ଆମ ଜିଲା ଖବର

ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କରୋନା ସଂକ୍ରମଣ ରୋକିବାକୁ ଶପଥ ନେଲେ ସରପଞ୍ଚ

ପାଟଣା,୨୨ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୨୦ ଜଣ ସରପଞ୍ଚ ବୁଧବାର ବ୍ଲକ ଭିସି କକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସିଧାସଳଖ ଯୋଡ଼ି ହୋଇ ଗାଁରେ କରୋନା ପଶିବାକୁ ନ ଦେବା ପାଇଁ ଶପଥ ଗ୍ରହଣ କରିଛନ୍ତି।...

ଦୁର୍ଘଟଣାରେ ବାପାର ଜୀବନ ଗଲା, ବର୍ତ୍ତିଗଲେ ୪ ବର୍ଷର ଶିଶୁପୁତ୍ର

ମ.ରାମପୁର,୨୨।୪(ଡଢି.ଏନ.ଏ.) କଳାହାଣ୍ଡି ଜିଲା ମ:ରାମପୁରଠାରୁ ୨କି.ମି. ଦୂର ତୁଜୁଙ୍ଗ ନିକଟରେ ରାସ୍ତା ପାଶର୍‌ବ ଏକ ଗଛରେ ଗୋଟିଏ ବାଇକ୍‌ (ଓଡି ୦୮ କେ ୮୩୬୬)ର ଧକ୍କା ଘଟିଛି। ଏଥିରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ମ:ରାମପୁର...

ଭାଲୁ କାମୁଡ଼ାରେ ଜଣେ ଗୁରୁତର

ପାଲଲହଡ଼ା, ୨୨ା୪(ଡି.ଏନ.ଏ.)- ପାଲଲହଡ଼ା ଉପଖଣ୍ଡ ଖମାର ଥାନା ବଡସଡା ପଞ୍ଚାୟତ ଗୋପୀନାଥପୁର ଗ୍ରାମର ଅର୍ଜୁନ ପୂର୍ତ୍ତି(୪୦) ବୁଧବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ଛେଳି ଚରାଇବାକୁ ଗ୍ରାମ ନିକଟ ଜଙ୍ଗଲକୁ ଯାଇଥିବାବେଳେ ଏକ...

କରୋନା ମୁକାବିଲା, ସରପଞ୍ଚଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ମାର୍ଶାଘାଇ, ୨୨।୪ (ଡି.ଏନ୍‌.ଏ.)- କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ଏହି ଭୂତାଣୁ ପ୍ରତିହତ କରିବା ସକାଶେ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଭିଡ଼ିଓ ଭାଇରାଲ ହିଁ ୬ ଅଭିଯୁକ୍ତଙ୍କୁ ଧରାଇଦେଲା

ବଡ଼ଗାଁ,୨୨।୪(ଡି.ଏନ.ଏ.) ସୁନ୍ଦରଗଡ଼ ଜ଼ିଲା ବଡ଼ଗାଁ ଥାନା ଅନ୍ତର୍ଗତ ଝରମୁଣ୍ଡା ଗ୍ରାମରେ ସପ୍ତାହେ ତଳେ କେତକ ଯୁବକ ୨ ଜଣ ମହିଳା ଓ ୨ ଜଣ ଯୁବକଙ୍କୁ ଖଟରେ ବାନ୍ଧି ନିର୍ମମ ଭାବେ ମାଡ ମାରିଛନ୍ତି। ଏହି ଘଟଣାର ଭିଡିଓ ସୋସିଆଲ...

ଝାରସୁଗୁଡ଼ାରେ କରୋନା କଟକଣା ମାନୁନାହାନ୍ତି ଲୋକେ: ସଚେତନ ନ କରାଇ ଜରିମାନା ଆଦାୟରେ ମାତିଛି ପୋଲିସ

ଝାରସୁଗୁଡ଼ା ଅଫିସ,୨୨।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ ଜାରିରହିଛି। କିଛି ସ୍ଥାନରେ ଗତ ୨୦ ତାରିଖରୁ ଲକ୍‌ଡାଉନ କଟକଣା କୋହଳ କରାଯାଇଛି। ତେବେ ଝାରସୁଗୁଡ଼ା ଜିଲାରେ ଏ ପର୍ଯ୍ୟନ୍ତ ଲୋକେ ସଚେତନ ନ ହୋଇ ବାହାରେ...

ଶପଥ ନେଲେ ସରପଞ୍ଚ: ‘ନିଜେ ବାହାରୁ ଆସିଥିବା ଶ୍ରମିକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିବୁ’

ଶେରଗଡ଼, ୨୨।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଥିବା ଭିଡିଓ କନଫେରନ୍ସି ହଲ୍‌ରେ ଶେରଗଡ଼ ବ୍ଲକର ସମସ୍ତ ସରପଞ୍ଚମାନେ ଏକ ଶପଥ ନେଇଛନ୍ତି। ସରପଞ୍ଚ ଭାବେ ନିଜେ ପଞ୍ଚାୟତକୁ ଫେରିଥିବା ଶ୍ରମିକମାନଙ୍କୁ ନେଇ ଗ୍ରାମ ପଞ୍ଚାୟତଗୁଡ଼ିକରେ ଖୋଲାଯାଇଥିବା କ୍ୱାରାଣ୍ଟାଇନ୍‌ ଗୃହରେ...

ଟ୍ରକ୍‌, ଆମ୍ବୁଲାନ୍ସରେ ବେଆଇନ୍‌ ପ୍ରବେଶ କରୁଛନ୍ତି ଲୋକେ: ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଗଞ୍ଜାମ ସୀମାନ୍ତରେ କଡ଼ାକଡ଼ି ଯାଞ୍ଚ

ଛତ୍ରପୁର, ୨୨।୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସୀମାରେ କରାଯାଉଥିବା ମିଳିତ ଯାଞ୍ଚ ବୁଧବାର ଷଷ୍ଠ ଦିନରେ ପହଁଚିଛି। ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ଜ଼ିଲା ସୀମାକୁ ସିଲ୍‌ କରି ଅସ୍ଥାୟୀ ଚେକ୍‌ଗେଟ କରାଯାଇ ଏହି...

ସାମାଜିକ ଦୂରତ୍ୱ ରକ୍ଷା କରି ରକ୍ତଦାନ, ୩୫ ୟୁନିଟ୍‌ ରକ୍ତ ସଂଗ୍ରହ

ପାଟଣା,୨୨ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ ଉପାନ୍ତ ଅଞ୍ଚଳ ମାଛଗଡ଼ ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବୁଧବାର ସାହାରପଡ଼ା ବ୍ଲକ ବିଜେଡି ପକ୍ଷରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। କରୋନା ସଂକ୍ରମଣ...

କରୋନା ଯୋଦ୍ଧାଙ୍କ ସୁରକ୍ଷା ଚିନ୍ତା: ଜି.ଉଦୟଗିରି ଏନ୍‌ଏସି ତରଫରୁ ସଫେଇ କର୍ମଚାରୀଙ୍କୁ ଦିଆଗଲା ପିପିଇ

ଜି.ଉଦୟଗିରି,୨୨।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଏନ୍‌ଏସି ତରଫରୁ ବୁଧବାର ସଫେଇ କର୍ମଚାରୀମାନଙ୍କୁ ବ୍ୟକ୍ତିଗତ ସୁରକ୍ଷା ପୋଷାକ(ପିପିଇ) ଯୋଗାଇ ଦିଆଯାଇଛି। କରୋନା ଯୁଦ୍ଧରେ ଏମାନେ ମଧ୍ୟ ଆଗ ଧାଡ଼ିର ଯୋଦ୍ଧା। ସେମାନଙ୍କ ସୁରକ୍ଷା ପାଇଁ ଏହି ପୋଷାକ ଦିଆ ଯାଇଛି ବୋଲି...

ବନରକ୍ଷୀଙ୍କୁ କାଠଚୋରଙ୍କ ଆକ୍ରମଣ: ସରକାରୀ ଗାଡ଼ି ଭଙ୍ଗାରୁଜା

ଦେବଗଡ଼,୨୨ା୪(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ କୁଣ୍ଢେଇଗୋଳା ସେକ୍ସନ ଅଧୀନ ସଂଘାପଶି ଜଙ୍ଗଲରୁ ପଡ଼ୋଶୀ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ପାଟକୁମୁଣ୍ଡା ଗ୍ରାମର କେତେକ ଦୁର୍ବୃତ୍ତ ବନରକ୍ଷୀଙ୍କୁ ଆକ୍ରମଣ କରି ଗଛ କାଟି ନେବା ସହ ସରକାରୀ ଗାଡ଼ି ଭଙ୍ଗାରୁଜା କରିଥିବା...

ସ୍ବାସ୍ଥ୍ୟକର୍ମୀଙ୍କ ମନୋବଳ ବଢ଼ାଇଲେ ଡାକ୍ତର

କଟକ ଅଫିସ, ୨୨।୪: ବର୍ତ୍ତମାନ ସମୟରେ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ଅନ୍ୟ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ସ୍ବାସ୍ଥ୍ୟକର୍ମୀମାନେ ଏକ ପ୍ରକାର ମାନସିିକ ଚାପ ଦେଇ ଗତି କରୁଛନ୍ତି। ସେହିପରି ଏହି ସ୍ବାସ୍ଥ୍ୟକର୍ମୀମାନଙ୍କ ପରିବାର ଲୋକେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri