ଆମ ଜିଲା ଖବର

କଣ୍ଟେନମେଣ୍ଟ ଜୋନ -୧, ଜୋନ -୨ ରେ ସ୍ବାସ୍ଥ୍ୟ ବିଭାଗର ସର୍ଭେ

ଭଣ୍ଡାରିପୋଖରୀ, ୨୩।୪ (ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକରେ ଦୁଇ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଦୁଇ ପଞ୍ଚାୟତକୁ ଅବରୋଧ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ବୁଧବାର ଅଗ୍ନିଶମ ବିଭାଗ ଦାରା ପଞ୍ଚାୟତର ବିଭିନ୍ନ ସ୍ଥାନକୁ କେମିକାଲ ସ୍ପ୍ରେ ଦ୍ୱାରା ବିଶୋଧନ କରାଯାଇଛି। ସଂକ୍ରମିତ...

ନିର୍ଗୁଣ୍ଡି ପଞ୍ଚାୟତକୁ ବିଶୋଧନ କରାଗଲା

ଭଣ୍ଡାରିପୋଖରୀ, ୨୩।୪ (ଡି.ଏନ.ଏ.)-ଗୁରୁବାର ଭଣ୍ଡାରିପୋଖରୀ ବ୍ଲକ ନିର୍ଗୁଣ୍ଡି ପଞ୍ଚାୟତକୁ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ କରାଯାଇଛି। ସରପଞ୍ଚ ନମିତା ପାତ୍ରଙ୍କ ତତ୍ତ୍ୱାବଧାନରେ ପ୍ରଥମେ ମହୁରା ସ୍ଥିତ ସ୍କୁଲରେ ହୋଇଥିବା ସମାହିକ ସ୍ବାସ୍ଥ୍ୟକେନ୍ଦ୍ରକୁ ବିଶୋଧନ ପରେ ଶିବବିନ୍ଧା, ଗୁହାଳିଆ, ମଜୁରିଗଡ଼ିଆ, ଅନନ୍ତପୁର,...

ଟ୍ରକ୍‌କୁ ପିଟିଲା ଟ୍ରକ: ଜଣେ ମୃତ, ୨ ଆହତ

ସୋର, ୨୩।୪(ଡି.ଏନ.ଏ.)-ସୋର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ତଳନଗର ଠାରେ ଏକ ଟ୍ରକରେ ମାଲବୋଝେଇ ସମୟରେ ଅନ୍ୟ ଏକ ଟ୍ରକ ଧକ୍କା ଦେଇଛି। ଘଟଣାସ୍ଥଳରେ ତପନ ବେହେରା ନାମକ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୪.୭୧ ଲକ୍ଷ ଟଙ୍କା ପ୍ରଦାନ

ବ୍ରହ୍ମପୁର ଅଫିସ,୨୩ା୪: କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗଞ୍ଜାମ ଜିଲାର ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ପକ୍ଷରୁ ଗୁରୁବାର ୪ଲକ୍ଷ ୭୧ ହଜାର ୫୮୬ ଟଙ୍କା ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲା ସିଭିଲ୍‌ ରେଜିଷ୍ଟ୍ରାର ସମସ୍ତ କର୍ମଚାରୀଙ୍କ...

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨।୪: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରାର ଆୟୋଜନକୁ ନେଇ ଆଶଙ୍କା ପ୍ରକାଶ ପାଇଥିବା ବେଳେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର। ଗୁରୁବାର ମଧ୍ୟାହ୍ନରେ ଜିଲାପାଳ ବଲଓ୍ବନ୍ତ...

ଯାଜପୁର ୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ମହିଳା: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ପୂର୍ବ ପଜିଟିଭ୍‌ଙ୍କ ପରିବାର ସଦସ୍ୟ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଯାଜପୁରରେ ଚିହ୍ନଟ ହୋଇଥିବା ୪ ନୂଆ କରୋନା ପଜିଟିଭ୍‌ଙ୍କ ମଧ୍ୟରେ ୩ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି। ରାଜ୍ୟ ସୂଚନା ଏବଂ ପ୍ରସାରଣ ବିଭାଗର ଟୁଇଟ୍‌ ଅନୁଯାୟୀ, ଆକ୍ରାନ୍ତମାନଙ୍କ ବୟସ ଯଥାକ୍ରମେ ୪୮,୭୦,୮୦ ଏବଂ ୨୧ ବର୍ଷ।...

ଗଣ୍ଡାବାଜା କଳାକାରଙ୍କୁ କରୋନା ମାଡ଼

ଲାଠୋର,୨୩।୪ (ଡି.ଏନ.ଏ.): କରୋନା ମୁକାବିଳା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ ଡାଉନ୍‌ ଘୋଷଣା କରଛନ୍ତି। ଏହାଦ୍ୱାରା ସବୁ କ୍ଷେତ୍ର ପ୍ରଭାବିତ ହୋଇଛି। ଏଣୁ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଅଞ୍ଚଳର ଗଣ୍ଡାବାଜା କଳାକାର ମଧ୍ୟ ଦୁର୍ଦିନରେ...

ସରକାରୀ ସହାୟତାରୁ ବଞ୍ଚିତ ପ୍ରକୃତ ନିର୍ମାଣ ଶ୍ରମକ, ହାତେଇଛନ୍ତି ସରକାରୀ କର୍ମଚାରୀ

ଲଖନପୁର,୨୩ା୪(ଡି.ଏନ୍‌.ଏ.) : କରୋନା ଭାଇରସ୍‌ ନିୟନ୍ତ୍ରଣ ପାଇଁ ସରକାର ଲକ୍‌ଡାଉନ୍‌ ଜାରି କରିଛନ୍ତି। ଏଥିରେ ଗରିବ,ଅସହାୟ ଓ ନିର୍ମାଣ ଶ୍ରମିକ କାମଦାମ ନ ପାଇ ଘରେ ବସିରହିଛନ୍ତି। ଫଳରେ ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି...

ଲାଞ୍ଜିଗଡ ବେଦାନ୍ତ ଚିକିତ୍ସାଳୟ ଦ୍ୱାରା ଟେଲିମେଡିସିନ ସେବା ଆରମ୍ଭ

ଲାଞ୍ଜିଗଡ,୨୩।୪(ଡି.ଏନ୍‌.ଏ):ସାମ୍ପ୍ରତିକ ପରିସ୍ଥିତିରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ନେଇ ସରକାରଙ୍କ ତରଫରୁ ସ୍ବାସ୍ଥ୍ୟ କ୍ଷେତ୍ରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଣୁ ଲାଞ୍ଜିଗଡସ୍ଥିତ ବେଦାନ୍ତ ଆଲୁମିନା ରିଫାଇନାରୀ ମଧ୍ୟ କରୋନା ପରିସ୍ଥିତର ଏହାର ମୁକାବିଲା ନେଇ ସହଯୋଗ କରିବାକୁ ମନ ବଳାଇଛି।...

ବାଲେଶ୍ୱର, ଭଦ୍ରକକୁ ଟପିଲା ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ପଜିଟିଭ୍‌ ଯାଜପୁର ଜିଲାର। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ରୋଗୀଙ୍କ ବିଷୟରେ ସବିଶେଷ ତଥ୍ୟ ଜଣାପଡ଼ିନାହିଁ। ପୂର୍ବରୁ ଯାଜପୁର...

ଛତିଶଗଡ଼ର ୧୬ ଇଟାଭାଟି ଶ୍ରମିକ ଦିଗପହଣ୍ଡିରୁ ଉଦ୍ଧାର: ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାରଙ୍କ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଣିଆନାଳ ଛକ ରାସ୍ତାକଡ଼ରୁ ଛତିଶଗଡ଼ ଅଞ୍ଚଳର ୧୬ ଜଣ ଇଟାଭାଟି ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ୨ ଶିଶୁଙ୍କ ସମେତ ୭ ମହିଳା ଥିବା ଜଣାପଡ଼ିଛି। ଗଞ୍ଜାମ ଜିଲାପାଳ ବିଜୟ...

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଛୁଇଁଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ) – ରାଜ୍ୟରେ ପୁଣି ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଁଚିଛି। ଏ ସମ୍ପର୍କରେ ଗୁରୁବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ପଜିଟିଭ ଚିହ୍ନଟ ହୋଇଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri