ଆମ ଜିଲା ଖବର

ଗ୍ରୀଲ୍‌ ଭାଙ୍ଗି ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ନିରାକାରପୁର,୧୩ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ରାତିରେ ସମସ୍ତେ ଘରେ ଶୋଇଥିବା ସମୟରେ ଗ୍ରୀଲ୍‌ ଭାଙ୍ଗି କେହି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ସମେତ ସୁନା ଅଳଙ୍କାର ଲୁଟ୍‌ କରି ନେଇଥିବା ନେଇ ନିରାକାରପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ କରିଛନ୍ତି...

ଅନୁଭବଙ୍କ ଘରେ ବ୍ୟାଙ୍କ ଚଢ଼ାଉ

କଟକ,୧୩ା୩(କାର୍ତ୍ତିକ ସାହୁ): କଟକ ଅର୍ବାନ୍‌ କୋ-ଅପରେଟିଭ୍‌ ବ୍ୟାଙ୍କ ପକ୍ଷରୁ ଏମ୍‌ପି ଅନୁଭବ ମହାନ୍ତିଙ୍କ ଖାନନଗରସ୍ଥିତ ଭଡ଼ା ବାସଭବନରେ ବୁଧବାର ଚଢ଼ାଉ କରାଯାଇଛି। ସୂଚନାନୁସାରେ, ଅନୁଭବଙ୍କ ଭାଇ ଅନୁପ୍ରାସ ଉକ୍ତ ବ୍ୟାଙ୍କରୁ ୨୦୧୨ରେ ୩୦ ଲକ୍ଷ ଟଙ୍କା ଋଣ ଆଣିଥିଲେ। ସେ...

ଝୁଲନ୍ତା ଅବସ୍ଥାରେ ଆମ୍ବଗଛରୁ ମିଳିଲା ନାବାଳକଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବାଲିଗୁଡ଼ା,୧୩ା୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଶ୍ରୀରାମପୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ୧୨ ବର୍ଷର ନାବାଳକଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଝୁଲନ୍ତା ଅବସ୍ଥାରେ ନାବାଳକଙ୍କ ମୃତଦେହ ଗାଁ ନିକଟସ୍ଥ...

ଏସ୍‌ଡିପିଓ କାର୍ଯ୍ୟାଳୟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୧୩ା୩(ସିମାଞ୍ଚଳ ମିଶ୍ର): ଓଡ଼ିଶାର ଏକମାତ୍ର ଏସ୍‌ଡିପିଓ ଅଫିସ ଭାବେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍‌ଡିପିଓ କାର୍ଯ୍ୟାଳୟ ନୂତନ କୋଠାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ବୁଧବାର ଲୋକାର୍ପଣ କରିଛନ୍ତି। ଏହି ଅବସରରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଏନ୍‌ଏସି...

ବାଇକ୍‌ ଉପରେ ଚଢ଼ିଗଲା ଲୁହାପଥର ବୋଝେଇ ଟ୍ରକ୍‌, ଜଣଙ୍କ ଜୀବନ ଗଲା, ଗୁରୁତର

ଆନନ୍ଦପୁର,୧୩ା୩(ସୁଶାନ୍ତ କୁମାର ସାହୁ): ଘସିପୁରା ଥାନା ୨୦ ନଂ ଜାତୀୟ ରାଜପଥର କନକ ମଞ୍ଜରୀ ମହିଳା ମହାବିଦ୍ୟାଳୟ ସମ୍ମୁଖରେ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଅଗ୍ନିଶମ ବାହିନୀ କର୍ମଚାରୀଙ୍କ ସହାୟତାରେ...

୨ ଥାନା, ଏସ୍‌ଡିପିଓ, ଫାଣ୍ଡିର ନୂତନ କୋଠା ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୩ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନ ଛତ୍ରପୁର ଓ ହିଞ୍ଜିଳି ଥାନା, ପୁରୁଷୋତ୍ତମପୁର ଏସ୍‌ଡିପିଓ ଓ ବାଲିପଦର ଆଉଟ୍‌ପୋଷ୍ଟ ନୂତନ ବିଲ୍ଡିଂ ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏଗୁଡ଼ିକୁ ଲୋକାର୍ପିତ କରିଛନ୍ତି।...

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ରାଜ୍ୟ ସରକାର ବୁଧବାର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି। ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର...

ଅକାଳରେ ଝଡ଼ିଗଲେ ଦୁଇ ଭଉଣୀ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

କେନ୍ଦୁଝର,୧୩ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ଅଧିନସ୍ଥ ପୁରନ୍ଦରପୁର ଗାଁରେ ଦୁଇ ଭଉଣୀଙ୍କର ସନ୍ଦେହଜନକ ମୃତ୍ୟୁ ହୋଇଛି। ଟଙ୍କଧର ମହାରଣାଙ୍କର ମୃତ ଦୁଇ ନାବାଳିକା ଝିଅ ହେଲେ ଇତିଶ୍ରୀ (୪) ଏବଂ ଲିପି (୨)। ୨...

ବିଜେଡିରେ ସାମିଲ ହେଲେ ଅନେକ ଭାଜପା କର୍ମୀ

ଗୋପାଳପୁର,୧୩।୩(ନବୀନ ରାଜ ଆଚାରୀ): ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ବୁଧବାର ବିଜେଡି ପକ୍ଷ୍ୟରୁ ବନ୍ଧୁମିଳନ ଓ କର୍ମୀ ସମ୍ମିଳନୀ ଗୋପାଳପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଯୁବ ନେତା ଶିବ ରାମ ପାତ୍ର ଓ ରାମ ହରି ପାତ୍ର ନେତୃତ୍ୱରେରେ କର୍ମୀ...

ଆସୁଛି ନିର୍ବାଚନ: ବାର୍ଦ୍ଧକ୍ୟ, ଶଯ୍ୟାଶାୟୀଙ୍କ ଲାଗି ହେଲେ ସ୍ବତନ୍ତ୍ର ହୋମ-ଭୋଟିଂ ବ୍ୟବସ୍ଥା

ଛତ୍ରପୁର,୧୩।୩(ସନ୍ତୋଷ ପାଢ଼ୀ ): ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନର କେତେଗୁଡ଼ିଏ ନୂତନ ବ୍ୟବସ୍ଥା କରିଛନ୍ତି। ଯାହାକି ପ୍ରଥମ ଥର ପାଇଁ ଲାଗୁ ହେବ ବୋଲି ଗଞ୍ଜାମ ଜିଲା ସଦର ମହାକୁମା ଛତ୍ରପୁରର ଜିଲାପରିଷଦ ଭବନ ଋଷିକୁଲ୍ୟା...

୬୦ନଂ ଜାତୀୟ ରାଜପଥରେ ଦୁଇଦୁଇଟି ଦୁର୍ଘଟଣା

ବାଲେଶ୍ୱର,୧୩।୩(ମାନସ ବିଶ୍ୱାଳ) : ୬୦ ନଂ ଜାତୀୟ ରାଜପଥ ହଳଦୀପଦା ନିକଟରେ ପୃଥକପୃଥକ ଦୁଇଟି ଦୁର୍ଘଟଣା ଘଟିଛି । ଏଥିରେ ୩ ଆହତଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୁଚନା ଅନୁଯାୟୀ, ବିଳମ୍ବିତ ରାତିରେ ୬୦ ନଂ...

ମୃତ ଝିଅକୁ ବଞ୍ଚାଇବା ପାଇଁ ଚେଙ୍କ ଦେଲେ ପରିବାର

ପାଟଣା,୧୩।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ପୁରନ୍ଦରପୁର ଗାଁରେ ଝାଡ଼ାବାନ୍ତିରେ ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ଭଉଣୀ ହେଲେ ଟଙ୍କଧର ମହାରଣାଙ୍କ ୪ ବର୍ଷର ଝିଅ ଇତିଶ୍ରୀ ଏବଂ ୨ ବର୍ଷର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri