ଆମ ଜିଲା ଖବର

ସରକାରୀ ତଥ୍ୟକୁ ଭରସା କର

କଟକ ଅଫିସ୍‌,୧୧ା୪: କରୋନା ଭୂତାଣୁ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱରେ ଭୟ ଦେଖାଦେଇଛି। ଏହି ଭୟ ଦେଖାଇ ଅନ୍‌ଲାଇନ୍‌ରେ ଠକେଇ ମଧ୍ୟ ଚାଲିଛି । ବିଭିନ୍ନ ପ୍ରକାର ଲୋଭନୀୟ ଉପହାର ପ୍ରଲୋଭନ ଦେଖାଇ ଲୋକମାନଙ୍କ ତଥ୍ୟ ସଂଗ୍ରହ କରାଯାଉଛି।...

୯୦୯ କଳାକାରଙ୍କୁ ମିଳିଲା ଆଗୁଆ ଭତ୍ତା

କେନ୍ଦୁଝର, ୧୧ା୪(ଡି.ଏନ୍‌.ଏ.)- କରୋନା ଲାଗି ଲକ୍‌ ଡାଉନ୍‌ ଚାଲିଥିବା ବେଳେ କେନ୍ଦୁଝର ଜିଲାର ୯୦୯ କଳାକାରଙ୍କୁ ୪ମାସର ଅଗ୍ରୀମ ଭତ୍ତା ଦିଆଯାଇଛି। ସଂସ୍କୃତି ବିଭାଗ ପକ୍ଷରୁ ଜିଲାର ଏହି କଳାକାରମାନଙ୍କୁ ମାର୍ଚ୍ଚରୁ ଜୁନ୍‌ ମାସ ପର୍ଯ୍ୟନ୍ତ ମାସକୁ ୧୨୦୦ ଟଙ୍କା...

ମା’ ଭଦ୍ରକାଳୀଙ୍କ ଘୋଡ଼ା ମେଳଣ ବାତିଲ

ଭଦ୍ରକ ଅଫିସ, ୧୧ା୪-ଶୁକ୍ରବାର ମା’ ଭଦ୍ରକାଳୀଙ୍କ ଐତିହାସିକ ଘୋଡ଼ା ମେଳଣ ବାତିଲ ହୋଇଛି। ଆଖପାଖ ଗାଁର କୈବର୍ତ୍ତ ଲୋକମାନେ ଘୋଡ଼ାକୁ ଆଣି ପୂଜା କରନ୍ତି। ଏହି ପୂଜା ରୀତିନୀତିକୁ ଘୋଡ଼ା ମେଳଣ ନାମରେ ନାମିତ ହୋଇଆସୁଛି। ଚୈତ୍ର ମାସର ଶେଷରେ...

ଘରେ ଘରେ ଔଷଧ ପହଞ୍ଚାଉଛି ପୋଲିସ

ଆରଡି, ୧୧ା୪(ଡି.ଏନ.ଏ.)-ଲକ୍‌ଡାଉନ ସମୟରେ ଭଦ୍ରକ ଜିଲା ଆରଡି ଫାଣ୍ଡିର କର୍ମଚାରୀମାନେ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଆଦି ପଞ୍ଚାୟତର ୨୩ଖଣ୍ଡ ଗାଁରେ ଔଷଧ ପହଞ୍ଚାଉଛନ୍ତି। ସୂଚନା ଅନୁସାରେ ଯେଉଁ ପରିବାରରେ ୬୦ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ ଥିବେ, ସେମାନଙ୍କ ମେଡିସିନ ଆଣିବାରେ...

ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଶୁଖିଲା ଖାଦ୍ୟ ବଣ୍ଟନ

ବାରିପଦା ଅଫିସ, ୧୧ା୪-ମୟୂରଭଞ୍ଜ ଜିଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଜିଲାର ବିିଭିନ୍ନ ସ୍ଥାନରେ ଅସହାୟ ଲୋକମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ରାଜ୍ୟ ସାଧାରଣ ସମ୍ପାଦକ ସୁନିଲ କୁମାର ନାୟକଙ୍କ ନେତୃତ୍ୱରେ ବାରିପଦା ମ୍ୟୁନିସପାଲିଟିର...

ଦୁର୍ଦ୍ଦଶାରେ କ୍ୟାପସିକମ ଚାଷୀ

ବାରିପଦା ଅଫିସ, ୧୧ା୪-କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ଦେଶରେ ଲକ୍‌ଡ଼ାଉନ ଜାରି ରହିଛି। ଏଥିଯୋଗୁ ଜନଜୀବନ ପ୍ରଭାବିତ ହେଉଥିବା ବେଳେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଅଭାବୀ ବିକ୍ରି ସାଙ୍ଗକୁ ଫସଲ ନଷ୍ଟ ହେବା ଯୋଗୁ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି।...

୯ ବିଦେଶ ଫେରନ୍ତାଙ୍କ ରକ୍ତ ନମୁନା ସଂଗ୍ରହ

ସୋର, ୧୧ା୪(ଡି.ଏନ୍‌.ଏ.)- କରୋନା ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ରାଜ୍ୟ ତଥା ବିଦେଶରୁ ବାଲେଶ୍ୱର ଜିଲା ସୋର ଅଞ୍ଚଳକୁ ଫେରିଥିବା ୩୭ ଜଣ କ୍ୱାରାଣ୍ଟାଇନରେ ରହୁଛନ୍ତି। ସେମାନଙ୍କ ମଧ୍ୟରୁ ୯ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଏହି...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୧।୪-କରୋନା ମହାମାରୀର ନିରାକରଣ ନିମନ୍ତେ ଇନ୍‌ଟାକ୍‌ ବାଲେଶ୍ୱର ଚାପ୍ଟରର ସଭ୍ୟବୃନ୍ଦଙ୍କ ବ୍ୟକ୍ତିଗତ ସାହାଯ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ହଜାର ଟଙ୍କାର ଚେକ୍‌ ଶୁକ୍ରବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ପ୍ରଦାନ କରିଛନ୍ତି। ଉକ୍ତ ଚେକ୍‌ ପ୍ରଦାନ ସମୟରେ...

ଟ୍ରକ ଧକ୍କାରେ ନିର୍ବାହୀ ଅଧିକାରୀ ଗୁରୁତର: ଥାନାରେ ଘଣ୍ଟାଏ ଅପେକ୍ଷା କରି ଫେରିଲେ ବିଡିଓ

ଖଇରା, ୧୧ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ଜଣେ କର୍ମଚାରୀ ଟ୍ରକ ଧକ୍କାରେ ଗୁରୁତର ହେବା ଏବଂ ସମ୍ପୃକ୍ତ ଟ୍ରକ ବିରୋଧରେ ଥାନାରେ ଅଭିଯୋଗ କରିବାକୁ ଯାଇଥିବା ଖଇରା ବିଡିଓ ହଟହଟା ହୋଇ ଫେରିବା ମୋ ସରକାରର ବିଫଳତାକୁ ପ୍ରମାଣ କରିଛି...

ମଦ ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା ସଂଘ

ବେଗୁନିଆପଡା,୧୧ା୪(ଡି.ଏନ.ଏ.)-ବେଗୁନିଆପଡା ଫାଣ୍ଡି ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଉଛି। ଦୋକାନ ବଜାରରେ ଚୋରା ମଦ ଓ ସରକାରୀ ସ୍ବୀକୃତିପ୍ରାପ୍ତ ପାଉଚ ବିକ୍ରି ହେଉଥିବା ଦେଖିବାକୁ ମିଳୁଛି। ବେଗୁନିଆପଡା ଫାଣ୍ଡି ଅନ୍ତର୍ଗତ ଚନ୍ଦନପୁର ଗ୍ରାମରେ ଚୋରା ମଦ...

ଲକ୍‌ଡାଉନ୍‌ରୁ ଲାଭ

ଅନୁଗୋଳ ଅଫିସ, ୧୧।୪ – କରୋନା ବିପତ୍ତିରୁ ବର୍ତ୍ତିବା ପାଇଁ ଦେଶକୁ ଲକ୍‌ଡାଉନ୍‌ କରାଯାଇଥିଲେ ବି ଅନୁଗୋଳ ସହର ଉପକଣ୍ଠରେ ଘର ନିର୍ମାଣ କରୁଥିବା କେତେଜଣ ଲୋକ ଏଥିରୁ ଫାଇଦା ଉଠାଇବାକୁ ଉଦ୍ୟମ କରୁଛନ୍ତି। ସେମାନେ ସମସ୍ତ କଟକଣା ଉଲ୍ଲଂଘନ...

ଏନ୍‌ଟିପିସି ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ

ତାଳଚେର,୧୧ା୪(ନି.ପ୍ର.): କରୋନା ଭାଇରସ ସଂକ୍ରମଣ ରୋକିବାକୁ ଏନ୍‌ଟିପିସି କଣିହଁ। ବିଦ୍ୟୁତ୍‌ ପ୍ର୍ରକଳ୍ପ ପକ୍ଷରୁ ତ୍ୱରିତ ପଦକ୍ଷେପମାନ ଗ୍ରହଣ କରାଯାଉଛି। ସ୍ଥାନୀୟ ଟାଉନଶିପ୍‌ ଓ ଆଖପାଖ ଅଞ୍ଚଳକୁ ସାଇନିଟାଇଜ କରାଯିବା, ମେଡିକାଲ ଉପକରଣ କିଣିବା ଓ ସ୍ବତନ୍ତ୍ର ଆଇସୋଲେଶନ ୱାର୍ଡ ମଧ୍ୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri