ଆମ ଜିଲା ଖବର

ସାନିଟାଇଜ୍‌ ହେଲା ବୁଗୁଡ଼ା ସହର: ମେଡିକାଲ, ବ୍ଲକ କାର୍ଯ୍ୟାଳୟ, ପରିବା ମାର୍କେଟରେ ବିଶୋଧକ ସିଞ୍ଚନ

ବୁଗୁଡା,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ବୁଗୁଡା ଏନ୍‌ଏସି ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଶନିବାର ବୁଗୁଡା ସହରର ବିଭିନ୍ନ ସ୍ଥାନରେ ବିଶୋଧକ ସିଞ୍ଚନ କରି ସାନିଟାଇଜ କରିଥିବା ଜଣାପଡିଛି । ଏନ୍‌ଏସି ନିର୍ବାହୀ ଅଧିକାରୀ ରଶ୍ମି ରଂଜନ ଦାସଙ୍କ ଉପସ୍ଥିତିରେ...

ସଚେତନ କରୁଛି ରାପିଡ୍‌ ରେସପନ୍ସ ଟିମ୍‌

ବରଗଡ଼ ଅଫିସ୍‌,୧୮।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶରେ ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ କଟକଣା ଲାଗୁ କରାଯାଇଛି । ସେହିପରି ସାମାଜିକ ଦୂରତ୍ୱ, ସତର୍କତା ଏବଂ...

କନବାର ଗାଁ ଲୋକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଗଲା

ବରଗଡ଼ ଅଫିସ୍‌,୧୮।୪: ଘାତକ କରୋନା(କୋଭିଡ୍‌-୧୯) ଭୂତାଣୁକୁ ନେଇ ସବୁଆଡ଼େ ଭୟ ଘାରିଛି । ଏହାକୁ ପ୍ରତିହତ କରିବା ପାଇଁ ସଚେତନତା, ସତର୍କତା ହିଁ ଏକମାତ୍ର ମାଧ୍ୟମ ପାଲଟିଛି । ଏହି କ୍ରମରେ ବରଗଡ଼ର ଲକ୍ଷ୍ମୀ ଏସଏଚଜି ଗ୍ରୁପ ପକ୍ଷରୁ କନବାର...

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୮।୪ – ଗଞ୍ଜାମ ଜିଲା ଏମ୍‌କେସିଜି ମେଡିକାଲରେ ଶନିବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ବ୍ରହ୍ମପୁର ରେଳଷ୍ଟେଶନ ନିକଟରୁ ତାଙ୍କୁ ପୋଲିସ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି । ସନ୍ଦିଗ୍ଧଙ୍କ ଦେହରେ ଜ୍ୱର ଥିବା...

ଗଞ୍ଜାମ କୋଭିଡ ହସ୍ପିଟାଲ ପାଇଁ ଏମ୍‌କେସିଜିରୁ ଯିବେ ୧୬ ଡାକ୍ତର, ୨୪ରେ ଯୋଗ ଦେବାକୁ ନିର୍ଦ୍ଦେଶ

ଛତ୍ରପୁର, ୧୮।୪(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାର ଶିତଳାପଲିଠାରେ ଥିବା ଟାଟା ଷ୍ଟିଲ ମେଡ଼ିକାଲ ହସ୍ପିଟାଲକୁ ଟାଟା ଗ୍ରୁପର ସହାୟତାରେ ଓଡିଶା ସରକାରଙ୍କ ପକ୍ଷରୁ କୋଭିଡ-୧୯ ହସ୍ପିଟାଲରେ ପରିଣତ କରାଯାଇଛି। ଗତ ୧୦ ତାରିଖରେ ଏହାକୁ କାର୍ଯ୍ୟକ୍ଷମ କରଯାଇଥିଲା। ବ୍ରହ୍ମପୁରସ୍ଥିତ ଏମ୍‌କେସିଜିର ୧୬...

ଖାଦ୍ୟ ପାଇଲେ ଘାଟି ଉପରେ ରହୁଥିବା ଭୋକିଲା ମାଙ୍କଡପଲ

ଲାଞ୍ଜିଗଡ,୧୮।୪(ଡି.ଏନ୍‌.ଏ): ଭବାନୀପାଟଣାରୁ ବିଶ୍ୱନାଥପୁରକୁ ଯାଉଥିବା ରାସ୍ତାରେ ବଞ୍ଜାରୀଘାଟି, ଢେପଗୁଡା ଘାଟି, ଶିକେରକୁପା ଆଦି ଅଞ୍ଚଳରେ ଶହଶହ ମାଙ୍କଡଙ୍କୁ ଲକ୍‌ ଡାଉନ ଭୋକିଲା ରଖିଛି। ଏବେ ଲାଞ୍ଜିଗଡରୋଡର ଯୋଗମୟା ଏସ୍‌ଏସ୍‌ଜି ଗ୍ରୁପ କିନ୍ତୁ ଏମାନଙ୍କ ପାଇଁ ରନ୍ଧା ଖାଦ୍ୟ ଯୋଗାଉଛି। ଏହି...

କରୋନା ସହାୟତା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୮୯ ହଜାର ଟଙ୍କା ଦାନ

ସାକ୍ଷୀଗୋପାଳ,୧୮।୪(ଡି.ଏନ୍‌.ଏ): କରୋନା ମୁକାବିଲା ଲାଗି ପୁରୀ ଜିଲା ସତ୍ୟବାଦୀ ବ୍ଲକ ବିଦ୍ୟାଧରପୁର ଗ୍ରାମବାସୀ ରାଜ୍ୟ କରୋନା ସାହାୟତା ପାଣ୍ଠିକୁ ୩୩ ହଜାର ୮୦ ଟଙ୍କା ଦାନ କରିଛନ୍ତି । ଗ୍ରାମବାସୀଙ୍କ ଠାରୁ ସଂଗୃହିତ ଉକ୍ତ ରାଶିକୁ ଓଡିଶା ଗ୍ରାମ୍ୟାବ୍ୟଙ୍କର ସ୍ଥାନୀୟ...

ଦୁର୍ଗମ ଅଞ୍ଚଳ ନିୟମଗିରି ପାଦଦେଶର ଅଧିବାସୀଙ୍କୁ ସଚେତନ କଲେ ବିଡିଓ

ଲାଞ୍ଜିଗଡ,୧୮।୪(ଡି.ଏନ୍‌.ଏ):କରୋନା ମୁକାବିଲା ନେଇ ନିୟମଗିରି ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସଚେତନ କରାଯାଇଛି। ଲାଞ୍ଜିଗଡ ବିଡିଓ ଜିତେନ୍ଦ୍ର କୁମାର ମିଶ୍ର ନିୟମଗିରି ପାଦ ଦେଶରେ ଥିବା ତ୍ରିଲୋଚନପୁର ପଞ୍ଚାୟତର ବିଭିନ୍ନ ଗାଁକୁ ଯାଇ କରୋନା ସମ୍ପର୍କରେ ଲୋକଙ୍କୁ ସତେନ କରିଛନ୍ତି।...

ରାସ୍ତାରେ ବାଡ଼, ଫେରିଗଲା ଆମ୍ବୁଲାନ୍ସ

ବାମରା, ୧୮।୪ (ଡି.ଏନ.ଏ)- ସୁନ୍ଦରଗଡରେ ୨ଜଣ କରୋନା ପୋଜିଟିଭ ଚିହ୍ନଟ ହେବା ପରଠାରୁ ସୁନ୍ଦରଗଡ ଜିଲାକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍‌ କରାଯାଇଛି । ମାତ୍ର କେତେକ ସିଲ୍‌ ଥିବା ସ୍ଥାନରେ କୌଣସି ଜଗୁଆଳି ନ ଥିବା କାରଣରୁ...

କରୋନା ସଚେତନତା: ଚୌଦ୍ୱାର ଡାଳିଯୋଡ଼ା ସାହିତ୍ୟ ସଂସଦ ପକ୍ଷରୁ ମାସ୍କ ବଣ୍ଟନ

ଚୌଦ୍ୱାର,୧୮ା୪(ଡି.ଏନ୍‌.ଏ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କଟକ ଜିଲା ଚୌଦ୍ୱାର ଡାଳିଯୋଡା ସାହିତ୍ୟ ସଂସଦ ପକ୍ଷରୁ ପଥଚାରୀଙ୍କୁ ମାସ୍କ ବଣ୍ଟନ କରାଯାଉଛି। ୫୫ ନଂ. ଜାତୀୟ ରାଜପଥର ଚୌଦ୍ୱାର ଥାନା ସମ୍ମୁଖରେ ସଂସଦର କର୍ମକର୍ତ୍ତାମାନେ ବିନା ମାସ୍କରେ ଚଳପ୍ରଚଳ...

୨ ବଙ୍ଗୀୟ ଯୁବକଙ୍କୁ ଧରିନେଲା ପୋଲିସ

ନୂଆଗାଁ, ୧୮।୪ (ଡି.ଏନ.ଏ.)- ଦେଶ ଓ ରାଜ୍ୟ କରୋନା ପାଇଁ ଲକ୍‌ ଡାଉନ ରହିଛି। ହେଲେ ଗୁରୁବାର ସନ୍ଧ୍ୟାରେ ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଅନ୍ତର୍ଗତ ଟାଙ୍ଗରପାଲି ଗାଁକୁ ଏକ ପିକଅପ୍‌ ଭ୍ୟାନ (ଡବ୍ଲୁବି ୧୯ ଜେ-...

ନଈକୁ ଡେଇଁ ମଧ୍ୟ ଖସି ପାରିଲେନି ଅପରାଧୀ

ଝାରସୁଗୁଡା ଅଫିସ,୧୮ା୪- ଝାରସୁଗୁଡା ପୋଲିସ ଚୋରି ଅଭିଯୋଗରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏମାନେ ହେଲେ ଝାରସୁଗୁଡ଼ା ସହର ସିରିଆ ବଗିଚା ଅଞ୍ଚଳର ମନିଷ ମୋର୍ଯ୍ୟ ଏବଂ ଟିଙ୍କୁ ବିଶୋୟୀ। ପୋଲିସ ପିଛା କରିବାରୁ ମନିଷ ବ୍ରିଜ ଉପରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri