ଆମ ଜିଲା ଖବର

ଘରକୁ ଘର ବୁଲି ଚାଲିଛି ସର୍ଭେ

ଦେବଗଡ଼,୨୨ା୪(ଡି.ଏନ.ଏ)-ଦେବଗଡ଼ ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ମିଶନ ମୁଡ୍‌ରେ ଚାଲିଛି ସର୍ଭେ ା ଅଙ୍ଗନଓ୍ବାଡି କର୍ମୀ, ସହାୟିକା, ଏଏନଏମ୍‌ ଏବଂ ଆଶାକର୍ମୀଙ୍କ ଟିମ୍‌ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ପ୍ରତି ଘରକୁ ଯାଇ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସର୍ଭେ କରୁଛନ୍ତି ା...

ମାଛ ବିକ୍ରି ଆରମ୍ଭ କଲେ ସ୍ବୟଂ ସହାୟକ ଗୋଷ୍ଠୀ

ଦେବଗଡ,୨୨ା୪(ଡି.ଏନ.ଏ.)-ଲକ୍‌ ଡାଉନ ସମୟରେ ଜୀବନ ଓ ଜୀବିକା ଗୁରୁତ୍ୱପୂର୍ଣ୍ଣ ା ଏହା ହୃଦୟଙ୍ଗମ କରି ରାଜ୍ୟ ସରକାର କେତେକ କ୍ଷେତ୍ରରେ କରୋନା ପାଇଁ ନିଆଯାଇଥିବା କେତେକ କଟକଣାକୁ ସାମାନ୍ୟ କୋହଳ କରିଛନ୍ତି ା ଏହାକୁ ଆଖି ଆଗରେ ରଖି ଦେବଗଡ଼...

୧୪, ୬୦୦ ମାସ୍କ ବାଣ୍ଟିଲେଣି ଅର୍ଜୁନ

ଆଠମଲ୍ଲିକ, ୨୨ା୪(ଡି.ଏନ.ଏ.) – ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ଲୋକଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବାକୁ ବ୍ୟାପକ ସଚେତନତା ଅଭିଯାନ ଚଳାଇଛନ୍ତି ଆଠମଲ୍ଲିକ ବ୍ଲକ ଓଳଥ ଗ୍ରାମର ସାମାଜିକ କର୍ମୀ ତଥା ବିଜେଡି ଯୁବ ନେତା ଅର୍ଜୁନ ସାହୁ। ସେ ନିର୍ବାଚନମଣ୍ଡଳୀର ବିଭିନ୍ନ...

ଗହଳି ପାରିଲେନି ସମ୍ଭାଳି

ଅନୁଗୋଳ ଅଫିସ, ୨୨।୪ – ଲକ୍‌ଡାଉନ୍‌ ଘୋଷଣା ପରଠାରୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସଂଖ୍ୟା ହ୍ରାସ ପାଇଥିଲା। ହେଲେ ୨୦ ତାରିଖରୁ କିଛିଟା କୋହଳ ହୋଇଥିବା ଶୁଣିବା ମାତ୍ରେ ମଙ୍ଗଳବାର ହଠାତ୍‌ ରୋଗୀ ସଂଖ୍ୟା ବେଶ୍‌ ବଢ଼ିଯାଇଥିଲା।...

କରୋନା ଯୋଦ୍ଧା ସମ୍ବର୍ଦ୍ଧିତ

ଢେଙ୍କାନାଳ ଅଫିସ, ୨୨।୪ – କୋଭିଡ୍‌-୧୯ ମୁକାବିଲା ଲାଗି ନିଃସ୍ବାର୍ଥପର ଭାବେ କର୍ତ୍ତବ୍ୟ ପାଳନ କରୁଥିବା କରୋନା ଯୋଦ୍ଧାଙ୍କୁ ମଙ୍ଗଳବାର ଢେଙ୍କାନାଳ ପୌରାଞ୍ଚଳ ଚାନ୍ଦମାରୀ ସାହିର ଜୟ ମା’ ସନ୍ତୋଷୀ ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଟାଉନ...

କାଳବୈଶାଖୀ: ମେଡିକାଲରେ ପଶିଲା ପାଣି

ପାଲଲହଡ଼ା/ଛେଣ୍ଡିପଦା/ ବଅଁରପାଳ/ମାଧପୁର/ କଣିହାଁ/ ଅନୁଗୋଳ ଅଫିସ, ୨୨।୪(ଡି.ଏନ.ଏ.) – ଅନୁଗୋଳ ଜିଲାରେ ମଙ୍ଗଳବାର କାଳବୈଶାଖୀ ବର୍ଷା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ସନ୍ଧ୍ୟାରେ ହୋଇଥିବା ପବନ ସହ ବର୍ଷା ଯୋଗୁ ପାଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟର ସ୍ବତନ୍ତ୍ର କ୍ୟାବିନ୍‌ରେ ପାଣି ପଶିଯାଇଥିଲା। ଫଳରେ...

ବାର ଅନୁଯାୟୀ ଖୋଲିବ ବଜାର

ଅନୁଗୋଳ ଅଫିସ, ୨୨।୪ – ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମାକୁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ପାଳନ କରାଯାଉଛି। ଲକ୍‌ଡାଉନ୍‌ ପରଠାରୁ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲାରହୁଛି। ତେବେ କଟକଣାରେ...

ଶୁଖିଲା ଖାଦ୍ୟ ପ୍ରଦାନ

ଛେଣ୍ଡିପଦା, ୨୨।୪(ସ୍ବ.ପ୍ର.) – ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ କରୁଥିବା ଗାୟତ୍ରୀ ପ୍ରୋଜେକ୍ଟ ଲିମିଟେଡ କମ୍ପାନୀ ପକ୍ଷରୁ ଛେଣ୍ଡିପଦା ବ୍ଲକ କତଡା ପଞ୍ଚାୟତର ୩ଶହ ଗରୀବ ହରିଜନ, ଆଦିବାସୀ ପରିବାରକୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। କମ୍ପାନୀ ଭାଇସ୍‌...

୨ ପିକ୍‌ଅପ୍‌ ସହ ୪୦୦ କେଜି ଗଞ୍ଜେଇ ଜବତ, ୫ ଗିରଫ

ଜି.ଉଦୟଗିରି/ଶଙ୍କରାଖୋଲ,୨୨ା୪(ଡି.ଏନ.ଏ.)- ଲକ୍‌ଡାଉନର ସୁଯୋଗ ନେଇ ପରିବା ବୋଝେଇ ପିକ୍‌ଅପ୍‌ ଭ୍ୟାନରେ ଗଞ୍ଜେଇ ଚାଲାଣ ବେଳେ ଚକାପାଦ ପୋଲିସ ଦୁଇଟି ପିକଅପ୍‌ ଭ୍ୟାନକୁ ଜବତ କରିଛି। ସେଥିରୁ ୪୦୦ କେଜି ଗଞ୍ଜେଇ ଓ ନଗଦ ୨ ଲକ୍ଷ ୫୦ ହଜାର ଟଙ୍କା...

୧୩ ବସ୍ତା ଗୁଟ୍‌ଖା ଜବତ, ୫ ଗିରଫ

ଗୋପାଳପୁର,୨୨ା୪- ଗୁଟ୍‌ଖା ଚାଲାଣ ବେଳେ ଗୋଳନ୍ଥରା ପୋଲିସ ସୋମବାର ଚଢାଉ କରି ୧୩ ବସ୍ତା ଗୁଟ୍‌ଖା ଜବତ କରିବା ସହ ୫ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବ୍ରହ୍ମପୁର ମହାନଗର ନିଗମ ପାଣିଗ୍ରାହିପେଣ୍ଠ ସାହିର କାହ୍ନୁଚରଣ ପାଣିଗ୍ରାହି, ଶ୍ରୀଧର ବେହେରା,...

ଜଙ୍ଗଲରେ ଚଢାଉ, ୮୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଘଞ୍ଚ ଜଙ୍ଗଲରେ ମଙ୍ଗଳବାର ଅବକାରୀ ଓ ପୋଲିସ ଟିମ୍‌ ମିଳିତ ଭାବେ ଚଢାଉ କରି ୮୦ ଲିଟର ରନ୍ଧା ଦେଶୀମଦ ଜବତ କରିଛି। ଏଥିସହ ୧୬୮୦୦ ଲିଟର ପୋଚ ନଷ୍ଟ କରି ମଦ ରନ୍ଧା...

ଉପଜିଲାପାଳଙ୍କୁ ସ୍କ୍ରାପ୍‌ ୱାଚ ଦେଲା ଆଇଟିଆଇ

ବ୍ରହ୍ମପୁର ଅଫିସ, ୨୨ା୪-କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ରିଲିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରିଥିବା ଜମାକାରୀଙ୍କୁ ପ୍ରେତ୍ସାହିତ କରାଯିବ। ୧୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କାର ସହାୟତା ରାଶି ପ୍ରଦାନ କରିଥିବା ଲୋକଙ୍କୁ ବ୍ରହ୍ମପୁର ସରକାରୀ ଆଇଟିଆଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri