ଆମ ଜିଲା ଖବର

ସାମାଜିକ ଦୂରତା ରକ୍ଷା କରି ଦିଆଯାଉଛି ପିଡିଏସ୍‌ ସାମଗ୍ରୀ

ବନ୍ତ,୭ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତରେ ମଙ୍ଗଳବାର ସାମାଜିକ ଦୂରତା ରକ୍ଷା କରାଯାଇ ହିତାଧିକାରୀ ମାନଙ୍କୁ ପିଡିଏସ୍‌ ସାମଗ୍ରୀ ପ୍ରଦାନ କରାଯାଇଛି। ବାଇଧର ରାଜଙ୍କ ନିଳୋକ ରିଟେଲର କେନ୍ଦ୍ର ଅଧୀନରେ ନିଳୋକ, ଓଳମ, ବେଗନା, ସାହାଡାପଲ୍ଲୀ, ତାଳବାଙ୍କ, ବାଲିଗଢିଆ,...

ମାସ୍କ ବଣ୍ଟନ କଲା ରାଇକିଆ ବଣିକ ସଂଘ

ରାଇକିଆ,୭ା୪(ଡି ଏନ ଏ)- କରୋନା ମୁକାବିଲା ପାଇଁ ବିଭିନ୍ନ ସଙ୍ଗଠନ ଆଗକୁ ଆସୁଛନ୍ତି। କିଏ ସଚେତନତା କରୁଛି ତ ଆଉକିଏ ଆର୍ଥିକ ସହଯୋଗ କରୁଛନ୍ତି। ମଙ୍ଗଳବାର ରାଇକିଆ ବଣିକ ସଂଘ ତରଫରୁ ବିଭିନ୍ନ ଅଞ୍ଚଳରେ ମାସ୍କ ବଣ୍ଟନ କରାଯାଇଛି। ଘରୁ...

କରୋନା ମୁକାବିଲା: ଜି.ଉଦୟଗିରି ବିଧାୟକ ଦେଲେ ୪୦ ଲକ୍ଷ

ଦାରିଙ୍ଗବାଡ଼ି,୭।୪(ଡି.ଏନ.ଏ)- କରୋନା ମୁକାବିଲା ପାଇଁ କନ୍ଧମାଳ ଜିଲାପ୍ରଶାସନକୁ ପ୍ରଚୁର ପାଣ୍ଠିର ଆବଶ୍ୟକତା ରହିଛି। ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ତାଙ୍କ ଅତିରିକ୍ତ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠିରୁ ନିଜ ନିର୍ବାଚନ ମଣ୍ଡଳୀ ଟିକାବାଲି, ଜି.ଉଦୟଗିରି, ରାଇକିଆ ଏବଂ ଦାରିଙ୍ଗବାଡ଼ି ସକାଶେ...

ଆହତ ସମ୍ବରକୁ ଚିକିତ୍ସା କରାଇଲା ବନ ବିଭାଗ

ଧମା, ୭।୪ (ଡି.ଏନ.ଏ.) ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକ୍‌ ଖିଣ୍ଡା ଗ୍ରାମର ଖଲିଆବନ୍ଧ ନିକଟରୁ ଧମା ବନ ବିଭାଗ ମଙ୍ଗଳବାର ସକାଳେ ଏକ ଆହତ ସମ୍ବରକୁ ଉଦ୍ଧାର କରାଯାଇଛି । ଲୋକଙ୍କଠାରୁ ଖବର ପାଇ ରେଞ୍ଜର ଆଲୋକ ଷଡଙ୍ଗୀଙ୍କ ତତ୍ତ୍ବାବଧାନରେ...

ସଙ୍ଗରୋଧ ଗୃହରେ ଭୁବନେଶ୍ୱର ଫେରନ୍ତା

ଦାରିଙ୍ଗବାଡ଼ି,୭।୪(ଡି.ଏନ.ଏ)- ଭୁବନେଶ୍ୱର ଅଞ୍ଚଳରେ ରହୁଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ୩ ପରିବାରର ପ୍ରାୟ ୧୪ ଜଣ ଗଁାରେ ପହଞ୍ଚତ୍ଛନ୍ତି। ଦାରିଙ୍ଗବାଡ଼ିର ଡବେରୀ ଗ୍ରାମଠାରେ ପହଞ୍ଚତ୍ବା ପରେ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ସୀମା ସିଲ୍‌ କରାଯାଇ ପୋଲିସ ଜଗି ରହିଥିଲା। ଏତେ...

ବିନା ଭକ୍ତରେ ସରିଲା ତାରାତାରିଣୀଙ୍କ ଚୈତ୍ରଯାତ୍ରା

ପୁରୁଷୋତ୍ତମପୁର,୭ା୪(ଡି.ଏନ.ଏ.)- ଗଞ୍ଜାମ ଜିଲା ତଥା ଓଡିଶାର ପ୍ରସିଦ୍ଧ ଦୈବିପୀଠ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଉଦ୍‌ଯାପିତ ହୋଇଯାଇଛି। ଚଳିତବର୍ଷ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବାରମ୍ବାର ମା’ଙ୍କ ପୀଠକୁ ଆସି ସମସ୍ତ କାର୍ଯ୍ୟର...

ଏମକେସିଜିରେ ଭୁବନେଶ୍ୱର ଫେରନ୍ତା କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୭ା୪- କରୋନା ମହାମାରୀର ପ୍ରକୋପ ଦିନକୁ ଦିନ ଓଡ଼ିଶାରେ ବଢିବାକୁ ଲାଗିଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚତ୍ଛି। ଦକ୍ଷିଣ ଓଡ଼ିଶାର ଏକମାତ୍ର ଭରସାଯୋଗ୍ୟ ଏମ୍‌କେସିଜି ମେଡିକାଲରେ ଦିନକୁ ଦିନ କରୋନା ସନ୍ଦିଗ୍ଧ ସ୍ବାବ ପରୀକ୍ଷା ପାଇଁ...

ମାଟିଆସାହି ସିଲ୍‌, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବେଗୁନିଆପଡା,୭ା୪(ଡି.ଏନ.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ବେଗୁନିଆପଡ଼ା ବ୍ଲକ, ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଅସ୍ଥାୟୀ ସଙ୍ଗରୋଧ ଗୃହ ପରିଦର୍ଶନ କରିଛନ୍ତି। ଭୁବେନଶ୍ବର ଫେରନ୍ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ନିର୍ଦ୍ଦେଶ ଦେବାସହ ସୋମବାର ସିଲ କରାଯାଇଥିବା ସାଙ୍କୁଡା ପଞ୍ଚାୟତ ମାଟିଆସାହିର...

ପାଳଗଦା ଜଳିଗଲା

ଦିଗପହଣ୍ଡି,୭ା୪(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଅଧିନ ବାଲିଘାଇ ଗ୍ରାମ ଇନ୍ଦିରା ଆବାସ କଲୋନୀ ନିକଟରେ ଥିବା ପ୍ରକାଶ ନାଇକଙ୍କ ପାଳଗଦା ଜଳିଯାଇଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ପ୍ରକାଶଙ୍କ ଧାନ ଖଳାରେ ଅଗ୍ନିକାଣ୍ଡ ଘଟି ପ୍ରାୟ ୩...

ବିଶୋଧନ ହେଲା ପୁରୁଷୋତ୍ତମପୁର ସହର

ପୁରୁଷୋତ୍ତମପୁର,୭ା୪(ଡି.ଏନ.ଏ.)- ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଓ ଏନ୍‌ଏସି ନିର୍ବାହୀ ଅଧିକାରୀ ନାଗେଶ୍ୱର ରାଓଙ୍କ ତତ୍ତ୍ବାବଧାନରେ ମଙ୍ଗଳବାର ପୁରୁଷୋତ୍ତମପୁର ଅଗ୍ନିଶମ ବିଭାଗ ଅଧିକାରୀ ଉମାଚରଣ ଭଟ୍ଟମିଶ୍ରଙ୍କ ନେତୃତ୍ୱରେ ଦମକଳ ଗାଡି ମାଧ୍ୟମରେ ସହରକୁ ସମ୍ପୂର୍ଣ୍ଣ ବିଶୋଧନ କରାଯାଇଛି। ସହରର...

ଲକ୍‌ଡାଉନ, ନିୟମ ଉଲ୍ଲଙ୍ଘନ: ୫ ଗିରଫ

ଦିଗପହଣ୍ଡି,୭ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ଦିଗପହଣ୍ଡି ସହରର ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଦିଗପହଣ୍ଡି ନିଳାଦ୍ରୀ ବିହାରର ଶୁକୁରୁ ସେଠୀ, ଆଚାର୍ଯ୍ୟ ବିହାରର ରବୀନ୍ଦ୍ର ପଣ୍ଡା, ଉପରବସା ସାହିର ମିଥୁନ ପାଣିଗ୍ରାହୀ, ପୁଞ୍ଜିକୟଁା ମୁଖ୍ୟରାସ୍ତାର...

ଭୁବନେଶ୍ୱର ଫେରନ୍ତାଙ୍କ ଉପରେ ପ୍ରଶାସନର ନଜର, ବଢୁଛି ଅସନ୍ତୋଷ

ଦିଗପହଣ୍ଡି,୭ା୪(ଡି.ଏନ୍‌.ଏ.)- ଶହ ଶହ ସଂଖ୍ୟାରେ ଶ୍ରମିକ ଗତ ଦୁଇ ଦିନ ମଧ୍ୟରେ ଚାଲି ଚାଲି କିମ୍ବା ସ୍ବତନ୍ତ୍ର ଗାଡ଼ି ଭଡ଼ା କରି ଦିଗପହଣ୍ଡି ଅଞ୍ଚଳର ଗଁାମାନଙ୍କରେ ପହଞ୍ଚତ୍ଛନ୍ତି। ସେମାନେ ଅବାଧରେ ଚଳପ୍ରଚଳ କରୁଥିବାରୁ ଅନେକ ଗଁାରେ ଚାପା ଉତ୍ତେଜନା ଲାଗି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri