ଆମ ଜିଲା ଖବର

ରକ୍ତ ଅଭାବ ଦୂର ପାଇଁ ପୋଲିସ, ସ୍ବେଚ୍ଛାସେବୀ ଆୟୋଜନ କଲେ ଶିବିର

ସୋନପୁର, ୬।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଗତ ୨୪ତାରିଖ ମଧ୍ୟରାତ୍ରରୁ ସାରା ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। ଜରୁରି କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏଭଳି ସ୍ଥିତିରେ ସୁବର୍ଣ୍ଣପୁର ଜିଲାରେ ସ୍ବେଚ୍ଛାକୃତ...

ଗୁଜୁରାଟରେ ଫସିଛନ୍ତି ବରଗଡ଼ର ୨୮ଶ୍ରମିକ

ବରଗଡ଼ ଅଫିସ୍‌,୬।୪: ରାଜ୍ୟ ବାହାରକୁ କର୍ମ ଅନ୍ବେଷଣରେ ଯାଇ କିଛି ରୋଜଗାର ଆଶା ରଖିଥିଲେ । ମାତ୍ର ଲକ୍‌ ଡାଉନ୍‌ ନୁହେଁ, ସଟ୍‌ ଡାଉନ କଟକଣା ଲାଗୁ ହେବାରୁ ଗୁଜୁରାଟର ଜାମନଗର ଦାରେଦ୍‌ ଅଞ୍ଚଳରେ ବରଗଡ଼ ଜିଲାର ଶ୍ରମିକମାନେ ଫସି...

କରୋନା ସଚେତନତା କଲା ଭ୍ରାମ୍ୟମାଣ ଗାଡି

ଖପ୍ରାଖୋଲ, ୬ା୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ପୁତୁଲାମହୁଲ ଗାଁରେ ବ୍ଲକ ପ୍ରଶାସନ ଏବଂ ସ୍ବେଚ୍ଛାସେବୀ ଅନୁଷ୍ଠାନ ବିକଳ୍ପର ମିଳିତ ଉଦ୍ୟମରେ କରୋନା ସଚେତନତା କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କରୋନାରୁ କିଭଳି ରକ୍ଷା ମିଳି ପାରିବ...

ଡେଲିମାର୍କେଟ ଭିଡ ବଢାଉଛି ସଂକ୍ରମଣ ଭୟ

ବଲାଙ୍ଗୀର ଅଫିସ, ୬ା୪: ପଶ୍ଚିମ ଓଡିଶାର କଳାହାଣ୍ଡି ଜିଲାରେ କରୋନା ସଂକ୍ରମିତ ଯୁବକଙ୍କୁ ଚିହ୍ନଟ କରାଯାଇଛି। ଏହା ଜଣାପଡିବା ପରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲାରେ କରୋନା ସଂକ୍ରମଣ ଆତଙ୍କ ଦେଖାଦେଇଛି। ଅଧିକାଂଶ ଲୋକେ ଭୟଭୀତ ହୋଇପଡିଛନ୍ତି। ଅପରପକ୍ଷରେ ପୋଲିସ...

ଗରିବଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଲାଠୋର, ୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ମାରୱାଡି ଯୁବାମଞ୍ଚ ସଭାପତି ଶିତଲ ଅଗ୍ରୱାଲଙ୍କ ନେତୃତ୍ୱରେ ଲାଠୋର ଗ୍ରାମର ଗରିବ ପରିବାରଙ୍କୁ ରାଶନ ସାମଗ୍ରୀ ପ୍ରଦାନ କରାଯାଇଛି। ଲକଡାଉନ ଯୋଗୁଁ ଗରିବ ଲୋକେ ରୋଜଗାର ହରାଇ ସମସ୍ୟାରେ ରହିଛନ୍ତି।...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬ମାସର ଦରମା ଦେଲେ ସରପଞ୍ଚ

ଲାଠୋର, ୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରପଞ୍ଚ ପ୍ରବୀଣ ଅଗ୍ରୱାଲ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬ ମାସର ଦରମା ଚେକ ଆକାରରେ ଖପ୍ରାଖୋଲ ତହସିଲଦାର ନିରଞ୍ଜନ ନାଏକଙ୍କ ଜରିଆରେ ପ୍ରଦାନ କରିଛନ୍ତି। ସେହିପରି ତୁରେକେଲା ବ୍ଳକ ହଲନଭଟା...

ଦୁର୍ଦ୍ଦିନରେ ନିର୍ମାଣ ଶ୍ରମିକ, କ୍ଷୁଦ୍ର ବ୍ୟବସାୟୀ: ସହାୟତାକୁ ଚାହିଁ ରହିଛନ୍ତି ୧.୩୭ ଲକ୍ଷ ନିର୍ମାଣ ଶ୍ରମିକ

ଯାଜପୁର ଅଫିସ, ୬ା୪: ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ବଢ଼ି ଚାଲିଥିବାବେଳେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ କଟକଣା ଯୋଗୁ ଅନେକଙ୍କୁ ଖାଦ୍ୟ ଚିନ୍ତା ଘାରିଛି। ବହୁ ଲୋକ ରୋଜଗାର ହରାଇଛନ୍ତି। ବିଶେଷକରି ନିର୍ମାଣ ଶ୍ରମିକ ଓ କ୍ଷୁଦ୍ର ବ୍ୟବସାୟୀମାନେ ବହୁଳ...

ଗଞ୍ଜାମ ଜିଲା ପ୍ରଶାସନ ନଜରରେ ଭୁବନେଶ୍ବର ଫେରନ୍ତା

ଛତ୍ରପୁର,୬ା୪(ଡି.ଏନ୍‌.ଏ.)-ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସେଠାରୁ ଗଞ୍ଜାମ ଜିଲାକୁ ଫେରୁଥିବା ଲୋକଙ୍କ ଉପରେ ନଜର ରଖାଯିବ। ଭୁବନେଶ୍ୱର ଫେରନ୍ତାଙ୍କ ଚିହ୍ନଟ କରି ତୁରନ୍ତ କ୍ୱାରାଣ୍ଟାଇନ୍‌ରେ ରଖିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ସମସ୍ତ ବ୍ଲକ ଉନ୍ନୟନ...

ସାମାଜିକ ଦୂରତ୍ୱକୁ ଗୁରୁତ୍ୱ, ଉଲ୍ଲଂଘନ କଲେ ଦୋକାନ ସିଲ୍‌

ଯାଜପୁର ଅଫିସ,୬ା୪: ଘାତକ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଯାଜପୁର ଜିଲାରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ ସଫଳ ହୋଇଛି। ଲୋକମାନେ ଏହାକୁ ସମର୍ଥନ କରି ଘରେ ରହିଥିବାରୁ ଜିଲାପାଳ ରଞ୍ଜନ କୁମାର ଦାସ ଜିଲାବାସୀଙ୍କ ଧନ୍ୟବାଦ ଜଣାଇଛନ୍ତି।...

ମା’ଙ୍କ ପ୍ରେରଣାରେ ମାସ୍କ ତିଆରି କଲେ ନର୍ସ

ସୋରଡା,୬ା୪(ଡି.ଏନ୍‌.ଏ.)- ସୋରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ନର୍ସ ଜ୍ୟୋସ୍ନାରାଣୀ ମା’ଙ୍କ ପ୍ରେରଣାରେ ଘରେ ମାସ୍କ ତିଆରି କରୁଛନ୍ତି। ସକାଳୁ ପୋଲିସି ଥାନାର ସମସ୍ତ କର୍ମଚାରୀ, ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ଏବଂ  ମେଡିକାଲ କର୍ମଚାରୀଙ୍କୁ ସେ ଏହା ବଣ୍ଟନ କରୁଛନ୍ତି। ପ୍ରଧାନମନ୍ତ୍ରୀ, ମୂଖ୍ୟମନ୍ତ୍ରୀ,...

୫ ଶିକାରୀ ଗିରଫ, ବନ୍ଧୁକ ଜବତ

ସଜନାଗଡ଼,୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରୁ ବନ୍ୟଜନ୍ତୁଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି ହେଉଛି। କୁଲଡ଼ିହା ବନବିଭାଗ ପକ୍ଷରୁ ରବିବାର ରାତିରେ ପାଟ୍ରୋଲିଂ ସମୟରେ ୫ ଜଣ ଶିକାରୀଙ୍କୁ ଗିରଫ...

ଲକ୍‌ଡାଉନରୁ ଶଟ୍‌ଡାଉନ ସ୍ଥିତି ଆଣନ୍ତୁ ନାହିଁ

ଫୁଲବାଣୀ ଅଫିସ, ୬ା୪- ସମଗ୍ର ଓଡ଼ିଶାରେ କରୋନା ଭୂତାଣୁ ସଂକ୍ରମଣ ଏବେ ବଢ଼ି ଚାଲିଛି। କନ୍ଧମାଳ ଜିଲାବାସୀଙ୍କୁ ଏଥିରୁ ସୁରକ୍ଷା ଦେବାକୁ ଜିଲା ପ୍ରଶାସନ, ପୋଲିସ୍‌ ପ୍ରଶାସନ, ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ପୌର ପରିଷଦ, ବିଜ୍ଞାପିତ ଅଞ୍ଚଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri