ଆମ ଜିଲା ଖବର

ସାନିଟାଇଜ ହେଲା ପରିବା ବଜାର

ସମ୍ବଲପୁର,୬।୪(ବ୍ୟୁରୋ)-କରୋନା ଭୂତାଣୁ ମୁକାବିଲା ପାଇଁ ସହରରେ ଅସ୍ଥାୟୀ ଭାବେ ପରିବା ବଜାର ବସୁଛି । ଏହାକୁ ପର୍ଯ୍ୟାୟକ୍ରମେ ମହାନଗର ନିଗମ ଓ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଉଛି । ସୋମବାର ବଜାର ବନ୍ଦ ହେବା ୧୧ଟା ପରେ ଏହି...

ଅଙ୍ଗନୱାଡ଼ି ଶିଶୁଙ୍କୁ ଦିଆଯାଇନି ଖାଦ୍ୟ, ଲାଦାମାଲାରେ ଅଶାନ୍ତି

ଦାରିଙ୍ଗବାଡ଼ି,୬।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଲାଦାମାଲା ଅଙ୍ଗନାୱାଡ଼ି କେନ୍ଦ୍ରର ଶିଶୁଙ୍କୁ ରନ୍ଧାଖାଦ୍ୟ ସାମଗ୍ରୀ ପହଞ୍ଚାଯାଇ ନ ଥିବା ଅଭିଯୋଗ ହୋଇଛି। ଏନେଇ ଅଭିଭାବକମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ମାର୍ଚ୍ଚରେ କରୋନା ପାଇଁ ଜିଲାରେ ୧୪୪ ଧାରା ଜାରି ହୋଇଛି।...

ଧରା ପଡ଼ିଲା ନକଲି ବିଦେଶୀ ମଦ କାରବାର: ୨୮ଲକ୍ଷ ଟଙ୍କା ଜବତ

ବରଗଡ଼ ଅଫିସ, ୬।୫- ବରଗଡ଼ ଟାଉନ ଥାନା ପୋଲିସ ଏକ ବଡ ଧରଣର ନକଲି ବିଦେଶୀ ମଦ କାରବାର ଠାବ କରିଛି। ଏହି କାରବାରରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ଭଟଲି ରୋଡ ମାତୃହାର...

ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ପୋଲିସ

ମୁନିଗୁଡ଼ା,୬ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ଲାଗି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ସୋମବାର ଏହା ୧୩ ଦିନରେ ପହଞ୍ଚିଛି। ବହୁ ଲୋକ ଏହାକୁ ସମ୍ପୂର୍ଣ୍ଣ ଭାବେ ମାନୁଥିବା ବେଳେ ଆଉ କେତେକ ଅମାନିଆ ହୋଇ ରାସ୍ତାରେ ବୁଲୁଛନ୍ତି। ତେବେ...

ହିଣ୍ଡାଲକୋ ପକ୍ଷରୁ କରୋନା ପ୍ରତିଷେଧକ ପାଇଁ ସାନିଟାଇଜ

ସମ୍ବଲପୁର, ୬।୪ (ବ୍ୟୁରୋ)- ହୀରାକୁଦ ହିଣ୍ଡାଲକୋ ପକ୍ଷରୁ କରୋନା ଭୂତାଣୁ ପ୍ରତିଷେଧକ ଭାବେ ବିବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି କ୍ରମରେ ହୀରାକୁଦସ୍ଥିତ କମ୍ପାନୀ ଭିତର ବାହାର, ଥାନା ପରିସର ପ୍ରଭୃତି ଅଞ୍ଚଳକୁ ସାନିଟାଇଜ୍‌ କରାଯାଇଛି । ହିଣ୍ଡାଲକୋ...

୩୬୫ ପରିବାରକୁ ଆଦିତ୍ୟ ଆଲୁମିନିୟମ ପକ୍ଷରୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ସମ୍ବଲପୁର, ୬।୪ (ବ୍ୟୁରୋ)- ବିଶ୍ୱବ୍ୟାପି କରୋନା ଭୂତାଣୁର ବିଭିଷିକାରେ ଭାରତ ମଧ୍ୟ କବଳିତ ହୋଇଛି । ଏହାର ମୁକାବିଲା ଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲକ୍‌ ଡାଉନକୁ ସମସ୍ତେ ମାନି ନେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଆଦିତ୍ୟ...

ନିୟମ ମାନି ଘରେ ରହିବାକୁ ଛାତ୍ରୀଛାତ୍ରଙ୍କୁ କୁଳପତିଙ୍କ ପରାମର୍ଶ

ସମ୍ବଲପୁର, ୬।୪ (ବ୍ୟୁରୋ)- ସଂପ୍ରତି ଦେଶରେ କରୋନା କଟକଣା ଲାଗି ରହିଛି । ତେଣୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ମଧ୍ୟ ଅସୁବିଧା ଉପୁଜୁଛି । ଏହାକୁ ଦୃଷ୍ଟିରେ ରଖି ଓଡିଶା ମୁକ୍ତ ବିଶ୍ୱବିଦ୍ୟାଳୟ (ଓଏସଓୟୁ) କୁଳପତି ପ୍ରଫେସର ଶ୍ରୀକାନ୍ତ ମହାପାତ୍ର ସ୍ନାତକୋତ୍ତର...

ପିଡିଏସ୍‌ ସାମଗ୍ରୀ ବଣ୍ଟନବେଳେ ଗହଳି

ଦାରିଙ୍ଗବାଡ଼ି,୬।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ ବ୍ଲକ ପ୍ରଶାସନ ପକ୍ଷରୁ ବଣ୍ଟନ ସ୍ଥାନରେ ଗୋଲେଇ କରାଯିବା ସହ ଉକ୍ତ ଗୋଲେଇ ମଧ୍ୟରେ ରହି ଏହି ସମାଗ୍ରୀ ନେବାକୁ ପରାମର୍ଶ ଦିଆଯାଇଥିଲା। ହେଲେ ଏବେ ପ୍ରବଳ ଭିଡ଼...

ସିମନବାଡ଼ିରେ କରାଗଲା ବିଶୋଧନ, ବ୍ୟବହାର ହେଉଛି କମ୍‌ ପରିମାଣର ବ୍ଲିଚିଂ

ଦାରିଙ୍ଗବାଡ଼ି,୬।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତରେ ରହିଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ସମେତ ପଞ୍ଚାୟତ କାର୍ଯ୍ୟାଳୟ, ବ୍ୟାଙ୍କ ଏବଂ ଗାଁ ଦାଣ୍ଡ ବିଶୋଧନ କରାଯାଇଛି। ତେବେ ଉପଯୁକ୍ତ ପରିମାଣର ବ୍ଲିଚିଂ ପାଉଡରର ବ୍ୟବହାର ହେଉନଥିବା ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଅଗ୍ନିଶମ ବିଭାଗକୁ...

ଶେରଗଡ଼ରେ ୧୨ ବାଇକ୍‌ ଚାଳକଙ୍କ ନାମରେ ମାମଲା, ୨ ହଜାର ଜରିମାନା ଆଦାୟ

ଶେରଗଡ଼, ୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ପୋଲିସ ପକ୍ଷରୁ ଲକ୍‌ଡାଉନ ସମୟରେ ଚଢ଼ାଉ ଜାରିରହିଛି। ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ଶେରଗଡ଼ ବଜାର ଛକ ଓ ଚାରି ଛକରେ ପାଟ୍ରୋଲିଂ ଜାରି ରଖିଛନ୍ତି। ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ...

କଟକର ସଂକ୍ରମିତ ଅଞ୍ଚଳରେ ଚାଲିଛି ପରୀକ୍ଷଣ

କଟକ ଅଫିସ,୬ା୪: କଟକ ସହରର ପଟାପୋଲ ଅଞ୍ଚଳରୁ ପ୍ରଥମ କରୋନା ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏହି ଅଞ୍ଚଳକୁ କଟକ ମହାନଗର ନିଗମ(ସିଏମ୍‌ସି)ପକ୍ଷରୁ ସିଲ୍‌ କରିଦିଆଯାଇଛି। ଏବେ ଘରକୁ ଘର ଯାଇ ସକ୍ରିୟ ନିରୀକ୍ଷଣ କରାଯାଉଛି। ଆଶା ଏବଂ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନିଉଟନ୍‌ କଲେଜ ଦେଲା ୨ଲକ୍ଷ ଟଙ୍କା

ସମ୍ବଲପୁର, ୬।୪ (ବ୍ୟୁରୋ)- କରୋନା ଭୂତାଣୁ ମୁକାବିଲା କରିବାକୁ ରାଜ୍ୟ ଓ ଦେଶରେ ତତ୍ପରତା ପ୍ରକାଶ ପାଇଛି । ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷ ରାଜ୍ୟ ସରକାରଙ୍କୁ କରୋନା ମୁକାବିଲା ପାଇଁ ଅର୍ଥ ପ୍ରଦାନ କରୁଛନ୍ତି । ଏହିକ୍ରମରେ ସମ୍ବଲପୁର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri