ଆମ ଜିଲା ଖବର

ସାନିଟାଇଜ ହେଲା ସ୍ବାସ୍ଥ୍ୟକେନ୍ଦ୍ର ପରିସର

ଚିତ୍ରଡା, ୧୨।୪(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ବ୍ଲକ ପ୍ରଶାସନ ତରଫରୁ ଶନିବାର କିଷାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସାନିଟାଇଜ କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଥିବା କରୋନା ୱାର୍ଡ, ଓପିଡି ଆଦି ବିଭିନ୍ନ ସ୍ଥାନରେ ସାନିଟାଇଜ କରାଯାଇଛି। ଅଗ୍ନିଶମ ବିଭାଗର...

ଘୁଷୁରିକିଳା ଗ୍ରାମରେ ଅଗ୍ନିକାଣ୍ଡ

ସଜନାଗଡ଼, ୧୨।୪(ଡି.ଏନ.ଏ.)-ନୀଳଗିରି ବ୍ଲକ ଅଧୀନ ଆରବନ୍ଧ ପଞ୍ଚାୟତର ଘୁଷୁରିକିଳା ଗ୍ରାମରେ ଶନିବାର ପୂର୍ବାହ୍ନରେ ଅଗ୍ନିକାଣ୍ଡ ଘଟି ୨ ବଖରା ଜଳିଯାଇଛି। କ୍ଷତିଗ୍ରସ୍ତ ହୋଇଛନ୍ତି ଘୁଷୁରିକିଳା ଗ୍ରାମର ବାଈଧର ଟୁଡୁ। ଅଗ୍ନିକାଣ୍ଡରେ ତାଙ୍କର ଟଙ୍କାପଇସା, ଧାନଚାଉଳ, ଲୁଗାପଟା, ସମସ୍ତ ଆସବାବପତ୍ର ପୋଡ଼ି...

ଔପଦା ଡାକ୍ତରଖାନା ହେଲା ସାନିଟାଇଜ୍‌

ଔପଦା,୧୨।୪(ଡି.ଏନ.ଏ.)- ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ମହକୁମାର ୧୯୪୨ ମସିହା ଠାରୁ ସ୍ଥାପିତ ବହୁ ପୁରାତନ ଔପଦା ଡାକ୍ତରଖାନାରୁ ଦୀର୍ଘଦିନରୁ ପଡ଼ିରହିଥିବା ଅଳିଆ ଆବର୍ଜନାକୁ ସଫା କରାଯାଇଛି। ଅଳିଆ ସଫା ପରେ ସ୍ଥାନୀୟ ଅଗ୍ନିଶମ ବିଭାଗ ପକ୍ଷରୁ ଡାକ୍ତରଖାନାକୁ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ,୧୨।୪- କରୋନା ସଂକ୍ରମଣ ଜନିତ ପରିସ୍ଥିତିର ମୁକାବିଲା ପାଇଁ ବାଲେଶ୍ୱର ଜିଲା ରେମୁଣା ସ୍ଥିତ ସିଦ୍ଧେଶ୍ୱର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ସ୍ବୟଂ ସହାୟିକା...

ନିରାଡମ୍ବରରେ ପାଳନ ହେଲା ମହାନୀଳପର୍ବ

ଭୋଗରାଇ, ୧୨।୪(ଡି.ଏନ.ଏ.)-କରୋନା ଯୋଗୁ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା ଓ ଲକ୍‌ଡାଉନ ଅବଧି ବୃଦ୍ଧି ଯୋଗୁ ମହାଦେବଙ୍କ ମହାନୀଳପର୍ବ ପ୍ରଭାବିତ ହୋଇଛି। ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଚନ୍ଦନେଶ୍ୱରଠାରେ ଉପବୀତଧାରୀଙ୍କ...

ପୁଣି ୪ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୫୪

ଭୁବନେଶ୍ୱର,୧୨।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୪କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଁଚିଛି।ଶନିବାର ୪ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ବିଷୟରେ ସବିଶେଷ...

ଦିଅର ଠେଙ୍ଗାମାଡରେ ଭାଉଜ ଜୀବନ ଗଲା

ଦେବଗଡ,୧୧ା୪(ଡି.ଏନ.ଏ):ଦେବଗଡ ଥାନା ଅଧୀନ ସାନ ଶିରଡିହି ଗ୍ରାମରେ ଦିଅରର ଠେଙ୍ଗାମାଡରେ ଭାଉଜଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସ୍ବର୍ଗତ ବିଜୟ ବାଙ୍କିରାଙ୍କ ସ୍ତ୍ରୀ ଶନିବାରୀ ବାଙ୍କିରା (୫୦)। ଏ ନେଇ ଶନିବାରୀଙ୍କ ପୁଅ କଙ୍କରୁ (୨୩) ଲିଖିତ...

୨ବର୍ଷ ପରେ ମାଲିକଙ୍କୁ ଚିହ୍ନିଲା କୁକୁର

କେନ୍ଦୁଝର, ୧୧ା୪ (ସ୍ବ.ପ୍ର.): କରୋନା ପାଇଁ ଶନିବାର କେନ୍ଦୁଝର କଲେଜ ରୋଡରେ ଲୋକଙ୍କ ଚଳପ୍ରଚଳ କମ୍‌ ଥାଏ। ଏହି ସମୟରେ ହଠାତ୍‌ ଏକ କୁକୁର ସ୍କୁଟିରେ ଯାଉଥିବା ଜଣେ ମହିଳାଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲା। ଏହା କେତେକ ଲୋକଙ୍କୁ ଚକିତ...

ପରିବା ବିକ୍ରି ବନ୍ଦ କଲେ ବ୍ୟବସାୟୀ

ବାରିପଦା ଅଫିସ, ୧୧ା୪: ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ କଚେରୀ ବଜାର ପରିବା ମାର୍କେଟକୁ ଶନିବାର ବ୍ୟବସାୟୀମାନେ ବନ୍ଦ କରି ଦେଇଥିଲେ। ଫଳରେ ଲୋକେ ପରିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।...

ନିୟମ ଉଲ୍ଲଂଘନ ନେଇ ଗ୍ରସୋରି ଦୋକାନ ସିଲ୍‌

ସଜନାଗଡ଼, ୧୧।୪(ଡି.ଏନ.ଏ.): କରୋନା ଭୂତାଣୁକୁ ପ୍ରତିହତ କରିବା ଲାଗି ସାମାଜିକ ଦୂରତ୍ୱ ଓ ମୁହଁରେ ମାସ୍କ ଲଗାଇବା ଉପରେ ସରକାର ଯଥେଷ୍ଟ ଗୁରୁତ୍ୱ ଦେଉଛନ୍ତି। ମାତ୍ର ବିଭିନ୍ନ ସ୍ଥାନରେ ଏହାକୁ ଅମାନ୍ୟ କରାଯାଉଛି। ଫଳରେ କରୋନା ଭୂତାଣୁ ବ୍ୟାପିବାର ଯଥେଷ୍ଟ...

ବିଦ୍ୟୁତ୍‌ ଆଘାତରେ ଭାଲୁ ମୃତ

କୋକସର/ଜୟପାଟଣାା, ୧୧।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଘଣ୍ଟିଗୁଡା ଗ୍ରାମ ଜଙ୍ଗଲ ନିକଟରେ ଥିବା ଚାଷ ଜମିରେ ଛିଣ୍ଡି ପଡିଥିବା ୧୧ କେଭି ଜୀବନ୍ତ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ଭାଲୁର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ବନ ବିଭାଗ...

ବିଷ ପିଇ ଜୀବନ ହାରିଲେ ଚାଷୀ

ଟିଟିଲାଗଡ଼, ୧୧।୪ (ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ରିଗଡୁଲ ଗ୍ରାମର ଚାଷୀ ନେପାଲ ରଣା(୩୦) ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ସେ ଫସଲରେ ଦିଆଯାଉଥିବା କୀଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri