ଆମ ଜିଲା ଖବର

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ପାଟଣା,୧୯ା୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଛି। ପାଟଣା ଅଞ୍ଚଳରେ ବର୍ଷା ସହିତ ପବନ ହୋଇଥିବା ବେଳେ ସାହାରପଡା...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଆକ୍ରମଣ

ଠାକୁରମୁଣ୍ଡା,୧୯ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ବାଉଁଶଡିହା ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ଶନିବାର ସକାଳେ ଜଣେ ଯୁବକଙ୍କ ଆକ୍ରମଣରେ ଆହତ ହୋଇଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କ ଲିଖିତ ଅଭିଯୋଗକୁ ଭିତ୍ତି କରି ଠାକୁରମୁଣ୍ଡା ଥାନା ପୋଲିସ ଏକ ମାମଲା(ନଂ.୪୬/୨୦୨୦) ରୁଜୁ...

ବଡ଼ସାହିରେ ରକ୍ତଦାନ ଶିବିର

ବଡ଼ସାହି,୧୯ା୪(ସ୍ବ.ପ୍ର)-ମୟୂରଭଞ୍ଜ ଜିଲାରେ ରକ୍ତର ଅଭାବକୁ ନେଇ ବଡସାହି ଡାକ୍ତରଖାନା ପରିସରରେ ଏକ ରକ୍ତଦାନ ଶିବିର ବିକାଶ ମଞ୍ଚ ପକ୍ଷରୁ ଶନିବାର ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଦସ୍ୟ ଶଶାଙ୍କ ଶେଖର କରଙ୍କ ନେତୃତ୍ୱରେ ୨୦ୟୁନିଟ୍‌ ରକ୍ତ ସଂଗୃହିତ ହୋଇଛି । କୋଭିଡ଼-୧୯...

ବାରିପଦାରେ ରଥ କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ

ବାରିପଦା ଅଫିସ,୧୯ା୪- ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରି ବଳଦେବଜୀଉ ଜଗନ୍ନାଥ ମହାପ୍ରଭୁଙ୍କ ଚଳିତ ବର୍ଷର ରଥ ଯାତ୍ରା ଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବାକୁ ମହାରଣାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।...

ଜୀବନବିନ୍ଦୁରେ ୪୦ ୟୁନିଟ୍‌ ରକ୍ତ ସଂଗ୍ରହ

ଖଇରା, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡୁଙ୍ଗୁରାସ୍ଥିତ ଦର୍ଶନ ପ୍ରସାଦ ହାଇସ୍କୁଲ ପରିସରରେ ଶୁକ୍ରବାର ଜୀବନବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହାକୁ ଉଦ୍‌ଘାଟନ କରିଥିଲେ। ଡୁଙ୍ଗୁରା, ନହଙ୍ଗ, ଝିଙ୍କିରିଆ,...

ରକ୍ତଦାନ କଲେ ପଞ୍ଚାୟତବାସୀ

ଖଇରା,୧୯।୪(ଡି.ଏନ.ଏ.)-ଏବେ କରୋନା ରୋଗୀଙ୍କ ଚିକିତ୍ସା ପାଇଁ ରକ୍ତ ଆବଶ୍ୟକତା ରହିଛି। ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦୂର ପାଇଁ ଆଗେଇ ଆସିଛନ୍ତି ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁରୁଣ୍ଟା ପଞ୍ଚାୟତବାସୀ। ଶନିବାର କୁରୁଣ୍ଟା ହାଇସ୍କୁଲ ପରିସରରେ ଆୟୋଜିତ ଜୀବନବିନ୍ଦୁ...

ଅସହାୟଙ୍କୁ ପରିବା, ମାସ୍କ ବାଣ୍ଟିଲା ବ୍ରହ୍ମାନନ୍ଦ ଟ୍ରଷ୍ଟ

ଖଇରା,୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ପଳସା ଗ୍ରାମର ବ୍ରହ୍ନାନନ୍ଦ ହସ୍ତଶିଳ୍ପ ଓ ସମାଜକଲ୍ୟାଣ ଟ୍ରଷ୍ଟ ପୂର୍ବରୁ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଅସହାୟମାନଙ୍କୁ ସହାୟତାର ହାତ ବଢେଇ ସଙ୍ଗଠନର ମହତ ଉଦ୍ଦେଶ୍ୟକୁ ପ୍ରତିପାଦିତ କରିଆସିଛନ୍ତି। ପୁଣି ଥରେ କରୋନା ମହାମାରୀ...

ପୂଜ୍ୟପୂଜା ସଂସଦ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

ସଜନାଗଡ,୧୯ା୪(ଡି.ଏନ.ଏ.)-ବାଲେଶର ଜିଲା ନୀଳଗିରି ଉପଖଣ୍ଡ ଚିକିତ୍ସାଳୟ ପରିସରରେ ଶନିବାର ପୂଜ୍ୟପୂଜା ସଂସଦ ଓ ନୀଳଗିରିର ବିଧାୟକ ଇଂ. ସୁକାନ୍ତ କୁମାର ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସାମ୍ପ୍ରତିକ ପରିସ୍ଥିତିରେ ରକ୍ତର ଅଭାବ ପୂରଣ...

ଲକ୍‌ଡାଉନ ଉଲ୍ଲଂଘନ: ୪ଜଣଙ୍କ ନାମରେ ମାମଲା

ସିମୁଳିଆ, ୧୯ା୪(ଡି.ଏନ.ଏ.)-କରୋନାକୁ ଖାତର ନ କରି ବାଲେଶ୍ୱର ଜିଲା ସିମୁଳିଆ ଥାନା ଅଧୀନ କେଳାପଲି ଛକ ନିକଟରେ ଖଟି କରୁଥିବା ୪ଜଣ ଯୁବକଙ୍କ ନାମରେ ପୋଲିସ ମାମଲା (ନଂ.୯୪/୨୦) ରୁଜୁ କରିଛି। ଶୁକ୍ରବାର କେଳାପଲି ଛକ ନିକଟରେ ଅଶୋକ ବେହେରା,...

ଦ୍ୱିତୀୟ ପର୍ଯ୍ୟାୟରେ ୭୨ହଜାର ୪୭ଟଙ୍କା ସହାୟତା ରାଶି ପ୍ରଦାନ

ସିମୁଳିଆ,୧୯ା୪(ଡି.ଏନ.ଏ.)-କରୋନା ସହାୟତା ପାଇଁ ବାଲେଶ୍ୱର ଜିଲା ସିମୁଳିଆବାସୀ ପ୍ରୟାସ ଜାରି ରଖିଛନ୍ତି। ଶନିବାର ସିମୁଳିଆ ବ୍ଲକର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୨୨ହଜାର ୫ଶହ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ପ୍ରଦାନ କରାଯାଇଛି ।  ବରିଷ୍ଠ ମଞ୍ଚର ସଭାପତି ଚତୁର୍ଭୂଜ...

ବିଶ୍ବାସ କ୍ଲିନିକ୍‌ ସିଲ୍‌ କଲା ପ୍ରଶାସନ

ଆର୍‌.ଉଦୟଗିରି,୧୯ା୪(ଡି.ଏନ୍‌.ଏ.)- ମୋହନା ନୀଳକଣ୍ଠେଶ୍ବର ମନ୍ଦିର ରାସ୍ତାରେ ଥିବା ବିଶ୍ବାସ କ୍ଲିନିକକୁ ଶନିବାର ସିଲ୍‌ କରିଛି ପ୍ରଶାସନ। କରୋନା ନିୟମ ଉଲ୍ଲଘଂନ ସହ ନଥିପତ୍ର ନଥାଇ ବେଆଇନ ଭାବେ ଉକ୍ତ କ୍ଲିନିକ ଚାଲିଥିବା ଅଭିଯୋଗ ହେଉଥିଲା। ପରେ ମୋହନା ତହସିଲଦାର, ଥାନା...

ବଜ୍ରପାତ ନେଲା ୨ ଜୀବନ

ବସ୍ତା,୧୮।୪(ଡି.ଏନ୍‌.ଏ.)- ବାଲେଶ୍ୱର ଜିଲା ସିଂଲା ଥାନା ଅଧୀନ ଆଳୁମେଦା ଗ୍ରାମରେ ଶନିବାର  କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରବଳ ଝଡ଼ ବର୍ଷା ସାଙ୍ଗକୁ ବଜ୍ରପାତ ଯୋଗୁ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ବିମଳ ପ୍ରଧାନଙ୍କ ପୁଅ ଜଗନ୍ନାଥ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri