ଆମ ଜିଲା ଖବର

ଅଶ୍ୱିନୀ କୋଭିଡ ହସ୍ପିଟାଲରେ ୬ ଆକ୍ରାନ୍ତ , ଚାଲିଛି ଚିକିତ୍ସା

କଟକ ଅଫିସ,୪। ୪: କଟକ ସ୍ଥିତ ଅଶ୍ୱିନୀ ହସ୍ପିଟାଲକୁ ରାଜ୍ୟ ସରକାର କୋଭିଡ ହସ୍ପିଟାଲରେ ପରିଣତ କରିଛନ୍ତି। ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ ବଦଳରେ ଏଠାରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରାଯିବ। ଏହି ହସ୍ପିଟାଲରେ ୬ଜଣ କରୋନା ଆକ୍ରାନ୍ତଙ୍କୁ...

ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ଦେଲେ ଶିଳ୍ପୀ ଇଶ୍ୱର : କହିଲେ ‘ ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’

ଭୁବନେଶ୍ବର, ୪।୪(ବ୍ୟୁରୋ): ବୋତଲ କଳାରେ କରୋନା ସଚେତନତା ବାର୍ତ୍ତା ‘ ଘରେ ରୁହନ୍ତୁ ସୁସ୍ଥ ରୁହନ୍ତୁ’ l ଶିଳ୍ପୀ ଏଲ୍ ଇଶ୍ୱର ରାଓ ଏଭଳି କିଛି ବାର୍ତ୍ତା ଦେଇଛନ୍ତି ଓଡିଶାର ଜନସାଧାରଣଙ୍କୁ l ୭୫୦ ମିଲି ଲିଟର ବୋତଲ ଭିତରେ...

ଭିକାରି ଓ ଭୋକିଲାଙ୍କୁ ରନ୍ଧା ଖାଦ୍ୟ

ଭଦ୍ରକ ଅଫିସ, ୪।୪: ୪୮ ଘଣ୍ଟିଆ ଶଟଡାଉନ ସମୟରେ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। ପୌରପାଳିକା ପକ୍ଷରୁ ନିକଟରେ ବନ୍ତ ଛକ ବସ ଷ୍ଟାଣ୍ଡ ପୋଲ ତଳୁ ଉଦ୍ଧାର କରାଯାଇଥିବା ଭିକାରି, ଭୋକିଲା, ଅସ୍ଥାୟୀ ଶିବିର ରେ...

ବିଶୋଧନ ହେଲା ଭଦ୍ରକ ସହର

ଭଦ୍ରକ ଅଫିସ , ୪।୪- ଭଦ୍ରକରେ ଗତକାଲି ୨ଜଣ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଜିଲ୍ଲାରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ରେ ପହଞ୍ଚିଛି ।ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସ ଟ୍ୱିଟ୍ କରି ଜଣାଇଛନ୍ତି ଯେ, ଗତକାଲିଠାରୁ ଭଦ୍ରକ...

ହୋମ କ୍ୱାରାଣ୍ଟାଇନରେ 25266 ବିଦେଶ, ଅନ୍ୟ ରାଜ୍ୟ ଫେରନ୍ତା

ଛତ୍ରପୁର,୪।୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟରୁ ଫେରିଥିବା ବହିରାଗତଙ୍କ ମଧ୍ୟରୁ ବର୍ତ୍ତମାନ 25 ହଜାର 266 ଜଣ ହୋମ୍ କ୍ୱାରାଣ୍ଟାଇନରେ ଅଛନ୍ତି। ସେଥିମଧ୍ୟରେ 415 ଜଣ ବିଦେଶରୁ ଫେରିଥିବାବେଳେ 24 ହଜାର...

ଭୋକ ଉପାସରେ ବୁଲୁଛନ୍ତି ଅସହାୟ ବୃଦ୍ଧ

ଅତାବିରା,୪।୪(ଡିଏନଏ)- ବରଗଡ଼ ଜିଲା ଗୋଡଭଗା-ତୁରୁମ ରାସ୍ତାର ଉଦେପୁର ଛକରେ ଜଣେ ଅସହାୟ ବୃଦ୍ଧ ବୁଲାବୁଲି କରୁଥିବା ଦେଖିବାକୁ ମିଳିଛି। କିଛି କହିପାରୁ ନଥିବା ଯୋଗୁଁ ତାଙ୍କ ପରିଚୟ ମିଳି ପାରି ନ ଥିବାବେଳେ ସେ ଜଣେ ମାନସିକ ରୋଗୀ ହୋଇଥିବେ...

ଗଞ୍ଜାମ ବ୍ଲକ କୁ ମୁସଲମାନ ପଶିଆସିଥିବା ଆଶଙ୍କା:ସୂଚନା ପାଇଲେ ପ୍ରଶାସନ କୁ ଜଣାଇବା ପାଇଁ ଅନୁରୋଧ

ଗଞ୍ଜାମ ୪ ।୪(ଡିଏନଏ )ଗତ କାଲି ଅର୍ଥାତ ଶୁକ୍ରବାର ବିଳମ୍ବିତ ରାତିରେ କିଛି ମୁସଲମାନ ସମ୍ପ୍ରଦାୟ ବ୍ୟକ୍ତି ଗଞ୍ଜାମ ବ୍ଲକ ଅଂଚଳ କୁ ପଶିଆସିଥିବା ପ୍ରଶାସନ ଅନୁମାନ କରିଛି l ଏଥିପାଇଁ ତହସିଲଦାର ଅବନୀ କୁମାର ସାହୁ ସରପଞ୍ଚ, ଅଙ୍ଗନବାଡ଼ି...

ରିଲିଫ ପାଣ୍ଠିକୁ ୩ ମାସର ଦରମା ଦେଲେ ଜିଲା ପରିଷଦ ଅଧ୍ୟକ୍ଷା

ପାପଡ଼ାହାଣ୍ଡି,୪।୪(ଡି.ଏନ୍.ଏ.): କରୋନା ମୁକାବିଲା ଲାଗି ସହାୟତାର ହାତ ବଢ଼ାଇଛନ୍ତି ନବରଙ୍ଗପୁର ଜିଲା ପରିଷଦ ଅଧ୍ୟକ୍ଷା ଭଗବତି ଭତରା। ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ସେ ନିଜର ତିନି ମାସର ଦରମା ବାବଦକୁ ୨୨,୫୦୦ ଟଙ୍କା ଚେକ୍ ଆକାରରେ ନବରଙ୍ଗପୁର ଜିଲାପାଳ ଡ....

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ

ସୋହେଲା,୪।୪(ଡି.ଏନ.ଏ.)-ବରଗଡ ଜିଲା ସୋହେଲା ଦୁର୍ଗା ପୂଜା କମିଟିର ମା ଗୌରୀ ଦେବୀ ଟ୍ରଷ୍ଟ ତରଫରୁ ଶନିବାର ପୂର୍ବାହ୍ନରେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ ଲକ୍ଷ ଟଙ୍କା ଦାନ କରାଯାଇଛି । ସ୍ଥାନୀୟ ଦୁର୍ଗା ମନ୍ଦିର ପରିସରରେ...

କଟକଣା ସତ୍ୱେ ହାଟରେ ଲୋକଙ୍କ ଭିଡ଼

ନିରାକାରପୁର, ୪ ।୪ (ଡ଼ି ଏ ନ ଏ ), ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ପୁରାତନ ସାପ୍ତାହିକ ହାଟରେ କଟକଣା ସତ୍ବେ ଶନିବାର ପ୍ରବଳ ଭିଡ ଦେଖିବାକୁ ମିଳିଥିଲା. ଦୁଇହଜାରରୁ ଉର୍ଧ୍ୱ ଗ୍ରାହକ ଓ ବ୍ୟବସାୟୀ ରୁଣ୍ଡ...

ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ସମୟ ପରିବର୍ତନ

ଜଟଣୀ,୪/୪(ଡି.ଏନ୍.ଏ): ଜଟଣୀ ପୌରାଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବା ସମୟରେ ପରିବର୍ତ୍ତନ ହୋଇଛି। ଫଳ,ପନିପରିବା,ମାଛ,ମାଂସ,ଅଣ୍ଡା ଓ ଗ୍ରସେରୀ ଆଦି ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ କରୁଥିବା ଦୋକାନ ସକାଳ ୭ ଟା ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଖୋଲିବ ।...

ଘରୁ ଗୋଡ କାଢିଲେ, କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା ଅଫିସ,୪ ।୪ : ରାଜ୍ୟରେ କୋଭିଡ19 ଆକ୍ରାନ୍ତଙ୍କ ସଂଖ୍ଯା 20ରେ ପହଞ୍ଚିଛି। ସରକାର ଟୁଇନ ସିଟି ସମେତ ଭଦ୍ରକକୁ 48ଘଣ୍ଟା ଲାଗି ସମ୍ପଣ୍ଣ ସଟଡାଉନ କରିଛନ୍ତି। ଏନେଇ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri