ଆମ ଜିଲା ଖବର

ପୁଣି ୪ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୪୮

ଭୁବନେଶ୍ୱର,୧୦।୪: (ବ୍ୟୁରୋ)- ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮ରେ ପହଁଚିଛି। ଗୁରୁବାର ମୋଟ ୬ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଗୁରୁବାର...

ଗୁଡ୍‌ଫ୍ରାଇଡେ ଚର୍ଚ୍ଚରେ ପାଳନ ନ କରିବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୯।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଖ୍ରୀଷ୍ଟ ସମ୍ପ୍ରଦାୟ ପକ୍ଷରୁ ଗୁଡ୍‌ ଫ୍ରାଇଡେ ପାଳନ ହୋବାକୁ ଥିଲା ା ଏହାକୁ ଚର୍ଚ୍ଚ ପରିସରରେ ନ କରିବା ପାଇଁ ବିଭିନ୍ନ ଚର୍ଚ୍ଚ ଗୁଡ଼ିକୁ ପରାମର୍ଶ ଦିଆଯାଇଛି ା କନ୍ଧମାଳ ଜିଲାପାଳ ଡ....

ମତ୍ସ୍ୟଜୀବୀଙ୍କୁ ପେଟ ଚିନ୍ତା

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ଓ ଲକ୍‌ ଡାଉନ ଘୋଷଣା ପରେ ଲୋକମାନଙ୍କ ଜୀବନ ଶୈଳୀରେ ପରିବର୍ତ୍ତନ ହୋଇଛି। ଶ୍ରମିକ, ଦିନ ମଜୁରିଆଙ୍କଠାରୁ ଆରମ୍ଭ କରି ସମସ୍ତ ଶ୍ରେଣୀର ପରିବାର ଉପରେ ଏହାର ପ୍ରଭାବ ପଡିଛି। ଏଥିରୁ ବାଦ୍‌...

୧୨ଜଣଙ୍କୁ ଦିଆଗଲା କୁକୁର କାମୁଡା ଇଞ୍ଜେକସନ

ଜୁନାଗଡ,୯।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ସହରରେ ଗତ ୨ଦିନ ହେଲା ବୁଲା କୁକୁରଙ୍କ ଆତଙ୍କ ଦେଖିବାକୁ ମିଳିଛି। ସହରର ବିଭିନ୍ନ ପଡାରେ ଏହି କୁକୁରମାନେ ୨୦ଜଣଙ୍କୁ କାମୁଡିଥିବା ଅଭିଯୋଗ ହୋଇଥିଲା। ତେବେ ଜୁନାଗଡ ଡାକ୍ତରଖାନାରେ କୁକୁର କାମୁଡା ଇଞ୍ଜେକସନ ନ...

ବୌଦ୍ଧ ଆରଏସଏସ ପକ୍ଷରୁ ମାସ୍କ ବଣ୍ଟନ

ବୌଦ୍ଧ, ୯ା୪(ସ୍ବ.ପ୍ର)-ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ବୌଦ୍ଧ ଶାଖା ପକ୍ଷରୁ କରୋନା ସଚେତନତା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସାନିଟାଇଜେସନ ସହ ଲୋକମାନଙ୍କୁ ମାସ୍କ ବଣ୍ଟନ କରାଯାଇଛି। ଜିଲା ସଂଘ ଚାଳକ ସୂର୍ଯ୍ୟକାନ୍ତ ଦଳବେହେରା ଓ ନଗର କାର୍ଯ୍ୟବାହ...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ପାଟଣାଗଡ, ୯ା୪(ଡି.ଏନ.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ପାଟଣାଗଡ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଳିଫ ପାଣ୍ଠିକୁ ସହାୟତା ରାଶି ପ୍ରଦାନ କରାଯାଇଛି। ଲବ କୁମାର ଅଗ୍ରୱାଲ ନିଜ ଦିବ୍ୟାଙ୍ଗ ଭତ୍ତା ଟଙ୍କାରୁ...

ଦାଦନ ପରିବାରକୁ ଖାଦ୍ୟ ଯୋଗାଇଲେ ସ୍ବେଚ୍ଛାସେବୀ

ବଲାଙ୍ଗୀର ଅଫିସ, ୯ା୪- ବଲାଙ୍ଗୀର ମ୍ୟୁନିସିପାଲିଟି ଅନ୍ତର୍ଗତ ବିଜାଖମନରେ ଥିବା ପ୍ରାୟ ୨୫ ପରିବାର ଭୋକ ଉପାସରେ ରହିଥିବା ଖବର ପାଇବା ପରେ ମାହେଶ୍ୱରୀ ସଙ୍ଗଠନ ପକ୍ଷରୁ ସେମାନଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯାଇଛ। ଏହି ୨୫ଟି ପରିବାରରୁ ଅଧିକାଂଶ...

କୋଭିଡ-୧୯ ରେଗୁଲେସନ୍‌ ଉଲ୍ଲଂଘନ, ହରିହର ନର୍ସିଂହୋମ୍‌କୁ ସିଲ୍‌ କଲା ପ୍ରଶାସନ

ବଲାଙ୍ଗୀର ଅଫିସ, ୯ା୪: କୋଭିଡ-୧୯ ରେଗୁଲେସନ୍‌ ଉଲ୍ଲଂଘନ ଯୋଗୁଁ ବଲାଙ୍ଗୀର ସହରର ସୁଦପଡାଠାରେ ଥିବା ହରିହର ଡାଇଗ୍ନୋଷ୍ଟିକ୍‌ ଏବଂ ନର୍ସିଂହୋମକୁ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସିଲ୍‌ କରାଯାଇଛି । ଜିଲାପାଳ ଅରିନ୍ଦମ ଡାକୁଆଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳ ସଞ୍ଜୟ କୁମାର...

କଲଣ ହାଟରେ କରୋନା କଟକଣା ବାଟବଣା

ରସୁଲପୁର,୯।୪(ଡିଏନଏ)- ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦାରେ ଜିଲାର ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନର ଚିନ୍ତା ବଢିଯାଇଛି। କରୋନା ପାଇଁ ହାଟଗୁଡିକ ଉପରେ ପ୍ରଶାସନ ବିଶେଷ ଦୃଷ୍ଟି ଦେଉଛି। ପ୍ରଶାସନ ହାଟରେ ସାମାଜିକ ଦୂରତା ଓ...

ଅମାନିଆଙ୍କ ଗାଡ଼ି ଚକାରୁ ପବନ କାଢ଼ିଦେଲା ପୋଲିସ

ବିଞ୍ଝାରପୁର,୯।୪(ଡି.ଏନ.ଏ.)- ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଳକୁଣ୍ଡ ଫାଣ୍ଡି ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ କେତେଜଣ ଅମାନିଆଙ୍କୁ ସାବାଡ କରିଛି ପୋଲିସ। ବିନା କାରଣରେ ବାଇକ ଧରି ବଜାରକୁ ଆସୁଥିବା ଯୁବକଙ୍କୁ ଗୁରୁବାର ପୋଲିସ ଯୋଗୁ ହଟହଟା ହେବାକୁ ପଡିଛି। ପ୍ରକାଶ...

କରୋନା ବଦଳାଇ ଦେଲା ବେଉସା: କବାଡ଼ି ବ୍ୟବସାୟୀ ବିକିଲେ ପରିବା

ରସୁଲପୁର,୯।୪(ଡିଏନଏ)- କରୋନା ପ୍ରଭାବରେ ସବୁକିଛି ଠପ୍‌ ହୋଇଯାଇଛି। ଛୋଟମୋଟ ବ୍ୟବସାୟରୁ ଆରମ୍ଭ କରି ବଡ଼ବଡ଼ ଶିଳ୍ପସଂସ୍ଥାରେ ତାଲା ଝୁଲୁଛି। ଏହାଦ୍ୱାରା ଅଧିକ ପ୍ରଭାବିତ ହୋଇଛନ୍ତି ଦିନ ମଜୁରିଆ ତଥା କ୍ଷୁଦ୍ର ବ୍ୟବସାୟୀମାନେ। ପରିବାର କେମିତି ଚଳିବ, ଅର୍ଥ କେଉଁଠୁ ଆସିବ...

ପୋଲିସ ହାବୁଡରେ ଅମାନିଆ ବାଇକ ଚାଳକ

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ନେଇ ଜିଲା ପ୍ରଶାସନ ଓ ପୋଲିସ ଗୁରୁବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି । ଅଇଁଠାପାଲି, ଶାସନ, ଟାଉନ ଥାନା, ଧନୁପାଲି ଥାନା, କ୍ଷେତରାଜପୁର ଥାନା, ସଦର ଥାନା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri