ଆମ ଜିଲା ଖବର

ସାନିଟାଇଜର ମେଶିନ ତିଆରି କଲେ ଯୁବ ଇଞ୍ଜିନିୟର

ବରଗଡ଼ ଅଫିସ୍‌,୧୯।୪: ଲକ୍‌ ଡାଉନ ସମୟରେ ଘରେ ବସି ନିଜର ଇଚ୍ଛାଶକ୍ତି, ପ୍ରୟାସରେ ଏକ ସାନିଟାଇଜର୍‌ ମେଶିନ ତିଆରି କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ବରଗଡ଼ ଜିଲା କଲାପାଣି ଗ୍ରାମର ଚାଷୀ ତଥା ଯୁବ ଇଞ୍ଜିନିୟର ସିଏଚ୍‌. କଲ୍ୟାଣ...

ପ୍ରହସନ ପାଲଟିଛି ଲୋକଙ୍କୁ ମାସ୍କ ବଣ୍ଟନ

ଲଖନପୁର,୧୯।୪(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ପ୍ରଶାସନ ନିର୍ଦ୍ଦେଶକ୍ରମେ ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍‌) ତରଫରୁ ଲଖନପୁର ବ୍ଲକ୍‌ରେ ମାସ୍କ ବଣ୍ଟନ କରାଯାଉଛି। ଅଙ୍ଗନଓ୍ବାଡି କର୍ମୀ ଓ ଆଶାକର୍ମୀମାନେ ଘର ଘର ବୁଲି ମାସ୍କ ବଣ୍ଟନ କରୁଛନ୍ତି। ହେଲେ ପ୍ରତି ପରିବାରକୁ...

ଆଠମଲ୍ଲିକରୁ ଗଲା ତୁଳସୀ, ପଦ୍ମଫୁଲ

ଆଠମଲ୍ଲିକ, ୧୯ା୪(ଡି.ଏନ.ଏ.)- ଲକଡାଉନ ଯୋଗୁ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ତୁଳସୀ ପତ୍ର ଓ ଫୁଲର ଅଭାବ ଦେଖା ଯାଉଥିବାବେଳେ ରବିବାର ଏକ କାର୍ ଆଠମଲ୍ଲିକରୁ ପୁରୀ ଅଭିମୁଖେ ତୁଳସୀ ପତ୍ର ଓ ପଦ୍ମଫୁଲ ନେଇ ଯାଇଥିବା ଜଣାପଡିଛି। ଅନୁଗୋଳ...

ମାସ୍କ ବ୍ୟବହାର ସହ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଆହ୍ବାନ

ଗୁଡଭେଲା,୧୯।୪ଡି.ଏନ.ଏ.): ସମଗ୍ର ଦେଶରେ ବର୍ତ୍ତମାନ କରୋନା ବିରୋଧରେ ଲଢେଇ ଚାଲିଛି। ଏହି ସମୟରେ ଡାକ୍ତର, ନର୍ସ, ପୋଲିସ, ପରାମେଡିକାଲ, ସଫେଇ କର୍ମଚାରୀ, ପ୍ରଶାସନିକ ଅଧିକାରୀ ଓ ବିଭିନ୍ନ ବିଭାଗର କର୍ମଚାରୀ ଗୋଟିଏ ଗୋଟିଏ ଯୋଦ୍ଧା। ଲୋକଙ୍କୁ ନିରାପଦ ରଖିବା ପାଇଁ...

ଲକ୍‌ଡାଉନ୍‌ରେ ସକ୍ରିୟ ଚୋରା ମଦ ବେପାରୀ: ୪ ମହୁଲି ମଦ ଭାଟି ଭାଙ୍ଗିଲା ଜି.ଉଦୟଗିରି ପୋଲିସ

ଜି.ଉଦୟଗିରି,୧୯।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ନେଇ ଜାରି ରହିଥିବା ଲକ୍‌ ଡାଉନ୍‌ ସମୟରେ ପ୍ରାୟ ସବୁକିଛି ବନ୍ଦ ରହିଛି। ଏହାର ସୁଯୋଗ ନେଇ ଚୋରା ମଦ ବେପାରୀ ଜଙ୍ଗଲ ଭିତରେ ମଦ ଭାଟି କରି ମଦ ପ୍ରସ୍ତୁତ କରୁଛନ୍ତି। ତେଣୁ ଜି.ଉଦୟଗିରି...

ସ୍ତ୍ରୀଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ ଜେଇ

ରେଢାଖୋଲ, ୧୯।୪(ଡି.ଏନ.ଏ.): ସ୍ତ୍ରୀଙ୍କୁ ଯୌତୁକଜନିତ ନିର୍ଯାତନା ଦେବା ଅଭିଯୋଗରେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକରେ କାର୍ଯ୍ୟରତ ଗ୍ରାମ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀ ବିଭୁପ୍ରସାଦ ବେହେରା ଶନିବାର ଜେଲ ଯାଇଛନ୍ତି। ଶୁକ୍ରବାର ତାଙ୍କ ସ୍ତ୍ରୀ ରଶ୍ମିମୟି ତାଣ୍ଡିଙ୍କ ଅଭିଯୋଗକ୍ରମେ ରେଢାଖୋଲ...

କାଳି ମନ୍ଦିରରେ ତାଲା ଭାଙ୍ଗି ଲୁଟ୍‌: ମା’ଙ୍କ ଟଙ୍କା,ସୁନା, ରୁପା ନେଇଗଲେ ଦୁର୍ବୃତ୍ତ; ପୋଲିସର ତଦନ୍ତ ଆରମ୍ଭ

ପାଟପୁର,୧୯।୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଳାସପୁର କାଳୀ ମନ୍ଦିରରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ସାରା ଅଞ୍ଚଳରେ ଲକ୍‌ଡାଉନ୍‌ ଚାଲିଥିବା ସମୟରେ ମନ୍ଦିର ଗୁଡିକ ବନ୍ଦ ଥିବା ବେଳେ ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ତାଲା...

ବିନା ମାସ୍କରେ ଡାକ୍ତରଖାନାରେ ରୋଗୀ, ସମ୍ପର୍କୀୟ

ଲୋଇସିଂହା,୧୯ା୪(ଡି.ଏନ୍‌.ଏ.): ମାସ୍କ ପିନ୍ଧିବାକୁ ସରକାର ବାଧ୍ୟତାମୂଳକ କରିଛନ୍ତି। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତର୍ବିଭାଗରେ ଭର୍ତ୍ତି ହୋଇଥିବା ରୋଗୀ ଓ ତାଙ୍କ ସମ୍ପର୍କୀୟ ବିନା ମାସ୍କରେ ରହୁଥିବା ରବିବାର ସକାଳେ ଦେଖିବାକୁ ମିଳିଛି। ଲୋଇସିଂହା ଥାନା ଅନ୍ତର୍ଗତ...

କୁକୁଡ଼ା ଚୋରି ସନ୍ଦେହରେ ଦୁଇ ଗୋଷ୍ଠୀ ମଧ୍ୟରେ ଛୁରାମାଡ଼: ଜଣେ ଗୁରୁତର; ୬ ଆହତ, ୨ଅଟକ

ଭଦ୍ରକ ଅଫିସ,୧୯ା୪: କୁକୁଡ଼ା ଚୋରି ସନ୍ଦେହରେ ପ୍ରଥମେ କମେଣ୍ଟମରା ଓ ପରେ ଦୁଇ ଗୋଷ୍ଠୀ ମୁହାଁମୁହିଁ। ଉଭୟ ପକ୍ଷର ଜଣେ ଗୁରୁତର ଏବଂ ଆହତ ହୋଇଛନ୍ତି। ଦୁଇ ଜଣଙ୍କୁ ପୋଲିସ ଅଟକ ରଖିଛି। ଏପରି ଘଟଣା ଘଟିଛି ଭଦ୍ରକ ଜିଲା...

ରାଧାନଗରରେ ଡକାୟତି: ୪୦ ଭରି ସୁନାଗହଣା, ଦେଢ଼ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳରେ କିଛିଦିନ ହେଲା ଘନଘନ ଚୋରି ଡକାୟତି ଘଟଣା ଲୋକଙ୍କ ନିଦ ହଜାଇ ଦେଇଛି। ଶନିବାର ବିଳମ୍ବିତ ରାତିରେ ଦିଗପହଣ୍ଡି ଥାନା ମଳାଭଞ୍ଜା ରାଧାନଗର ଗ୍ରାମର ରାଶନ ଦୋକାନୀ ଜେ. ସରୋଜ...

ଭଦ୍ରକରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲିବ ପରିବା ବଜାର

ଭଦ୍ରକ ଅଫିସ,୧୯।୪: ଏବେ ଭଦ୍ରକ ଜିଲାରେ ସନ୍ଧ୍ୟା ୬ ପର୍ଯ୍ୟନ୍ତ ପରିବା ମାର୍କେଟ ଖୋଲିବା ପାଇଁ ପ୍ରଶାସନ ଅନୁମତି ପ୍ରଦାନ କରିଛି। ପୂର୍ବରୁ ମଧ୍ୟାହ୍ନ ୧ ପର୍ଯ୍ୟନ୍ତ ଅନୁମତି ରହିଥିଲା। କେବଳ ଏରେଇଁ ଓ ଭଦ୍ରକ ପୌରପାଳିକା ଅଞ୍ଚଳରେ ମଧ୍ୟାହ୍ନ...

ଭଦ୍ରକରେ ଖୋଲିଲା ବହିଦୋକାନ, ଲମ୍ବା ଧାଡ଼ିରେ ଅଭିଭାବକ

ଭଦ୍ରକ ଅଫିସ,୧୯।୪: ରବିବାର ଭଦ୍ରକରେ ପ୍ରଥମ କରି ବହିଦୋକାନ ଖୋଲିଛ। ସକାଳ ୬ରୁ ଅଭିଭାବକମାନେ ଲମ୍ବା ଧାଡିରେ ରହି ବହି ଓ ଖାତା କିଣୁଥିବା ଦେଖିବାକୁ ମିଳିଛି। ଅଧିକାଂଶ ଦୋକାନୀ ଖାତା କିଣିଲେ ବହି ଦେଉଥିବା ଦେଖିବାକୁ ମିଳିଛି, ଏପରିକି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri