ଆମ ଜିଲା ଖବର

ପୋଲିସଙ୍କୁ ଛତା ପ୍ରଦାନ

ଛେଣ୍ଡିପଦା, ୬।୪(ସ୍ବ.ପ୍ର.)-କରୋନା ମୁକାବିଲା ଲାଗି ପରିବାରକୁ ଭୁଲି ଦିନରାତି ଖଟୁଛନ୍ତି ପୋଲିସ କର୍ମଚାରୀ। କେତେକ ସ୍ଥାନରେ ଅମାନିକ ଯୁବକମାନେ ପୋଲିସ ଉପରକୁ ଆକ୍ରମଣ କରିବା ଭଳି ଘଟଣା ମଧ୍ୟ ନଜରକୁ ଆସୁଛି। କରୋନା ବିରୋଧୀ ଲଢ଼େଇରେ ସାମିଲ ହୋଇଥିବା ଏପରି...

ଜଙ୍ଗଲ ଜଳୁଛି, ଗ୍ରାମବାସୀ ଭୟଭୀତ

ବଇଣ୍ଡା, ୬। ୪(ଡି.ଏନ.ଏ.)- ଆଠମଲ୍ଲିକ ବ୍ଲକ ସାପଘରା ପଞ୍ଚାୟତ ଲକ୍ଷ୍ମୀପୁର ଜଙ୍ଗଲରେ କିଛି ଦିନ ହେଲା ନିଆଁ ଲାଗିଛି। ଜଙ୍ଗଲ ଜଳୁଥିବାରୁ ନିକଟରେ ଥିବା ସାପଘରା, ଟେଣ୍ଟୁଲି, ରାଇନାଳୀ, ଖମାର, ବାତ୍ରାଖୋଳ, ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗ୍ରାମବାସୀଙ୍କ କହିବା ମୁତାବକ,...

ବିଶ୍ୱ ଯୁବକେନ୍ଦ୍ର ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ବଇଣ୍ଡା, ୬।୪(ଡି.ଏନ.ଏ.)- ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବଣିନାଳୀ ବିଶ୍ୱ ଯୁବକେନ୍ଦ୍ର ସହାୟତାରେ କିଶୋରନଗର ବ୍ଲକର ବିଭିନ୍ନ ସ୍ଥାନରେ କରୋନା ସଂକ୍ରମଣ ରୋକିବା ପାଇଁ ଲୋକଙ୍କୁ ସଚେତନ କରାଯାଉଛି। ଯୁବକେନ୍ଦ୍ରର ସଦସ୍ୟମାନେ ହଣ୍ଡପା, କଟରଙ୍ଗା, ବିଲେଇନାଳୀ, ଗାଁବଇଣ୍ଡା, ଜାମ୍ବୁନାଳୀ, ନୁନୁକାପଶି,...

ବ୍ରହ୍ମବରଦା ‘କଣ୍ଟେନମେଣ୍ଟ ଜୋନ’ ଘୋଷିତ

ଯାଜପୁର ଅଫିସ/ଯାଜପୁର ଟାଉନ,୬ା୪(ଡି.ଏନ.ଏ.) ଯାଜପୁର ଜିଲାର କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ରସୁଲପୁର ବ୍ଲକର ବ୍ରହ୍ମବରଦା ଗ୍ରାମ ଏବଂ ଏହାର ୩ କି.ମି. ପରିଧି ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ଶନିବାର ସିଲ୍‌ କରାଯାଇ ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା କରାଯାଇଥିଲା।...

ସହର ଫେରନ୍ତାଙ୍କୁ ନେଇ ଚିନ୍ତା

ଭୁବନ, ୬ା୪(ସ୍ବ.ପ୍ର.):କରୋନା ସଂକ୍ରମଣର ହଟ୍‌ଜୋନ୍‌ ପାଲଟିଛି ଭୁବନେଶ୍ୱର। ସ୍ମାର୍ଟସିଟିରେ କଟକଣା ଜୋର୍‌ଦାର କରାଯିବା ପରେ ଏବେ ଗ୍ରାମାଞ୍ଚଳ ମୁହଁ। ହୋଇଛନ୍ତି ଅନେକେ। ଲକ୍‌ଡାଉନ୍‌ ସତ୍ତ୍ୱେ ସେମାନେ ବିଭିନ୍ନ ଉପାୟରେ ଘରକୁ ଫେରିବା ଆରମ୍ଭ କରିଛନ୍ତି। ଫଳରେ ଗ୍ରାମାଞ୍ଚଳରେ ଏବେ ସଂକ୍ରମଣକୁ...

ଆଗନ୍ତୁକଙ୍କ ଉପରେ କଡ଼ା ନଜର

କୋମାକ୍ଷାନଗର, ୬।୪(ଡି.ଏନ୍‌.ଏ.)-କରୋନା ସଂକ୍ରମଣ ରୋକିବାକୁ ସତର୍କ ହୋଇଉଠିଛି କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ। ସହରାଞ୍ଚଳକୁ ଆସୁଥିବା ଆଗନ୍ତୁକଙ୍କ ଉପରେ କଡ଼ା ନଜର ରଖାଯିବା ସହ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଗୁରୁତ୍ୱ ଦିଆଯାଉଛି। ଏ ନେଇ କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର...

୨୦୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା

କାମାକ୍ଷାନଗର, ୬।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ୨୦୦ରୁ ଊର୍ଦ୍ଧ୍ୱ ଛତିଶଗଡ଼ ଶ୍ରମିକଙ୍କ ସୋମବାର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଡାକ୍ତରୀ ଦଳ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିଛନ୍ତି। ଏଥିସହ ସେମାନଙ୍କୁ ସାବୁନ ବଣ୍ଟନ...

ମାନିଲେନି ସାମାଜିକ ଦୂରତ୍ୱ ନିୟମ: ୨୯ ଦୋକାନୀ, ନିୟମ ଉଲ୍ଲଙ୍ଘନକାରୀ ଗିରଫ

ଭଦ୍ରକ ଅଫିସ, ୬ା୪: ସାମାଜିକ ଦୂରତ୍ୱ କଟକଣା ନିୟମକୁ ନ ମାନିବାରୁ ଭଦ୍ରକ ସହରର ବିଭିନ୍ନ ଦୋକାନକୁ ଭଦ୍ରକ ଟାଉନ ପୋଲିସ ସିଲ୍‌ କରିଛି। ଭଦ୍ରକ ସହରରେ ଶଟ୍‌ ଡାଉନ କଟକଣା ନିୟମ ରବିବାର ରାତି ୮ଟାରେ ଉଠିଥିଲା। ପୂର୍ବପରି...

ସାମାଜିକ ଦୁରତ୍ୱ ପାଳନ ନ କଲେ ଦୋକାନ ହେବ ସିଲ୍‌

ବାରିପଦା ଅଫିସ,୬ା୪: ମୟୂରଭଞ୍ଜ ଜିଲାରେ ଥିବା ସମସ୍ତ ମାର୍କେଟ ଓ ଦୋକାନଗୁଡ଼ିକ ସାମଜିକ ଦୂରତ୍ୱ ପାଳନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଯଦି କେହି ଏହାକୁ ପାଳନ ନ କରନ୍ତି ତାହେଲେ ପୋଲିସ ଦୋକାନୀଙ୍କ...

ବିନା ମାସ୍କରେ ବୁଲୁଥିବା ୭ ଜଣଙ୍କଠାରୁ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୬ା୪-କୋଭିଡ୍‌-କରୋନା ଭାଇରସ୍‌ ମୁକାବିଲା ପାଇଁ ଅଧିକ କଠୋର ହୋଇଛି ଗଞ୍ଜାମ ଜିଲା ପ୍ରଶାସନ। ଜିଲାରେ ଆଂଶିକ ଶଟ୍‌ଡାଉନ୍‌ ଲାଗୁ କରାଯିବା ସହ ବିନା ମାସ୍କରେ ବାହାରେ ବୁଲୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ଜିଲା ପ୍ରଶାସନ...

ଛାଡ଼ ପାଇବେ ୩୨ ବିଚାରାଧୀନ କଏଦୀ

କେନ୍ଦୁଝର, ୬।୪ (ସ୍ବ.ପ୍ର.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ୭ ବର୍ଷରୁ କମ ଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ଜାମିନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଭଳି ପରିପ୍ରେକ୍ଷୀରେ କେନ୍ଦୁଝର ଜେଲରେ ଥିବା ୩୨ ଜଣ ବିଚାରାଧୀନ କଏଦୀଙ୍କୁ ଅନ୍ତରୀଣ...

୨ ଲକ୍ଷ ଦେଲେ କେନ୍ଦୁଝର ଏମ୍‌ପି

କେନ୍ଦୁଝର, ୬ା୪(ଡି.ଏନ.ଏ.): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ(ସିଏମଆରଏଫ)କୁ ନିଜ ଦରମାରୁ ଅନ୍‌ଲାଇନ ଜରିଆରେ ୨ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। କରୋନା ମୁକାବିଲା ପାଇଁ ସେ ଏହି ଆର୍ଥତ୍କ ସହାୟତା ପ୍ରଦାନ କରିଛନ୍ତି। କରୋନା ସମୟରେ ଜିଲାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri