ଆମ ଜିଲା ଖବର

ଦିଲ୍ଲୀର ୧୦ ସଂଖ୍ୟାଲଘୁଙ୍କୁ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରଖାଗଲା

ସୋନପୁର,୪।୪(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ବୀରମହରାଜପୁର ସହର ଉପକଣ୍ଠରେ ଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ବ୍ୟକ୍ତିଙ୍କ ଘରେ ୧୦ଜଣ ଅପରିଚିତ ଲୋକ ଗତ କିଛିଦିନ ହେଲା ରହି ଆସୁଥିଲେ । ଦିଲ୍ଲୀ ନିଜାମୁଦ୍ଦିନ ଘଟଣା ପରେ ସ୍ଥାନୀୟ ଲୋକେ ସନ୍ଦେହ କରି ଏ...

ବିଞ୍ଝାରପୁରର ୫ ପଞ୍ଚାୟତ ଶଟଡାଉନ

ବିଞ୍ଝାରପୁର, ୪।୪ (ଡି.ଏନ.ଏ) : ଯାଜପୁର ଜିଲା ରସୁଲପୁର ବ୍ଲକ ବ୍ରହ୍ମବରଦାରେ ଶୁକ୍ରବାର ଜଣେ କରୋନା ସଂକ୍ରମିତ ଚିହ୍ନଟ ହେବାପରେ ଜିଲା ପ୍ରଶାସନ ପକ୍ଷରୁ ଅଧିକ ତତ୍ପରତା ପ୍ରକାଶ ପାଇଛି। ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ବିଞ୍ଝାରପୁର ବ୍ଲକର...

ସୋହେଲାରେ ବଢ଼ିଲା ଲକ ଡାଉନ କଟକଣା

ସୋହେଲା,୪।୪(ଡି.ଏନ.ଏ.)-ବରଗଡ ଜିଲା ସୋହେଲାରେ ଏଣିକି ଲକ ଡାଉନ କଟକଣାକୁ କଡାକଡ଼ି କରାଯିବାକୁ ନିଷ୍ପତ୍ତି ହୋଇଛି । ଶନିବାର ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରୁଆନ ଲକ ଡାଉନ ପରିସ୍ଥିତି ନିରୀକ୍ଷଣ କରିବା ପାଇଁ ଏଠାକୁ ଆସିଥିଲେ। ଲୋକେ ବାଇକ ଧରି...

କରୋନା ମୁକାବିଲା ପାଇଁ ସହାୟତାର ହାତ ବଢାଇଲା ରେଭେନଶା

କଟକ ଅଫିସ,୪/୪- ରେଭେନଶା ବିଶ୍ୱବିଦ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୪,୫୨,୬୯୧ ଟଙ୍କା ଶନିବାର ସହାୟତା ପ୍ରଦାନ କରାଯାଇଛି । ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସମେତ ସମସ୍ତ ଅଧ୍ୟାପକ ଏବଂ କର୍ମଚାରୀ ସେମାନଙ୍କର ଗୋଟିଏ ଦିନର ଦରମା କରୋନା ମୁକାବିଲା ପାଇଁ...

ଖାଦ୍ୟ ଚାଖିବାକୁ କହିବାରୁ ରାଗିଗଲେ ବିଡ଼ିଓ

ବାମରା,୪।୪(ଡି.ଏନ.ଏ.)କରେନା ପାଇଁ ସମସ୍ତ ପଞ୍ଚାୟତରେ ଅସ୍ଥାୟୀ କେନ୍ଦ୍ର ଖୋଲି ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି । ବାମରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତରେ ମଧ୍ୟ ରନ୍ଧା ଖାଦ୍ୟ ସ୍ବେଚ୍ଛାସେବୀଙ୍କ ମାଧ୍ୟମରେ ଘରକୁ ଘର ପହଞ୍ଚାଇ ଦିଆଯାଉଛି। ଶନିବାର ସ୍ବେଚ୍ଛାସେବୀମାନେ ଏହି କ୍ରମରେ...

ଲକ୍ ଡାଉନ ବେଳେ ଅସହାୟଙ୍କୁ ଖାଦ୍ୟ ଯୋଗାଉଛି ଏସ୍ଏଚଜି

ଗୁମ୍ମା,୪।୪: ମହାମାରୀ କରୋନା ମୁକାବିଲା ପାଇଁ ସରକାର ଲକ୍ ଡାଉନ ଘୋଷଣା କରିଛନ୍ତି। ଏଭଳି ପରିସ୍ଥିତିରେ ସମସ୍ତ ଦୋକାନ, ବଜାର, ହୋଟେଲ୍ ବନ୍ଦ ରହିଛି। ତେଣୁ ବୟସ୍କ, ମାନସିକ ଅସୁସ୍ଥ, ନିରାଶ୍ରୟ, ଦିବ୍ୟାଙ୍ଗ ଓ ଅସହାୟ ଲୋକଙ୍କୁ ସରକାର ଏହି...

ବଡ ବୋଦସା ଗ୍ରାମରେ ଗୋଷ୍ଠୀ ସଂଘର୍ଷ: ୧୧ଜଣଙ୍କ ନାମରେ ମାମଲା ରୁଜୁ

ନୟାଗଡ ଅଫିସ/ଖଣ୍ଡପଡା,୪ା୪(ସ୍ୱ.ପ୍ର):ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ନୟାଗଡ ଜିଲା ଖଣ୍ଡପଡା ଥାନାର ବଡବୋଦସା ଗ୍ରାମରେ ଗୁରୁବାର ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଏଥିରେ ଉଭୟ ପକ୍ଷର ୫ଜଣ ସାମାନ୍ୟ ଆହତ ହୋଇଛନ୍ତି । ଉଭୟଙ୍କ ପକ୍ଷରୁ ଶୁକ୍ରବାର ଖଣ୍ଡପଡା...

ଲକ୍‌ଡାଉନ ନିୟମ ଉଲ୍ଲଂଘନ, ୫ ଜଣଙ୍କ ନାମରେ ମାମଲା

ନୟାଗଡ ଅଫିସ/ଖଣ୍ଡପଡା,୪ା୪(ସ୍ୱ.ପ୍ର):କରୋନା ପାଇଁ ଲକ୍‌ଡାଉନ ନିୟମକୁ ଉଲଂ୍ଲଘନ କରିବା ଅଭିଯୋଗରେ ଖଣ୍ଡପଡା ଥାନା ଖଳିସାହି ବଜାରର ୫ ଜଣ ଚା ଓ ଜଳଖିଆ ବ୍ୟବସାୟୀ ନାମରେ ମାମଲା ରୁଜୁ ହୋଇଛି । ପୋଲିସ ଖଳିସାହି ଗ୍ରାମ ରାଜୁଆ ସାହିର ଶରତଚନ୍ଦ୍ର...

୩ ଜଣଙ୍କ ରକ୍ତ ନମୁନା ସଂଗ୍ରହ: ୧୮ ଜଣଙ୍କୁ ହୋମ କ୍ୱାରେଣ୍ଟାଇନ

ସୋହେଲା,୪।୪(ଡି.ଏନ.ଏ.)- ବରଗଡ ଜିଲା ସୋହେଲା ଥାନା ଅନ୍ତର୍ଗତ ୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା ଦଶ ମାଇଲ ଛକରେ କେତେକ ନିଜାମୁଦ୍ଦିନ ଫେରନ୍ତା ଆସି ରହୁଥିବା ଅଭିଯୋଗ ହୋଇଥିଲା । ଅଭିଯୋଗ ପାଇ ପଦ୍ମପୁର ଉପ ଜିଲାପାଳ ତନ୍ମୟ...

କ୍ରିକେଟ ମ୍ୟାଚ ପାଇଁ ବେଟିଂ, ୩ ଗିରଫ

ଗୁଣପୁର,୪।୪(ଡି.ଏନ୍.ଏ.): ରାୟଗଡ଼ା ଜିଲା ଗୁଣପୁର ପୋଲିସ କ୍ରିକେଟ ମ୍ୟାଚ ପାଇଁ ବେଟିଂ କରିବା ଅଭିଯୋଗରେ ପୁଣି ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଗୁଣପୁରର ଜି. ଶ୍ରୀନିବାସ ରାଓ, କତୁରୁ ଗ୍ରାମର ଏସ୍. ତାତା ରାଓ ଏବଂ...

ସହରାଞ୍ଚଳ ବିଶୋଧନ ଆରମ୍ଭ କଲା ଗୁଣପୁର ପ୍ରଶାସନ

ଗୁଣପୁର,୪।୪(ଡି.ଏନ୍.ଏ.): ରାୟଗଡା ଜିଲା ଗୁଣପୁର ପୌର ପରିଷଦ ଏବଂ ଅଗ୍ନିଶମ ବିଭାଗ ପକ୍ଷରୁ ଶନିବାର ମିଳିତ ଭାବେ ସହରର ବିଭିନ୍ନ ସ୍ଥାନରେ ବିଶୋଧନ କରାଯାଇଛି। ମେଡିକାଲ, ପୁରୁଣା ବସଷ୍ଟାଣ୍ଡ ଏବଂ ମାଛ ବଜାର ଅଞ୍ଚଳରେ ବିଶୋଧନ ହୋଇଛି। ପୌର ପରିଷଦର...

କୁକୁଡ଼ା ଦୋକାନ ଭାଙ୍ଗିଲା ପୌର ପରିଷଦ

ବାରିପଦା ଅଫିସ,୪।୪: କରୋନା ମୁକାବିଲା ପାଇଁ ପରିଷ୍କାର ପରିଛନ୍ନତା ପ୍ରତି ଗୁରୁତ୍ୱ ଦିଆ ଯାଉଥିବା ବେଳେ ମୟୂରଭଞ୍ଜ ପୌର ପରିଷଦରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଥିଲା। ଶନିବାର ସହରର ସତ୍ୟସାଇ ପେଟ୍ରୋଲ ପମ୍ପ ଛକରେ ଥିବା ଏକ ବ୍ରଏଲର କୁକୁଡ଼ା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri