ଆମ ଜିଲା ଖବର

ବିତରଣରେ ହେରଫେର ଅଭିଯୋଗ

ଅନୁଗୋଳ ଅଫିସ, ୧୯।୪ – ଅନୁଗୋଳ ଜିଲା ଛେଳିଆପଡ଼ାସ୍ଥିତ ଖାଉଟି ଦ୍ରବ୍ୟ ବିତରକ ଜନ୍ମେଜୟ ସାହୁ (ଡିଲର ନମ୍ବର- ୦୧୦୧ପି୦୬୦) ୩ ମାସର ରାଶନ ସାମଗ୍ରୀ ଲୋକଙ୍କୁ ଦେଉ ନ ଥିବା ଅଭିଯୋଗ ହୋଇଛି। କିରୋସିନର ସରକାରୀ ମୂଲ୍ୟ ୪୧...

ସୁନ୍ଦରଗଡ଼ରେ ୨୦୦ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ହସ୍ପିଟାଲ

ସୁୁନ୍ଦରଗଡ଼,୧୯ା୪(ଡି.ଏନ୍‌.ଏ.) ସୁନ୍ଦରଗଡ଼ରେ ନିର୍ମାଣାଧୀନ ମେଡିକାଲ କଲେଜ ଓ ହସ୍ପିଟାଲରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ଓ୍ବାର୍ଡର କାମ ସରିଛି ା ଏହି ହସ୍ପିଟାଲକୁ ଜିଲା ପ୍ରଶାସନକୁ ହସ୍ତାନ୍ତର କରାଯାଇଛି । ଏଥିରେ ଥିବା ୧୪ଟି ଓ୍ବାର୍ଡରେ ୧୮ଟି କୋଠରି...

ଲକ୍‌ଡାଉନ୍‌ ସମୟରେ ରକ୍ତାଭାବ ଦୂର ଉଦ୍ୟମ, ସଂଗ୍ରହ ହେଲା ୫୫ ୟୁନିଟ୍‌ ରକ୍ତ

ସୋନପୁର,୧୯।୪(ନି.ପ୍ର.) କରୋନା ଭୂତାଣୁ ସଂକମ୍ରଣ ରୋକିବା ପାଇଁ ସାରା ଦେଶରେ ମେ ୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ଏଥିପାଇଁ ରକ୍ତଦାନ ଶିବିର ଆୟୋଜନ ହୋଇପାରୁନି। ତେଣୁ ରକ୍ତର ଅଭାବ ଦୂର କରିବା ପାଇଁ ସୋନପୁର ବ୍ଲକ କୀର୍ତ୍ତିପୁରଠାରେ...

ସମାଜିକ ଦୂରତା ରଖି ରାସ୍ତାରୋକୋ

ସମ୍ବଲପୁର,୧୯ା୪(ବ୍ୟୁରୋ)-ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ୍‌ ଖିଣ୍ଡା ପଞ୍ଚାୟତରେ ପାନୀୟ ଜଳ ସମସ୍ୟା ଦେଖା ଦେଇଛି। ଏହାକୁ ନେଇ ସ୍ଥାନୀୟ ମହିଳମାନେ ଗ୍ରାମ୍ୟ ରାସ୍ତା ଅବରୋଧ କରିଥିଲେ। ରାସ୍ତା ଉପରେ ମାଠିଆ ଗରା ରଖି ମହିଳାମାନେ ସାମାଜିକ ଦୂରତା ନିୟମ ଅନୁଯାୟୀ...

ନିର୍ମାଣ ଶ୍ରମିକଙ୍କୁ ମିଳିନି ସହାୟତା

ଫୁଲବାଣୀ ଅଫିସ,୧୯ା୪-କରୋନା ଲକ୍‌ଡାଉନ୍‌ରେ ଫୁଲବାଣୀ ସହରର ଅନେକ ନିର୍ମାଣ ଶ୍ରମିକ ସରକାରଙ୍କ ଘୋଷିତ ୧୫ଶହ ଟଙ୍କା ସହାୟତା ଅର୍ଥ ପାଇ ନ ଥିବା ଅଭିଯୋଗ କରି ଶନିବାର ଆଇଏନ୍‌ଟିୟୁସି ପକ୍ଷରୁ ଅତିରିକ୍ତ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ା...

ପେନସନ ଟଙ୍କାରୁ ସହାୟତା

ସମ୍ବଲପୁର, ୧୯।୪ (ବ୍ୟୁରୋ)- କରୋନା ଭୂତାଣୁକୁ ପ୍ରତିରୋଧ କରିବାକୁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ା ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ଜିଲା ସ୍କୁଲର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରଘୁନାଥ ପୂଜାରୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ...

ମାସ୍କ ପିନ୍ଧିଲେନି, ଜରିମାନା ଦେଲେ

ଦେବଗଡ,୧୯।୪ (ଡି.ଏନ.ଏ.)-ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ଅବମାନନା କରିଥିବା ବ୍ୟକ୍ତିଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ଶନିବାର ଦେବଗଡ ଜିଲାର ୧୨୯ଜଣ ଅମାନିଆଙ୍କଠାରୁ ୨୫ହଜାର ୮୦୦ଟଙ୍କା ଜରିମାନା ଆଦାୟ କରାଯାଇଛି ା

ପୋଲିସ କର୍ମଚାରୀଙ୍କୁ କିନ୍ନର ମହାସଂଘର ସମ୍ବର୍ଦ୍ଧନା

ବ୍ରହ୍ମପୁର ଅଫିସ,୧୯ା୪-କରୋନା ମହାମାରୀକୁ ନେଇ ସାରା ବିଶ୍ୱବାସୀ ଆତଙ୍କିତ। ଏହି ସମୟରେ ସଂକ୍ରମଣକୁ ପ୍ରତିରୋଧ କରିବାକୁ ଲାଗୁ କରାଯାଇଥିବା ଲକ୍‌ଡାଉନ୍‌କୁ ସଫଳ କରିବାକୁ ନେଇ ପ୍ରଶାସନିକ ଅଧିକାରୀ, ପୋଲିସ ପ୍ରଶାସନ ଅପ୍ରାଣ ଉଦ୍ୟମ ଜାରି ରଖିଛନ୍ତି । ଏଭଳି ଏକ...

ଏକକାଳୀନ ପରିବାରର ୬ଜଣ କଲେ ରକ୍ତଦାନ

ବରଗଡ଼ ଅଫିସ୍‌,୧୯।୪- ଘାତକ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି। ଏଭଳି ସ୍ଥଳେ ରକ୍ତ ଭଣ୍ଡାରଗୁଡ଼ିକରେ ରକ୍ତାଭାବ ଦେଖାଯାଇଛି। ଏହା ଜାଣିବା ପରେ ବରଗଡ଼ ଟ୍ରଷ୍ଟଫଣ୍ଡ୍‌ କଲେଜ ଗଳିର ହୁସେନ ମଞ୍ଜିଲରେ...

ବ୍ୟାଙ୍କ ଭିତରେ ସାମାଜିକ ଦୂରତା ପାଳନ, ବାହାରେ ଉଲ୍ଲଂଘନ

ବଲାଙ୍ଗୀର ଅଫିସ, ୧୯ା୪- କରୋନା ଲକ୍‌ଡାଉନ୍‌ ସମୟରେ ବ୍ୟାଙ୍କ କାର୍ଯ୍ୟକୁ ନେଇ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ସାମାଜିକ ଦୂରତ୍ୱ ନିୟମକୁ କଡାକଡି ପାଳନ କରାଯାଉଥିବାରୁ ଅଧିକ ଉପଭୋକ୍ତଙ୍କୁ ବ୍ୟାଙ୍କ ଭିତରକୁ ପ୍ରବେଶ କରାଇ ଦିଆଯାଉନାହିଁ ା ଫଳରେ...

ଭ୍ରାମ୍ୟମାଣ ଭ୍ୟାନରେ ଦିଆଗଲା ସହାୟତା ରାଶି

ପାଟଣା,୧୯।୪(ସ୍ବ.ପ୍ର.)-ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ଅଗ୍ରଣୀ ବ୍ୟାଙ୍କ, ବ୍ୟାଙ୍କ ଅଫ ଇଣ୍ଡିଆ, ସ୍ବାମ ପାଟଣା ତରଫରୁ ଶନିବାର ଭ୍ରାମ୍ୟମାଣ ଭ୍ୟାନ ଯୋଗେ ବ୍ୟାଙ୍କ ଅଧିକାରୀ ଗାଁକୁ ଗାଁ ବୁଲି ହିତାଧିକାରୀଙ୍କୁ ଉଜ୍ବଳା ଓ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଆସିଥିବା...

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ପାଟଣା,୧୯ା୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଛି। ପାଟଣା ଅଞ୍ଚଳରେ ବର୍ଷା ସହିତ ପବନ ହୋଇଥିବା ବେଳେ ସାହାରପଡା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri