ଆମ ଜିଲା ଖବର

କଂସ ରୂପରେ ସଚେତନତା

ଖଇରା, ୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡଗରପଡା ଗ୍ରାମର ଗୟାଧର ବିଶ୍ୱାଳ ନିଆରା ଢଙ୍ଗରେ କରୋନା ସଚେତନତା କରିଛନ୍ତି। ଲକଡାଉନ ଲାଗୁ ହେବା ଦିନଠାରୁ ସେ କଂସ ପୋଷାକ ପରିଧାନ କରି କରୋନା ସଚେତନତା ଲାଗି ସାଇକେଲରେ ପ୍ଲା...

ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବିଦ୍ୟୁତ୍‌ ତାର, ସଂସ୍ପର୍ଶରେ ଆସି ଯୁବକ ଗୁରୁତର,

ଦେବଗଡ଼,୧୮ା୪(ଡ଼ି.ଏନ୍‌.ଏ.) ଦେବଗଡ଼ ଜିଲା ବାରକୋଟ ବ୍ଲକ ବଲଣ୍ଡା ଗ୍ରାମ ନିକଟ ଜଙ୍ଗଲରେ ବାର୍‌ହା ଶିକାରପାଇଁ ବିଛାଯାଇଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଯୁବକ ଗୁରୁତର ହୋଇଛନ୍ତି। ଯୁବକ ଜଣକ ହେଲେ ବିଭୂତି ଭୂୟାଁ(୨୬)। ଗୁରୁତର ଅବସ୍ଥାରେ ତାଙ୍କୁ ବୁର୍ଲା...

କରୋନା ଲଢ଼େଇରେ ଆଉ ଜଣେ ଯୋଦ୍ଧା

ଝାରସୁଗୁଡ଼ା ଅଫିସ,୧୮ା୪- କରୋନା ଭୁତାଣୁର ସଂକ୍ରମଣକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ଏଥିପାଇଁ ସରକାର ସମଗ୍ର ଦେଶବାସୀଙ୍କ ସହଯୋଗ ଲୋଡୁଥିବା ବେଳେ ଏହି ଲଢ଼େଇରେ ସାମିଲ ହୋଇଛନ୍ତି ଝାରସୁଗୁଡ଼ାର ଡା.ସିଲଓ୍ବନ୍ତି ଜୋଜୋ ା ସମସ୍ତଙ୍କ ପାଖରେ...

ବ୍ୟାଙ୍କ ଆଗରେ ଲମ୍ବା ଲାଇନ୍‌: ସାମାଜିକ ଦୂରତା ନିୟମକୁ ଅବମାନନା

ବାଲେଶ୍ୱର ଅଫିସ,୧୮।୪-ବାଲେଶ୍ୱର ଜିଲାର ବିଭିନ୍ନ ବ୍ୟାଙ୍କ ସମ୍ମୁଖରେ ପ୍ରତିଦିନ ଲମ୍ବା ଲାଇନ୍‌ ଦେଖିବାକୁ ମିଳୁଛି। କୋଭିଡ-୧୯ ସଂକ୍ରମଣ ରୋକିବା ପାଇଁ ସମଗ୍ର ଭାରତବର୍ଷରେ ଲକ୍‌ଡାଉନ୍‌ ଓ ସାମାଜିକ ଦୂରତାକୁ ଗୁରୁତ୍ୱ ଦିଆଯାଉଥିବା ବେଳେ ସୁବିଧା ଓ ସହାୟତା ନେବା ପାଇଁ...

ଲକ୍‌ ଡାଉନ୍‌ ହେଲା ଚାଷୀଙ୍କ ପାଇଁ କାଳ

କୋକସରା, ୧୮ା୪(ଡି.ଏନ.ଏ.) – ପ୍ରଥମେ କରାବର୍ଷା ଓ ତାର କିଛିଦିନ ପରେ ଲକ୍‌ଡାଉନ କଳାହାଣ୍ଡି ଜିଲା କୋକସରା ବ୍ଲକର ପନିପରିବା ଓ ତରଭୁଜ ଚାଷୀଙ୍କ ପାଇଁ କାଳ ସାବ୍ୟସ୍ତ ହୋଇଛି ।  ଏଥିଯୋଗୁ ଶତାଧିକ ଚାଷୀ ବିଶେଷ ଭାବେ କ୍ଷତିଗ୍ରସ୍ତ...

ପୋଡ଼ିଗଲା ୩ ବଖରା

ସୋର,୧୭ା୪(ଡି.ଏନ୍‌.ଏ): ବାଲେଶ୍ୱର ଜିଲା ସୋର ବ୍ଲକ ଅନ୍ତର୍ଗତ ବାଳଙ୍ଗ ଗ୍ରାମର ଜୟନ୍ତ ବିଶ୍ୱାଳଙ୍କ ଘରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ ବଖରା ଜଳି ଯାଇଛି। ବିଦ୍ୟୁତ ସଟସର୍କିଟ ଯୋଗୁଁ ହୋଇଥିବା ଏହି ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବପତ୍ର ସହିତ...

ସ୍କୁଟି ସହ ଦେଶୀମଦ ଜବତ, ୪ ଗିରଫ

ଦିଗପହଣ୍ଡି(ଡି.ଏନ୍‌.ଏ.)/ପାଟପୁର,୧୭ା୪- ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତା ଗୁପ୍ତେଶ୍ୱର ଶୈବପୀଠ ସମ୍ମୁଖରୁ ଦିଗପହଣ୍ଡି ପୋଲିସ ଗୁରୁବାର ସ୍କୁଟି (ନଂ.ଓଡି୦୭ଟି-୯୫୩୮) ସହ ୨୫୦ ଦେଶୀମଦ ପାଉଚ ଜବତ କରିଛି। ଦେଶୀମଦ ଚୋରା ଚାଲାଣରେ ସମ୍ପୃକ୍ତ ଅଭିଯୋଗରେ ଦିଗପହଣ୍ଡି ସୁନାରିସାହିର ସୀମାଞ୍ଚଳ ଚୌଧୁରୀ, ଫୁଲସୁନ୍ଦରୀ...

ମହାମାରୀରୁ ରକ୍ଷା ଲାଗି ବାହାରିଲେ ସୁଦର୍ଶନ ମହାପ୍ରଭୁ

ବାରିପଦା ଅଫିସ, ୧୭ା୪-ମହାମାରୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହି ସଂକ୍ରମଣକୁ କିପରି ରୋକାଯାଇପାରିବ ସେନେଇ ସମସ୍ତେ ଚେଷ୍ଟିତ। ହିନ୍ଦୁ ପରମ୍ପରା ଅନୁଯାୟୀ ଯେତେବେଳେ ମାନବସମାଜ ବିପଦରେ ପଡ଼େ ସେହି ସମୟରେ ପ୍ରଭୁଙ୍କ ଶରଣାପନ୍ନ ହୋଇଥାଏ। ମହାମାରୀ...

ଆଇସୋଲେଶନ ସେଣ୍ଟରରେ ବୃଦ୍ଧଙ୍କ ମୃତ୍ୟୁ

ଛତ୍ରପୁର,୧୭ା୪(ଡି.ଏନ୍‌.ଏ.)- ଛତ୍ରପୁର ବ୍ଲକ ସୁନ୍ଦରପୁର ଆଇସୋଲଶନ ସେଣ୍ଟରରେ ଶୁକ୍ରବାର ରାତିରେ ଜଣେ ବୃଦ୍ଧ (୭୫)ଙ୍କ ମୃତ୍ୟୁ ଘଟିଛି। ସେ ଭୁବନେଶ୍ୱରରୁ ଫେରିବା ପରେ ତାଙ୍କୁ ସୁନ୍ଦରପୁର ଆଇସୋଲଶନ ସେଣ୍ଟରରେ ରଖାଯାଇଥିଲା। ସେ କ୍ୟାନ୍ସରରେ ପୀଡିତ ଥିଲେ ବୋଲି ଜଣାପଡିଛି। ଘଟଣାପରେ...

ରକ୍ତଦାନରେ ସାମିଲ ହେଲେ ପୋଲିସ ଅଧିକାରୀ

ବାଲେଶ୍ୱର ଅଫିସ,୧୭।୪-ବାଲେଶ୍ୱର ସଦର ବ୍ଲକ ଅଧୀନ ଗେଙ୍ଗୁଟି ପଞ୍ଚାୟତର ପଳାସପୁର ୟୂଜିଏମି ସ୍କୁଲଠାରେ ଆଚ୍ଛା ସଙ୍ଗଠନ ସହାୟତାରେ ଶୁକ୍ରବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଅଭ୍ୟୁଦମ୍‌ ଏବଂ ଆଚ୍ଛା ସଙ୍ଗଠନର ମେଡ଼ିକାଲ କୋଡିନେଟର୍‌ ଉଦୟଭାନୁ ନାୟକଙ୍କ ତତ୍ତ୍ୱାବଧାନ ଓ...

ପ୍ରବାଦ ପୁରୁଷ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି

ସଜନାଗଡ଼, ୧୭।୪(ଡି.ଏନ.ଏ.)-ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ସାମାଜିକ ଦୂରତ୍ୱକୁ ରକ୍ଷା କରି ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ଏବଂ ତାଙ୍କର ସହଯୋଗୀ, ସମର୍ଥକ ନୀଳଗିରି ବସ୍‌ଷ୍ଟାଣ୍ଡ ବାଇପାସ୍‌ ଛକଠାରେ ଥିବା ବିଜୁବାବୁଙ୍କ...

ଭାଜପା ପକ୍ଷରୁ ଖାଦ୍ୟ, ସାବୁନ ଓ ମାସ୍କ ବଣ୍ଟନ

ବାଲେଶ୍ୱର ଅଫିସ, ୧୭।୪-ବାଲେଶ୍ୱର ଭାଜପା ପକ୍ଷରୁ ପ୍ରତ୍ୟହ ସହରର ଗରିବ ଓ ଅସହାୟ ଲୋକମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ, ସାବୁନ ଓ ମାସ୍କ ବଣ୍ଟନ କରାଯାଉଛି। ସହର ଅନତି ଦୂରରେ ଅବସ୍ଥିତ ମୁକୁନ୍ଦପୁର କୁଷ୍ଠ ବସ୍ତିର ବାସିନ୍ଦାଙ୍କ ଭିକ୍ଷା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri