ଆମ ଜିଲା ଖବର

ରେଭେନ୍‌ଶାରେ ଅନ୍‌ଲାଇନରେ ପାଠପଢ଼ା

କଟକ ଅଫିସ,୩।୪: ଅନ୍‌ଲାଇନରେ ଚାଲିଛି ପାଠପଢା। ଅଧ୍ୟାପକମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଛାତ୍ରୀଛାତ୍ରଙ୍କର କ୍ଲାସ ନେଉଛନ୍ତି। ସାରା ଦେଶରେ ଲକ୍‌ଡାଉନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନରେ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ପାଠପଢା ବନ୍ଦ ରହିଛି। ଏହାକୁ ଦୃଷ୍ଟିରେ ରଖି ରେଭେନ୍‌ଶା...

ଜେଲରେ ଭିଡ଼

କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କୋର୍ଟ କାର୍ଯ୍ୟ ସୀମିତ। ଫଳରେ କେନ୍ଦ୍ରାପଡ଼ା ସବ୍‌ଜେଲରେ ବିଚାରାଧୀନ କଏଦୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଠାରେ ମୋଟ ୧୯୦ ଜଣ କଏଦୀଙ୍କ ରହିବା ବ୍ୟବସ୍ଥା ଥିବାବେଳେ ଇତିମଧ୍ୟରେ ଏହି ସଂଖ୍ୟା ୨୨୦ରୁ ଊର୍ଦ୍ଧ୍ୱ...

ଏଣିକି ଗୋଟିଏ ସମୟ ଖୋଲିବ ହାଟ

ଖୋର୍ଦ୍ଧା ଅଫିସ,୩।୪: ମହାମାରୀ କରୋନା ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତିନି ସପ୍ତାହ ଲାଗି ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। କିନ୍ତୁ ଖୋର୍ଦ୍ଧାରେ କେତେକ ଲୋକ ଏହାକୁ ବେଖାତିର କରି ବାହାରେ ବୁଲିବା ସହ ଅଯଥାରେ...

୨୪୦ ଇଟାଭାଟି ଶ୍ରମିକ ଥଇଥାନ

କାମାକ୍ଷାନଗର, ୩ା୪(ଡି.ଏନ.ଏ.) – ଲକ୍‌ଡାଉନ୍‌ ସମୟରେ ସମସ୍ୟାରେ ସନ୍ତୁଳି ହେଉଥିବା ଇଟାଭାଟି ଶ୍ରମିକଙ୍କୁ କାମାକ୍ଷାନଗର ତହସିଲ ପ୍ରଶାସନ ପକ୍ଷରୁ ଥଇଥାନ କରାଯାଇଛି। ତହସିଲଦାର ସଞ୍ଜୟ କୁମାର ରାଉତଙ୍କ ଉଦ୍ୟମରେ ୨୪୦ ଜଣ ଶ୍ରମିକଙ୍କୁ ପୃଥକ୍‌ ସ୍ଥାନରେ ରଖାଯାଇଛି। ସେମାନଙ୍କୁ ଖାଦ୍ୟପାନୀୟ...

ଡୋକ୍ରା ଶିଳ୍ପକୁ କରୋନା ମାଡ଼

ଢେଙ୍କାନାଳ ଅଫିସ, ୩।୪ – କୋଭିଡ୍‌-୧୯ ସଂକ୍ରମଣରେ ପ୍ରଭାବିତ ହୋଇଛି ସମଗ୍ର ଶିଳ୍ପ ଜଗତ। ଏଥିରୁ ବାଦ୍‌ ପଡ଼ିନି ପାରମ୍ପରିକ ହସ୍ତଶିଳ୍ପ। ଖାସ୍‌ କରି ଲକ୍‌ଡାଉନ ପରେ ଡୋକ୍ରା ଭଳି କୁଟୀରଶିଳ୍ପକୁ ପୁଞ୍ଜି କରି ପରିବାର ପୋଷୁଥିବା ଶିଳ୍ପୀଙ୍କ ହାତ...

ଅନୁଗୋଳ ଆସିଥିଲେ ନିଜାମୁଦ୍ଦିନ ଧର୍ମଗୁରୁ

ଅନୁଗୋଳ ଅଫିସ୍‌/ତାଳଚେର, ୩ା୪ – ଦିଲ୍ଲୀର ନିଜାମୁଦ୍ଦିନ ମରକଜ୍‌ଠାରେ ଯୋଗ ଦେଇଥିବା ମୁସଲିମ ସମ୍ପ୍ରଦାୟର ଧର୍ମଗୁରୁଙ୍କ ମଧ୍ୟରୁ ୫ଜଣ ମହିଳା ଓ ପୁରୁଷ ନିକଟରେ ଅନୁଗୋଳ ଆସିଥିବା ଜଣାପଡିଛି। ସେମାନେ ଜିଲାର ବିଭିନ୍ନ ଅଞ୍ଚଳକୁ ଯାଇ କେତେଜଣଙ୍କ ଘରେ ରହିବା...

ନଜର ରଖିବାକୁ ୨୪ ଘଣ୍ଟିଆ କଲ୍‌ ସେଣ୍ଟର, ହ୍ବାଟ୍ସଆପ୍‌ ଗ୍ରୁପ

ଅନୁଗୋଳ ଅଫିସ, ୩।୪ – କରୋନା ମୁକାବିଲା ପାଇଁ ଅନୁଗୋଳ ପୋଲିସ ପକ୍ଷରୁ ୨୪ ଘଣ୍ଟିଆ କଲ୍‌ ସେଣ୍ଟର ଖୋଲାଯାଇଥିବା ବେଳେ ଅଭିଯୋଗ ଶୁଣିବାକୁ ହ୍ବାଟ୍ସଆପ୍‌ ଗ୍ରୁପ୍‌ କରାଯାଇଛି। ଏହି ୨୪ ଘଣ୍ଟିଆ କଲ୍‌ ସେଣ୍ଟରରୁ ପର୍ଯ୍ୟାୟ କ୍ରମେ ହୋମ୍‌...

ହାଣ୍ଡି, କଡ଼େଇ ଉଠାଇଆଣିଲା ପୋଲିସ

ଅନୁଗୋଳ ଅଫିସ, ୩।୪ – କରୋନା ସଂକ୍ରମଣ ଆଶଙ୍କା ସତ୍ତ୍ୱେ ଲୋକେ ଲକ୍‌ଡାଉନ୍‌କୁ ବେଖାତିର କରି ଭୋଜି କରିବା ଓ ତେଲଭାଜି ଦୋକାନ ଖୋଲିବା ଅନୁଗୋଳ ପୋଲିସର ଚିନ୍ତା ବଢ଼ାଇ ଦେଇଛି। ବୁଧବାର ସନ୍ଧ୍ୟାରେ ସହର ଉପକଣ୍ଠରେ ଏପରି କିଛି...

କଟକଣା ଫାଙ୍କି କାମ

ବଇଣ୍ଡା, ୩ା୪(ଡି.ଏନ.ଏ.) – କରୋନା ମୁକାବିଲା ପାଇଁ ଲକ୍‌ଡାଉନ ସହ ସାମାଜିକ ଦୂରତା ରକ୍ଷା ଭଳି ବିଭିନ୍ନ କଟକଣା ଜାରି ହୋଇଥିଲେ ହେଁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ଗାଁବଇଣ୍ଡା ପଞ୍ଚାୟତ ବଡହୁଲାଠାରେ ଥିବା ରାଇସ୍‌ ମିଲ୍‌ରେ ଏହାର ଉଲ୍ଲଂଘନ...

ସାମାଜିକକର୍ମୀ ବାଣ୍ଟିଲେ ରାଶନ ସାମଗ୍ରୀ

ଜି.ଉଦୟଗିରି,୩|୪(ଡି.ଏନ.ଏ.)-କରୋନା ସଂକ୍ରମଣ ରୋକିବା ପାଇଁ ସାରା ଦେଶ ବନ୍ଦ ରହିଥିବା ବେଳେ ଗରିବ, ଦିନ ମଜୁରିଆ ଦିନକୁ ଦିନ ଖାଦ୍ୟ ପାଇବା କଷ୍ଟକର ହୋଇଛି। ଏହିଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଅସହାୟମାନଙ୍କୁ ରାଶନ ସାମଗ୍ରୀ ଯୋଗାଣ କରିଛନ୍ତି କେତେକ ସ୍ବେଚ୍ଛାସେବୀ। ଜି.ଉଦୟଗିରି...

କୁଇଭାଷାରେ ଶପଥପାଠ କରାଇଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି/କୋଟଗଡ଼,୩।୪(ଡି.ଏନ.ଏ)-ବାଲିଗୁଡ଼ା ଏସ୍‌ଡିପିଓ ମାନସ ରଂଜନ ବାରିକ କରୋନା ସଂକ୍ରମଣ ପ୍ରତିହତ କରିବା ପାଇଁ ଗୁରୁବାର କୋଟଗଡ଼ ଥାନା ଶ୍ରୀରାମପୁର ଏବଂ ସୁବର୍ଣ୍ଣଗିରି ଅଞ୍ଚଳରେ ଲୋକଙ୍କୁ ସଚେତନ କରାଇଛନ୍ତି । ଅଞ୍ଚଳର ଅନୁସୂଚିତ ଜାତି ଏବଂ ଜନଜାତି ସଂପ୍ରଦାୟର ଲୋକଙ୍କୁ ସେ...

କୋଭିଡ୍‌ ଫଣ୍ଡକୁ ୨ ଲକ୍ଷ ଦେଲା ବିଡେକା

ଭଞ୍ଜନଗର,୩।୪(ଡି.ଏନ.ଏ)-କରୋନା ମୁକାବିଲା ପାଇଁ ଭଞ୍ଜନଗର ଜଳସମ୍ପଦ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୨ ଲକ୍ଷ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ଭଞ୍ଜନଗର ଜଳସମ୍ପଦ ନିର୍ବାହୀଯନ୍ତ୍ରୀ ତଥା ବିଡେକା ସଭାପତି ଇଂ.ନିହାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri