ଅନୁଗୋଳ ଅଫିସ, ୧୯।୪ – ଅନୁଗୋଳ ଜିଲା ଛେଳିଆପଡ଼ାସ୍ଥିତ ଖାଉଟି ଦ୍ରବ୍ୟ ବିତରକ ଜନ୍ମେଜୟ ସାହୁ (ଡିଲର ନମ୍ବର- ୦୧୦୧ପି୦୬୦) ୩ ମାସର ରାଶନ ସାମଗ୍ରୀ ଲୋକଙ୍କୁ ଦେଉ ନ ଥିବା ଅଭିଯୋଗ ହୋଇଛି। କିରୋସିନର ସରକାରୀ ମୂଲ୍ୟ ୪୧...
ସୁୁନ୍ଦରଗଡ଼,୧୯ା୪(ଡି.ଏନ୍.ଏ.) ସୁନ୍ଦରଗଡ଼ରେ ନିର୍ମାଣାଧୀନ ମେଡିକାଲ କଲେଜ ଓ ହସ୍ପିଟାଲରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର ଓ୍ବାର୍ଡର କାମ ସରିଛି ା ଏହି ହସ୍ପିଟାଲକୁ ଜିଲା ପ୍ରଶାସନକୁ ହସ୍ତାନ୍ତର କରାଯାଇଛି । ଏଥିରେ ଥିବା ୧୪ଟି ଓ୍ବାର୍ଡରେ ୧୮ଟି କୋଠରି...
ସୋନପୁର,୧୯।୪(ନି.ପ୍ର.) କରୋନା ଭୂତାଣୁ ସଂକମ୍ରଣ ରୋକିବା ପାଇଁ ସାରା ଦେଶରେ ମେ ୩ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା ହୋଇଛି। ଏଥିପାଇଁ ରକ୍ତଦାନ ଶିବିର ଆୟୋଜନ ହୋଇପାରୁନି। ତେଣୁ ରକ୍ତର ଅଭାବ ଦୂର କରିବା ପାଇଁ ସୋନପୁର ବ୍ଲକ କୀର୍ତ୍ତିପୁରଠାରେ...
Page 4,292 of 6,013« First«...102030...4,2904,2914,2924,2934,294...4,3004,3104,320...»Last »
Archives
Model This Week
ପିଲାଙ୍କ ଧରିତ୍ରୀ