ଆମ ଜିଲା ଖବର

ଯାଯାବରଙ୍କୁ ସହଯୋଗର ହାତ ବଢ଼ାଇଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ରେଳଷ୍ଟେଶନ ନିକଟ ଏକ ପଡ଼ିଆରେ ଉତ୍ତର ପ୍ରଦେଶ ରାଜ୍ୟର ୬୦ରୁ ଊର୍ଦ୍ଧ୍ୱ ଯାଯାବର ପରିବାର ଫସି ରହିଛନ୍ତି । ନିଜ ପିଲାଛୁଆଙ୍କ ସହିତ ସେମାନେ ଅସହାୟ ଅବସ୍ଥାରେ ରହିଛନ୍ତି । ଏହି ଖବର ପାଇବା ପରେ...

କିନ୍ନର, ଅସହାୟଙ୍କୁ ଯୋଗାଇଲେ ଆହାର

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ପାଣିଛତ୍ରଠାରେ ସୋମବାର ଗରିବ, ଅସହାୟ ତଥା କିନ୍ନରଙ୍କ ପାଇଁ ଅନ୍ନ ଭୋଜନର ବ୍ୟବସ୍ଥା କରାଯାଇଥିଲା। ଅନ୍ନଭୋଜନ କାର୍ଯ୍ୟକ୍ରମକୁ ଅଞ୍ଚଳର ଅସହାୟ ଲୋକେ ଆସି ରନ୍ଧା ଖାଦ୍ୟ ଖାଇଥିଲେ। ସାମାଜିକ କର୍ମୀ ପରୀକ୍ଷିତ ଛତର ଏହି ଭୋଜନର...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସହାୟତା

କେନ୍ଦୁଝର, ୨୦।୪(ସ୍ବ.ପ୍ର.)-ସରକାରୀ ମୋଟର କର୍ମଚାରୀ ସଂଘ କେନ୍ଦୁଝର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି। ସୋମବାର ଦିନ ଜିଲାପାଳଙ୍କ ଜରିଆରେ ଏହି ସହାୟତା ରାଶିର ଚେକ୍‌ ଦିଆଯାଇଛି। ଜିଲାରେ କାର୍ଯ୍ୟରତ ସମସ୍ତ ମୋଟର କର୍ମଚାରୀଙ୍କ...

ଭିଡ଼ିଓ କନଫେରେନ୍ସିଂରେ ବରଗଡ଼ କୋଭିଡ୍‌-୧୯ ହସ୍‌ପିଟାଲକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୦।୪: ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ହୋଇଥିବା କୋଭିଡ୍‌-୧୯ ହସପିଟାଲକୁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି କୋଭିଡ୍‌-୧୯ ହସପିଟାଲଟି ୨୦୦ ଶଯ୍ୟା...

ଖରାରେ ସର୍ବତ ବାଣ୍ଟିଲେ ସ୍ବେଚ୍ଛାସେବୀ

କେନ୍ଦୁଝର, ୨୦।୪(ସ୍ବ.ପ୍ର.)-କେନ୍ଦୁଝରରେ କୋରନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏହାସହିତ ପ୍ରବଳ ଖରା ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛନ୍ତି। ତାପମାତ୍ରା ପାଖାପାଖି ୩୯ ଡିଗ୍ରୀ ରହୁଥିବାରୁ ବହୁତ ଗରମ ଅନୁଭୂତ ହେଉଛି। ଏଥିପାଇଁ ଅନେକ ସ୍ବେଚ୍ଛାକୃତ...

ଯାଜପୁରର ୫ ପଜିଟିଭ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଅପରାହ୍ନରେ ଚିହ୍ନଟ ୬ ଜଣଙ୍କ ମଧ୍ୟରୁ ୫ ଜଣ ଯାଜପୁର ଜିଲାର ବୋଲି ଜିଲାପାଳ ରଞ୍ଜନ ଦାସ...

ତାଲା ପଡ଼ିଛି ସେଲୁନ, ପରିବାର ପୋଷଣ ଚିନ୍ତାରେ ଦୋକାନୀ

ଲାଠୋର, ୨୦।୪ ((ଡି.ଏନ.ଏ.): ସାରା ଦେଶରେ ଲକଡାଉନ ଘୋଷଣା ଜାରି ରହିଛି। ଏଣୁ ଗରିବ ପରିବାର ନିଜର ଜୀବିକା ହରାଇ ଘରେ ବସିଛନ୍ତି। ପରିବାର ପୋଷିବାକୁ ସମସ୍ତେ ଚିନ୍ତାରେ। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋରରେ ସେଲୁନ କରି ଜୀବିକା...

କଣ୍ଟାବାଞ୍ଜିରେ ସ୍ଥିତି ଅନୁଧ୍ୟାନ କଲେ ବଲାଙ୍ଗୀର ଏସ୍‌ପି

କଣ୍ଟାବାଞ୍ଜି, ୨୦।୪(ଡି.ଏନ.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଦେଶକୁ ଲକ୍‌ ଡାଉନ ରଖା ଯାଇଛି। ହେଲେ ଏହା ଠିକ୍‌ ଠାକ୍‌ ଭାବେ ପାଳନ ହେଉଛି କି ନାହିଁ ତାହା ପରଖିବା ପାଇଁ ବଲାଙ୍ଗୀର ଏସପି ସନ୍ଦୀପ ମାଡକର କଣ୍ଟାବାଞ୍ଜି...

ଦଣ୍ଡାଧାର ଡ୍ୟାମରେ ବୁଡ଼ି ସହକାରୀ ମତ୍ସ୍ୟ ଅଧିକାରୀ ମୃତ

କାମାକ୍ଷାନଗର,୨୦ା୪- ଢେଙ୍କାନାଳ ଜିଲା କଙ୍କଡାହାଡ଼ ଥାନା ଦଣ୍ଡାଧାର ଡ୍ୟାମରେ ବୁଡ଼ି କଙ୍କଡାହାଡ ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ ଧନଞ୍ଜୟ ହେମ୍ବ୍ରମ(୫୯)ଙ୍କ ମୃତ୍ୟୁ ଘଟିଛି । କଙ୍କଡାହାଡ ପୋଲିସ ସୋମବାର ସକାଳେ ତାଙ୍କ ମୃତଦେହ ଉଦ୍ଧାର କରି ନଂ. ୫/୨୦ରେ ଏକ...

କରୋନା ମାଡ଼: ମାସେ ହେଲା ହାତ ବାନ୍ଧି ବସିଛନ୍ତି ମତ୍ସ୍ୟଜୀବୀ, ଋଣ ଛାଡ଼ ଲାଗି ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଲେ ସ୍ମାରକପତ୍ର

ଛତ୍ରପୁର,୨୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ନେଇ ଲାଗି ରହିଥିବା କଟକଣା ଯୋଗୁ ଗତ ଏକ ମାସ ହେଲା ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳର ମତ୍ସ୍ୟଜୀବୀ ଘରେ ହାତ ବାନ୍ଧି ବସିଛନ୍ତି। ଫଳରେ ସେମାନଙ୍କ ଜୀବନ ଜୀବିକା ବିଶେଷ ପ୍ରଭାବିତ ହୋଇଛି।...

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ୫ ଜିଲାର କୋଭିଡ ହସ୍ପିଟାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡା ଅଫିସ,୨୦।୪: ରାଜ୍ୟର ୨୨ଟି କୋଭିଡ ହସ୍ପିଟାଲ ଇତିମଧ୍ୟରେ ଉଦ୍‌ଘାଟିତ ହୋଇସାରିଛି। ସୋମବାର ନୂତନ ଭାବେ ୫ଟି ଜିଲା ଯଥା ଅନୁଗୋଳ, ଜଗତ୍‌ସିଂହପୁର, ସୁନ୍ଦରଗଡ, ବରଗଡ଼ ଓ ନବରଙ୍ଗପୁରରେ କୋଭିଡ୍‌ ହସ୍ପିଟାଲ ଲୋକାର୍ପଣ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ...

ରାଇକିଆ ବସଷ୍ଟାଣ୍ଡ ପାଲଟିଛି ଅସ୍ଥାୟୀ ପରିବା ମାର୍କେଟ

ରାଇକିଆ,୨୦।୪(ଡି.ଏନ୍‌.ଏ.): କରୋନା ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଫଳରେ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ରାସନ ଓ ପରିବା ଦୋକାନ ଖୋଲା ରହୁଛି । ଭିଡ଼ ଏବଂ ସାମାଜିକ ଦୂରତ୍ୱକୁ ଦୃଷ୍ଟିରେ ରଖି ଅସ୍ଥାୟୀ ଭାବେ ବସ୍‌ଷ୍ଟାଣ୍ଡ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri