ଆମ ଜିଲା ଖବର

୬ଘଣ୍ଟାରେ ୨୦ ବାଇକ୍‌ ଜବତ

ବଡ଼ସାହି,୯ା୪(ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଛି। ସରକାରଙ୍କ ନିୟମକୁ ଊଲ୍ଲଂଘନ କରି କେତେକ ଅସାମାଜିକ ଯୁବକ ବାଇକ ଯୋଗେ ଏଣେ ତେଣେ ବୁଲୁଥିବା ବେଳେ ସାମାଜିକ ଦୂରତା ଅବଲମ୍ବନ କରୁ ନାହାନ୍ତି। ସ୍ଥାନୀୟ ବଜାରକୁ ଆସୁଥିବା ୨୦ଟି...

ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା

ଖଇରା, ୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ସିମୁଳିଆ ଓ ଖଇରା ବ୍ଲକର ବିଭିନ୍ନ ପଞ୍ଚାୟତର ଅଙ୍ଗନୱାଡି କେନ୍ଦ୍ରକୁ ଛତୁଆ ଯୋଗାଇ ଆସୁଥିବା ମା’ ରାଉତରାଉତାଣୀ ସ୍ବୟଂ ସହାୟିକା ଗୋଷ୍ଠୀ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି ା...

ମାଛ ମାର୍କେଟ ବନ୍ଦ କଲା ପ୍ରଶାସନ; ପାଳନ ହେଉନି ସାମାଜିକ ଦୂରତା

ଅନୁଗୋଳ ଅଫିସ, ୯।୪: ଅନୁଗୋଳ ପୌରପାଳିକା ଅଧୀନରେ ଥିବା ମାଛ ମାର୍କେଟ (ଆମିଷ ବଜାର)କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ନିର୍ଦ୍ଦେଶ ଦେଇଛନ୍ତି। ମାଛ ବ୍ୟବସାୟୀଙ୍କ ସହ ଗ୍ରାହକ ସାମାଜିକ ଦୂରତା...

ଅମାନିଆଙ୍କୁ ସାବାଡ୍‌ କଲା ପୋଲିସ

ଢେଙ୍କାନାଳ ଅଫିସ, ୯।୪: ରାଜ୍ୟରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଖୋର୍ଦ୍ଧା, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ପୁରୀ, କଳାହାଣ୍ଡି, ଯାଜପୁର ଜିଲାରେ ସଂକ୍ରମଣ ଦେଖାଦେଇଛି। ସୀମାବର୍ତ୍ତୀ ଜିଲାରେ କୋଭିଡ୍‌-୧୯ର ପଦଧ୍ୱନି ପରେ ସତର୍କ ହୋଇଉଠିଛି ଢେଙ୍କାନାଳ ଜିଲା ପ୍ରଶାସନ।...

ଅନୁଗୋଳରେ ୩୪୨୨ ବେଡ୍‌ ପ୍ରସ୍ତୁତ

ଅନୁଗୋଳ ଅଫିସ, ୯।୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କାର୍ଯ୍ୟ ହାତକୁ ନିଆଯାଇଛି। ଜିଲାରେ ମୋଟ୍‌ ୨୨୫ଟି ଅସ୍ଥାୟୀ ମେଡିକାଲ କ୍ୟାମ୍ପ (ଟିଏମ୍‌ସିଏସ୍‌) ଖୋଲାଯାଇଛି। ୮ଟି ବ୍ଲକର...

ଦେବଦୂତ ସାଜିଛନ୍ତି ଘନଶ୍ୟାମ

ପାଲଲହଡ଼ା, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣ ଭୟରେ ଲୋକେ ଘରୁ ବାହାରୁ ନ ଥିବାବେଳେ ପଶୁ ପକ୍ଷୀ ଓ ଅସହାୟଙ୍କ ପାଇଁ ଦେବଦୂତ ସାଜିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନିଜିଗଡ ପଞ୍ଚାୟତ ପୁରୁଣାଗଉଡ ସାହିର ଘନଶ୍ୟାମ ନାହାର। ଦୋକାନ ବଜାର, ହୋଟେଲ...

ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ

ବୌଦ୍ଧ, ୯ା୪(ସ୍ବ.ପ୍ର) ରାଜ୍ୟ ସରକାର ଲକଡାଉନ ସମୟରେ ଗରିବ ଖଟିଖିଆଙ୍କ ପାଇଁ ସହାୟତା ଘୋଷାଣା କରିଛନ୍ତି। ଏହିକ୍ରମରେ ବୌଦ୍ଧ ଜିଲାରେ ନିର୍ମାଣ ଶ୍ରମିକଙ୍କୁ ଏହି ସହାୟତା ରାଶି ବଣ୍ଟନ ଆରମ୍ଭ ହୋଇଛି। ବାପୁଜୀନଗରଠାରେ ବୌଦ୍ଧ ଏନଏସି ନିର୍ବାହୀ ଅଧିକାରୀ ଇଂ....

ବୌଦ୍ଧ ଜିଲାର କୋଭିଡ୍‌-୧୯ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ବୌଦ୍ଧ, ୯ା୪(ସ୍ବ.ପ୍ର) କରୋନା ଭାଇରସ ସଂକ୍ରମଣର ମୁକାବିଲା ପାଇଁ ବୌଦ୍ଧ ଜିଲାର ପ୍ରଶାସନିକ ଅଧିକାରୀ, ଡାକ୍ତର ଓ ସ୍ବାସ୍ଥ୍ୟ ବିଭାଗୀୟ କର୍ମଚାରୀ, ପୋଲିସ, ଗଣମାଧ୍ୟମ ଏବଂ ସ୍ବେଚ୍ଛାସେବୀମାନେ ଦିନରାତି ନିଜର ସେବା ଜାରି ରଖିଛନ୍ତି। ବୌଦ୍ଧ ସହରର ସ୍ବେଚ୍ଛାସେବୀ ଅନୁଷ୍ଠାନ...

ଆରମ୍ଭ ହେଲା ଦେବଗଡ ପୌରାଞ୍ଚଳରେ ସାନିଟାଇଜ କାର୍ଯ୍ୟକ୍ରମ

ଦେବଗଡ, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣକୁ ରୋକିବା ପାଇଁ ବୁଧବାର ଦେବଗଡ ପୌର ପରିଷଦ ପକ୍ଷରୁ ଅଗ୍ନିଶମ ବାହିନୀ ସହାୟତାରେ ପୌରାଞ୍ଚଳର ମୁଖ୍ୟ ଅଞ୍ଚଳଗୁଡିକୁ ଜୀବାଣୁ ମୁକ୍ତ କରିବା ପାଇଁ ଔଷଧ ବିଶୋଧକ କେମିକାଲ ମିଶ୍ରିତ ଜଳ ସିଞ୍ଚନ କରାଯାଇ ସାନିଟାଇଜ...

ବୁଲାଗୋରୁଙ୍କୁ ଖାଦ୍ୟ ପ୍ରଦାନ

ସୋରଡା,୯ା୪(ଡି.ଏନ୍‌.ଏ.)- ସ୍ଥାନୀୟ ଋଷିକୁଲ୍ୟା କ୍ରିକେଟ କ୍ଲବ ତରଫରୁ ସହରର ଗଣିଛକ, ବଡଦାଣ୍ଡ, କାଳୀଳିମନ୍ଦିର ଅଞ୍ଚଳରେ ବୁଲା ଗୋରୁଙ୍କୁ ଖାଦ୍ୟ ବଣ୍ଟନ କରାଯାଉଛି। ସମ୍ପାଦକ ରଜନୀ ମହାପାତ୍ର, ସଭ୍ୟ ଟିକିନା ମହାରଣା, ସରୋଜ ମହାରଣା, ପିଙ୍କୁ ମହାରଣା, ଶିବ ମହାରଣା ପ୍ରମୁଖ...

ଆଇଟିଆଇ ପ୍ରଶାସନକୁ ଦେବ ମାସ୍କ

ବ୍ରହ୍ମପୁର ଅଫିସ,୮ା୪-କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଆଂଶିକ ଶଟ୍‌ଡାଉନ୍‌ ଜାରି ରହିଛି। ଘରୁ ବାହାରିବା ବେଳେ ମାସ୍କ ବ୍ୟବହାରକୁ ମଧ୍ୟ ପ୍ରଶାସନ ବାଧ୍ୟତାମୂଳକ କରିଛି। ଅନ୍ୟପକ୍ଷରେ ବଜାରରେ ମାସ୍କର ଅଭାବ ଦେଖାଦେଉଛି। ଏହାକୁ ପୂରଣ କରିବାକୁ ନେଇ...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ପରିବାରର ୪ ସଦସ୍ୟ

ବ୍ରହ୍ମପୁର ଅଫିସ,୮ା୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱରରେ ଅଧିକ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଫେରନ୍ତାଙ୍କୁ ହୋମ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହିକ୍ରମରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri