ଆମ ଜିଲା ଖବର

ବାଲେଶ୍ୱର: ପଶ୍ଚିମବଙ୍ଗ ଫେରନ୍ତାଙ୍କ ତଥ୍ୟ ଯାଞ୍ଚ ଉପରେ କେନ୍ଦ୍ରାଞ୍ଚଳ ଆରଡିସିଙ୍କ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲାରେ କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡ଼ିସି) ଅନୀଲ କୁମାର ସାମଲ ସମୀକ୍ଷା କରିଛନ୍ତି। ସୋମବାର ସ୍ଥାନୀୟ ସର୍କିଟ...

ବିଓଆଇର ମୋବାଇଲ ବ୍ୟାଙ୍କିଙ୍ଗ ସେବା ଆରମ୍ଭ

ବେଗୁନିଆପଡା,୨୧ା୪(ଡି.ଏନ.ଏ.)-କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଗଞ୍ଜାମ ଜିଲାପାଳ ଏ ଦିଗରେ ବହୁ କଟକଣା ମଧ୍ୟ ଜାରି କରିଛନ୍ତି। କିନ୍ତୁ ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ବ୍ୟାଙ୍କରେ ଜନଗହଳି ଦେଖିବାକୁ ମିଳିଛି। ଏହାକୁ ପ୍ରତିହତ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ମହିଳା ମହାସଂଘର ସହାୟତା

ଖଜୁରିପଡା,୨୧ା୪(ଡି.ଏନ.ଏ.)- ଖଜୁରିପଡ଼ା ବ୍ଲକର ଆର.ନୂଆଗାଁ ଗ୍ରାମପଞ୍ଚାୟତ ସ୍ତରୀୟ ମହିଳା ମହାସଂଘ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (କୋଭିଡ୍‌)କୁ ୩୨,୩୬୦ ଟଙ୍କା ପ୍ରଦାନ କରାଯାଇଛି। ଏହି ମହାସଂଘ ଅନ୍ତର୍ଗତ ସାତଟି ସଂଘର ସମସ୍ତ କର୍ମକର୍ତ୍ତା ଏହି ଅନୁଦାନ ରାଶି ପ୍ରଦାନ କରିଥିଲେ।...

କରୋନା ସଚେତନତା: ରାଶନ ସାମଗ୍ରୀ, ମାସ୍କ ବଣ୍ଟନ

କଟକ ଅଫିସ,୨୧ା୪ : ଉତ୍କଳ ପ୍ରାଦେଶିକ ମାରୱାଡ଼ି ସମ୍ମିଳନୀ ଏବଂ ଜୟ ଜଗନ୍ନାଥ ଚାରଣ ଗୋଷ୍ଠୀର ମିଳିତ ସହଯୋଗରେ ରଘୁନାଥଜୀଉ ମନ୍ଦିରଠାରେ କରୋନା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରାୟ ୩ଶହ ଲୋକଙ୍କୁ ରାଶନ ସାମଗ୍ରୀ, ମାସ୍କ ଏବଂ ସାନିଟାଇଜର...

ଗ୍ରୀନ୍‌ ଜୋନ୍‌ରେ ବଲାଙ୍ଗୀର: ଲକ୍‌ଡାଉନ୍‌ କୋହଳ ପାଇଁ ସାମାଜିକ ଦୂରତ୍ୱ ହେଲା ଖୋଲା ଉଲ୍ଲଂଘନ

ବଲାଙ୍ଗୀର ଅଫିସ, ୨୧ା୪- ବଲାଙ୍ଗୀର ଜିଲା ଗ୍ରୀନ୍‌ ଜୋନ୍‌ରେ ରହିଛି । ଏଭଳି କ୍ଷେତ୍ରରେ ଏପ୍ରିଲ ୨୦ ତାରିଖ ପରେ ଗ୍ରୀନ୍‌ ଜୋନ୍‌ ଜିଲାଗୁଡିକରେ ଲକ୍‌ଡାଉନ୍‌ କୋହଳ କରାଯିବ ବୋଲି ଆଲୋଚନା ହେଉଥିଲା। ପୂର୍ବରୁ ମେଡିକାଲ ଷ୍ଟୋର, ଗ୍ରୋସରୀ ଦୋକାନ,...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩,୬୧,୮୧୭ ଟଙ୍କା ଦାନ

ସୋନପୁର,୨୧।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ଠିକାଦାର ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ଲକ୍ଷ ୬୧ହଜାର ୮୧୭ଟଙ୍କା ପ୍ରଦାନ କରିଛନ୍ତି। ସଂଘ ସଭାପତି ଜୟମାଧବ ମିଶ୍ର ମଙ୍ଗଳବାର ଜିଲାପାଳ ମୋନିଷା ବାନାର୍ଜୀଙ୍କୁ ଏହି ଚେକ୍‌ ପ୍ରଦାନ...

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦିନକର ଦରମା ଦେଲେ ଶିକ୍ଷା ବିଭାଗ କର୍ମଚାରୀ

ନୂଆପଡା ଅଫିସ, ୨୧।୪-କୋଭିଡ-୧୯କୁ ମୁକାବିଲା କରିବାକୁ ନୂଆପଡା ଜିଲା ଶିକ୍ଷା ବିଭାଗ ଅଧିନରେ କାର୍ଯ୍ୟରତ ସମସ୍ତ ଶିକ୍ଷକ, କର୍ମଚାରୀ ଏବଂ ଅଧିକାରୀ ଆଗକୁ ଆସିଛନ୍ତି। ସେମାନେ ନିଜର ଦିନକର ଦରମା ବାବଦକୁ ୪୯ଲକ୍ଷ ୧୬ହଜାର ୩୫୧ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ...

ଜୀବନ ବିନ୍ଦୁ କାର୍ଯ୍ୟକ୍ରମ: ୩୦ୟୁନିଟ ରକ୍ତ ସଂଗ୍ରହ

ଟିଟିଲାଗଡ଼, ୨୧।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଦେଇଛି। ରକ୍ତ ଅଭାବ ଦୂର ଲାଗି ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁଙ୍କ ଆହ୍ବାନ କ୍ରମେ...

କ୍ଷତିଗ୍ରସ୍ତ ଧାନଜମି ବୁଲି ଦେଖିଲେ କୃଷି ଅଧିକାରୀ

ଜୁନାଗଡ,୨୧।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଦକ୍ଷିଣ କେନାଲ ଅନ୍ତର୍ଗତ ଜୁନାଗଡ ବ୍ଲକ ତଳଜାରିଙ୍ଗ ପଞ୍ଚାୟତରେ କେନାଲ ପାଣି ତଳମୁଣ୍ଡରେ ପହଞ୍ଚି ପାରି ନ ଥିବାରୁ ରବିଧାନ ଫସଲ ଏବେ ମରିବାକୁ ବସିଛି। ରବି ଚାଷ ଆରମ୍ଭ ପୂର୍ବରୁ କେନାଲ ବିଭାଗ...

କାଠ ବୋଝେଇ ଟ୍ରାକ୍ଟର ଜବତ୍‌, ଜଣେ ଗିରଫ

ଖପ୍ରାଖୋଲ, ୨୧ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ହରିଶଙ୍କର ରେଞ୍ଜ ସାନ ବାଂଜିପାଲି ଗାଁ ନିକଟରେ ଜଙ୍ଗଲ ବିଭାଗ ଚଢାଉ କରି ସୋମବାର ବିଳମ୍ବିତ ରାତିରେ ଖଇର କାଠ ବୋଝେଇ ଏକ ଟ୍ରାକ୍ଟର ଜବତ କରିବା ସହ ଡ୍ରାଇଭରକୁ ଗିରଫ କରିଛି ା...

ମ୍ୟୁନିସିପାଲିଟି କରୋନା ଯୋଦ୍ଧାଙ୍କୁ ଔଷଧ ବ୍ୟବସାୟୀ ସଂଘର ସହାୟତା

ବଲାଙ୍ଗୀର ଅଫିସ, ୨୧ା୪: କରୋନା ସଂକ୍ରମଣକୁ ଖାତିର ନ କରି ଲକ୍‌ଡାଉନ୍‌ ସମୟରେ ଜନସାଧାରଣଙ୍କୁ ସେବା ଯୋଗାଇ ଆସୁଥିବା ମ୍ୟୁନିସିପାଲିଟି କର୍ମଚାରୀଙ୍କୁ ବଲାଙ୍ଗୀର ଔଷଧ ବ୍ୟବସାୟୀ ସଂଘ ପକ୍ଷରୁ ମାସ୍କ, ହାତଧୁଆ ସାବୁନ୍‌, ପାଣି ବୋତଲ ଏବଂ ବିସ୍କୁଟ ବଣ୍ଟନ...

ବଡ଼ଚଣା ଥାନାବାବୁଙ୍କ ପାଇଁ ଥାନାରେ ସେବାୟତ, ନୋଟିସ୍‌ ଦେଇ ଛାଡ଼ିିଲା ପୋଲିସ

ପୁରୀ ଅଫିସ,୨୧ା୪:  କୋଭିଡ୍‌-୧୯ ନିର୍ଦ୍ଦେଶାବଳୀ ଉଲ୍ଲଂଘନ କରି ନିଲମ୍ବିତ ଯାଜପୁର ଜିଲା ବଡ଼ଚଣା ଥାନାଧିକାରୀ ଦୀପକ କୁମାର ଜେନାଙ୍କୁ ସପରିବାର ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ନେବା ସେବାୟତ ଶ୍ୟାମ ପୂଜାପଣ୍ଡାଙ୍କୁ ମହଙ୍ଗା ପଡ଼ିଛି। ତାଙ୍କୁ ପୋଲିସ ଖୋଜୁଥିବା ଜାଣି ଶ୍ୟାମ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri