସ୍ଥ

ବେଲପଡା, ୨୩ା୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ଯୋଗୁଁ ବଲାଙ୍ଗୀର ଜିଲା ବେଲପଡା ବ୍ଲକ ଅଞ୍ଚଳର ରଙ୍ଗତୁଳୀ କାରୀଗର ଓ ଏଥିରେ ନିୟୋଜିତ ଶ୍ରମିକ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ବେଲପଡା ମା ବିଣାପାଣି ଆର୍ଟ ଆସୋସିଏଶନ ସଭାପତି ଚନ୍ଦ୍ରମଣି ଦଣ୍ଡସେନା, ସମ୍ପାଦକ ନନ୍ଦୁ କିଶୋର...

ପ୍ରଶାସନର ନିର୍ଦ୍ଧେଶକୁ ବେଖାତିର:ବିଦ୍ୟାଳୟକୁ ଡକାଇ ଛାତ୍ରୀଛାତ୍ରଙ୍କୁ ବହି ବଣ୍ଟନ

ଦାରିଙ୍ଗବାଡ଼ି,୨୩।୪(ଡି.ଏନ.ଏ)- ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଶିକ୍ଷକମାନେ ପାଠ୍ୟପୁସ୍ତକ ନେଇ ଘରେ ଦେଇ ଆସିବାକୁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ରହିଛି। କିନ୍ତୁ ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତ ଦାସିକେତା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିୟମକୁ ବେଖାତିର କରି ଛାତ୍ରୀଛାତ୍ରଙ୍କୁ ସ୍କୁଲକୁ...

କଂଗ୍ରେସ ଅଧ୍ୟକ୍ଷାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ, ମାମଲା ଦାୟର କଲେ ନରସିଂହ

ବଲାଙ୍ଗୀର ଅଫିସ, ୨୩ା୪-ମହାରାଷ୍ଟ୍ରର ପାଲଘର ମବ୍‌ ଲିଚିଂ ଘଟଣାର ପ୍ରସାରଣରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ଦଳ ବିରୋଧରେ ଅପମାନଜନକ ମନ୍ତବ୍ୟ ରଖିଥିଲେ ଜାତୀୟସ୍ତରର ଏକ ବୈଦ୍ୟୁତିକ ଗଣମାଧ୍ୟମର ମୁଖ୍ୟ ସମ୍ପାଦକ। ତାଙ୍କ ବିରୋଧରେ ବିଧାୟକ ନରସିଂହ...

ଚୋରି ସାମଗ୍ରୀ ସହିତ ଚୋର ଗିରଫ

ଜୁନାଗଡ,୨୩।୪(ଡି.ଏନ୍‌.ଏ)- କଳାହାଣ୍ଡି ଜିଲା ଜୁନାଗଡ ଥାନା ବୋଦେଲ ଗ୍ରାମର ଅଜିତ ପଟେଲଙ୍କ ମୋଟର ପମ୍ପ, ଗ୍ୟାସ ସିଲିଣ୍ଡର ଓ ଚୂଲା ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ଜୁନାଗଡ ପୋଲିସ ଏକ ମାମଲ ରୁଜୁ କରିିଥିଲା।...

ସଙ୍ଗରୋଧ ଗୃହରୁ ୨୫ଶ୍ରମିକ ଫେରାର

ଭବାନୀପାଟଣା/କୋକସରା,୨୩।୪(ସ୍ବ.ପ୍ର/ଡି.ଏନ୍‌.ଏ.): ଲକ୍‌ଡାଉନକୁ କଡାକଡି କରିବା ପାଇଁ ପ୍ରତି ଜିଲା ସୀମାନ୍ତରେ ପାଟ୍ରୋଲିଂ ବ୍ୟବସ୍ଥା ସହ ଧରପଗଡ଼ ଜାରି ରହିଛି। ଏହି କ୍ରମରେ ନବରଙ୍ଗପୁର-କଳାହାଣ୍ଡି ଜିଲା ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ନିକଟରେ ଥିବା ଜନଜାତି ଆବାସିକ ବିଦ୍ୟାଳୟରେ ସ୍ଥାନୀୟ...

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ଦେଲେ ୧୫ ଏସ୍‌ଏଚ୍‌ଜି

ବୌଦ୍ଧ, ୨୩ା୪(ସ୍ବ.ପ୍ର)-ବୌଦ୍ଧ ଜିଲା ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମଶିଣାଗୋରା ଗ୍ରାମର ୧୫ଟି ଏସଏଚଜିର ମହିଳାମାନେ ମିଳିତ ଭାବରେ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୬୦୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ସରପଞ୍ଚ ପ୍ରହଲ୍ଲାଦ ସେଠୀଙ୍କ ତତ୍ତ୍ୱାବଧାନରେ ଏସଏଚଜି ମହିଳାମାନେ ଏକତ୍ରିତ...

କରୋନା ଲଢେଇ ପାଇଁ ସହାୟତା

ସୋହେଲା,୨୩ା୪(ଡି.ଏନ୍‌.ଏ.)-କରୋନା ମୁକାବିଲା ପାଇଁ ପେଟୁପାଲି ସରପଞ୍ଚ ଘୋଷାମଣୀ ବାଗ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିକୁ ୧୦ହଜାର ଟଙ୍କାର ଚେକ୍‌ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ପ୍ରଦାନ କରିଛନ୍ତି ା ସେହିପରି ସୋହେଲା ବ୍ଲକ ଅବସରପ୍ରାପ୍ତ...

ଲକ୍‌ଡାଉନ ବେଳେ ଚାଲିଛି ମଦ କାରବାର, ୬ ଗିରଫ

ଟିଟିଲାଗଡ଼, ୨୩।୪ (ଡି.ଏନ.ଏ.): ଲକ୍‌ଡାଉନ କଟକଣା ବେଳେ ଚାଲିଛି ମଦର ଅବାଧ କାରବାର। ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ବ୍ୟାପକ ରନ୍ଧା ମଦ କାରବାର ନେଇ ପୋଲିସ ଏବଂ ଅବକାର ବିଭାଗ ପକ୍ଷରୁ ପୃଥକଭାବେ ଚଢାଉ କରାଯାଇ ବ୍ୟାପକ ପରିମାଣରେ...

ମାଓବାଦୀ ପ୍ରଭାବିତ ଅଞ୍ଚଳରେ ପୋଷ୍ଟର ମାଧ୍ୟମରେ ସଚେତନତା

ପାଟଣାଗଡ, ୨୩ା୪(ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ଏବଂ ତୁରେକେଲା ବ୍ଲକର ମାଓବାଦୀ ପ୍ରଭାବିତ ଅଞ୍ଚଳର ବିଭିନ୍ନ ଗ୍ରାମରେ କରୋନା ଭୁତାଣୁକୁ ନେଇ ପୋଷ୍ଟର ମାଧ୍ୟମରେ ସଚେତନତା କରାଯାଇଛି। ତ୍ରିଲିଙ୍ଗେଶ୍ୱର, ଜୁନାନୀବାହାଲ, ରେଙ୍ଗାଲି, ବର୍ତିଆ, ସୁନାମୁଦି, ବୁଢାଛାପର, ମହଖଣ୍ଡ, ସାଲେପାଲି,...

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଛୁଇଁଲା

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ୨ ଜଣ ହେଲେ ବାଲେଶ୍ୱର ଜିଲାର। ତେବେ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୫୫ ବର୍ଷର ମହିଳା ଓ ୩୬ ବର୍ଷର...

ପୁଅ ଉପରେ ଏସିଡ୍‌ ଢାଳିଲେ ବାପା

ଶଙ୍କରାଖୋଲ,୨୩ା୪(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଟିକାବାଲି ଥାନା କଇଁଝର ପଞ୍ଚାୟତ କୁଟିଗଡ ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ସାନପୁଅ ଉପରେ ଏସିଡ୍‌ ଢାଳି ଦେଇଛନ୍ତି ବାପା। ଏନେଇ ଟିକାବାଲି ଥାନାରେ ସାନପୁଅ ଅଭିଯୋଗ...

ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ଛୁଇଁଲା

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୨ ଜଣ ବାଲେଶ୍ୱରର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri