ଆମ ଜିଲା ଖବର

୮୦୬ ଗାଡ଼ି ଜବତ

କେନ୍ଦୁଝର, ୭ା୪(ଡି.ଏନ୍‌.ଏ./ସ୍ବ.ପ୍ର.)- ଲକ୍‌ ଡାଉନ କଟକଣା ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲାରେ ୮୦୬ ଗାଡ଼ି ଜବତ ହୋଇଛି। ୫୫ ଜଣଙ୍କ ନାମରେ ପୋଲିସ ମାମଲା ରୁଜୁ କରିଛି ଏଥିମଧ୍ୟରୁ କେନ୍ଦୁଝର ସହରରେ ୧ଶହରୁ ଊର୍ଦ୍ଧ୍ୱ ଗାଡ଼ି ଜବତ ହୋଇଛି। ଜିଲାରେ...

ଆହତ ହରିଣ ମୃତ

କେନ୍ଦୁଝର, ୭।୪(ସ୍ବ.ପ୍ର./ ଡି.ଏନ୍‌.ଏ.)-କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ ଜଂଘିରା ନିକଟ ତେନ୍ତଳାପଶି ପଞ୍ଚାୟତ ଅଧୀନ ମଶୀନାବିଲା ଗ୍ରାମରୁ ବନ ବିଭାଗ ଏକ କ୍ଷତ ବିକ୍ଷତ ଅଣ୍ଡିରା ହରିଣ ଉଦ୍ଧାର କରିଛି। ହରିଣଟି ସୋମବାର ସକାଳ ୯ଟାରେ ପାଖ ଜଙ୍ଗଲରୁ ଗ୍ରାମକୁ...

ବିଶୋଧିତ ହେଲା ଏରେଇଁ ଅଞ୍ଚଳ

ଭଦ୍ରକ ଅଫିସ, ୭ା୪- ସୋମବାର ସକାଳୁ ତୃତୀୟ ଦିନରେ ଭଦ୍ରକ ଉପକଣ୍ଠ ଏରେଇଁ ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧିତ କରାଯାଇଛି। ଜିଲା ଅଗ୍ନିଶମ ଅଧିକାରୀ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଏହି ପଞ୍ଚାୟତ ଅଞ୍ଚଳରେ ବିଶୋଧନ ସ୍ପ୍ରେ କରାଯାଇଛି।...

ପରିବା, ଗ୍ରସୋରି ପାଇଁ ଚାଲି ଚାଲି ଯିବେ ଗ୍ରାହକ

ଭଦ୍ରକ ଅଫିସ, ୭ା୪-ଏଣିକି ହାଟ, ପରିବା ମାର୍କେଟ୍‌ ଓ ଗ୍ରସୋରି ଦୋକାନକୁ ଲୋକେ ଚାଲି ଚାଲି ଯିବେ। ବାଇକ୍‌ ଓ ଚାରିଚକିଆ ଧରି ମାର୍କେଟ୍‌କୁ ଗଲେ ପୋଲିସ ଗାଡ଼ି ଜବତ କରିବା ସହ ଆଇନ ଉଲ୍ଲଂଘନକାରୀଙ୍କୁ ଗିରଫ କରି କୋର୍ଟଚାଲାଣ...

ମାସ୍କ ଓ ସାବୁନ ବଣ୍ଟନ

କୁଆମରା,୭ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ଗୋପବନ୍ଧୁ ନଗର ବ୍ଲକ ପଶୁଦା ପଞ୍ଚାୟତର ଅଛଡା ନବଜ୍ୟୋତି କିଶୋର କ୍ଲବ ପକ୍ଷରୁ ବିଭିନ୍ନ ଗ୍ରାମର ଲୋକଙ୍କୁ ସଚେତନ କରାଯିବା ସହ ମାସ୍କ ଓ ସାବୁନ ବଣ୍ଟନ କରାଯାଇଛି। କ୍ଲବର ସଭାପତି ପାର୍ଥ ସାରଥୀ...

ମୁଖ୍ୟମନ୍ତ୍ରୀଙ୍କ ରିଲଫ ପାଣ୍ଠିକୁ ୨୫ ହଜାର ସହାୟତା

ବାରିପଦା ଅଫିସ, ୭ା୪- ମହାମାରୀ କରୋନା ମୁକାବିଲା ପାଇଁ ବାରିପଦାର ବାସିନ୍ଦା ତଥା ଓଡ଼ିଶା ପ୍ରଶାସନିକ ସେବାର ଅବସରପ୍ରାପ୍ତ ଅଧିକାରୀ ବୈଦ୍ୟନାଥ କର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଡିକୁ ନିଜ ପେନଶନ ରାଶିରୁ ୨୫ ହଜାର ଟଙ୍କା ପ୍ରଦାନ କରିଛନ୍ତି। ମୟୂରଭଞ୍ଜ...

୧୦୮ ଆମ୍ବୁଲାନ୍ସ ନ ଆସିବାରୁ ଯୁବକଙ୍କ ଜୀବନ ଗଲା

ବିଶୋଇ,୭ା୪(ଡି.ଏନ୍‌.ଏ.)- ବର୍ତ୍ତମାନ ଲକଡାଉନ ପରିସ୍ଥିତିରେ ଯାନବାହନ ଚଳାଚଳ ଉପରେ ସରକାର କଟକଣା କରିଥିବାବେଳେ ଆମ୍ବୁଲାନ୍ସ ଓ ଅନ୍ୟ ସ୍ବାସ୍ଥ୍ୟ ସେବା ଯୋଗାଉଥିବା ଯାନବାହନକୁ ୨୪ ଘଣ୍ଟା ସେବା ଯୋଗାଇବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ତେବେ ମୟୂରଭଞ୍ଜ ଜିଲାର ବିଶୋଇ...

ଭାଜପା ପକ୍ଷରୁ ଅସହାୟଙ୍କୁ ଖାଦ୍ୟ ପ୍ରଦାନ

ବାଲେଶ୍ୱର ଅଫିସ, ୭।୪-ଦେଶ କରୋନା ଭଳି ଭୟଙ୍କର ମହାମାରୀ ସହ ଲଢୁଥିବା ବେଳେ ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଜିଲା ଭାଜପା ସଭାପତି ଉମାକାନ୍ତ ମହାପାତ୍ରଙ୍କ ପରାମର୍ଶରେ ଭାଜପା ଯୁବମୋର୍ଚ୍ଚା ତରଫରୁ ବାମପଦାରେ ଥିବା...

ଗ୍ରାମରେ ବ୍ଲିଚିଂ ପକାଇ ବିଶୋଧନ

ବାହାନଗା, ୭ା୪(ଡି.ଏନ୍‌.ଏ.)-ବିଶ୍ୱ ମହାମାରୀ କରୋନା ଭାଇରସକୁ ରୋକିବା ଲାଗି ସାରା ଭାରତରେ ଲକ୍‌ ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଗ୍ରାମରେ ତାର କଡା ମୁକାବିଲା କରିବା ସହିତ ନିଜକୁ କିପରି ସୁରକ୍ଷିତ ରଖିହେବ ଏନେଇ ପଞ୍ଚାୟତ ତରଫରୁ ସରକାରଙ୍କ ନିର୍ଦ୍ଦେଶ...

ରିଲିଫ ପାଣ୍ଠିକୁ ହଜାରେ ଟଙ୍କା ଦେଲେ ୫ମ ଶ୍ରେଣୀ ଛାତ୍ର

ସୋର, ୭ା୪(ଡି.ଏନ.ଏ.)-ସମଗ୍ର ବିଶ୍ୱ ଏବେ କରୋନା ଭୂତାଣୁ ବିରୋଧରେ ଲଢୁଛି। କରୋନା ପାଇଁ ବିଭିନ୍ନ ବ୍ୟକ୍ତିବିଶେଷ ଓ ସଙ୍ଗଠନ ପକ୍ଷରୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଉଛି। ଜଣେ ୫ମ ଶ୍ରେଣୀ ଛାତ୍ର ନିଜ ଟିଫିନ୍‌ ଖର୍ଚ୍ଚରୁ ସଞ୍ଚୟ କରିଥିବା ୧ହଜାର...

ମାନୁନାହାନ୍ତି ସାମାଜିକ ଦୂରତା

ଆଠମଲ୍ଲିକ ୬।୪(ଡି.ଏନ.ଏ.)- ଆଠମଲ୍ଲିକ ସହରର ବିଭିନ୍ନ କଣ୍ଟ୍ରୋଲ ଦୋକାନରେ ଚାଉଳ, ଗହମ ଓ ସରକାରଙ୍କ ଆର୍ଥିକ ସହାୟତା ନେବାକୁ ସୋମବାର ଭିଡ ଲାଗିଥିବା ଦେଖାଯାଇଥିଲା। ଏପରି କି ସାମାଜିକ ଦୂରତା ରଖିବା ନିୟର ଖୋଲା ଉଲ୍ଲଂଘନ କରାଯାଇଥିଲା। ଘରେ ଘରେ...

ଲାଇସେନ୍ସ ନ ଥିଲେ ମେଡିସିନ୍‌ ଦୋକାନ ବନ୍ଦ

ଅନୁଗୋଳ ଅଫିସ, ୬।୪- ଅନୁଗୋଳ ପୌରପାଳିକା ଅଧୀନରେ ଥିବା ମେଡିସିନ୍‌ ଦୋକାନ ଗୁଡ଼ିକରେ ଭିଡ଼ ବଢ଼ୁଛି। ଲୋକମାନେ ସାମାଜିକ ଦୂରତାକୁ ଉଲ୍ଲଂଘନ କରୁଛନ୍ତି। ଯେଉଁ ମେଡିସିନ ଦୋକାନର ଟ୍ରେଡ ଲାଇସେନ୍ସ ନ ଥିବ ସେମାନଙ୍କୁ ପୌରପାଳିକା ପକ୍ଷରୁ ବନ୍ଦ କରିବାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri