ଆମ ଜିଲା ଖବର

ପିପିଲି ଟୋଲ୍‌ ପ୍ଲାଜାରୁ ଟିକସ ଆଦାୟ ଆରମ୍ଭ

ପିପିଲି,୨୧ା୪ (ସ୍ବ.ପ୍ର): ରାଜ୍ୟ ସରକାର ଲକ୍‌ଡାଉନକୁ କିଛିମାତ୍ରାରେ କୋହଳ କରିଛନ୍ତି। ପୁରୀ ଜିଲା ପିପିଲି ଟୋଲ ପ୍ଲାଜା ସିଲକୁ ସୋମବାରଠାରୁ ଖୋଲା ଯାଇଛି। ଏଥିସହ କର୍ମଚାରୀମାନେ ପୂର୍ବଭଳି ଟୋଲ ପ୍ଲାଜାରେ ଟିକସ ଆଦାୟ କାର୍ଯ୍ୟ ଆରମ୍ଭ କରିଛନ୍ତି। କରୋନା ସଂକ୍ରମଣକୁ...

ସଙ୍କଟରେ ଚାନ୍ଦୁଆ ଶିଳ୍ପ

ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍‌ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ କଷ୍ଟେମଷ୍ଟେ ଅଣ୍ଟା ସଳଖି ଆସୁଥିବା ଚାନ୍ଦୁଆ କାରିଗରଙ୍କ ସମେତ ବ୍ୟବସାୟୀମାନେ ଏବେ କରୋନା...

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି

ବାଲେଶ୍ୱର ଅଫିସ୍‌:୨୧।୪: ବାଲେଶର ସହରରେ କୋଭିଡ-୧୯ ଆକ୍ରାନ୍ତ ଚିହ୍ନଟ ହେବାପରେ ଏକ ପ୍ରକାର ଆତଙ୍କ ଦେଖାଦେଇଛି। ଗତ ଶନିବାର ବାଲେଶ୍ୱରର ନେଳିବାବାଗ ଅଞ୍ଚଳର ଜଣେ ୫୮ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସୋମବାର ନୀଳଗିରି ବ୍ଲକର...

ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ମାଣବସା ଗୁରୁବାର

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ବିଶ୍ୱ ଐତିହ୍ୟ ଦିବସ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଇନଟାଞ୍ଜିବଲ୍‌ କଲଚରାଲ୍‌ ହେରିଟେଜ ତାଲିକା ବା ରାଷ୍ଟ୍ରୀୟ ସାଂସ୍କୃତିକ ଐତିହ୍ୟ ତାଲିକା ଘୋଷଣା କରାଯାଇଛି। ଏହି ତାଲିକାରେ ଓଡ଼ିଶାର ୩ଟି ଲୋକପ୍ରିୟ ପର୍ବ ଓ ଲୋକନୃତ୍ୟ...

ଡାକ୍ତରଖାନାରେ ବିଦ୍ୟୁତ୍‌ ସମସ୍ୟା

କେନ୍ଦୁଝର,୨୧ା୪(ସ୍ବ.ପ୍ର.) କେନ୍ଦୁଝର ଜିଲା ମୁଖ୍ୟ ଡ଼ାକ୍ତରଖାନାରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ଯୋଗୁଁ ଅନେକ ସମୟରେ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ସୋମବାର ଏଭଳି ବିଦ୍ୟୁତ ସମସ୍ୟା ଦେଖାଦେବାରୁ ଟିକଟ କାଉଣ୍ଟରରେ ଟିକଟ ଦେବାରେ ସମସ୍ୟା ଉପୁଜି ଥିଲା। ଫଳରେ ଧାଡ଼ିରେ ଟିକଟ...

ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା

କେନ୍ଦୁଝର,୨୧ା୪(ଡି.ଏନ୍‌.ଏ): କେନ୍ଦୁଝର ପୌରପାଳିକା ଅଧୀନରେ କୋଭିଡ-୧୯ର ମୁକାବିଲା କରୁଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷଣ ଶିବିର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଆରମ୍ଭ ହୋଇଛି। ପୌରପାଳିକାର ନିର୍ବାହୀ ଅଧିକାରୀ ଡ.ମଧୁସ୍ମିତା ସାମନ୍ତରାୟଙ୍କ ନିର୍ଦ୍ଦେଶକ୍ରମେ ଆରମ୍ଭ ହୋଇଥିବା ଏହି ଶିବିର ଆସନ୍ତା ୨୬ତାରିଖ ପଯର୍‌ୟନ୍ତ...

ଚୋରା ବାଲି ଚାଲାଣ: ୨ ଟ୍ରାକ୍ଟର ଜବତ

ପାଟଣା,୨୧ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ତହସିଲ ଉଦୟପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ଅଧୀନ ବୈତରଣୀ ନଦୀର ଜୁମେଇଁ ଘାଟରୁ ସୋମବାର ପୂର୍ବାହ୍ନରେ ବେଆଇନ ଚୋରା ବାଲି ଚାଲାଣ ବେଳେ ୨ଟି ଟ୍ରାକ୍ଟର ଜବତ ହୋଇଛି। ସାହାରପଡା ତହସିଲଦାର ଲମ୍ବୋଦର ଖୁଣ୍ଟିଆ,...

ନଁ।କୁ ସୀମା ସିଲ୍‌: ପଶ୍ଚିମବଙ୍ଗରୁ ଫେରିଆସୁଛନ୍ତି ଓଡ଼ିଆ

ବାଲେଶ୍ୱର ଅଫିସ/ ବାରିପଦା ଅଫିସ, ୨୧।୪-ରାଜ୍ୟ ପ୍ରବେଶପଥଗୁଡ଼ିକ ସିଲ୍‌ ଥିବା ବେଳେ ପଶ୍ଚିମବଙ୍ଗରେ ଥିବା ଓଡ଼ିଶାର ଲୋକମାନେ ବିଭିନ୍ନ ୪ଚକିଆ ଯାନରେ ନିଜ ରାଜ୍ୟକୁ ଫେରିଆସୁଛନ୍ତି। ପଶ୍ଚିମବଙ୍ଗ ଫେରନ୍ତାଙ୍କ ଲାଗି କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଥିବାରୁ ଏହା ରାଜ୍ୟ...

ଆକାଂକ୍ଷା ପକ୍ଷରୁ ସହାୟତା

ଖଇରା, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ସବଡିଭିଜନରେ ବିଦ୍ୟୁତ ପରିଚାଳନା ଦାୟିତ୍ୱରେ ଥିବା ଆକାଂକ୍ଷା ପାୱାର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥଦାନ କରାଯାଇଛି ା ଆକାଂକ୍ଷାର ପରିଚାଳନା ନିର୍ଦ୍ଦେଶକ ବିପିନ ଦାସ ମହାପାତ୍ରଙ୍କ ନିର୍ଦ୍ଦେଶକ୍ରମେ କୋଭିଡ୍‌-୧୯ରେ ସଂକ୍ରମିତଙ୍କ ଚିକିତ୍ସା ପାଇଁ...

ସ୍କର୍ପିଓରେ ଦେଶୀ ମଦ ଚାଲାଣ, ଜଣେ ଗିରଫ

ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକଙ୍କ ନିର୍ଦ୍ଦେଶରେ ଭ୍ରାମ୍ୟମାଣ ଥାନା ଆଇଆଇସି ଉଦେଲାଲ ନାୟକ ରବିବାର ରାତି ୧୦ଟାରେ ସଦର ଥାନା ତାମୁଳିଆ ଓଭରବ୍ରିଜ୍‌ ନିକଟରେ ଚଢ଼ାଉ କରିଥିଲେ। ଏକ ସ୍କର୍ପିଓ ୧ହଜାର ଲିଟର ମଦ...

ମାସ୍କ, ସାବୁନ ବାଣ୍ଟିଲେ ପୂର୍ବତନ ମନ୍ତ୍ରୀ

ଖଇରା,୨୧।୪(ଡି.ଏନ.ଏ.)-ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ପଦ୍ମଲୋଚନ ପଣ୍ଡା ଓ ତାଙ୍କ ପୁତ୍ର ତଥା ସତ୍ୟସାଇ ଗ୍ରୁପ ଅଫ ଇନଷ୍ଟିଚ୍ୟୁଶନର ନିର୍ଦ୍ଦେଶକ ଡ ବେଣୁମାଧବ ପଣ୍ଡା ଶନିବାର ଖଇରା ବ୍ଲକର ସୁଣ୍ଢିରା, ମହତୀପୁର, ଗୋବିନ୍ଦପୁର, ସାରୁଗାଁ ,ପଳସା ତଥା...

ରିଲିଫ୍‌ ଫଣ୍ଡକୁ ସହାୟତା

ରେମୁଣା, ୨୧।୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବରୁଣସିଂ ପଞ୍ଚାୟତ ଅଧୀନ ମାଳ ଗ୍ରାମ ନିକଟସ୍ଥ ରସିକପୁର ଗ୍ରାମର କେତେକ ଅନୁଷ୍ଠାନପ୍ରେମୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ କରୋନା ମୁକାବିଲା ପାଇଁ ସାହାଯ୍ୟର ହାତ ବଢ଼ାଇଛନ୍ତି। ସେମାନେ ମିଳିମିଶି ୨୧୦୦ ଟଙ୍କା ତହସିଲଦାରଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri