ଆମ ଜିଲା ଖବର

୩ ମାସର ପୁଅକୁ ଧରି ଡ୍ୟୁଟି

ଝାରସୁଗୁଡା ଅଫିସ,୨୨ା୪- କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମାନ ନେଉଛନ୍ତି। କରୋନା ବିରୁଧରେ ହେଉଥିବା ଲଢ଼େଇରେ ସମଗ୍ର ଦେଶବାସୀଙ୍କୁ ସହଯୋଗ କରିବାକୁ ଆହ୍ବାନ ମଧ୍ୟ କରାଯାଉଛି। ସେହିପରି ଏହି ଲଢ଼େଇରେ...

କରୋନା ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ହଜାର ଟଙ୍କା ପ୍ରଦାନ

କେସିଙ୍ଗା, ୨୨।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ତୁର୍ଲାଖମନ ପଞ୍ଚାୟତ ଅଧୀନ ଲିମଗାଁରେ ଥିବା ଦୀପ୍ତିଦାନ ଚର୍ଚ୍ଚ ପକ୍ଷରୁ ୨୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଚେକ୍‌ ଦ୍ୱାରା ପ୍ରଦାନ କରାଯାଇଛି। କେସିଙ୍ଗା ବିଡ଼ିଓ ପ୍ରଫୁଲ୍ଲ କୁମାର...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ପ୍ରଦାନ

ବଇଣ୍ଡା, ୨୨ା୪(ଡି.ଏନ.ଏ.)- ଆଠମଲ୍ଲିକ ଉପଖଣ୍ଡ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ,  ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଇଛି ।...

କରୋନା ଯନ୍ତ୍ରଣା: ଗଞ୍ଜାମରେ ଅଳିଆ ଗଦାରୁ ଖାଦ୍ୟ ସାଉଁଟୁଛନ୍ତି ଗୋରୁପଲ

ବ୍ରହ୍ମପୁର ଅଫିସ,୨୨।୪- କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟରେ ଲକଡାଉନ (ତାଲା ବନ୍ଦ ) ସ୍ଥିତି ଜାରି ରହିଛି। ଏଥିଯୋଗୁ ମଣିଷଠାରୁ ଆରମ୍ଭ କରି ପଶୁପକ୍ଷୀମାନେ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ସମଗ୍ର ଗଞ୍ଜାମ ଜିଲାରେ ବୁଲା ଗାଈଗୋରୁ...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଭଣ୍ଡାରିପୋଖରୀ, ୨୨।୪ (ଡି.ଏନ.ଏ.)-କରୋନାକୁ ପ୍ରତିହିତ କରିବା ପାଇଁ ଦିନ ରାତି ଏକ କରି ଖଟୁଥିବା ଯୋଦ୍ଧାମାନଙ୍କୁ ଭାଜପା ଭଣ୍ଡାରିପୋଖରୀ ଶାଖା ପକ୍ଷରୁ ମଙ୍ଗଳବାର ଭଣ୍ଡାରିପୋଖରୀ ଓ ଧାମନଗର ଥାନା ପୋଲିସକୁ ସମ୍ବର୍ଦ୍ଧନା କରାଯାଇଛି। ମଙ୍ଗଳବାର ଭାଜପାର ପୂର୍ବତନ ଜିଲା ସଭାପତି...

ଲକ୍‌ଡାଉନ୍‌ ଊଲ୍ଲଂଘନ ଅଭିଯୋଗ , ୯ ଦୋକାନୀ ଗିରଫ

ଭଣ୍ଡାରିପୋଖରୀ, ୨୨।୪(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକରେ ଦୁଇ ଜଣ କରନା ରୋଗୀ ଚିହ୍ନଟ ହେବା ପରେ ବ୍ଲକର ଦୁଇ ପଞ୍ଚାୟତକୁ କଣ୍ଟେନମେଣ୍ଟ ଯୋନ ଘୋଷଣା କରାଯାଇଛି। ଏହା ଛଡ଼ା ଲକଡାଉନ କଟକଣାକୁ ବ୍ଲକ ଅଞ୍ଚଳରେ କଡାକଡ଼ି କରାଯାଇଛି। କଟକଣା ସତ୍ତ୍ୱେ ଭଣ୍ଡାରିପୋଖରୀ ବଜାରରେ...

ଭିଡ଼ିଓ କନଫେରେନ୍ସିଂରେ ସରପଞ୍ଚଙ୍କ ସହିତ କଥାହେଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୨।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସରପଞ୍ଚମାନଙ୍କ ସହିତ ଭିଡ଼ିଓ କନଫେରେନ୍ସିଂ ଜରିଆରେ କଥାବାର୍ତ୍ତା କରି ବିଭିନ୍ନ ପରାମର୍ଶ ଦେଇଛନ୍ତି। ଲକ୍‌ ଡାଉନ କଟକଣା ଯୋଗୁ ରାଜ୍ୟ ବାହାରେ ରହିଥିବା ଲୋକଙ୍କୁ ନିଜ ଅଞ୍ଚଳକୁ ଫେରାଇ ଆଣିବା ପାଇଁ...

ନିମ୍ନମାନର ଚାଉଳ ଦେଇ ଫସିଲା ଯୋଗାଣକାରୀ ସଂସ୍ଥା

ବରଗଡ଼ ଅଫିସ୍‌,୨୨।୪: ମହାମାରୀ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ନେଇ ସଂକ୍ରମିତ, ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଫଳରେ ଏହାକୁ ପ୍ରତିହତ କରିବା ପାଇଁ ସାରାଦେଶରେ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି । କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନକୁ...

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି: ଯାଜପୁରରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ପଶ୍ଚିମବଙ୍ଗରୁ ଫେରିଥିଲେ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତିଜଣଙ୍କ ଯାଜପୁରର ୩୮ବର୍ଷୀୟ ଯୁବକ। ସେ ନିକଟରେ ପଶ୍ଚିମବଙ୍ଗରୁ ଫେରିଛନ୍ତି। ତେବେ ଏହାକୁ ମିଶାଇ ବୁଧବାର ୪ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ରାଜ୍ୟରେ କରୋନା...

ଭତ୍ତା ହିତାଧିକାରୀଙ୍କୁ କରୋନା ସୁରକ୍ଷା କିଟ୍‌

କେନ୍ଦ୍ରାପଡା ଅଫିସ, ୨୨।୪-କେନ୍ଦ୍ରାପଡ଼ା ଜିଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ବରିଷ୍ଠ ଭତ୍ତା ହିତାଧିକାରୀଙ୍କୁ କରୋନା ସୁରକ୍ଷା କିଟ୍‌ ବୁଧବାର ପ୍ରଦାନ କରାଯାଇଛି। ଜିଲାର ୮୦ ବର୍ଷରୁ ଊର୍ଦ୍ଧ୍ୱ ୨୧,୭୪୯ ଭତ୍ତା ହିତାଧିକାରୀଙ୍କୁ ୨ଟି ଲେଖାଏ ମାସ୍କ, ୨ଟି ଓଆରଏସ...

ଲକ୍‌ ଡାଉନ ନିୟମ ଉଲ୍ଲଂଘନ, ୨ ଦୋକାନ ସିଲ୍‌ କଲା ପ୍ରଶାସନ

ବରଗଡ଼ ଅଫିସ୍‌,୨୨।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏଥିରୁ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକୁଥିବା ଦୋକାନକୁ ବାଦ୍‌ ଦିଆଯାଇଛି । ମାତ୍ର କେତେକ ସ୍ଥଳେ ପ୍ରଶାସନର ଆଖିରେ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨ଲକ୍ଷ ୬୧ହଜାର ଦେଲେ

ବରଗଡ଼ ଅଫିସ୍‌,୨୨।୪: କରୋନା ମୁକାବିଲା ପାଇଁ ବରଗଡ଼ ଜିଲା କଣ୍ଟ୍ରାକ୍ଟରସ୍‌ ଆସୋସିଏଶନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨ଲକ୍ଷ ୬୧ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି । ଆସୋସିଏଶନର କର୍ମକର୍ତ୍ତାମାନେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କ ଉପସ୍ଥିତିରେ ଜିଲାପାଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri