ଆମ ଜିଲା ଖବର

କରୋନା କଟକଣା: ଘରେ ପାଳିଲେ ଗୁଡ୍‌ ଫ୍ରାଇଡେ

ବଲାଙ୍ଗୀର, ୧୦ା୪(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ଲକ୍‌ଡାଉନ କରିଛନ୍ତି କେନ୍ଦ୍ର ସରକାର । ଲକ୍‌ଡାଉନ ଯୋଗୁ ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ ଭଳି ଧର୍ମାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦିଆଯାଇଛି। ଏଭଳି ସମୟରେ ବିଭିନ୍ନ ଧର୍ମ ସମ୍ପ୍ରଦାୟର ଲୋକମାନଙ୍କୁ...

ରାଶନ ଦୋକାନ ସିଲ୍‌ କଲା ପୋଲିସ: ୨ କୋର୍ଟ ଚାଲାଣ

ଦିଗପହଣ୍ଡି,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ମୌଳାଭଣଞ୍ଜା ରାଧାନଗର ଗ୍ରାମର ରାଶନ ଦୋକାନୀ କବିରାଜ ବିଷୋୟୀଙ୍କୁ ଦିଗପହଣ୍ଡି ପୋଲିସ ଶୁକ୍ରବାର କେସ୍‌ ନଂ. ୭୫/୨୦ ଅନୁଯାୟୀ କୋର୍ଟ ଚାଲାଣ କରିଛନ୍ତି। କବିରାଜଙ୍କ ରାଶନ ଦୋକାନକୁ ସାନଖେମୁଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା...

ଜିଲା କଣ୍ଟ୍ରୋଲ ରୁମ୍‌ ଦାୟିତ୍ୱରେ ସଂଗ୍ରାମ

କେନ୍ଦୁଝର,୧୦।୪(ସ୍ବ.ପ୍ର.): କୋଭିଡ-୧୯ ମହାମାରୀ ସମୟରେ ଲୋକଙ୍କୁ ସହାୟତା ପ୍ରଦାନ କରିବାକୁ ଜିଲା କଣ୍ଟ୍ରୋଲ ରୁମ ଇନ୍‌ଚାର୍ଯ୍ୟ ଦାୟିତ୍ୱରେ ପିସିସି ସମ୍ପାଦକ ସଂଗ୍ରାମ ଦାସଙ୍କୁ ନିଯୁକ୍ତି ଦିଆଯାଇଛି। ଏଆଇସିସି ନିର୍ଦ୍ଦେଶରେ କଂଗ୍ରେସ ପକ୍ଷରୁ ରାଜ୍ୟ ଓ ଜିଲାରେ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି।...

ଲକ୍‌ଡାଉନ୍‌ରେ ନିର୍ମାଣ ଶ୍ରମିକ କ୍ଷତିଗ୍ରସ୍ତ: ସରକାରୀ ସହାୟତା ପ୍ରଦାନ

ଚୌଦ୍ୱାର,୧୦ା୪(ଡି.ଏନ୍‌.ଏ.): କରୋନା ପାଇଁ ଚାଲିଥିବା ଲକ୍‌ଡାଉନ୍‌ ଯୋଗୁ ଆର୍ଥିକସ୍ତରରେ କ୍ଷତିଗ୍ରସ୍ତ ନିର୍ମାଣ ଶ୍ରମିକମାନଙ୍କୁ ପ୍ରତ୍ୟେକ ୧୫୦୦ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ଅନୁଯାୟୀ, କଟକ ଜିଲା କୋଠାବାଡ଼ି ନିର୍ମାଣ ଶ୍ରମିକମାନଙ୍କୁ ଚୌଦ୍ୱାରରେ ଅନୁଦାନ ଦେବା...

ଡେଲି ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁ ନାହାନ୍ତି ଅମାନିଆ: ପୋଲିସ ପ୍ରଶାସନ ଉପସ୍ଥିତ ରହିବାକୁ ସାଧାରଣରେ ଦାବି

ବିଜେପୁର,୧୦।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୁଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ କଟକଣାକୁ ୩୦ଯାଏ ବଢ଼ାଇ ଦେଇଛନ୍ତି। ସାମାଜିକ ଦୂରତ୍ୱ ଓ ମୁହଁରେ ମାକ୍ସ ଲଗାଇବାକୁ ସଚେତନତା ସୃଷ୍ଟି କରାଯାଉଛି। ହେଲେ ବରଗଡ଼...

ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଦେବଗଡ଼ ବିଧାୟକ

ଦେବଗଡ଼,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଜିଲାର ବିଭିନ୍ନ ପଞ୍ଚାୟତରେ ଆଇସୋଲେଶନ କେନ୍ଦ୍ର କରାଯାଇଛି। ଇତିମଧ୍ୟରେ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଜିଲାର ପ୍ରାୟ ସମସ୍ତ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କରିସାରିଛନ୍ତି। ତେବେ ରିଆମାଳ ବ୍ଲକ ଅନ୍ତର୍ଗତ...

ବେଆଇନ ଦେଶୀ ମଦ ପ୍ରସ୍ତୁତି ବେଳେ ଅବକାରୀ ଚଢ଼ାଉ

ଦେବଗଡ଼,୧୦ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ସତ୍ତ୍ୱେ ଦେବଗଡ଼ ଜିଲାର ବିଭିନ୍ନ ସ୍ଥାନରେ ବେଆଇନ ଦେଶୀ ଓ ବିଦେଶୀ ମଦ କାରବାର ଜୋରଦାର ଚାଳିଛି। ଏଣୁ ଅବକାରୀ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି ା ରିଆମାଳ...

ଶେରଗଡ଼ରେ ବିଶୋଧନ ପ୍ରକ୍ରିୟା ଆରମ୍ଭ

ଶେରଗଡ଼,୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଅଞ୍ଚଳରେ ଶୁକ୍ରବାରଠାରୁ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ାଙ୍କ ନିର୍ଦ୍ଦେଶ କ୍ରମେ ପ୍ରଥମେ ଶେରଗଡ଼ ମେଡିକଲ,ଏଟିଏମ୍‌ କାଉଣ୍ଟର, ବଜାରରେ ଥିବା...

ମାଛ ମାର୍କେଟରେ ଲୋକେ ରଖୁନାହାନ୍ତି ସାମାଜିକ ଦୂରତ୍ୱ

କଣ୍ଟାପଡ଼ା,୧୦ା୪(ଡି.ଏନ୍‌.ଏ.): ମହାମାରୀ କରୋନା ଭୂତାଣକୁ ପ୍ରତିହତ କରିବା ପାଇଁ ସାମାଜିକ ଦୂରତା ରକ୍ଷା କରିବା ଏକମାତ୍ର ବିକଳ୍ପ। ଏଥିପାଇଁ ସରକାର ସାରାଦେଶରେ ଲକ୍‌ଡାଉନ୍‌ କରି ଅତି ଜରୁରୀ କାମ ନ ଥିଲେ ବାହାରକୁ ନ ବାହାରିବା ପାଇଁ ବାରମ୍ବାର ସଚେତନ...

ଗଞ୍ଜାମ ଶିତଳାପଲିରେ କାର୍ଯ୍ୟକ୍ଷମ ହେଲା କୋଭିଡ-୧୯ ହସ୍ପିଟାଲ: ୨୦୦ ଶଯ୍ୟା,୧୫ ଆଇସିୟୁ ବେଡ୍‌

ଛତ୍ରପୁର, ୧୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିଠାରେ ଥିବା ଟାଟା ଷ୍ଟିଲ ମେଡିକାଲ, ହସ୍ପିଟାଲକୁ ଟାଟା ଗ୍ରୁପ ସହାୟତାରେ ଓଡିଶା ସରକାରଙ୍କ ପକ୍ଷରୁ କୋଭିଡ ହସ୍ପିଟାଲ କରାଯାଇଛି। ଶୁକ୍ରବାରଠାରୁ ଏହା କାର୍ଯ୍ୟକ୍ଷମ ହୋଇଛି। ଏଠାରେ ୨୦୦ ଶଯ୍ୟା ରହିଥିବା ବେଳେ ୧୫ଟି...

ରାଇସ୍‌ ମିଲ୍‌ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ

ଧରାକୋଟ,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ରାଇସ୍‌ମିଲ୍‌ ମାଲିକ ସଂଘ ପକ୍ଷରୁ କରୋନା ମହାମାରୀ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ସଂଘ ପକ୍ଷରୁ ଧରାକୋଟ ବିଡିଓ ବିବୁଧ ଗଡ଼ନାୟକଙ୍କୁ...

ମାସ୍କ ନାହିଁ ତ ଗ୍ରୋସରୀ ନାହିଁ

ରାଇକିଆ,୧୦।୪(ଡି.ଏନ୍‌.ଏ.): ମାସ୍କ ବ୍ୟବହାରକୁ କଡ଼ାକଡ଼ି ଲାଗୁ କରାଯିବା ପରେ ବିଭିନ୍ନ ସଂଗଠନ ପକ୍ଷରୁ ମାସ୍କକୁ ନେଇ ସଚେତନତା କରାଯାଉଛି। ମାସ୍କ ମଧ୍ୟ ବଣ୍ଟାଯାଉଛି । ଏ କ୍ଷେତ୍ରରେ କନ୍ଧମାଳ ଜିଲା ରାଇକିଆ ବଣିକ ସଂଘ ଏକ ଅଭିନବ ପଦକ୍ଷେପ ନେଇଛି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri