ଆମ ଜିଲା ଖବର

କୂଅରୁ ନବଜାତ ଶିଶୁ କନ୍ୟା ମୃତଦେହ ଉଦ୍ଧାର

ପାଟଣା,୩|୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ଭଗପଶି ଗ୍ରାମ ମୁଣ୍ଡା ସାହି ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ନବଜାତ ଶିଶୁ କନ୍ୟାର ଗଳିତ ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନରେ କିଛି ବଗାଳିଆ...

ମେଡିକାଲ ପରିସରରେ ନାଗ

ଭଣ୍ଡାରିପୋଖରୀ, ୩ା୪ (ଡ଼ି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରୁ ଗୁରୁବାର ଅପରାହ୍ନରେ ଏକ ନାଗ ସାପ ଉଦ୍ଧାର କରାଯାଇଛି। ପ୍ରାୟ ୫ ଫୁଟ ଲମ୍ବର ଏହି ସାପଟି ମେଡିକାଲ ପରିସରରେ ବୁଲୁଥିବା ବେଳେ ଲୋକଙ୍କ ନଜରକୁ ଆସିଥିଲା।...

କରୋନା ସଚେତନତା ନାଁରେ ବୈଠକ କରି ଜଣେ ଗିରଫ

ଠାକୁରମୁଣ୍ଡା,୩ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ହାତୀଘୋଡା ପଞ୍ଚାୟତର ଘୋଡାବିନ୍ଧା ଗ୍ରାମରେ ଗୁରୁବାର ଅପରାହ୍ନରେ ଗ୍ରାମବାସୀମାନଙ୍କୁ ନେଇ କରୋନା ସଚେତନତା ନାମରେ ବୈଠକ କରିବା ଘଟଣାରେ ଠାକୁରମୁଣ୍ଡା ଥାନା ପୋଲିସ ଜଣକୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ...

ଅସହାୟଙ୍କୁ ଖାଦ୍ୟ ସାମଗ୍ରୀ ପ୍ରଦାନ

ରାଇରଙ୍ଗପୁର, ୩ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ପୌର ପରିଷଦ ପକ୍ଷରୁ ସହରରେ ଥିବା ଗରିବ, ଅସହାୟ ଓ ଅଟକି ରହିଥିବା ପଡ଼ୋଶୀ ଝାରଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟର ଶ୍ରମିକମାନଙ୍କୁ ଖାଦ୍ୟ ସାମଗ୍ରୀ ପ୍ରଦାନ କରାଯାଇଛି। ପୌରାଞ୍ଚଳର ୧୫ଟି ଓ୍ବାର୍ଡର ମୋଟ...

ସାବୁନ ବାଣ୍ଟିଲେ ମହିଳା ଗ୍ରୁପ

ବାହାନଗା, ୩ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତର ବ୍ରହ୍ମପୁର ଗ୍ରାମରେ ଥିବା ମହାଲକ୍ଷ୍ମୀ ମହିଳା ଏସଏଚ୍‌ଜି ଦ୍ୱାରା କରୋନା ସତର୍କତା ନିମନ୍ତେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗ୍ରୁପ ପକ୍ଷରୁ ଗ୍ରାମର ମହିଳା ପୁରୁଷମାନଙ୍କୁ...

ହାତବାନ୍ଧି ବସିଛନ୍ତି ପାନଚାଷୀ

ଭୋଗରାଇ, ୩ା୪(ଡି.ଏନ.ଏ.) – କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଏବେ ସମଗ୍ର ଦେଶ ଲକ୍‌ଡାଉନରେ ରହିଛି। ଏହାର ପ୍ରତିକୂଳ ପ୍ରଭାବ ପାନ ଚାଷ ଉପରେ ପଡିଛି। ଏହି ଚାଷ ଉପରେ ନିର୍ଭର କରୁଥିବା ବାଲେଶ୍ୱର ଜିଲା ଭୋଗରାଇ ଓ...

ବରିଷ୍ଠ ନାଗରିକ ମଞ୍ଚର ଆର୍ଥିକ ସହାୟତା

ଖଇରା, ୩।୪(ଡି.ଏନ.ଏ.)-ଖଇରା ବରିଷ୍ଠ ନାଗରିକ ମଞ୍ଚ ଓ କୁପାରୀ ଗଡଚଣ୍ଡୀ ସାଂସ୍କୃତିକ ପରିଷଦ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଢିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି। ଗୁରୁବାର ପୂର୍ବାହ୍ନରେ ବରିଷ୍ଠ ନାଗରିକ ମଞ୍ଚର ସଭାପତି ଶରତ କୁମାର ବିଶ୍ୱାଳ, ସମ୍ପାଦକ ମୁକ୍ତିକାନ୍ତ...

ଖାଦ୍ୟ ବାଣ୍ଟିଲେ ଖଇରା ଥାନା ଆଇଆଇସି

ଖଇରା, ୩।୪(ଡି.ଏନ.ଏ.)-ଖଇରା ଥାନା ଆଇଆଇସି ସୁବ୍ରତ ବେହେରା ଗୁରୁବାର ବିଭିନ୍ନ ଗ୍ରାମକୁ ଯାଇ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରିଛନ୍ତି ା ନନ୍ଦୁର ଗ୍ରମ ଆଦିବାସୀ ସାହି ଓ ଗୋଳିହା ମାଧବ ଆଦିବାସୀ ସାହିକୁ ଯାଇ ଶତାଧିକ ଲୋକଙ୍କୁ ଖାଦ୍ୟ...

ଉଦ୍‌ଘାଟିତ ହେଲା ଦ୍ୱିତୀୟ ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୨ା୪-ଗଞ୍ଜାମ-ଗଜପତି ସମବାୟ ଦୁଗ୍ଧ ଉପତ୍ାଦକ ସଂଘ ପକ୍ଷରୁ ଗଞ୍ଜାମ ଜିଲାର ଦ୍ୱିତୀୟ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ୍‌ ମିଶ୍ରିତ ଏଟିଏମ୍‌ ଗୁରୁବାର ବ୍ରହ୍ମପୁର ତୁଳସୀନଗର ମେନ୍‌ରୋଡରେ ଉଦ୍‌ଘାଟିତ ହୋଇଯାଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହାକୁ ଉଦ୍‌ଘାଟନ କରିଥିଲେ।...

କମ୍ପାନୀ ଅଧିକାରୀଙ୍କ ପାଇଁ ନାକେଦମ ପ୍ରଶାସନ, ଆପାର୍ଟମେଣ୍ଟ ସିଲ୍‌

ଛତ୍ରପୁର,୨ା୪(ଡି.ଏନ.ଏ)- ବାହାର ରାଜ୍ୟରୁ ଫେରିି ନିଜ ତଥ୍ୟ ଲୁଚାଇଥିବା ଏକ ଘରୋଇ କମ୍ପାନୀର ଜଣେ ଅଧିକାରୀଙ୍କ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ନାକେଦମ ହୋଇଛି। ସମ୍ପୃକ୍ତ ଅଧିକାରୀଙ୍କୁ ଆଇସୋଲେଶନ ସେଣ୍ଟରରେ ରଖାଯାଇଛି। ସେ ରହୁଥିବା ଆପାର୍ଟମେଣ୍ଟକୁ ସିଲ କରାଯାଇଛି। ଆପାର୍ଟମେଣ୍ଟର...

କରୋନା ମୁକାବିଲା ସମୀକ୍ଷା କଲେ ବିଧାୟିକା

ବେଗୁନିଆପଡା୨ା୪(ଡି.ଏନ.ଏ.)-କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗୁରୁବାର କୋଦଳା, କବିସୂର୍ଯ୍ୟନଗର ଓ ପୁରୁଷୋତ୍ତମପୁରରେ ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ, ମେଡିକାଲ ଅଫିସର, ଏନ୍‌ଏସି ଅଧିକାରୀଙ୍କୁ ନେଇ କରୋନା ମୁକାବିଲା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ ସମୀକ୍ଷା କରିଥିଲେ। ମାର୍କେଟ ଅଞ୍ଚଳକୁ...

ପରୀକ୍ଷା ପାଇଁ ପଠାଗଲା ୨ସନ୍ଦିଗ୍ଧଙ୍କ ସ୍ବାବ

ଛତ୍ରପୁର,୨ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ଜଗନ୍ନାଥପୁର ଛକ ନିକଟରେ ସୋମବାର ସନ୍ଧ୍ୟାରେ ପୋଲିସ ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏକ ଟ୍ରକ୍‌ରୁ ଉଦ୍ଧାର କରିଥିବା ୬୦ ଜଣ ଏବେ ଚମାଖଣ୍ଡିସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ହୋଇଥିବା ଆଇସୋଲେଶନ ସେଣ୍ଟରରେ ରଖାଯାଇଛି। ସମସ୍ତେ ବାହାର ରାଜ୍ୟର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri