ଆମ ଜିଲା ଖବର

କରୋନା ମୁକାବିଲା ନିମନ୍ତେ ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ମାସର ପେନ୍‌ସନ ଦେଲେ ବରଗଡ଼ ପୂର୍ବତନ ବିଧାୟକ

ବରଗଡ଼ ଅଫିସ୍‌,୧୦।୪: କରୋନା ମୁକାବିଲାରେ ବିନିଯୋଗ ପାଇଁ ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ତାଙ୍କ ମାସକର ପେନସନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି । ସେ ଏ ନେଇ ୩୦ହଜାର ଟଙ୍କାର ଏକ ଚେକ୍‌ ବରଗଡ଼ ଜିଲାପାଳ...

କରୋନା ମୁକାବିଲା: ଓଡ଼ିଶା ପାଇଁ ଅଧିକ ଅନୁଦାନ ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୦ା୪: କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି। ଏହି ପରିପ୍ରେକ୍ଷିରେ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ...

ବରଗଡ଼ର ୧,୫୨୩ ଜଣ କଳାକାରଙ୍କୁ ମିଳିଲା ଅଗ୍ରୀମ ଭତ୍ତା: ଜିଲା ସଂସ୍କୃତି ଅଧିକାରୀ

ବରଗଡ଼ ଅଫିସ୍‌,୧୦।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ୍ରମେ ବରଗଡ଼ ଜିଲାର ମୋଟ୍‌ ୧,୫୨୩ ଜଣ...

ଲକ୍‌ଡାଉନ୍‌ ବଢ଼ାଇଛି ଦାଦନ ପରିବାରର ଦୁଃଖ: କ୍ଷୀର ବଦଳରେ ଚିନି ପାଣି ପିଇ ଶିଶୁପୁତ୍ର ଅସୁସ୍ଥ, ସ୍ବେଚ୍ଛାସେବୀଙ୍କ ପ୍ରଚେଷ୍ଟା ପରେ ମାଗଣାରେ ଚିକିତ୍ସା କଲେ ଡାକ୍ତର

ବରଗଡ଼ ଅଫିସ୍‌,୧୦।୪: ଲକ୍‌ ଡାଉନ୍‌ ପରେ ଦାଦନ ଶ୍ରମିକଙ୍କ ସମସ୍ୟା ବଢ଼ି ଯାଇଛି । ସେମାନଙ୍କ ସାଙ୍ଗରେ ରହିଥିବା ପିଲାଛୁଆଙ୍କ ଅବସ୍ଥା ଆହୁରି ବିପନ୍ନ ହୋଇ ପଡ଼ିଛି । ଛତିଶଗଡ଼ରୁ ବରଗଡ଼କୁ ଦାଦନ ଖଟିବା ପାଇଁ ଆସିଥିବା ଜଣେ ମହିଳା...

ଏମକେସିଜିରେ ପୁଣି ୩ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୦।୪: କରୋନା ଭାଇରସ ଆତଙ୍କ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏଡାର ମୁକାବିଲା ଲାଗି ସରକାର ସାରା ଦେଶରେ ଲକ୍‌ ଡାଉନ ଜାରି କରିଛନ୍ତି। ଅନ୍ୟପଟେ ଦିନକୁ ଦିନ କରୋନା ପୋଜେଟଭ ବୃଦ୍ଧି ପାଇବାରେ ଲାଗିଛି।...

ହାଇକୋର୍ଟଙ୍କ ପକ୍ଷରୁ ସ୍ପଷ୍ଟୀକରଣ: ବରିଷ୍ଠ ନାଗରିକ, ଭିନ୍ନକ୍ଷମ ବ୍ୟବହାର କରିବେ ଦୁଇ ଚକିଆ ଯାନ

କଟକ ଅଫିସ, ୧୦।୩: ପାଦ ଚଲା ଦୂରତାରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁ ନ ଥିବା ଯୋଗୁ ବାଇକ୍‌ ବ୍ୟବହାର କଟକଣାକୁ କୋହଳ କରିବା ପାଇଁ ଗୁରୁବାର ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଆଡଭୋକେଟ୍‌ ଜେନେରାଲ ଏବଂ ସରକାରୀ...

ଗାଁ ଗାଁରେ ସାମାଜିକ ଦୂରତ୍ୱକୁ ଦିଆଯାଉଛି ଗୁରୁତ୍ୱ: ବଲାଙ୍ଗୀର-ବୌଦ୍ଧ ପ୍ରବେଶ ପଥକୁ ସିଲ୍‌ କଲେ ଗ୍ରାମବାସୀ

ଗୁଡଭେଲା, ୧୦ା୪(ଡି.ଏନ୍‌.ଏ.): ଦିନକୁ ଦିନ କରୋନା ସଂକ୍ରମଣ ଭୟାବହତା ବଢି ଚାଲିଥିବାରୁ ରାଜ୍ୟବାସୀ ଭୟଭୀତ ହୋଇ ପଡିଛନ୍ତି। ସଂଗରୋଧ ସହ ସାମାଜିକ ଦୂରତ୍ୱ ରକ୍ଷା କରିବା ଦ୍ୱାରା ସଂକ୍ରମଣକୁ ରୋକାଯାଇପାରିବ। ତେବେ ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର-ବୌଦ୍ଧ ଜିଲାକୁ ସଂଯୋଗ କରୁଥିବା...

ଗଞ୍ଜାମରେ ବୁଲୁଛି ୪୪ ସ୍ବତନ୍ତ୍ର କୋଭିଡ୍‌ ଆମ୍ବୁଲାନ୍ସ: ଚିହ୍ନଟ ପରେ ସନ୍ଦିଗ୍ଧଙ୍କୁ ଅଣାଯାଉଛି ହସ୍ପିଟାଲ, ଚାଳକଙ୍କୁ ଦିଆଯାଇଛି ସ୍ବତନ୍ତ୍ର ପିପିଇ କିଟ୍‌

ଛତ୍ରପୁର,୧୦।୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କୁ ଘରୁ ହସ୍ପିଟାଲକୁ ନେବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସରେ ପରିଣତ କରାଯାଇଛି। ବର୍ତମାନ ଜ଼ିଲାରେ ୪୪ଟି କୋଭିଡ୍‌ ଆମ୍ବୁଲାନ୍ସ ବୁଲୁଛ। ଖବର ପାଇ ଘରୁ କରୋନା ସଂଦିଗ୍ଧଙ୍କୁ...

ମିଳିଲା ଅନୁମତି: ବ୍ରହ୍ମପୁର ଏମ୍‌କେସିଜିରେ ହେବ କୋଭିଡ-୧୯ ଟେଷ୍ଟ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜରେ କରୋନା ଟେଷ୍ଟ କରାଯିବ। ଏଥିପାଇଁ ଦିଲ୍ଲୀ ଆଇସିଏମ୍‌ଆର୍‌ ପକ୍ଷରୁ ଅନୁମତି ମିଳିଛି। ମେଡିକାଲ କଲେଜ ଭାବେ କଟକ ଏସ୍‌ସିବି ପରେ ଏମ୍‌କେସିଜିରେ କରୋନା ଟେଷ୍ଟ କରାଯିବ। ଏ ନେଇ...

ଲକ୍‌ଡାଉନ୍‌ ବୃଦ୍ଧିକୁ ଗଜପତି ମହାରାଜାଙ୍କ ସ୍ବାଗତ

ପୁରୀ ଅଫିସ, ୧୦।୪: ବିଶ୍ୱ ମହାମାରୀ କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ଅବଧି ଆସନ୍ତା ୧୪ ତାରିଖରେ ସରୁଥିବା ବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଭୂତାଣୁର ଭୟାବହତାକୁ...

ମୋଟର ଚାଳକଙ୍କୁ ସହାୟତା ପାଇଁ ଦାବିପତ୍ର ପ୍ରଦାନ

ରାଇକିଆ,୧୦।୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ଲକ୍‌ଡାଉନ କରିଛନ୍ତି କେନ୍ଦ୍ର ସରକାର। ଏ ନେଇ ଗାଡ଼ି ଚଳାଚଳ ବନ୍ଦ ରହିଛି। ଗାଡ଼ି ଚଳାଚଳ ବନ୍ଦ ଯୋଗୁ ମୋଟର ଚାଳକମାନେ ବେରୋଜଗର ହୋଇ ଘରେ ବସିରହିଛନ୍ତି। ଏଭଳି...

ଗଞ୍ଜାମରେ ୧୫,୮୧୬ ଜଣଙ୍କ ହୋମ୍‌ କ୍ୱାରେଣ୍ଟାଇନ୍‌ ଅବଧି ସରିଲା, ଘରେ ରହିବାକୁ ଦିଆଯାଇଛି ପରାମର୍ଶ: ଜିଲାପାଳ

ଛତ୍ରପୁର, ୧୦।୪(ଡି.ଏନ୍‌.ଏ.)- କରୋନା ଭାଇରସକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାରେ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ହୋମ୍‌ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି। ତେବେ ଶୁକ୍ରବାର ସୁଦ୍ଧା ଜିଲାରେ ୧୫,୮୧୬ ଜଣ ବିଦେଶ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କ ହୋମ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri