ଆମ ଜିଲା ଖବର

ଦିଗପହଣ୍ଡିରେ ମିଲ ଯୋଜନାର ଶୁଭାରମ୍ଭ

ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ କରାଯାଇଥିବା ‘ମିଲ’ ଯୋଜନାର ଶୁଭାରମ୍ଭ ହୋଇଛି। ବିଡ଼ିଓ ହଳଧର ଶବର ନିମଖଣ୍ଡି ପେଣ୍ଠ ପଞ୍ଚାୟତ ପନାଡ଼ ଗାଁରେ ପହଞ୍ଚତ୍ ହିତାଧିକାରୀଙ୍କୁ ମିଲ୍‌ କିଟ ବଣ୍ଟନ କରି ଏହାର ଶୁଭାରମ୍ଭ...

ମିଡିଆ କ୍ଲବ ପକ୍ଷରୁ ମାସ୍କ, ସାବୁନ ବଣ୍ଟନ

ବୁଗୁଡା,୨୨ା୪(ଡି.ଏନ.ଏ.)-ବୁଗୁଡ଼ା ମିଡିଆ କ୍ଲବ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ସହରର ବିଭିନ୍ନ ସ୍ଥାନରେ ଲୋକମାନଙ୍କୁ ମାସ୍କ ଓ ସାବୁନ ବଣ୍ଟନ ସହ କରୋନା ସମ୍ପର୍କରେ ସଚେତନ କରାଯାଇଥିଲା। କରୋନା ମହାମାରୀରୁ ରକ୍ଷା ନିମନ୍ତେ ସହରରେ ଲକ୍‌ଡାଉନ ଓ ସଟଡାଉନ ଲାଗୁ ହୋଇଥିବାବେଳେ...

ଆଇସୋଲଶନ ସେଣ୍ଟର ପରିସର ସଫେଇ

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.)-ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କରୋନା ଆଇସୋଲେଶନ ସେଣ୍ଟରରେ କେତେଜଣଙ୍କୁ ସଙ୍ଗରୋଧରେ ରଖାଯାଇଛି। ଉକ୍ତ ଆଇସୋଲେଶନ ସେଣ୍ଟରରେ ସେଠାରେ ସ୍ବାସ୍ଥ୍ୟପ୍ରଦ ପରିବେଶ ସୃଷ୍ଟି ପାଇଁ ସରପଞ୍ଚ ଏସ. ଚକ୍ରପଣି ରେଡ୍ଡୀ ଉଦ୍ୟମ କରିଛନ୍ତି। ଭାରତୀୟ...

କାଜୁ ଗଛରେ ପୋକ: ଦୁର୍ଦ୍ଦିନରେ ୬୫୦ ଆଦିବାସୀ ପରିବାର

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ କାଳିମେଘି, ଚନ୍ଦନପୁର ଓ ଘୋଡାପଡା ପଞ୍ଚାୟତର ୧୯ ଖଣ୍ଡ ଆଦିବାସୀ ଗାଁର ୬୫୦ ପରିବାର ଦୁର୍ଦ୍ଦିନରେ ଗତି କରୁଛନ୍ତି। ଏମାନେ ଜଙ୍ଗଲ ଜମିରେ ବସବାସ କରୁଛନ୍ତି। ଜଙ୍ଗଲ ଜମିରେ କାଜୁ ଚାଷ କରି ସେଥିରୁ...

ମଦ ଦୋକାନ ସିଲ୍‌ କେବଳ ଲୋକ ଦେଖାଣିଆ

ସମ୍ବଲପୁର,୨୨ା୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ସାରା ଦେଶକୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ମାର୍ଚ୍ଚ ୨୩ ତାରିଖଠାରୁ ଦୋକାନ ବଜାର ବନ୍ଦ ରହିଛି । ବିଦେଶୀ ମଦ ଦୋକାନ ଓ ବାର, ଦେଶୀ ମଦଭାଟି ଗୁଡିକ ମଧ୍ୟ ସିଲ୍‌ କରାଯାଇଛି...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟ ତଦାରଖ କଲେ ଜିଲାପାଳ

ରାଜକନିକା, ୨୨।୪ (ଡି.ଏନ୍‌.ଏ.)-କେନ୍ଦ୍ରାପଡା ଜିଲାପାଳ ସମର୍ଥ ବର୍ମା ରାଜକନିକା ବ୍ଲକ ଗସ୍ତ କରିଛନ୍ତି। ଏହି ସମୟରେ ସେ ସିହୋପଡ଼ା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଆରମ୍ଭ ହେଇଥିବା କାର୍ଯ୍ୟର ତଦାରଖ କରିଛନ୍ତି। ସେ ପ୍ରଥମେ ମଡେଲ ପୋଖରୀ କାର୍ଯ୍ୟ ଦେଖିବା ସହିତ ସ୍ଥାନୀୟ...

ବିଦ୍ୟୁତ୍‌ କର୍ମଚାରୀଙ୍କୁ ମାଡ଼ ମାରି ଥାନା ଅଧିକାରୀ ଗଲେ

କଣ୍ଟାବାଞ୍ଜି,୨୨।୪(ଡି.ଏନ.ଏ.) କଣ୍ଟାବାଞ୍ଜି ଥାନା ଅଧିକାରୀ ବିଜୟାନନ୍ଦ କରକରା ଜଣେ ବିଦ୍ୟୁତ୍‌ କର୍ମଚାରୀଙ୍କୁ ମାଡ଼ ମାରି ଅନ୍ୟତ୍ର ବଦଳି ହୋଇଛନ୍ତି। ଗତ ୧୬ ତାରିଖ ବିଦ୍ୟୁତ୍‌ ବିଭାଗର କେତେକ କର୍ମଚାରୀ ବିଭାଗୀୟ ଗାଡିରେ ଡ୍ୟୁଟି କରୁଥିଲେ। ହେଲେ ଇନ୍ଦିରା ଛକ ନିକଟରେ...

ଖବରଦାତାଙ୍କୁ ଆକ୍ରମଣ

କେନ୍ଦୁଝର, ୨୨।୪(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ପୋଲିସ ବୁଧବାର ଲକ ଡାଉନ ପାଇଁ ରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ଜଣେ ଖବରଦାତାଙ୍କୁ ଆକ୍ରମଣ କରାଯାଇଛି। ଏହାକୁ ନେଇ ଟାଉନ ଥାନାରେ ସେ ଲିଖିତ ଅଭିଯୋଗ କରିଛନ୍ତି। ସେ ତାଙ୍କ ଅସୁସ୍ଥ ଝିଅ ସହିତ କାର୍‌ରେ...

ଲକ୍‌ଡାଉନ୍‌ରେ ବେଆଇନ୍‌ ମଦ କାରଖାନା ଉପରେ ଚଢ଼ାଉ: ୪୭୪୦ ଲିଟର ମଦ, ୨୩ହଜାର ୮୦୦ ପୋଚ୍‌ ଜବତ; ମାଫିଆ ସମେତ ୧୫ ଗିରଫ

ବ୍ରହ୍ମପୁର ଅଫିସ,୨୨।୪ – କରୋନା ପାଇଁ ଜାରି ହୋଇଥିବା ଲକଡାଉନ୍‌ସମୟରେ ବିଭିନ୍ନ ସ୍ଥାନରେ ଚୋରା ମଦ କାରବାର ବୃଦ୍ଧି ପାଇଛି। ପୋଲିସ ପକ୍ଷରୁ ଟିମ୍‌ ଗଠନ କରାଯାଇ ପ୍ରତିଦିନ ଚଢଉ ଜାରି କରାଯାଉଛି। ସେହିଧାରାରେ ମଙ୍ଗଳବାର ରାତିରେ ଏକ ବେଆଇନ...

୩ ମାସର ପୁଅକୁ ଧରି ଡ୍ୟୁଟି

ଝାରସୁଗୁଡା ଅଫିସ,୨୨ା୪- କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ନେଉଛନ୍ତି। କରୋନା ବିରୁଧରେ ହେଉଥିବା ଲଢ଼େଇରେ ସମଗ୍ର ଦେଶବାସୀଙ୍କୁ ସହଯୋଗ କରିବାକୁ ଆହ୍ବାନ ମଧ୍ୟ କରାଯାଉଛି। ସେହିପରି ଏହି ଲଢ଼େଇରେ...

କରୋନା ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ହଜାର ଟଙ୍କା ପ୍ରଦାନ

କେସିଙ୍ଗା, ୨୨।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ତୁର୍ଲାଖମନ ପଞ୍ଚାୟତ ଅଧୀନ ଲିମଗାଁରେ ଥିବା ଦୀପ୍ତିଦାନ ଚର୍ଚ୍ଚ ପକ୍ଷରୁ ୨୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଚେକ୍‌ ଦ୍ୱାରା ପ୍ରଦାନ କରାଯାଇଛି। କେସିଙ୍ଗା ବିଡ଼ିଓ ପ୍ରଫୁଲ୍ଲ କୁମାର...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ପ୍ରଦାନ

ବଇଣ୍ଡା, ୨୨ା୪(ଡି.ଏନ.ଏ.)- ଆଠମଲ୍ଲିକ ଉପଖଣ୍ଡ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ,  ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri