ଆମ ଜିଲା ଖବର

ବିଶୋଧନ ହେଲା ବାରିପଦା ସହର

ବାରିପଦା ଅଫିସ, ୩ା୪- କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଶୁକ୍ରବାର ସକାଳୁ ବାରିପଦା ସହରରେ ବିଶୋଧନ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ଅଗ୍ନିଶମ ବିଭାଗ ପକ୍ଷରୁ ଷ୍ଟିଲ ଗୋଲେଇଠାରୁ ବାଲେଶ୍ୱର ଗୋଲେଇ ପର୍ଯ୍ୟନ୍ତ ରାସ୍ତାର ଉଭୟ...

ଲକ୍‌ଡାଉନ ନାମରେ ଚାଲିଛି ଭୋଜିଭାତ

ଖଇରା, ୩।୪(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରାଯାଇଛି। କେତେକ ଗ୍ରାମବାସୀ ଗ୍ରାମର ୨ ପାର୍ଶ୍ୱରେ ବାଉଁଶ ବାନ୍ଧି ବାହାର ଲୋକଙ୍କ ଯାତାୟାତ ଉପରେ କଟକଣା ଲଗାଇଛନ୍ତି। ହେଲେ ଏବେ କେତେକ ଗ୍ରାମରେ ପୋଲିସ ଆଖିରେ...

କରଞ୍ଜାବିନ୍ଧା ଯୁବକ ସଂଘ ତରଫରୁ ସହାୟତା ପ୍ରଦାନ

ବାହାନଗା, ୩ା୪(ଡି.ଏନ.ଏ.)-କରୋନା ଭାଇରସର ସଫଳ ମୁକାବିଲା ପାଇଁ ସରକାରଙ୍କୁ ସହଯୋଗ ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ବରିପଦା ପଞ୍ଚାୟତସ୍ଥିତ ଉପର କରଞ୍ଜାବିନ୍ଧା ଗ୍ରାମର ଥିବା ଯୁବକ ସଂଘ ଆଗକୁ ବାହାରିଛନ୍ତି ା ସେମାନେ ନିଜ ତରଫରୁ କିଛି କିଛି...

ସୀମାନ୍ତ ସିଲ୍‌ ପରେ ଉତ୍ତେଜନା: ୩୭ ବଙ୍ଗୀୟ ଶ୍ରମିକଙ୍କୁ ଫେରାଇ ଦେଲା ପଶ୍ଚିମବଙ୍ଗ

ଭୋଗରାଇ, ୩।୪(ଡି.ଏନ.ଏ.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ଲକ୍‌ଡାଉନ୍‌ ଥିବା ବେଳେ ଓଡ଼ିଶା-ପଶ୍ଚିମବଙ୍ଗ ସୀମାନ୍ତକୁ ଗତ ୨୩ତାରିଖରୁ ପ୍ରଶାସନ ପକ୍ଷରୁ ସିଲ୍‌ କରିଦିଆଯାଇଛି। ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ...

ଭୋକିଲା ପେଟକୁ ଦାନା

ବାଲେଶ୍ୱର ଅଫିସ,୩।୪- ଲକ୍‌ଡାଉନ୍‌ ଯୋଗୁ ବାଲେଶ୍ୱର ଜିଲାର ସମସ୍ତ ଦୋକାନବଜାର, ହୋଟେଲ ବନ୍ଦ ରହିଥିବାରୁ ଅସହାୟ, ଭିକାରୀ, ଗୋରୁ,ବୁଲାକୁକୁର ଓ ଅନ୍ୟ ପ୍ରାଣୀମାନେ ଭୋକିଲା ରହୁଛନ୍ତି। ସହରର ‘ଦି ନ୍ୟୁ ହୋପ’ ସ୍ବେଚ୍ଛାସେବୀ ଅନୁଷ୍ଠାନ ସେମାନଙ୍କୁ ଖାଦ୍ୟ ଯୋଗାଇବାରେ ସହାୟକ...

ସଚେତନତା ବାର୍ତ୍ତା ବାଣ୍ଟିଲେ ଛାତ୍ର, ମହିଳା

ଜଟଣୀ,୩ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ମୁକାବିଲା ନେଇ ସଚେତନତା ବାର୍ତ୍ତା ବାଣ୍ଟୁଛନ୍ତି ଅଷ୍ଟମଶ୍ରେଣୀ ଛାତ୍ର ମହେଶ ମହେନ୍ଦ୍ର ଏବଂ ସାମାଜିକ କର୍ମୀ ଗୌରୀ ସାହୁ। ଦୁହେଁ ଶୁକ୍ରବାର ଜଟଣୀ ନୂଆ ବସ୍‌ଷ୍ଟାଣ୍ଡ ଏବଂ ଗୋରୁହାଟ ଆଦି ଅଞ୍ଚଳର ଅସ୍ଥାୟୀ ପରିବା ଓ...

ଜବତ ଗାଡିକୁ ଛାଡିଦେଇ ହରଡଘଣାରେ ପୋଲିସ

ସମ୍ବଲପୁର, ୩।୪ (ବ୍ୟୁରୋ)- ସମଗ୍ର ରାଜ୍ୟରେ କରୋନା କଟକଣା ଲାଗିଥିବା ବେଳେ ସମସ୍ତ ଉନ୍ନୟନମୂଳକ କାମ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ରହିଛି । ହେଲେ ସଚେତନ ଅଭାବ ଯୋଗୁ ସମ୍ବଲପୁର ଜିଲା ଗଡଲୁଇସିଂ ପଞ୍ଚାୟତ ଗହିରପାଲି ଗ୍ରାମର ଦୟାନିଧି...

ବ୍ଲକ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ

ଗୁଡଭେଲା,୩।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଗୁଡଭେଲା ପ୍ରଶାସନ ପକ୍ଷରୁ ବ୍ଲକର ୧୩ଟି ପଞ୍ଚାୟତରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଉଛି। ବ୍ଲକ୍‌ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରା ଏହି ସବୁ ଖାଦ୍ୟ ରନ୍ଧା କେନ୍ଦ୍ରକୁ ଯାଇ ତଦାରଖ କରୁଛନ୍ତି। ଶୁକ୍ରବାର ୧୩ଟି ପଞ୍ଚାୟତର ପ୍ରାୟ ୯୭୪...

ସପ୍ତାହିକ ହାଟରେ ପୋଲିସ, ତହସିଲଦାର ନାକେଦମ

ଗୁଡଭେଲା,୩।୪(ଡି.ଏନ.ଏ.)-କରୋନା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରଦକ୍ଷେପ ଗ୍ରହଣ କରଯାଇଛି। ବଲାଙ୍ଗୀର ଜିଲା ତୁଷୁରା ସହରର ସାପ୍ତାହିକ ବଜାର ଶୁକ୍ରବାର ଏନ୍‌ଏସି ପକ୍ଷରୁ ସାମାଜିକ ଦୂରତା ରକ୍ଷା କରିବା ପାଇଁ ପନି ପରିବା, ମାଛ, ମାଂସ ଦୋକାନ ବସିବାକୁ ଚୂନ...

୨ କର୍କଟ ପୀଡ଼ିତଙ୍କୁ ସହଯୋଗ

ବରଗଡ଼ ଅଫିସ୍‌,୩।୪-ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡା ଏବଂ ଗାଇସିଲେଟ ଅଞ୍ଚଳର ୨ଜଣ କର୍କଟ ପୀଡ଼ିତଙ୍କୁ ସ୍ଥାନୀୟ ଜର୍ଜ ହାଇସ୍କୁଲର ୧୯୯୧ ବ୍ୟାଚ୍‌ ଛାତ୍ରୀଛାତ୍ର ସହଯୋଗର ହାତ ବଢ଼ାଇଛନ୍ତି । ସୂଚନା ଅନୁଯାୟୀ, ବୁରୋମୁଣ୍ଡାର ଚୂଡ଼ାମଣି ପ୍ରଧାନ ଏବଂ...

ସାମାଜିକ ଦୂରତା ରଖିଲେ ପରିବା ବ୍ୟବସାୟୀ

ବରଗଡ଼ ଅଫିସ୍‌,୩।୪-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ କଟକଣା ଲାଗୁ ହୋଇଛି । ଏଥିରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୃଷ୍ଟିରୁ ପରିବା ବଜାରକୁ ବାଦ୍‌ ଦିଆଯାଇଛି । ସେହିପରି କରୋନା ମୁକାବିଲା ପାଇଁ ସାମାଜିକଦୂରତ୍ୱ ଅବଲମ୍ବନକୁ ଗୁରୁତ୍ୱ ଦିଆଯାଉଛି...

ଭୋଜିବେଳେ ଚଢାଉ କଲା ପୋଲିସ: ୩ ବାଇକ୍‌ ସହ ଖାଦ୍ୟ ଜବତ, ନିରାଶ୍ରୟଙ୍କୁ ବଣ୍ଟାଗଲା

ଆସିକା,୩ା୪(ଡି.ଏନ୍‌.ଏ.)- ଆସିକା ଥାନା ମଙ୍ଗଳପୁର ଗ୍ରାମ ଉପକଣ୍ଠ ତୋଟାରେ ଶୁକ୍ରବାର ମଧ୍ୟାହ୍ନରେ ଭୋଜି ଚାଲିଥିବାବେଳେ ପୋଲିସ ଚଢାଉ କରିଥିଲା। ସେଠାରୁ ମାଂସ ତରକାରୀ ସହ ବିଭିନ୍ନ ରୋଷେଇ ସାମଗ୍ରୀ ଓ ୩ ବାଇକ ଜବତ କରିଛି ପୋଲିସ। ପୋଲିସକୁ ଦେଖି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri