ଆମ ଜିଲା ଖବର

ଖାଦ୍ୟ ପାଇଁ ଡହଳବିକଳ ଗୋରୁ, କୁକୁର

କଟକ ଅଫିସ,୧୪ା୪: ଜନଶୂନ୍ୟ ରାସ୍ତାରେ ବୁଲୁଛନ୍ତି ଗୋରୁ ଓ କୁକୁର। ଖାଦ୍ୟ ପାଇଁ ଏମାନେ ଡହଳ ବିକଳ ହେଉଛନ୍ତି। ଏପରି କି ଖାଦ୍ୟାଭାବ ଯୋଗୁ କେତେକ ପଶୁ ଏକପ୍ରକାର ମରଣ ମୁହଁକୁ ଠେଲି ହୋଇଗଲେଣି। କଟକ ମହାନଗର ନିଗମ (ସିଏମ୍‌ସି)...

ଶ୍ରୀମନ୍ଦିର ମାଙ୍କଡ଼ଙ୍କୁ ଦିଆଗଲା ଖାଦ୍ୟ

ପୁରୀ ଅଫିସ, ୧୪ା୪: ପବିତ୍ର ହନୁମାନ ଜୟନ୍ତୀରେ ଶ୍ରୀମନ୍ଦିରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ବଡ଼ଦେଉଳରେ ରହୁଥିବା ମାଙ୍କଡ଼ଙ୍କୁ କଦଳୀ, ବୁଟ, ବିସ୍କୁଟ ଆଦି ଖାଦ୍ୟ ଦିଆଯାଇଛି। କେବଳ ଏହି ଗୋଟିଏ ଦିନ ନୁହେଁ, ଆସନ୍ତା ୩୦ ତାରିଖ...

ଗୋପ, ନିମାପଡ଼ା ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଗୋପ/ ନିମାପଡା, ୧୪ା୪(ଡି.ଏନ.ଏ.): ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ସୋମବାର ଗୋପ ଓ ନିମାପଡ଼ା ଅଞ୍ଚଳ ବୁଲି କରୋନା ସଂକ୍ରମଣ ରୋକିବାକୁ ନିଆଯାଇଥିବା ପଦକ୍ଷେପ ଅନୁଧ୍ୟାନ କରିଥିଲେ। ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚତ୍ ରୋଗୀଙ୍କ ଲାଗି ଆବଶ୍ୟକ ଶଯ୍ୟା ରହିଛି...

ମାସ୍କ ନ ପିନ୍ଧି ଜରିମାନା ଗଣିଲେ

ଖୋର୍ଦ୍ଧା ଅଫିସ,୧୪ା୪: ଲକଡାଉନ ବେଳେ ସାମାଜିକ ଦୂରତା ରକ୍ଷା ସହ ବାହାରକୁ ଆସିଲେ ମାସ୍କ ପିନ୍ଧିବାକୁ ସରକାର ଗତ ୯ତାରିଖରୁ ବାଧ୍ୟତାମୂଳକ କରିଛନ୍ତି। ତଥାପି କେତେଜଣ ଅମାନିଆ ଏହାକୁ ବେଖାତିର କରି ବିନା ମାସ୍କରେ ବୁଲୁଛନ୍ତି। ସୋମବାର ଏଭଳି ଅମାନିଆଙ୍କୁ...

୫୦ ସ୍ବାବ୍‌ ପରୀକ୍ଷା ପାଇଁ ପଠାଗଲା

ଖୋର୍ଦ୍ଧା ଅଫିସ,୧୪ା୪: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେଶନକୁ ବାଦ୍‌ ଦେଇ ସୋମବାର ସୁଦ୍ଧା ୪୦୨ ଜଣଙ୍କ ସ୍ବାବ ନମୁନା ପରୀକ୍ଷା ଲାଗି ଭୁବନେଶ୍ୱର ପଠାଯାଇଛି। ତନ୍ମଧ୍ୟରେ ଖୋର୍ଦ୍ଧାରୁ ୨୦, ଟାଙ୍ଗିରୁ ୫, ବୋଲଗଡରୁ ୬, ବାଳକାଟୀରୁ ୪, ବାଣପୁରରୁ...

ଅନ୍‌ଲାଇନ ପାଠପଢ଼ା ବେଳେ ଅଶ୍ଳୀଳ ଭିଡିଓ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ ଚାଲିଥିବା ଯୋଗୁ ସ୍କୁଲ, କଲେଜ ବନ୍ଦ ରହିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ନିଜ ଉଦ୍ୟମରେ ଅନ୍‌ଲାଇନ୍‌ରେ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଯାଉଛି। ସୋମବାର କଟକର ଏକ ଘରୋଇ ସ୍କୁଲ ପକ୍ଷରୁ ଅନ୍‌ଲାଇନ୍‌ରେ ପାଠପଢ଼ା ଚାଲିଥିବା ବେଳେ କିଛି...

୨ ଦିନରେ ୧୯ଶହ ଗାଡ଼ି ଜବତ

କଟକ ଅଫିସ୍‌,୧୪ା୪: ଲକ୍‌ଡାଉନ୍‌ କଟକଣାକୁ କଟକ ସହରରେ ପୁଣି ଥରେ ଖୋଲାଖୋଲି ଉଲ୍ଲଂଘନ ଆରମ୍ଭ ହୋଇଛି। ନିୟମିତ ଭାବେ ପୋଲିସ କାର୍ଯ୍ୟାନୁଷ୍ଠାନ ପରେ ଏଥିରେ କିଛି ମାତ୍ରାରେ ଅଙ୍କୁଶ ଲାଗିଥିଲା । ଏବେ ଦୁଇ ଦିନ ହେଲା କଟକଣାକୁ ନ...

ପିଏମ୍‌ କେୟାର୍ସ ଫଣ୍ଡକୁ ଦାନ

କଟକ ଅଫିସ୍‌,୧୪ା୪: କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦାରା ଗଠିତ ପିଏମ୍‌ କେୟାର୍ସ ଫଣ୍ଡକୁ ଜଣେ ପୂଜକ ୪୧୦୦ ଟଙ୍କା ପ୍ରଦାନ କରିଛନ୍ତି। ସେ ହେଲେ ଉରାଳୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ କୋଠସାହି ଗ୍ରାମରେ ଥିବା ଲୋକନାଥ ମନ୍ଦିରର ପୂଜକ ତଥା...

ଅଗ୍ନିକାଣ୍ଡରେ ୨ ବଖରା ଜଳିଗଲା

ନିମାପଡା,୧୪ା୪(ଡି.ଏନ.ଏ.): ନିମାପଡା ଥାନା ଅନ୍ତର୍ଗତ ହରିଶପୁର ନିକଟସ୍ଥ ଚିଙ୍ଗୁଡିଆକଣ୍ଟା ଗାଁରେ ରବିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡରେ ୨ ବଖରା ପୋଡି ଯାଇଛି। ଏଥିରେ ଗୃହକର୍ତ୍ତା କାର୍ତ୍ତିକେଶ୍ୱର ବେହେରାଙ୍କ ସହ ତାଙ୍କ ୨ଟି ଗାଈ ପୋଡି ଗୁରୁତର ହୋଇଛନ୍ତି। ଅଗ୍ନିଶମ ବିଭାଗ...

ଭକ୍ତଙ୍କ ବିନା ହେଲା ପୂଜାର୍ଚ୍ଚନା

ପୁରୀ ଅଫିସ,୧୪ା୪: ଶ୍ରୀକ୍ଷେତ୍ରରେ ପାଳିତ ହୋଇଯାଇଛି ପବିତ୍ର ମହାବୀର ଜୟନ୍ତୀ ତଥା ମହାବିଷୁବ ସଂକ୍ରାନ୍ତି। ଓଡ଼ିଆ ନବବର୍ଷକୁ ସ୍ବାଗତ କାର୍ଯ୍ୟକ୍ରମ ଚଳିତବର୍ଷ ଫିକା ପଡ଼ିିଥିଲା। ସବୁ ମନ୍ଦିରରେ ଦେବଦେବୀଙ୍କ ପୂଜାର୍ଚ୍ଚନା କରାଯାଇଥିଲା। କିନ୍ତୁ ନ ଥିଲେ ଭକ୍ତ। ଅର୍ଥାତ୍‌ କୌଣସି...

ହାତୀ ଆକ୍ରମଣରେ ବୃଦ୍ଧଙ୍କ ଜୀବନଗଲା

କେନ୍ଦୁଝର,୧୪ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କାଇଯୋଡ଼ା ଗ୍ରାମରେ ସୋମବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୁଗୁନୁ ମୁଣ୍ଡା। ସେ ପାଖ ଜଙ୍ଗଲକୁ କାଠ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର...

ଦୋକାନୀ, ଗାଡ଼ି ଚାଳକଙ୍କଠାରୁ ଜରିମାନା ଆଦାୟ

ପଦ୍ମପୁର,୧୪ା୪(ଡି.ଏନ୍‌.ଏ.)- କରୋନା ମହାମାରୀ ପାଇଁ ଓଡ଼ିଶାରେ ଲକ୍‌ ଡାଉନ ଘୋଷଣା ହୋଇଛି। ଏହି ପରିସ୍ଥିତିରେ କେତେକ ଅସାଧୁ ବ୍ୟବସାୟୀ ଚଢା ଦାମ୍‌ରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ବିକ୍ରି କରୁଥିବା ଅଭିଯୋଗ ହେଉଛି। ଏନେଇ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି। ବାସୁଦେବପୁର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri