ଆମ ଜିଲା ଖବର

ହଜାରେ ଟଙ୍କା ପାଇଁ ରାତି ଅନିଦ୍ରା

ସମ୍ବଲପୁର, ୧୬।୪ (ବ୍ୟୁରୋ)- କରୋନା କଟକଣା ଲକ୍‌ ଡାଉନ ପରେ ଏହାର ପ୍ରଭାବ ସିଧାସଳଖ ଖଟିଖିଆ, ଦିନ ମଜୁରିଆ ଓ ଗରିବ ଶ୍ରେଣୀ ଲୋକଙ୍କ ଉପରେ ପଡିଛି। ରୋଜଗାର ନ ଥିବାରୁ ସେମାନୁ ରାଜ୍ୟ ଓ କେନ୍ଦ୍ର ସରକାର ପର୍ଯ୍ୟାୟ...

ଭୟ ଭିତରେ ବି ଲୋକଙ୍କୁ ସଚେତନ କରୁଛନ୍ତି ଅଙ୍ଗନଓ୍ବାଡି କର୍ମୀ

ଲାଞ୍ଜିଗଡ,୧୬।୪(ଡି.ଏନ୍‌.ଏ.): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ପ୍ରଶାସନର ସମସ୍ତ ବିଭାଗ ସଚେତନତା ପାଇଁ ଅଣ୍ଟା ଭିଡଛି। ଏଥିରୁ ବାଦ ପଡି ନାହାନ୍ତି ଦୁର୍ଗମ ଅଞ୍ଚଳରେ ଥିବା ଅଙ୍ଗନବାଡି କର୍ମୀ। ସେମାନେ ଗ୍ରାମାଞ୍ଚର ଦୁର୍ଗମ...

ନିୟମ ଭାଙ୍ଗୁଛନ୍ତି ସରକାରୀ କାମରେ ନିୟୋଜିତ ଶ୍ରମିକ

ସମ୍ବଲପୁର, ୧୬।୪ (ବ୍ୟୁରୋ)-କରୋନା କଟକଣା ଓ ଏହାର ସଂକ୍ରମଣ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହାର ପ୍ରତିଷେଧକ ପାଇଁ ସାମାଜିକ ଦୂରତ୍ୱ ଏକ ପ୍ରମୁଖ ମାଧ୍ୟମ ବୋଲି ସରକାର ଘୋଷଣା କରି ପାଳନ କରିବାକୁ ସମସ୍ତଙ୍କୁ କଡା...

ବିଶ୍ରାରେ ପୁଣି ୪୮ ଘଣ୍ଟା ପାଇଁ ବଢ଼ିଲା କଣ୍ଟେନ୍‌ମେଣ୍ଟ ଅବଧି

ସୁନ୍ଦରଗଡ଼,୧୬।୪(ଡିଏନଏ): ସୁନ୍ଦରଗଡ଼ ଜିଲା ବିଶ୍ରାରେ କଣ୍ଟେନମେଣ୍ଟ ଅବଧିକୁ ପୁଣି ୪୮ ଘଣ୍ଟା ପାଇଁ ବୃଦ୍ଧି କରାଯାଇଛି। ରାଜ୍ୟରେ କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ ନିଖିଲ ପବନ କଲ୍ୟାଣ ଏହି ପଦକ୍ଷେପ ନେଇଛନ୍ତି। ପ୍ରକାଶ ଯେ,...

ବାଟୋଇଙ୍କୁ ଆଇସୋଲେଶନରେ ରଖିଲା ପ୍ରଶାସନ

ବିଜେପୁର,୧୬।୪(ଡି.ଏନ.ଏ.)-କରୋନା ପାଇଁ ଲକ୍‌ ଡାଉନ ଜାରି ରହିଛି । ପୋଲିସ ପ୍ରଶାସନର କଟକଣା ଯୋଗୁଁ ପୂର୍ବାହ୍ନ ୧୦ଟା ପରେ ଦୋକାନ ବଜାର ସମେତ ରାସ୍ତା ଶୂନଶାନ ହୋଇଯାଉଛି । ଭୋକିଲା ପେଟକୁ ଦାନା ମୁଠାଏ ଯୋଗାଡ କରିବାକୁ ନିରାଶ୍ରିତ ଲୋକ...

ଚୌଦ୍ୱାର କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ସ୍ଥିତି ପରଖିଲେ ବିଧାୟକ, ୧୦୮ ଆମ୍ବୁଲାନ୍ସ ସେବାର କଲେ ଉଦ୍‌ଘାଟନ

ଚୌଦ୍ୱାର,୧୬।୪(ଡି.ଏନ୍‌.ଏ):କରୋନା ଭତାଣୁର ଲକ୍ଷଣ ଦେଖା ଦେଉଥିବା ବ୍ୟକ୍ତି ବିଶେଷଙ୍କୁ ଘରଠାରୁ ଦୂରରେ ରଖିବା ତଥା ସାମାଜିକ ଦୂରତା ଅବଲମ୍ବନ ନିମନ୍ତେ ଚୌଦ୍ୱାର ସହରର ଚୌଦ୍ୱାର ପୌରପାଳିକା ତରଫରୁ ଗାନ୍ଧିଛକ ଟାଉନହଲରେ କ୍ୱାରେନଟାଇନ କେନ୍ଦ୍ର କରାଯାଇଛିି। ବୁଧବାର ଚୌଦ୍ୱାର-କଟକ ବିଧାୟକ ଶୌଭିକ୍‌...

ଅଗ୍ନିକାଣ୍ଡରେ ୪ ବଖରା ପାଉଁଶ

ବନ୍ତଳା, ୧୬ା୪(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ପୁରୁଣାଗଡ଼ ମାଟିଆ ସାହି ପଞ୍ଚାୟତ ମଦନମୋହନ ପାଟଣାରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିଛି । ଏଥିରେ ଗ୍ରାମର ୪ ପରିବାର ସରୋଜ ବେହେରା, ପଳଉ ବେହେରା, ବ୍ରଜବନ୍ଧୁ ବେହେରା ଓ ହାଡ଼ିବନ୍ଧୁ...

‘ଯୋଗ୍ୟ ହିତଧିକାରୀଙ୍କୁ ରାଶନ କାର୍ଡ ମିଳୁନି’

ସଜନାଗଡ଼,୧୬।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡ଼ଙ୍ଗୀ ଗୁରୁବାର ପୂର୍ବାହ୍ନ ୧୧ଟା ସମୟରେ ରାଶନକାର୍ଡ଼ ସମ୍ବନ୍ଧୀୟ ଏକ ଦାବିପତ୍ର ନୀଳଗିରିର ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି। ଘଟଣାରୁ ପ୍ରକାଶ, ନୀଳଗିରି ବ୍ଲକ...

ଅସହାୟଙ୍କୁ ଖାଦ୍ୟ ବାଣ୍ଟିଲା ଖବରକାଗଜ ଏଜେଣ୍ଟ ସଂଘ

ବାଲେଶ୍ୱର ଅଫିସ,୧୬।୪- ବର୍ତ୍ତମାନ ସାରା ବିଶ୍ୱ ମହାମାରୀ କରୋନା ପାଇଁ ଆତଙ୍କିତ ହୋଇପଡ଼ିଛି। ଏହି ସମୟରେ ବାଲେଶ୍ୱର ରେଲୱ ଷ୍ଟେସନ ନିକଟରେ ରହିଛନ୍ତି ଶତାଧିକ ଗରିବ ଅସହାୟ। ପ୍ରତିଦିନ ସେମାନଙ୍କୁ ବହୁ ସେଚ୍ଛାସେବୀ ଅନୁଷ୍ଠାନ ସହ ସରକାର ମଧ୍ୟ ଖାଦ୍ୟ...

ବିଲରେ ବିଦ୍ୟୁତ ତାର ଲାଗି ଯୁବକଙ୍କ ଦେହ ପୋଡ଼ିଗଲା

ମନମୁଣ୍ଡା, ୧୬।୪ (ଡି.ଏନ.ଏ):ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ରତାଖଣ୍ଡିର ଲବ ପାଣ୍ଡେ(୨୨) ଗୁରୁବାର ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଛନ୍ତି। ତାଙ୍କ ଶରୀରର ବହୁ ଅଂଶ ପୋଡି ଯାଇଛି। ତାଙ୍କୁ ପ୍ରଥମେ ସୋନପୁର ଡାକ୍ତରଖାନା ଏବଂ ପରେ...

ଅସହାୟଙ୍କୁ ରନ୍ଧା ଖାଦ୍ୟ, ମାସ୍କ ବଣ୍ଟନ

ବାଲେଶ୍ୱର ଅଫିସ,୧୬।୪- ବର୍ତ୍ତମାନ ସମଗ୍ର ବିଶ୍ୱ କରୋନା ଭୂତାଣୁ କବଳରେ କବଳିତ। ଓଡ଼ିଶାରେ ଏହାର ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଛାତ୍ର ସମାଜକୁ ଆଗେଇ ଆସିବାକୁ ଆହ୍ବାନ ଦେଇଥିଲେ। ଏହି କ୍ରମରେ ଜିଲା ବିଜୁ ଜନତା ଦଳର...

କୋଭିଡ-୧୯ ହସ୍‌ପିଟାଲ ଅଗ୍ରଗତିର ସମୀକ୍ଷା କଲେ ୫-ଟି ସଚିବ

କେନ୍ଦୁଝର, ୧୬।୪( ସ୍ବ.ପ୍ର.)-ରାଜ୍ୟସରକାରଙ୍କର ବରିଷ୍ଠ ଅଧିକାରୀମାନ କରୋନା ସ୍ଥିତି ଓ ତାର ମୁକାବିଲା ପାଇଁ ପ୍ରସ୍ତୁତ କୋଭିଡ଼-୧୯ ହସ୍‌ପିଟାଲର ଚିକିତ୍ସା ପାଇଁ କରାଯାଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri