ଆମ ଜିଲା ଖବର

ବିଧାୟକଙ୍କ କରୋନା ସମୀକ୍ଷା

ଢେଙ୍କାନାଳ ଅଫିସ, ୧୭।୪ – ଢେଙ୍କାନାଳ ଜିଲାରେ କୋଭିଡ୍‌-୧୯ ସଂକ୍ରମଣ ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପ୍ରତିଷେଧକ ବ୍ୟବସ୍ଥା ସମ୍ପର୍କରେ ଗୁରୁବାର ବିଧାୟକ ସୁଧୀର କୁମାର ସାମଲ ସମୀକ୍ଷା କରିଛନ୍ତି। ସେ ଜିଲା କାର୍ଯ୍ୟାଳୟକୁ ଆସି ଏ...

କଂଗ୍ରେସର କୋଭିଡ୍‌ ଆକ୍ସନ ଗ୍ରୁପ୍‌

ଢେଙ୍କାନାଳ ଅଫିସ, ୧୭।୪ – କରୋନା ବିରୋଧୀ ଲଢ଼େଇରେ ସାମିଲ ହୋଇଛି ଢେଙ୍କାନାଳ ଜିଲା କଂଗ୍ରେସ। ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଦଳପକ୍ଷରୁ ଜିଲାସ୍ତରୀୟ କୋଭିଡ୍‌-୧୯ ଆକ୍ସନ ଗ୍ରୁପ୍‌ ଗଠିତ ହୋଇଛି। ଡା. ତୁଷାରକାନ୍ତି ନାୟକଙ୍କୁ ଜିଲା ଅଧ୍ୟକ୍ଷ ଦାୟିତ୍ୱ...

ଗୋଷ୍ଠୀ ପରିଚ୍ଛନ୍ନତା ଉପରେ ଗୁରୁତ୍ୱ

ଢେଙ୍କାନାଳ ଅଫିସ, ୧୭।୪ – ଗ୍ରାମାଞ୍ଚଳରେ କରୋନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମକୁ ଆଗେଇ ନେଉଛନ୍ତି ଢେଙ୍କାନାଳ ଜିଲାର ସ୍ବେଚ୍ଛାସେବୀ ଅନୁଷ୍ଠାନ। ପ୍ରଶାସନର ନିଷ୍ପତ୍ତି ପରେ ସାମାଜିକ କର୍ମୀମାନେ ନିଜ ନିଜ ସ୍ତରରେ କରୋନାକୁ ହରାଇବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ଏହି...

କ୍ବାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ

ଅନୁଗୋଳ ଅଫିସ, ୧୭।୪- ବଅଁରପାଳ ବ୍ଲକ ପ୍ରଶାସନ ପକ୍ଷରୁ ହୋଇଥିବା କ୍ବାରାଣ୍ଟାଇନ୍‌ ସେଣ୍ଟରକୁ ଜିଲାପାଳ ମନୋଜ କୁମାର ମହାନ୍ତି ଓ ଉପଜିଲାପାଳ ବାସୁଦେବ ଶତପଥୀ ପରିଦର୍ଶନ କରିଛନ୍ତି। ବଅଁରପାଳ ସେବାଶ୍ରମ ଓ ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଏହି ସେଣ୍ଟର ପରିଦର୍ଶନ...

ପୋଲିସକୁ ଛତା, ଅସହାୟଙ୍କୁ ଖାଦ୍ୟ

ଅନୁଗୋଳ ଅଫିସ, ୧୭।୪ – କରୋନା ମହାମାରୀ ସଂକ୍ରମଣ ଭୟ ଓ ଲକ୍‌ ଡାଉନ୍‌ ଯୋଗୁ ଅନୁଗୋଳ ଜିଲାରେ ବହୁ ଗରିବ, ଅସହାୟ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ନଜରରେ ରଖି ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ, କମ୍ପାନୀ କର୍ତ୍ତୃପକ୍ଷ...

କାର୍ଡ ଥାଇ ମିଳୁନି ରାଶନ ସାମଗ୍ରୀ

ପାତ୍ରପୁର,୧୭ା୪(ଡି.ଏନ୍‌.ଏ.)- ରାଶନ କାର୍ଡ଼ ଥାଇ ମଧ୍ୟ ହିତାଧିକାରୀଙ୍କୁ ସହାୟତା କିମ୍ବା ସାମଗ୍ରୀ ମିଳୁନାହିଁ। ଏଭଳି ଘଟଣା ଦେଖିବାକୁ ମିଳୁଛି ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ପଦାଦିଗି ପଞ୍ଚାୟତ କେଲୁଆ ଗ୍ରାମରେ। ବୃଦ୍ଧା ଜଣକ ହେଲେ ଉକ୍ତ ଗ୍ରାମର ତିଳ ବେହେରା...

ହଜାରେ ବଦଳରେ ରାଶନକାର୍ଡ ହିତାଧିକାରୀଙ୍କୁ ୯ଶହ ଟଙ୍କା

ପାତ୍ରପୁର,୧୭ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ କେନ୍ଦ୍ର ଓ ରାଜ୍ୟ ସରକାର ରାଶନ କାର୍ଡ଼ ହିତାଧିକାରୀଙ୍କୁ ଆଗୁଆ ୩ମାସର ରାଶନ ସହ ହଜାରେ ଟଙ୍କା ଦେବାକୁ ଘୋଷଣା କରିଥିଲେ। ମାତ୍ର ପାତ୍ରପୁର ବ୍ଲକ ବରଙ୍ଗ ଓ କେଶରିପଡ଼ା ପଞ୍ଚାୟତ ଭେଜିପଦର ଗ୍ରାମର ହିତାଧିକାରୀଙ୍କୁ...

ଓଏମ୍‌ସି ଗନ୍ଧମାର୍ଦ୍ଦନ ଲୌହଖଣି, ପାରିପାର୍ଶ୍ୱିକ ଗ୍ରାମରେ ବିଶୋଧନ

କେନ୍ଦୁଝର,୧୭ା୪(ଡି.ଏନ୍‌.ଏ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶୁଆକାଟୀସ୍ଥିତ ଓଡ଼ିିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହଖଣି ଏବଂ ଏହାର ଚତୁଃପାର୍ଶ୍ୱରେ ଅବସ୍ଥିତ ଗ୍ରାମଗୁଡିକୁ ଓଏମ୍‌ସି ଖଣିରେ ଉତ୍ତୋଳନ କରୁଥିବା କଳିଙ୍ଗ କମର୍ସିଆଲ କର୍ପୋରେସନ ଲିଃ. ସଂସ୍ଥା ବିଶୋଧନ କରିଛି। ଲକ୍‌ଡାଉନ ସମୟରେ...

ମୁଣ୍ଡ ନ ଥିବା କୁଟୁରା ଉଦ୍ଧାର

ଯୋଡ଼ା,୧୭ା୪(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ଫରେଷ୍ଟ ଅନ୍ତର୍ଗତ କୁଦୁରସାହି ନିକଟସ୍ଥ ବୈତରଣୀ (ଏ) ରିଜର୍ଭ ଜଙ୍ଗଲରୁ ବନବିଭାଗ ଗୁରୁବାର ପୂର୍ବାହ୍ନରେ ବନ ବିଭାଗ ଏକ ମୁଣ୍ଡବିହୀନ ମୃତ କୁଟୁରା ଉଦ୍ଧାର କରିଛି। ସୂଚନାନୁଯାୟୀ, ଗୁରୁବାର ସକାଳେ ଏହି...

୧୪ ହଜାର ୪ ଶହ ଜରିମାନା ଦେଲେ ଆଇନ ଉଲ୍ଲଂଘନକାରୀ

ବନ୍ତ,୧୭।୪(ଡି.ଏନ୍‌.ଏ.) : କରୋନା ଲକ୍‌ ଡାଉନ୍‌ ବେଳେ ଗୁରବାର ଭଦ୍ରକ ଜିଲା ବନ୍ତ ଓ କେନ୍ଦୁଆପଦା ଫାଣ୍ଡି ଅଧୀନରେ ୯ ଜଣ ଆଇନ ଉଲ୍ଲଂଘନକାରୀଙ୍କ ଠାରୁ ୧୪ ହଜାର ୪ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି ା ବନ୍ତ...

କରୋନା ମୁକାବିଲା ପାଇଁ ଶିକ୍ଷକ ଦମ୍ପତିିଙ୍କ ସହାୟତା

ବିଶୋଇ,୧୭।୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ବିଭିନ୍ନ ସଂଗଠନ ଓ ବ୍ୟକ୍ତି ବିଶେଷ ମଧ୍ୟ ସରକାରଙ୍କୁ ସହାୟତା ପ୍ରଦାନ କରୁଛନ୍ତି। ମୟୂରଭଞ୍ଜ ଜିଲା ବିଶୋଇ ବ୍ଲକ ଅଧୀନ ମନ୍ଦିରସାହି...

ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

ସୋର, ୧୭ା୪(ଡି.ଏନ.ଏ.):-ସୋର ମ୍ୟୁନିସିପାଲିଟି ଅଧୀନ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସା ଅବହେଳାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏସ୍‌ଆଇ ସଚ୍ଚିଦାନନ୍ଦ ଗିରି ସୋର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତଦନ୍ତ କରିବା ପରେ ମାମଲା (ନଂ.୧୨୭/୨୦) ରୁଜୁ କରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri