ଆମ ଜିଲା ଖବର

ସହାୟତା ପାଇଁ ରାଜ୍ୟପାଳଙ୍କୁ ଚିଠି ଲେଖିଲା ଟ୍ୟାକ୍ସି ଚାଳକ ସଂଘ

ଦାରିଙ୍ଗବାଡ଼ି,୨୧।୪(ଡି.ଏନ.ଏ)- ଲକ୍‌ଡାଉନ ଯୋଗୁ ସମସ୍ତ ପ୍ରକାର ଗାଡ଼ିମୋଟର ବନ୍ଦ ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଭାରିଯାନ ସହ ମିନି ଟ୍ରକ ଚଳାଚଳ କରୁଛି। ଘରୋଇ ଟ୍ୟାକ୍ସି ଚଳାଚଳ ବନ୍ଦ ଯୋଗୁ ଏବେ ଚାଳକ ମାନଙ୍କୁ ମାଲିକ ଛଟେଇ...

ମନ୍ଦିରରୁ ପୂଜକଙ୍କୁ ଉଠାଇନେଲା ପ୍ରଶାସନ

ଭଞ୍ଜନଗର,୨୧।୪(ଡି.ଏନ.ଏ.)-ଗଞ୍ଜାମରେ ଲକ୍‌ଡାଉନ ସାମାନ୍ୟ କୋହଳ ହୋଇଥିଲେ ମଧ୍ୟ ମନ୍ଦିରରେ ଲୋକଙ୍କ ଗହଳି ଉପରେ କଟକଣା ଜାରି ରହିଛି। ଏହା ସତ୍ତ୍ୱେ ଭଞ୍ଜନଗର-ବେଲଗୁଣ୍ଠା ରାସ୍ତାର ଜାମପଲ୍ଲୀ ଛକରେ ଥିବା ଏକ ମନ୍ଦିର ମଙ୍ଗଳବାର ସକାଳେ ଖୋଲାଥିବାରୁ କେତେଜଣ ଲୋକ ସେଠାକୁ ପୂଜା...

ଚିତ୍ରକଳାରେ କରୋନା ସଚେତନତା

ଆସିକା,୨୧ା୪(ଡି.ଏନ୍‌.ଏ.): ଆସିକା କଳାକାର ସଂଘ ପକ୍ଷରୁ ସହରର ବିଜୁ ପଟ୍ଟନାୟକ ଛକ, ବସଷ୍ଟାଣ୍ଡ, ତାଲୁକା ଛକ ଆଦିର ମୁଖ୍ୟ ରାସ୍ତାରେ ଚିତ୍ରକଳା ମାଧ୍ୟମରେ ମହାମାରୀ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଛି । ଚିତ୍ରାଙ୍କନରେ କରୋନା ମୁକାବିଲା ନିମନ୍ତେ ଜନସାଧାରଣଙ୍କୁ...

ଡାକମଣ୍ଡଳ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ପାତ୍ରପୁର,୨୧ା୪(ଡି.ଏନ୍‌.ଏ.): ଲକ୍‌ଡାଉନ ଯୋଗୁ ଗ୍ରାମାଞ୍ଚଳର ଜନସାଧାରଣଙ୍କ ପାଖରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ପହଞ୍ଚିପାରୁନି। ଏଭଳି ସ୍ଥିତିରେ ଡାକ ବିଭାଗ ପକ୍ଷରୁ ଗରିବଙ୍କୁ ଶୁଖିଲା ଖାଦ୍ୟ ଓ ବିଭିନ୍ନ ସାମଗ୍ରୀ ବଣ୍ଟାଯାଉଛି ା ବ୍ରହ୍ମପୁର ମଣ୍ଡଳ ମହାଡାକପାଳ ଜଳେଶ୍ୱର କହଁରଙ୍କ ନିର୍ଦ୍ଦେଶକ୍ରମେ...

ବେଆଇନ ବାଲି ଗାଡିକୁ ଅଟକାଇଲା ପୋଲିସ

ବନ୍ତ, ୨୧।୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ୍‌ ସମୟରେ କେନ୍ଦୁଝର ଜିଲାରୁ ଭଦ୍ରକ ଅଭିମୁଖେ ଯାଉଥିବା ବେଆଇନ ବାଲି ଗାଡିକୁ ନନ୍ଦିପଦା ପୋଲିସ ଅଟକ ରଖିଛି। ମଙ୍ଗଳବାର ଭୋର ସମୟରେ କେନ୍ଦୁଝର ଜିଲାର ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ବୋଝେଇ ଗାଡିଗୁଡିକ ଭଦ୍ରକ...

ମୟୂରଭଞ୍ଜରେ ସ୍ଥିତି ସମୀକ୍ଷା କଲେ ଡିଜପିି

ବାରିପଦା ଅଫିସ, ୨୧ା୪- ରାଜ୍ୟ ପୋଲିସ ମହା ନିର୍ଦ୍ଦେଶକ(ଡିଜିପି) ଅଭୟ ମଙ୍ଗଳବାର ଅପରାହ୍ନରେ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ପଶ୍ଚିମବଙ୍ଗ ସୀମା ଚକଶୁଳିଆପଦା ଯାଇ ସେଠାରେ ସ୍ଥିତି ଅନୁଧ୍ୟାନ କରିଥିଲେ। ଏହା ପରେ ଜିଲା ପୋଲିସ କାର୍ଯ୍ୟାଳୟରେ ଏକ ଖବରଦାତା...

କୋଭିଡ ଯୋଦ୍ଧାଙ୍କୁ ଅସମ୍ମାନ: ଆନନ୍ଦପୁରରେ ସଚେତନତା କାର୍ଯ୍ୟ ସାରି ଫେରୁଥିବା ଆଶା ଦିଦିଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ଆନନ୍ଦପୁର, ୨୧। ୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଶାଳବଣି ପଞ୍ଚାୟତ ବଳଦୁଆଁ ଗ୍ରାମର ଆଶା ଦିଦି ଅଖଜି ଖଣ୍ଡାଙ୍କୁ ଆକ୍ରମଣ ଘଟଣାରେ ପୋଲିସ ସେହି ଗ୍ରାମର ଚନ୍ଦନ ମଣ୍ଡଳଙ୍କୁ ଗିରଫ କରିଛି। ଏନେଇ ଆନନ୍ଦପୁର ଥାନାରେ ମାମଲା(ନଂ. ୬୨/୨୦)...

ବାଲେଶ୍ୱରରେ ୨ ବର୍ଷର ଶିଶୁକନ୍ୟା କରୋନା ଆକ୍ରାନ୍ତ ଚିହ୍ନଟ: ଆରମ୍ଭ ହେଲା ସ୍ବତନ୍ତ୍ର ନମୁନା ପରୀକ୍ଷା ଶିବିର, ବିଶୁଦ୍ଧୀକରଣ

ସଜନାଗଡ଼, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍‌ପୁର ଥାନା ଅଞ୍ଚଳରେ ସୋମବାର ଏକ ୨ ବର୍ଷର ଶିଶୁକନ୍ୟା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଚିହ୍ନଟ ହୋଇଥିବା ଶିଶୁକନ୍ୟାଙ୍କ ସଂସ୍ପର୍ଶରେ ଆସିଥିବା ଲୋକ...

ବାଲେଶ୍ୱର: ପଶ୍ଚିମବଙ୍ଗ ଫେରନ୍ତାଙ୍କ ତଥ୍ୟ ଯାଞ୍ଚ ଉପରେ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲାରେ କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡ଼ିସି) ଅନୀଲ କୁମାର ସାମଲ ସମୀକ୍ଷା କରିଛନ୍ତି। ସୋମବାର ସ୍ଥାନୀୟ ସର୍କିଟ...

ବିଓଆଇର ମୋବାଇଲ ବ୍ୟାଙ୍କିଙ୍ଗ ସେବା ଆରମ୍ଭ

ବେଗୁନିଆପଡା,୨୧ା୪(ଡି.ଏନ.ଏ.)-କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଗଞ୍ଜାମ ଜିଲାପାଳ ଏ ଦିଗରେ ବହୁ କଟକଣା ମଧ୍ୟ ଜାରି କରିଛନ୍ତି। କିନ୍ତୁ ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ବ୍ୟାଙ୍କରେ ଜନଗହଳି ଦେଖିବାକୁ ମିଳିଛି। ଏହାକୁ ପ୍ରତିହତ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ମହିଳା ମହାସଂଘର ସହାୟତା

ଖଜୁରିପଡା,୨୧ା୪(ଡି.ଏନ.ଏ.)- ଖଜୁରିପଡ଼ା ବ୍ଲକର ଆର.ନୂଆଗାଁ ଗ୍ରାମପଞ୍ଚାୟତ ସ୍ତରୀୟ ମହିଳା ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (କୋଭିଡ୍‌)କୁ ୩୨,୩୬୦ ଟଙ୍କା ପ୍ରଦାନ କରାଯାଇଛି। ଏହି ମହାସଂଘ ଅନ୍ତର୍ଗତ ସାତଟି ସଂଘର ସମସ୍ତ କର୍ମକର୍ତ୍ତା ଏହି ଅନୁଦାନ ରାଶି ପ୍ରଦାନ କରିଥିଲେ।...

କରୋନା ସଚେତନତା: ରାଶନ ସାମଗ୍ରୀ, ମାସ୍କ ବଣ୍ଟନ

କଟକ ଅଫିସ,୨୧ା୪ : ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମିଳନୀ ଏବଂ ଜୟ ଜଗନ୍ନାଥ ଚାରଣ ଗୋଷ୍ଠୀର ମିଳିତ ସହଯୋଗରେ ରଘୁନାଥଜୀଉ ମନ୍ଦିରଠାରେ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାୟ ୩ଶହ ଲୋକଙ୍କୁ ରାଶନ ସାମଗ୍ରୀ, ମାସ୍କ ଏବଂ ସାନିଟାଇଜର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri